Tag Archives: Home Middle

୨୦୪୭ରେ ଯେଉଁ ବ୍ୟକ୍ତି ବହିର୍ବ୍ୟାପାରମନ୍ତ୍ରୀ ହେବ ମୁଁ ତାଙ୍କୁ ଇର୍ଷା କରିବି: ଜୟଶଙ୍କର…

ଅହମଦାବାଦ,୫।୯ : ଗୁଜରାଟରେ ଏକ କାର୍ଯ୍ୟକ୍ରମରେ ଭାରତ ବିଷୟରେ କଥାବାର୍ତ୍ତା ବେଳେ ବହିର୍ବ୍ୟାପାରମନ୍ତ୍ରୀ ଡକ୍ଟର ଏସ ଜୟଶଙ୍କର ଏକ ବଡ଼ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ମୁଁ ୨୦୪୭ରେ ବହିର୍ବ୍ୟାପାରମନ୍ତ୍ରୀ ଥିବା ବ୍ୟକ୍ତିଙ୍କ ପ୍ରତି ଇର୍ଷା କରିବି, କିନ୍ତୁ ମୁଁ...

୫୪ ହଜାର ତଳେ ସକ୍ରିୟ ମାମଲା-ଦୈନିକ ସଂକ୍ରମଣ ୬ ହଜାରରୁ କମ୍‌…

ନୂଆଦିଲ୍ଲୀ, ୫।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୫୪ ହଜାର ତଳେ ରହିଛି। କେରଳ, ମହାରାଷ୍ଟ୍ର...

୩୫% ହ୍ରାସ ପାଇଛି ଚାଇନାକୁ ଭାରତର ରପ୍ତାନି

ନୂଆଦିଲ୍ଲୀ,୫।୯: ଗତ କିଛିମାସ ହେବ ଚାଇନାର ଅର୍ଥନୈତିକ କାର୍ଯ୍ୟକଳାପରେ ମନ୍ଥରତା ଦେଖାଦେଇଛି। ଚଳିତ ବର୍ଷ ଏପ୍ରିଲରୁ ଅଗଷ୍ଟ ମଧ୍ୟରେ ଭାରତର ଉତ୍ତର ପଡ଼ୋଶୀ ଦେଶକୁ ରପ୍ତାନି ପ୍ରାୟ ୩୫% ହ୍ରାସ ପାଇ ୬.୮ ବିଲିୟନ ଡଲାରରେ ପହଞ୍ଚତ୍ଛି। ଏହି ସମୟ...

ଆଜି ଆସୁଛନ୍ତି ଶେଖ ହାସିନା

ନୂଆଦିଲ୍ଲୀ,୫।୯: ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହାସିନା ସୋମବାର ୪ ଦିନିଆ ଭାରତ ଗସ୍ତରେ ଆସୁଛନ୍ତି। ସେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ ଉପରାଷ୍ଟ୍ରପତି ଜଗଦୀପ ଧନକର୍‌ଙ୍କୁ ସାକ୍ଷାତ କରିବେ। ଏହି ଅବସରରେ ହାସିନା ଭାରତୀୟ ପ୍ରତିପକ୍ଷ ନରେନ୍ଦ୍ର ମୋଦି ଓ...

ରେଡିଏଶନ୍‌କୁ ଭିଜା ଲୋଡ଼ା ନାହିଁ

ମସ୍କୋ/କିଭ୍‌ , ୫ା୯: ୟୁକ୍ରେନ୍‌ ଉପରେ ୬ ମାସରୁ ଅଧିକ ସମୟ ହେଲା ରୁଷିଆ ଆକ୍ରମଣ ଜାରି ରଖିଛି। ଯୁଦ୍ଧ ଆରମ୍ଭ ହେବାଦିନରୁ ଆମେରିକା ସମେତ ୟୁରୋପୀୟ ସଂଘ (ଇୟୁ) ରୁଷିଆ ଉପରେ ଚାପ ପକାଇବା ପାଇଁ କଟକଣା ଲଗାଇବାରେ...

ମୁଖ୍ୟମନ୍ତ୍ରୀଙ୍କ ଅଭିନନ୍ଦନ, ୧ କୋଟି ଟଙ୍କା ପୁରସ୍କାର

ଭୁବନେଶ୍ୱର, ୫ା୯ (ସ୍ପୋଟର୍‌ସ ବ୍ୟୁରୋ): ଉଦ୍‌ଘାଟନୀ ଅଲ୍ଟିମେଟ୍‌ ଖୋ ଖୋ ଲିଗ୍‌ ଜିତି ଇତିହାସ ସୃଷ୍ଟି କରିଥିବା ଓଡ଼ିଶା ଜଗରନଟ୍ସ ଦଳକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଭିନନ୍ଦନ ଜଣାଇଛନ୍ତି। ଏଥିସହିତ ସଫଳତା ହାସଲ କରିଥିବାରୁ ବିଜୟୀ ଦଳ ପାଇଁ ସେ...

ପାକିସ୍ତାନ ୫ ଉଇକେଟରେ ବିଜୟୀ

ଦୁବାଇ,୫ା୯ : ମହମ୍ମଦ ରିଜଓ୍ବାନଙ୍କ ବିସ୍ଫୋରକ ବ୍ୟାଟିଂ ସହାୟତାରେ ପାକିସ୍ତାନ ରବିବାର ଅନୁଷ୍ଠିତ ଏସିଆ କପ୍‌ କ୍ରିକେଟ ଟୁର୍ନାମେଣ୍ଟର ସୁପର ଫୋର ମ୍ୟାଚରେ ଭାରତକୁ ୫ ଉଇକେଟରେ ପରାସ୍ତ କରିଛି। ଭାରତ ୨୦ ଓଭରରେ ୭ ଉଇକେଟ ହରାଇ ୧୮୧...

ଶେଷ କ୍ଷଣରେ ବାଜି ମାରିଲା ଓଡ଼ିଶା ଜଗରନଟ୍ସ

ଭୁବନେଶ୍ୱର, ୫।୯ (କ୍ରୀଡ଼ା ପ୍ରତିନିଧି): ପୁଣେର ମହାଲୁଙ୍ଗେସ୍ଥିତ ଶ୍ରୀ ଶିବ ଛତ୍ରପତି ସ୍ପୋଟର୍‌ସ କମ୍ପ୍ଲେକ୍ସରେ ଅନୁଷ୍ଠିତ ଅଲ୍‌ଟିମେଟ ଖୋ ଖୋ ଲିଗ୍‌ର ପ୍ରଥମ ସଂସ୍କରଣରେ ଓଡ଼ିଶା ଜଗରନଟ୍ସ ଚାମ୍ପିୟନ ହୋଇଛି। ପୂରା ଟୁର୍ନାମେଣ୍ଟରେ ଆଟାକିଂ, ଡିଫେଣ୍ଡିଂ ଓ ଅଲ୍‌ରାଉଣ୍ଡ ସବୁକ୍ଷେତ୍ରରେ...

୩୩% ପରିବାର କ୍ଷୀର ପିଇବା କମାଇଛନ୍ତି

ନୂଆଦିଲ୍ଲୀ,୫ା୯: ଭାରତରେ କ୍ଷୀର ଦରବୃଦ୍ଧି ଯୋଗୁ ଏହାର ବ୍ୟବହାର କେତେ ପ୍ରଭାବିତ ହୋଇଛି ସେନେଇ କମ୍ୟୁନିଟି ସୋସିଆଲ ମିଡିଆ ପ୍ଲାଟଫର୍ମ ଲୋକାଲ ସର୍କଲ୍ସ ପକ୍ଷରୁ ଏକ ସର୍ବେକ୍ଷଣ କରାଯାଇଛି। ପ୍ରତି ୩ରେ ଗୋଟିଏ ପରିବାର କ୍ଷୀର ବ୍ୟବହାର କମାଇଦେଇଛନ୍ତି ବୋଲି...

୪୬ ଶିକ୍ଷକଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ପୁରସ୍କାରରେ ସମ୍ମାନୀତ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ,୫ ।୯: ଗୁରୁ ଦିବସ ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ସକାଳ ୧୦ଟା ୩୦ରେ ବିଜ୍ଞାନ ଭବନରେ ଦେଶର ୪୬ ଜଣ ଶିକ୍ଷକଙ୍କୁ ରାଷ୍ଟ୍ରୀୟ ପୁରସ୍କାରରେ ସମ୍ମାନୀତ କରିବେ ଏହି ୪୬ ଜଣ ଶିକ୍ଷକ ଭିନ୍ନ ଭିନ୍ନ ରାଜ୍ୟରୁ...

ମୁଖ୍ୟମନ୍ତ୍ରୀଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ

ଭୁବନେଶ୍ବର,୫ା୯(ବ୍ୟୁରୋ):ସଫଳ ନେତୃତ୍ୱ ଯୋଗୁ ଦୁଇ ଦଶନ୍ଧିରୁ ଊର୍ଦ୍ଧ୍ୱ ସମୟ ଧରି ଓଡ଼ିଶାବାସୀଙ୍କ ସେବା କରିଆସୁଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ରବିବାର ଜୀବନବ୍ୟାପୀ ସାଧନା ସମ୍ମାନରେ ସମ୍ମାନିତ କରାଯାଇଛି। ନୂଆଦିଲ୍ଲୀସ୍ଥିତ କ୍ୟାପିଟାଲ ଫାଉଣ୍ଡେଶନ ସୋସାଇଟି ତରଫରୁ ନବୀନଙ୍କୁ ଏହି ସମ୍ମାନ ଦିଆଯାଇଛି।...

ଅଟା ତରଳ କି କଠିନ ରାହୁଲ ଗାନ୍ଧୀ ଜାଣନ୍ତି ନାହିଁ: ସମ୍ବିତ ପାତ୍ର

ନୂଆଦିଲ୍ଲୀ,୪।୯: ଦରଦାମ୍‌ ବୃଦ୍ଧି ପ୍ରତିବାଦରେ କଂଗ୍ରେସ ଦଳ ପକ୍ଷରୁ ରବିବାର ଦିଲ୍ଲୀର ରାମଲୀଳା ମଇଦାନରେ ଅନୁଷ୍ଠିତ ‘ମହଙ୍ଗାଇ ପର୍‌ ହଲ୍ଲା ବୋଲ୍‌’ ରାଲିରେ ରାହୁଲ ଗାନ୍ଧୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ଜୋର୍‌ଦାର ବର୍ଷିଛନ୍ତି। ମୋଦି ଭୟ ଓ ଘୃଣାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri