Tag Archives: Home Middle

କଂଗ୍ରେସରୁ ଇସ୍ତଫା ଦେଲେ ଗୁଲାମ ନବୀ ଆଜାଦ

ନୂଆଦିଲ୍ଲୀ,୨୬।୮: କଂଗ୍ରେସର ବରିଷ୍ଠ ନେତା ଗୁଲାମ ନବୀ ଆଜାଦ ଦଳରୁ ଇସ୍ତଫା ଦେଇଛନ୍ତି। ଆଜାଦ କଂଗ୍ରେସର ସଭାପତି ସୋନିଆ ଗାନ୍ଧୀଙ୍କ ନିକଟକୁ ପାଞ୍ଚ ପୃଷ୍ଠାର ଇସ୍ତଫା ପତ୍ର ପଠାଇଛନ୍ତି। ଦଳର ସମସ୍ତ ପଦରୁ ସେ ଇସ୍ତଫା ଦେଇଥିବା ଜଣାପଡିଛି। ଇସ୍ତଫା...

ଆଜି ଅବସର ନେବେ ସିଜେଆଇ

ନୂଆଦିଲ୍ଲୀ,୨୬।୮:ଭାରତର ୪୮ତମ ପ୍ରଧାନ ବିଚାରପତି ଭାବେ ଜଷ୍ଟିସ ଏନ୍‌.ଭି. ରମନା ୨୦୨୧ ଏପ୍ରିଲରେ ଦାୟିତ୍ୱ ଗ୍ରହଣ କରିଥିଲେ। ୧୬ ମାସର କାର୍ଯ୍ୟକାଳ ପରେ ଶୁକ୍ରବାର ସେ ଅବସର ଗ୍ରହଣ କରିବାକୁ ଯାଉଛନ୍ତି। ତାଙ୍କ କାର୍ଯ୍ୟକାଳ ମଧ୍ୟରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି...

ରାଷ୍ଟ୍ରପତିଙ୍କ ଝିଅ ନାଁରେ ଜାଲ୍‌ ଟୁଇଟର ଆକାଉଣ୍ଟ ଖୋଲି ଇଞ୍ଜିନିୟର ଗିରଫ

ନୂଆଦିଲ୍ଲୀ,୨୬।୮: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଝିଅ ଇତିଶ୍ରୀଙ୍କ ନାମରେ ଫେକ୍‌ ଟୁଇଟର ଆକାଉଣ୍ଟ ଖୋଲିଥିବା ଗ୍ରେଟର ନୋଏଡ଼ାର ଜଣେ ୪୨ ବର୍ଷୀୟ ସଫ୍ଟଓ୍ବେର ଇଞ୍ଜିନିୟରଙ୍କୁ ଗୁରୁବାର ଗିରଫ କରାଯାଇଛି। ଅଭିଯୁକ୍ତ ଶୈଳେନ୍ଦ୍ର ଶୁକ୍ଳା ଏକ ନାମକରା ବହୁଦେଶୀୟ କମ୍ପାନୀରେ କାମ...

ଭିସୁଟ୍‌ର ହେବ ନବକଳେବର: ହଜାରେ କୋଟିର ଘୋଷଣା

ସମ୍ବଲପୁର,୨୫ା୮(ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲା ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ (ଭିସୁଟ୍‌)କୁ ସେଣ୍ଟର ଅଫ୍‌ ଏକ୍ସଲେନ୍ସିରେ ପରିଣତ କରାଯିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହା ଉପରେ ଗୁରୁତ୍ୱ ଦେଇଛନ୍ତି। ପ୍ରଥମ ପର୍ଯ୍ୟାୟରେ ଏଥିପାଇଁ ହଜାରେ କୋଟି ଟଙ୍କାର ବ୍ୟୟବରାଦ...

ପ୍ରଥମ ଥର ଭାରତ ୟୁଏନ୍‌ଏସ୍‌ସିରେ ରୁଷିଆ ବିରୋଧରେ ଦେଲା ଭୋଟ

ଓ୍ବାଶିଂଟନ୍‌,୨୫।୮: ରୁଷିଆ-ୟୁକ୍ରେନ ମଧ୍ୟରେ ଗତ ୬ମାସରୁ ଊର୍ଦ୍ଧ୍ୱ ହେଲାଣି ଯୁଦ୍ଧ ଜାରି ରହିଛି। ହେଲେ ଏହାପୂର୍ବରୁ ମିଳିତ ଜାତିସଂଘରେ ହୋଇଥିବା ମତଦାନ ସମୟରେ ଭାରତ ନିଜକୁ ଦୂରେଇ ରଖିଥିଲା। ହେଲେ ପ୍ରଥମ ଥର ଭାରତ ସଂଯୁକ୍ତ ରାଷ୍ଟ୍ର ସୁରକ୍ଷା ପରିଷଦ(ୟୁଏନ୍‌ଏସ୍‌ସି)ରେ...

ଚାଇନାରେ ୬୧ ବର୍ଷର ରେକର୍ଡ ଭାଙ୍ଗିଲା ଗରମ

ବେଜିଂ,୨୫ା୮: ଏବେ ଚାଇନାରେ ପ୍ରବଳ ଗ୍ରୀଷ୍ମ ଅନୁଭୂତ ହେଉଛି। ଏପରିକି ୬୧ ବର୍ଷ ମଧ୍ୟରେ ଏମିତି ଖରା, ଗରମ କେବେ ହୋଇ ନ ଥିଲା। ପ୍ରବଳ ଗରମ ଯୋଗୁ ଲୋକେ ନାନା ଯନ୍ତ୍ରଣା ଭୋଗୁଛନ୍ତି। ବିଦ୍ୟୁତ୍‌ ସଙ୍କଟ ଦେଖାଦେଇଛି। ଫଳରେ...

‘ପୂର୍ବ ଜନ୍ମରେ ନିଶ୍ଚେ ଭଲ କାମ କରିଥିଲି, ସିସୋଡିଆଙ୍କ ଭଳି ସାଥୀ ପାଇଛି’

ନୂଆଦିଲ୍ଲୀ,୨୫।୮: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲଙ୍କ ବାସଭବନରେ ଆମ୍‌ ଆଦମୀ ପାର୍ଟି(ଏଏପି) ବିଧାୟକଙ୍କ ବୈଠକ ଶେଷ ହୋଇଛି। ବୈଠକ ପରେ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ସମସ୍ତ ଏଏପି ବିଧାୟକ ମହାତ୍ମା ଗାନ୍ଧୀଙ୍କ ସ୍ମୃତି ସ୍ଥାନ ରାଜଘାଟରେ ପହଞ୍ଚିଥିଲେ। ଏହି ଅବସରରେ କେଜ୍‌ରିଓ୍ବାଲ୍‌...

ଶୁକ୍ରବାର ଅବସର ନେବେ ପ୍ରଧାନ ବିଚାରପତି ରମନା, ଜନ୍ମ ଦିନର ଗୋଟିଏ ଦିନ ପୂର୍ବରୁ ଅବସର…

ନୂଆଦିଲ୍ଲୀ, ୨୫।୮ : ଦେଶର ୪୮ତମ ପ୍ରଧାନ ବିଚାରପତି ଏନ୍‌.ଭି.ରମନା ଶୁକ୍ରବାର(ଅଗଷ୍ଟ ୨୬)ରେ ଅବସର ଗ୍ରହଣ କରିବେ। ତାଙ୍କର ପୂରା ନାମ ନୁଥାଲପତି ଭେଙ୍କଟ ରମନା। ସେ ୧୯୫୭ ଅଗଷ୍ଟ ୨୭ରେ ଆନ୍ଧ୍ରପ୍ରଦେଶର କ୍ରିଷ୍ଣା ଜିଲାରେ ଜନ୍ମଗ୍ରହଣ କରିଥିଲେ। ସେ...

ପେଗାସସ ମାମଲାରେ ହରଡ଼ଘଣାରେ କେନ୍ଦ୍ର ସରକାର, ୨୯ରୁ ୫ ଫୋନରେ ମାଲଓ୍ବେର…

ନୂଆଦିଲ୍ଲୀ, ୨୫।୮ : ବହୁ ଚର୍ଚ୍ଚିତ ପେଗାସସ ଗୁପ୍ତଚରୀ ମାମଲାରେ ସୁପ୍ରିମକୋର୍ଟଙ୍କ ଦ୍ୱାରା ଗଠିତ ତଦନ୍ତ କମିଟି ଗୁରୁବାର ସର୍ବୋଚ୍ଚ ନ୍ୟାୟାଳୟରେ ଏହାର ରିପୋର୍ଟ ଉପସ୍ଥାପନ କରିଛନ୍ତି। କମିଟି ୨୯ ଟି ମୋବାଇଲ ଫୋନ ଯାଞ୍ଚ କରିଥିଲେ। ଏଥିମଧ୍ୟରୁ ପାଞ୍ଚଟିରେ...

ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷାରେ ଅବହେଳା,ସୁପ୍ରିମ୍‌କୋର୍ଟରେ ରିପୋର୍ଟ ଦାଖଲ କଲେ କମିଟି…

ନୂଆଦିଲ୍ଲୀ, ୨୫।୮ : ପଞ୍ଜାବ ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସୁରକ୍ଷାରେ ହୋଇଥିବା ଅବହେଳା ସମ୍ପର୍କରେ ରିପୋର୍ଟ ଗଠନ ହୋଇଥିବା କମିଟି ସୁପ୍ରିମ୍‌କୋର୍ଟରେ ଦାଖଲ କରିଛନ୍ତି। ପୂର୍ବତନ ଜଷ୍ଟିସ ଇନ୍ଦୁ ମାଲହୋତ୍ରାଙ୍କ ନେତୃତ୍ୱରେ ଗଠିତ କମିଟି ଏହାର ରିପୋର୍ଟରେ...

ପିଏମଏଲଏର ସମୀକ୍ଷା ପିଟିଶନ ନେଇ କେନ୍ଦ୍ର ସରକାରଙ୍କୁ ନୋଟିସ ଜାରି କଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ, ୨୫।୮ : ମନି ଲାଣ୍ଡରିଂ ଆଇନ ପିଏମଏଲଏକୁ ସମର୍ଥନ କରୁଥିବା ନିଜର ପୂର୍ବର ରାୟ ଉପରେ କରାଯାଇଥିବା ପୁନର୍ବିଚାର ପିଟିଶନର ଶୁଣାଣି ଗୁରୁବାର ସୁପ୍ରିମକୋର୍ଟରେ ହୋଇଛି। ଏନେଇ ପ୍ରଧାନ ବିଚାରପତି ଏନଭି ରମନା କହିଛନ୍ତି ଯେ ପିଏମଏଲଏର ଥିବା...

୧୧ ଦୋଷୀଙ୍କୁ ମୁକ୍ତ ନେଇ ଗୁଜରାଟ ସରକାରଙ୍କୁ ନୋଟିସ ଜାରି କଲେ ଏସ୍‌ସି…

ନୂଆଦିଲ୍ଲୀ, ୨୫।୮ : ବିଲକିସ ବାନୋ ମାମଲାରେ ଦୋଷୀମାନଙ୍କୁ ମୁକ୍ତ କରିବା ବିରୋଧରେ ହୋଇଥିବା ଆବେଦନ ନେଇ ଗୁରୁବାର ସୁପ୍ରିମକୋର୍ଟ(ଏସ୍‌ସି)ରେ ଶୁଣାଣି ହୋଇଥିଲା। ଉଭୟ ପକ୍ଷଙ୍କ ଯୁକ୍ତି ଶୁଣିବା ପରେ ସୁପ୍ରିମକୋର୍ଟ ଗୁଜରାଟ ସରକାରଙ୍କୁ ନୋଟିସ ଜାରି କରିବା ସହିତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri