Tag Archives: Home Middle

୩ ରାଜ୍ୟ ପାଇଁ ସତର୍କ ସୂଚନା ଜାରି…

ନୂଆଦିଲ୍ଲୀ, ୩।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୬୩ ହଜାର...

ଚାଇନା ବିରୋଧରେ ଆମେରିକାର ବଡ ଚାଲ, ତାଇୱାନକୁ ଦେଲା ୧.୧ ଅରବ ଡଲାର ସେନା ସହାୟତା

ୱାଶିଂଟନ,୩ ।୯: ଚାଇନା ବିରୋଧରେ ଆମେରିକା ଚଳାଇଛି ବଡ ଚାଲ । ଶୁକ୍ରବାର ଆମେରିକା ତାଇୱାନ ଭଳି ଏକ ଛୋଟିଆ ଦ୍ୱୀପକୁ ୧.୧ ବିଲିୟନ ଡଲାରର ନୂଆ ଅସ୍ତ୍ରଶସ୍ତ୍ର ପ୍ୟାକେଜ ଦେବାକୁ ଘୋଷଣା କରିଛି । ଆମେରିକା ସ୍ପିକର ନାନ୍ସି...

ପାଞ୍ଚ କୋଟିରୁ ଅଧିକ ଜିଏସଟି ଚୋରି ଅଭିଯୋଗ ହେଲେ ତାକୁ ଅଭ୍ୟାସଗତ ଚୋର ବୋଲି ବିବେଚନା କରାଯିବ, ନିଆଯିବ କଡା କର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୩ ।୯: ଟିକସ ଫାଙ୍କିବା, ଇନପୁଟ ଟ୍ୟାକ୍ସ କ୍ରେଡିଟ(ଆଇଟିସି) କିମ୍ବା ରିଫଣ୍ଡ ରାଶି ୫ କୋଟିରୁ ଅଧିକ ହୋଇଥିବା ସେ କ୍ଷେତ୍ରରେ ଜିଏସଟି ଅଧିକାରୀମାନେ ଆଇନଗତ କାର୍ଯ୍ୟାନୁଷ୍ଠାନ ନେଇ ପାରିବେ । ଅର୍ଥ ମନ୍ତ୍ରଣାଳୟ ଅଧିନରେ ଥିବା ଜିଏସଟି ଅନୁସନ୍ଧାନ...

୯, ୧୦ରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୩ା୯(ବ୍ୟୁରୋ): ଆନ୍ଧ୍ର ଉପକୂଳ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ୨ ସପ୍ତାହ ମଧ୍ୟରେ ୨ଟି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସ଼ମ୍ଭାବନା ରହିଛି। ପ୍ରଥମଟି ସେପ୍ଟେମ୍ବର ୮ ମଧ୍ୟରେ ଏବଂ ଦ୍ୱିତୀୟଟି ସେପ୍ଟେମ୍ବର ୯ରୁ ୧୫ ମଧ୍ୟରେ ସୃଷ୍ଟି ହୋଇପାରେ। ଏହାର...

ବଢୁଛି ବନ୍ୟା ମୃତକଙ୍କ ସଂଖ୍ୟା

ଇସଲାମାବାଦ,୨ା୯: ପାକିସ୍ତାନରେ ବନ୍ୟା ଜନିତ ମୃତ୍ୟୁସଂଖ୍ୟା ବଢ଼ିଚାଲିଛି। ବର୍ତ୍ତମାନ ଏହି ସଂଖ୍ୟା ପ୍ରାୟ ୧୨୦୦ରେ ପହଞ୍ଚିଛି। ଜାତୀୟ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣର ବିବୃତ୍ତିରେ କୁହାଯାଇଛି, ଜୁନ୍‌ ୧୪ରୁ ବର୍ଷା ଓ ବନ୍ୟା ଯୋଗୁ ଅତି କମ୍‌ରେ ୧,୧୮୬ ଜଣଙ୍କର ମୃତ୍ୟୁ...

ଲିଜ୍‌ ଟ୍ରସ୍‌ ହୋଇପାରନ୍ତି ବ୍ରିଟେନର ପରବର୍ତ୍ତୀ ପ୍ରଧାନମନ୍ତ୍ରୀ

ଲଣ୍ଡନ,୨।୯: ବ୍ରିଟେନର ପରବର୍ତ୍ତୀ ପ୍ରଧାନମନ୍ତ୍ରୀ ଲିଜ୍‌ ଟ୍ରସ୍‌ ଆଗରେ ଅଛନ୍ତି। ସେ ଭାରତୀୟ ବଂଶୋଦ୍ଭବ ତଥା କଞ୍ଜରଭେଟିଭ୍‌ ପାର୍ଟିର ଋଷି ସୁନକଙ୍କୁ ପଛରେ ପକାଇ ଦେଇଛନ୍ତି। ପ୍ରାୟ ଏକ ଡଜନ ବିତର୍କ ଏବଂ ତିନୋଟି ଟିଭି ବିତର୍କ ପରେ ପ୍ରତିଦ୍ୱନ୍ଦ୍ୱୀ...

ନୌସେନାରେ ସାମିଲ ହେଲା ସ୍ବଦେଶୀ ଆଏନଏସ୍‌ ବିକ୍ରାନ୍ତ

କୋଚି,୨।୯: ଭାରତୀୟ ନୌସେନା ପାଇଁ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ଦିନ। ପ୍ରଥମ ସ୍ବଦେଶୀ ବିମାନବାହକ ଯୁଦ୍ଧପୋତ ଆଇଏନଏସ୍‌ ବିକ୍ରାନ୍ତକୁ ନୌସେନାରେ ସାମିଲ କରାଯାଇଛି। କୋଚିଠାରେ ଥିବା ନୌସେନା ବେସ୍‌ରେ ଅନୁଷ୍ଠିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାକୁ ଦେଶ...

ଆଇଏନଏସ ବିକ୍ରାନ୍ତରେ ଲାଗିଛି ୪ଟି ଏଫିଲ ଟାୱାର ସହ ସମାନ ହେଲାଭଳି ଲୁହା-ଷ୍ଟିଲ, ଏକାଥରେ ରହିପାରିବ ୩୦ଟି ବିମାନ

ନୂଆଦିଲ୍ଲୀ,୨ ।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ସ୍ୱଦେଶୀ ବିମାନ ବାହକ ଯୁଦ୍ଧଜାହାଜ ଆଇଏନଏସ ବିକ୍ରାନ୍ତକୁ ନୌସେନାକୁ ସମର୍ପଣ କରିବେ । ଶୁକ୍ରବାର ସକାଳ ୯ଟା ୩୦ମିନିଟରେ କୋଚିରେ କୋଚିନ ଶିପୟାଡ ଲିମିଟେଡ ଏହି ଯୁଦ୍ଧ ଜାହାଜକୁ ନୌସେନାରେ ସାମିଲ...

କଂଗ୍ରେସର ଅଧ୍ୟକ୍ଷ ପଦକୁ ନେଇ ବଡ ଖବର, ଭୋଟର ଲିଷ୍ଟ ଜାରି କରିବାକୁ ଦାବି କଲେ ଥରୁର

ନୂଆଦିଲ୍ଲୀ,୨ ।୯: କଂଗ୍ରେସର ସଙ୍କଟ ଶେଷ ହେଉନାହିଁ । ଏବେ ଅଧ୍ୟକ୍ଷ ପଦକୁ ନେଇ କଂଗ୍ରେସରେ ଟଣାଭିଡା ଆରମ୍ଭ ହୋଇଗଲାଣି । ସମସ୍ତ ଅସ୍ତୁଷ୍ଟ ନେତାଙ୍କ ପରେ ଏବେ କଂଗ୍ରେସର ବରିଷ୍ଠ ନେତା ଶଶି ଥରୁର ଭୋଟର ଲିଷ୍ଟ ଜାରି...

ଶରତରେ ଅଗ୍ନିବର୍ଷା

ଭୁବନେଶ୍ୱର,୨ା୯(ବ୍ୟୁରୋ):ଶରତରେ ଗ୍ରୀଷ୍ମର ତାତି ସାଙ୍ଗକୁ ଅସହ୍ୟ ଗୁଳୁଗୁଳି ଜନଜୀବନକୁ କଲବଲ କରୁଛି। ଦିନରେ ବାହାରକୁ ଯିବା ମୁସ୍କିଲ ହୋଇପଡୁଛି। ଦକ୍ଷିଣ ପଶ୍ଚିମ ମୌସୁମୀ ଦୁର୍ବଳ ରହିଥିବାରୁ ରାଜ୍ୟରେ ତାତି ବଢ଼ୁଛି। ଆସନ୍ତା ୩ ଦିନ ପ୍ରବଳ ଗରମ ଜାରି ରହିବା...

ଜରାୟୁ କର୍କଟ ପାଇଁ ସ୍ବଦେଶୀ ଟିକା

ନୂଆଦିଲ୍ଲୀ, ୨ା୯:ସର୍ଭିକାଲ୍‌ କ୍ୟାନ୍‌ସର ବା ଜରାୟୁ କର୍କଟ ପାଇଁ ଦେଶରେ ପ୍ରଥମ କରି ସ୍ବଦେଶୀ ଜ୍ଞାନକୌଶଳରେ ପ୍ରତିଷେଧକ ଟିକା ପ୍ରସ୍ତୁତ ହୋଇଛି। ସିରମ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଇଣ୍ଡିଆ (ଏସ୍‌ଆଇଆଇ) ସର୍ଭାଭାକ୍‌ ଭାକ୍ସିନ ଆଣିଥିବାବେଳେ ଏହାର ତୃତୀୟ ପର୍ଯ୍ୟାୟ ପରୀକ୍ଷଣ ଶେଷ...

ଭ୍ରଷ୍ଟାଚାରୀଙ୍କୁ ବଞ୍ଚାଇବାକୁ ବିରୋଧି ହେଉଛନ୍ତି ଏକଜୁଟ: ମୋଦି

କୋଚି,୧ ।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ଦିନିଆ କେରଳ ଗସ୍ତରେ ଅଛନ୍ତି । ଗୁରୁବାର ପ୍ରଧାନମନ୍ତ୍ରୀ କୋଚିରେ ଭାରତୀୟ ଜନତା ପାର୍ଟି(ଭାଜପା) କର୍ମୀମାନେ କୋଚିରେ ତାଙ୍କୁ ଜମରଦସ୍ତ ସ୍ୱାଗତ କରିଛନ୍ତି । ଏହାପରେ ମୋଦି କୋଚିର ଜନତାଙ୍କୁ ସମ୍ବୋଧିତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri