Tag Archives: Home Middle

ବିଲକିସ ବାନୋ ମାମଲା, ୧୩୪ ପୂର୍ବତନ ଅଧିକାରୀ ସିଜେଆଇଙ୍କୁ ଲେଖିଲେ ଚିଠି, ଭୁଲ ଫଇସଲାକୁ ସୁଧାରିବାକୁ ଅନୁରୋଧ…

ନୂଆଦିଲ୍ଲୀ, ୨୭।୮ : ବିଲକିସ ବାନୋ ମାମଲାରେ ଶନିବାର ୧୩୪ ଜଣ ପୂର୍ବତନ ସରକାରୀ ଅଧିକାରୀ ୧୧ ଜଣ ଦୋଷୀଙ୍କୁ ସମୟପୂର୍ବରୁ ମୁକ୍ତ କରିବା ବିରୋଧରେ ଭାରତର ପ୍ରଧାନ ବିଚାରପତି (ସିଜେଆଇ) ୟୁୟୁ ଲଳିତଙ୍କୁ ଏକ ଚିଠି ଲେଖିଛନ୍ତି। ଏହି...

ଖଦୀ ଉତ୍ସବ, ମୋଦି ଚଳାଇଲେ ଚରଖା…

ଅହମଦାବାଦ, ୨୭।୮ : ଗୁଜରାଟର ରାଜଧାନୀ ଅହମଦାବାଦରେ ଚାଲିଥିବା ଖଦୀ ଉତ୍ସବ କାର୍ଯ୍ୟକ୍ରମରେ ଯୋଗ ଦେଇଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଅଭିଭାଷଣରେ କହିଛନ୍ତି ଯେ ସାବରମତିର ଏହି କୂଳ ଆଜି ଧନ୍ୟ ହୋଇଛି। ସ୍ବାଧୀନତାର ୭୫ ବର୍ଷକୁ ସ୍ମରଣ...

ଗୁଲାମନବୀଙ୍କ ଘରେ ଜି-୨୩ ନେତାଙ୍କ ବୈଠକ…

ନୂଆଦିଲ୍ଲୀ, ୨୭।୮ : କଂଗ୍ରେସ ୱାର୍କିଂ କମିଟି (ସିଡବ୍ଲ୍ୟୁଡିସି) ବୈଠକ ରବିବାର ଅନୁଷ୍ଠିତ ହେବ। ବୈଠକରେ ଦଳର ପରବର୍ତ୍ତୀ ଅଧ୍ୟକ୍ଷ ନିର୍ବାଚନର ତାରିଖ ସ୍ଥିର କରାଯିବ। ଏହାପୂର୍ବରୁ କଂଗ୍ରେସ ଦଳରୁ ଇସ୍ତଫା ଦେଇଥିବା ଗୁଲାମ ନବୀ ଆଜାଦଙ୍କ ବାସଭବନରେ ବିଦ୍ରୋହୀ...

କେସିଆର ସରକାରଙ୍କୁ କ୍ଷମତାଚ୍ୟୁତ କରିବା ଆବଶ୍ୟକ, କହିଲେ ନଡ୍ଡା…

ହାଇଦ୍ରାବାଦ, ୨୭।୮ : ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ତେଲେଙ୍ଗାନା ଗସ୍ତରେ ଅଛନ୍ତି। ଡ୍‌ସେ ଶନିବାର ଓ୍ବାରଙ୍ଗଲସ୍ଥିତ ଭଦ୍ରକାଳୀ ମନ୍ଦିରରେ ପୂଜାର୍ଚ୍ଚନା କରିଥିଲେ। ଏହା ପରେ ୱାରଙ୍ଗଲରେ ଏକ ରାଲିକୁ ସମ୍ବୋଧିତ କରିବାବେଳେ କହିଥିଲେ ଯେ ଆଗାମୀ ଦିନରେ...

ଉପରାଜ୍ୟପାଳ-ମୁଖ୍ୟମନ୍ତ୍ରୀ ପୁଣି ମୁହାଁମୁହିଁ, ଫେରାଇଲେ ୪୭ ଫାଇଲ…

ନୂଆଦିଲ୍ଲୀ, ୨୭।୮ : ଦିଲ୍ଲୀର ଊପରାଜ୍ୟପାଳ ବିନୟ କୁମାର ସାକ୍ସେନା ଏବଂ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ପୁଣି ଥରେ ମୁହାଁମୁହିଁ ହୋଇଛନ୍ତି। ଉପରାଜ୍ୟପାଳ ସରକାରଙ୍କର ୪୭ ଫାଇଲକୁ ଫେରାଇ ଦେଇଛନ୍ତିି। ଏସବୁରେ କେଜରିଓ୍ବାଲଙ୍କ ଦସ୍ତଖତ ନଥିବା ସେ କହିଛନ୍ତି। ରାଜ...

ଚାଇନାରେ ଜଳବାୟୁ ପରିବର୍ତ୍ତନ ସ୍ଥିତି ସଙ୍ଗିନ

ବେଜିଂ,୨୭ା୮: ଆଜିକାଲି ଚାଇନା ପ୍ରତିକୂଳ ପରିବେଶ ଦେଇ ଗତି କରୁଛି। ଦେଶର ଅନେକ ଭାଗରେ ପ୍ରବଳ ଉତ୍ତାପ ସାଙ୍ଗକୁ ମରୁଡ଼ି ଦେଖା ଦେଇଥିବାବେଳେ ଅନେକ ଅଞ୍ଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ୟୁରୋପ ଭଳି ବିଶ୍ୱ ପାଣିପାଗ ସଂଗଠନ (ଡବ୍ଲ୍ୟୁଏମ୍‌ଓ)...

ତାଲିବାନ ଶାସନରେ ୧୬୦ ମିଡ଼ିଆ ହାଉସ ବନ୍ଦ, ୨୦୦୦ରୁ ଅଧିକ ଗଣମାଧ୍ୟମ ପ୍ରତିନିଧି ବେରୋଜଗାର…

କାବୁଲ, ୨୭।୮ : ତାଲିବାନର ଶାସନକୁ ଏକ ବର୍ଷ ପୂରଣ ହୋଇ ସାରିଛି। ଏହି ସମୟ ମଧ୍ୟରେ ଆଫଗାନିସ୍ତାନର ଗଣମାଧ୍ୟମ ନିଜର ସ୍ଥିତି ବଞ୍ଚାଇ ରଖିବାକୁ ସଂଘର୍ଷ କରୁଛି। ଗଣମାଧ୍ୟମ ପ୍ରତିନିଧିମାନଙ୍କ ଅନୁସାରେ ଆଫଗାନିସ୍ତାନରେ ଗଣମାଧ୍ୟମ ପାଇଁ କୌଣସି ଆଇନ...

ଶେଷରେ ଗୁଲାମନବୀ ନିଜକୁ ଆଜାଦ କଲେ, କଂଗ୍ରେସକୁ ଜ୍ୟୋତିରାଦିତ୍ୟଙ୍କ କଡ଼ା ସମାଲୋଚନା…

ନୂଆଦିଲ୍ଲୀ, ୨୭।୮ : ଭେଟେରାନ ନେତା ଗୁଲାମ ନବୀ ଆଜାଦ ଶୁକ୍ରବାର କଂଗ୍ରେସର ସମସ୍ତ ପଦରୁ ଇସ୍ତଫା ଦେଇ ଦଳକୁ ଏକ ବଡ ଝଟକା ଦେଇଛନ୍ତି। ଏହାକୁ ନେଇ କଂଗ୍ରେସ ଛାଡି ଭାଜପାରେ ଯୋଗ ଦେଇଥିବା କେନ୍ଦ୍ର ମନ୍ତ୍ରୀ ଜ୍ୟୋତିରାଦିତ୍ୟ...

ସୀମା ସୁରକ୍ଷା ପାଇଁ ଭାରତୀୟ ସେନା ସମ୍ପୂର୍ଣ୍ଣ ସକ୍ଷମ…

ନୂଆଦିଲ୍ଲୀ, ୨୭।୮ : ଅରୁଣାଚଳ ପ୍ରଦେଶରେ ଭାରତ ସୀମାରେ ଭାରତୀୟ ସେନା ପ୍ରସ୍ତୁତ ଅଛନ୍ତି। ଭାରତୀୟ ସେନା ଅନ୍ତର୍ଜାତୀୟ ସୀମା ସହିତ ଭିତ୍ତିଭୂମି ଏବଂ ସୁରକ୍ଷା ଉପରେ ଧ୍ୟାନ ଦେଇଛନ୍ତି। ସେନା କର୍ମଚାରୀମାନେ ଦେଶର ସୀମା ରକ୍ଷା କରନ୍ତି, ତେଣୁ...

ଗୁଲାମ ନବୀଙ୍କ ପାଇଁ କୁମ୍ଭୀର କାନ୍ଦଣା କାନ୍ଦୁ ଥିଲେ ମୋଦି, କହିଲେ ଅଧୀର ରଞ୍ଜନ…

ନୂଆଦିଲ୍ଲୀ, ୨୭।୮ : କଂଗ୍ରେସରୁ ବରିଷ୍ଠ ନେତା ଗୁଲାମ ନବୀ ଆଜାଦ୍‌ଙ୍କ ଇସ୍ତଫା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦଙ୍କୁ ଟାର୍ଗେଟ କରିଛନ୍ତି ଅଧୀର ରଞ୍ଜନ ଚୌଧୁରୀ। ସେ କହିଛନ୍ତି ଭାରତରେ କୋଭିଡ ମହାମାରୀ ଯୋଗୁ ଲକ୍ଷ ଲକ୍ଷ ଲୋକ ମୃତ୍ୟୁ...

କଂଗ୍ରେସରେ ଏବେ ଚପରାସୀ ବରିଷ୍ଠ ନେତାଙ୍କୁ ଦେଉଛନ୍ତି ଦଳ ସମ୍ପର୍କରେ ଜ୍ଞାନ, ଏହା ହାସ୍ୟାସ୍ପଦ କହିଲେ ମନୀଷ ତିଓ୍ବାରୀ…

ନୂଆଦିଲ୍ଲୀ, ୨୭।୮ : ଗୁଲାମ ନବୀ ଆଜାଦଙ୍କ ଇସ୍ତଫା ସମ୍ପର୍କରେ ଶନିବାର କଂଗ୍ରେସ ଏମ୍‌ପି ମନୀଷ ତିୱାରୀ କହିଛନ୍ତି ଯେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ସମାଲୋଚନା କରୁଥିବା ଆଜାଦଙ୍କ ପାଞ୍ଚ ପୃଷ୍ଠାର ଚିଠିର ଦୋଷ ଦୁର୍ବଳତା ଉପରେ ସେ...

ଭଙ୍ଗା ଗଢ଼ାର କାହାଣୀ, ୬୪ ଥର କଂଗ୍ରେସ ଛାଡି ନେତାମାନେ ଗଠନ କରିଛନ୍ତି ନୂଆ ରାଜନୈତିକ ଦଳ…

ନୂଆଦିଲ୍ଲୀ, ୨୭।୮ : ଦେଶର ସର୍ବ ପୁରାତନ ଦଳ କଂଗ୍ରେସରେ ଦଳ ଛାଡିବା ପ୍ରକ୍ରିୟା ଜାରି ରହିଛି। ଶୁକ୍ରବାର ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଗୁଲାବ ନବୀ ଆଜାଦ ଦଳ ଛାଡିଛନ୍ତି। ୨୦୧୪ ପରଠାରୁ ଦଳ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri