Tag Archives: Home Middle

ମନ୍ତ୍ରୀମଣ୍ଡଳ ଗଠନ ପରେ ଏହି ରାଜ୍ୟକୁ ମିଳିଲା ସବୁଠାରୁ ଅଧିକ ଟଙ୍କା

ନୂଆଦିଲ୍ଲୀ, ୧୧।୦୬: ରାଷ୍ଟ୍ରପତି ଭବନରେ ରବିବାର ଶପଥ ନେଇଥିବା ଏନ୍‌ଡିଏ ସରକାରର ମନ୍ତ୍ରୀମାନଙ୍କୁ ସୋମବାର ବିଭାଗ ବଣ୍ଟନ କରାଯାଇଛି । ମୋଦି ସରକାରଙ୍କ ତୃତୀୟ ପାଳିର ପ୍ରଥମ କ୍ୟାବାନେଟ୍‌ ବୈଠକରେ ବଡ଼ ନିଷ୍ପତ୍ତି ନିଆଯାଇଛି । ଏହି ବୈଠକରେ ଅର୍ଥ...

ନଡ୍ଡା ଗଲେ କ୍ୟାବିନେଟ, ଏବେ କିଏ ହେବେ ଭାଜପା ଅଧ୍ୟକ୍ଷ, ଆଗରେ ରହିଛି ଏହି ସବୁ ନାଁ

ନୂଆଦିଲ୍ଲୀ,୧୧।୬: ଭାଜପା ପାଇବ ନୂଆ ଅଧ୍ୟକ୍ଷ। ଏଥିପାଇଁ ସେପ୍ଟେମ୍ବର ସୁଦ୍ଧା ଭାଜପାର ଅଧ୍ୟକ୍ଷ ନିର୍ବାଚନ ହେବାର ସମ୍ଭାବନା ରହିଛି। ନୂତନ ଅଧ୍ୟକ୍ଷ ନିଯୁକ୍ତ ହେବା ପର୍ଯ୍ୟନ୍ତ ଜେପି ନଡ୍ଡା ଅଧ୍ୟକ୍ଷ ରହିବେ। ଅନ୍ୟପଟେ ନଡ୍ଡାଙ୍କୁ କ୍ୟାବିନେଟରେ ସ୍ଥାନ ଦିଆଯାଇଛି, ଏଭଳି...

ଭାଜପାର ନୂଆ ଅଧ୍ୟକ୍ଷକୁ ନେଇ ଆସିଲା ବଡ଼ ଖବର, କେବେ ହେବ ନିର୍ବାଚନ ହେଲା ସ୍ପଷ୍ଟ

ନୂଆଦିଲ୍ଲୀ,୧୧।୬: ଭାଜପାର ନୂତନ ଅଧ୍ୟକ୍ଷଙ୍କ ବିଷୟରେ ବଡ ଖବର ଆସିଛି। କୁହାଯାଉଛି ଯେ ନୂତନ ଅଧ୍ୟକ୍ଷ ନିଯୁକ୍ତ ହେବା ପର୍ଯ୍ୟନ୍ତ ଜେପି ନଡ୍ଡା ଅଧ୍ୟକ୍ଷ ରହିବେ। ସୂଚନାନୁସାରେ, ସେପ୍ଟେମ୍ବର ସୁଦ୍ଧା ଭାଜପାରେ ଅଧ୍ୟକ୍ଷ ନିର୍ବାଚନ ହେବାର ସମ୍ଭାବନା ରହିଛି। କାର୍ଯ୍ୟରତ...

ମୋଦି ୩.୦ରେ ଶପଥ ନେବା ମାତ୍ରେ ବଡ଼ ରେକର୍ଡ କଲେ ଏସ୍‌. ଜୟଶଙ୍କର

ନୂଆଦିଲ୍ଲୀ,୧୧।୬: ଶପଥ ଗ୍ରହଣ କରିବା ମାତ୍ରେ ବୈଦେଶିକ ମନ୍ତ୍ରୀ ଏସ୍‌. ଜୟଶଙ୍କର ଆକ୍ସନ ମୋଡରେ ଅଛନ୍ତି। ସୋମବାରଠାରୁ ମନ୍ତ୍ରଣାଳୟରେ ପହଞ୍ଚି ସେ କାମ ଆରମ୍ଭ କରିଦେଇଛନ୍ତି। ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟର ଦାୟିତ୍ୱ ପୁଣିଥରେ ଜୟଶଙ୍କରଙ୍କୁ ଦିଆଯାଇଛି। ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର...

ବାତିଲ ହେଲା ପ୍ରଧାନମନ୍ତ୍ରୀଙ୍କ ରୋଡ ଶୋ’

ଭୁବନେଶ୍ୱର,୧୧।୬: ବାତିଲ ହେଲା ପ୍ରଧାନମନ୍ତ୍ରୀଙ୍କ ରୋଡ ଶୋ’। ବୁଧବାର ରାଜଧାନୀ ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ରୋଡ ଶୋ’ ଅନୁଷ୍ଠିତ ହୋଇଥାନ୍ତା। ହେଲେ ସୂଚନା ମିଳିଛି କି, ଆସନ୍ତା କାଲିର ରୋଡ ଶୋ’କୁ ବାତିଲ କରାଯାଇଛି। ମଙ୍ଗଳବାର ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ...

ନୂଆ ସରକାର, ଓଡ଼ିଶାକୁ ମିଳିଲା ୬ ହଜାର ୩୨୭ କୋଟି

ନୂଆଦିଲ୍ଲୀ, ୧୧।୦୬: କେନ୍ଦ୍ରରେ ଏନ୍‌ଡିଏ ସରକାର ଗଠନ ହେବା ପରେ ଲଗାତାର ତୃତୀୟଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ନେରନ୍ଦ୍ର ମୋଦି ଶପଥ ନେଇଛନ୍ତି । ଏଥିସହିତ କେନ୍ଦ୍ର ମନ୍ତ୍ରୀମଣ୍ଡଳ ରବିବାର ଶପଥ ନେବା ପରେ ସୋମବାର ମନ୍ତ୍ରୀମାନଙ୍କୁ ବିଭାଗ ବଣ୍ଟନ...

NEET କାଉନସିଲିଂ ଉପରେ ଲାଗିବନି ରୋକ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୧।୬: NEET UG ୨୦୨୪ ପରୀକ୍ଷାର ଫଳାଫଳକୁ ନେଇ ବିବାଦ ଜାରି ରହିଛି। ଇତିମଧ୍ୟରେ ସୁପ୍ରିମକୋର୍ଟ ଏହି ମାମଲାରେ ଦାଖଲ ହୋଇଥିବା ଆବେଦନ ଶୁଣାଣି ସମୟରେ ଫଳାଫଳକୁ ଆଧାର କରି କାଉନସେଲିଂ ଉପରେ ପ୍ରତିବନ୍ଧକ ଲଗାଇବାକୁ ମନା କରି ଦେଇଛନ୍ତି।...

ଭାଜପାର ପ୍ରଥମ ସରକାରରେ କିଏ ସବୁ ହେବେ ମନ୍ତ୍ରୀ: ଲିଷ୍ଟ୍‌ରେ ଅଛି ଏସବୁ ନାଁ

ଭୁବନେଶ୍ୱର,୧୧।୬:ରାଜ୍ୟରେ ଭାଜପାର ପ୍ରଥମ ମୁଖ୍ୟମନ୍ତ୍ରୀ କିଏ ହେବ ସେନେଇ ସସ୍‌ପେନ୍ସ ଲାଗି ରହିଛି। ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ଆଜି ବିଧାୟକ ଦଳ ବୈଠକ ୪ଟା ୩୦ ମିନିଟ୍‌ରେ ଅନୁଷ୍ଠିତ ହେବ। ଏହାପରେ ମୁଖ୍ୟମନ୍ତ୍ରୀ ନାଁ ଘୋଷଣା କରାଯିବାର ସମ୍ଭାବନା ରହିଛି।...

ମୋଦିଙ୍କ କ୍ୟାବିନେଟ୍‌ରେ ଏହିସବୁ ମନ୍ତ୍ରୀଙ୍କ ହେଲା ଡବଲ୍‌ ପ୍ରମୋଶନ

ନୂଆଦିଲ୍ଲୀ,୧୧।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ତୃତୀୟ ପାଳି ସରକାର ଶପଥ ନେବାର ଦିନକ ପରେ ମନ୍ତ୍ରୀମାନଙ୍କୁ ବିଭାଗ ବଣ୍ଟନ କରାଯାଇଛି। ଗୁରୁତ୍ୱପୂର୍ଣ୍ଣ ବିଭାଗଗୁଡ଼ିକ ଭାଜପା ମନ୍ତ୍ରୀମାନଙ୍କ ହାତରେ ନ୍ୟସ୍ତ କରାଯାଇଛି। ଅଧିକାଂଶ ଭାଜପା ମନ୍ତ୍ରୀ ସେମାନଙ୍କ ପୂର୍ବ ମନ୍ତ୍ରଣାଳୟ ବଜାୟ...

ଭାରତ ଇତିହାସରେ ପ୍ରଥମ: ମୋଦିଙ୍କ କ୍ୟାବିନେଟରେ ନାହାନ୍ତି ମୁସଲମାନ ମନ୍ତ୍ରୀ

ନୂଆଦିଲ୍ଲୀ,୧୧ା୬:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନୂଆ କ୍ୟାବିନେଟ୍‌ରେ ଜଣେ ହେଲେ ମୁସଲମାନଙ୍କୁ ସ୍ଥାନ ମିଳିନାହିଁ। ଭାରତ ଇତିହାସରେ ଏହା ପ୍ରଥମ ଘଟଣା। ୭୨ ଜଣିଆ ମନ୍ତ୍ରିମଣ୍ଡଳରେ ବିଭିନ୍ନ ରାଜ୍ୟ, ବର୍ଗ ଓ ଜାତିରୁ ପ୍ରତିନିଧିତ୍ୱ ମିଳିଥିବାବେଳେ ୨୦ କୋଟି ଜନସଂଖ୍ୟା ଥିବା...

କିଏ ହେବେ ମୁଖ୍ୟମନ୍ତ୍ରୀ? ଆଜି ହୋଇଯିବ ସ୍ପଷ୍ଟ

ଭୁବନେଶ୍ୱର,୧୧ା୬(ସୁନିତ୍‌ ମିଶ୍ର):ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ମଙ୍ଗଳବାର ବିଧାୟକ ଦଳ ବୈଠକ ୪ଟା ୩୦ ମିନିଟ୍‌ରେ ଅନୁଷ୍ଠିତ ହେବ। ଏହି ବୈଠକରେ ପର୍ଯ୍ୟବେକ୍ଷକ ଭାବେ କେନ୍ଦ୍ରରୁ ଦାୟିତ୍ୱ ପାଇଥିବା କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂ ଏବଂ ଭୂପେନ୍ଦ୍ର ଯାଦବ ଉପସ୍ଥିତ ରହିବେ। ଏହାପରେ...

ପିଏମ୍‌ଏଓ୍ବାଇରେ ୩ କୋଟି ଘରକୁ ମଞ୍ଜୁରୀ

ନୂଆଦିଲ୍ଲୀ,୧୧ା୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ତୃତୀୟ ପାଳି ସରକାରର ପ୍ରଥମ କ୍ୟାବିନେଟ ବୈଠକ ସୋମବାର ଅପରାହ୍ନରେ ତାଙ୍କ ନୂଆଦିଲ୍ଲୀ ବାସଭବନରେ ଅନୁଷ୍ଠିତ ହୋଇଛି। କ୍ୟାବିନେଟର ପ୍ରଥମ ନିଷ୍ପତ୍ତି ଭାବେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ପିଏମ୍‌ଏଓ୍ବାଇ)ରେ ଗ୍ରାମାଞ୍ଚଳ ଓ ସହରାଞ୍ଚଳର ଗରିବଙ୍କ ପାଇଁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri