Tag Archives: Home Middle

ଶପଥ ଗ୍ରହଣ କରିବାର ଗୋଟିଏ ଦିନ ପରେ ବଡ଼ ନିଷ୍ପତ୍ତି ନେଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୦।୬: ଲଗାତର ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବାର ଠିକ ଗୋଟିଏ ଦିନ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାଷୀଙ୍କୁ ବଡ଼ ଉପହାର ଦେଇଛନ୍ତି। ସୋମବାର ପ୍ରଧାନମନ୍ତ୍ରୀ କିଷାନ ନିଧି ୧୭ତମ କିସ୍ତି ରିଲିଜ୍‌ କରିବା...

କାର୍ଯ୍ୟାଳୟରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୦ା୬: ରବିବାର ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶପଥ ଗ୍ରହଣ କରିଛନ୍ତି। ରାଷ୍ଟ୍ରପତି ଭବନରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ୭୧ ଜଣ ମନ୍ତ୍ରୀ ଶପଥ ଗ୍ରହଣ କରିଛନ୍ତି। ଆଜି ଅର୍ଥାତ୍‌ ସୋମବାର ସନ୍ଧ୍ୟାରେ ଲୋକ କଲ୍ୟାଣ ମାର୍ଗରେ...

କାଲି ନେଇଥିଲେ ଶପଥ, ଆଜି ମନ୍ତ୍ରୀପଦ ଛାଡ଼ିବାକୁ ଚାହୁଁଛନ୍ତି ଭାଜପାର ଏହି ଏମ୍‌ପି

ନୂଆଦିଲ୍ଲୀ, ୧୦ା୬: କେରଳରେ ଭାଜପାର ପ୍ରଥମ ଏମ୍‌ପି ସୁରେଶ ଗୋପୀ ରବିବାର କେନ୍ଦ୍ର ମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିଲା ବେଳେ ସେ ମନ୍ତ୍ରୀ ପଦରୁ ଇସ୍ତଫା ଦେବାର ସମ୍ଭାବନା ରହିଛି। ଶପଥ ଗ୍ରହଣ ସମାରୋହ ପରେ ଦିଲ୍ଲୀରେ ଗଣମାଧ୍ୟମ...

ୟୁପି ରାଜନୀତିରେ ସରଗରମ! କ୍ୟାବିନେଟ ମିଟିଂ ପୂର୍ବରୁ ଶାହାଙ୍କୁ ଭେଟିଲେ ଯୋଗୀ

ନୂଆଦିଲ୍ଲୀ,୧୦।୬: କେନ୍ଦ୍ର ମନ୍ତ୍ରୀ ଅମିତ ଶାହା ସୋମବାର (ଜୁନ ୧୦, ୨୦୨୪) ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଭେଟିଛନ୍ତି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଅମିତ ଶାହାଙ୍କୁ କେନ୍ଦ୍ରରେ ମନ୍ତ୍ରୀ ହୋଇଥିବାରୁ ପୁଣି ଥରେ ଅଭିନନ୍ଦନ ଜଣାଇଛନ୍ତି। ଏଥି ସହ...

ବେଲୁନରେ ଲିଫଲେଟ ଭର୍ତ୍ତି କରି ପଠାଉଛି ଉତ୍ତର କୋରିଆ, ଚେତାବନୀ ଜାରି କଲା ଦକ୍ଷିଣ କୋରିଆ

ସିଓଲ,୧୦।୬: ଉତ୍ତର କୋରିଆ ଏବଂ ଦକ୍ଷିଣ କୋରିଆ ମଧ୍ୟରେ ବିବାଦ ବହୁତ ପୁରୁଣା । ପୂର୍ବରୁ ଉଭୟ ଦେଶ ପରସ୍ପରକୁ କ୍ଷେପଣାସ୍ତ୍ର ଦ୍ୱାରା ଆକ୍ରମଣ କରୁଥିଲେ କିନ୍ତୁ ବର୍ତ୍ତମାନ ଉଭୟ ଦେଶ ଅଳିଆ ବା ଲିଫଲେଟ ଭର୍ତ୍ତି ବେଲୁନ ଦେଇ...

ମୋଦିଙ୍କ ସମେତ ଧର୍ମେନ୍ଦ୍ର, ଅଶ୍ୱିନୀ,ଜୁଏଲଙ୍କୁ ଶୁଭେଚ୍ଛା ଜଣାଇଲେ ନବୀନ

ଭୁବନେଶ୍ୱର,୧୦ା୬: ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ନବୀନ ତାଙ୍କ ସୋସିଆଲ ମିଡିଆ ‘ଏକ୍ସ’ରେ ମୋଦିଙ୍କ ଉଦ୍ଦେଶ୍ୟରେ ଲେଖିଛନ୍ତି, କ୍ରମାଗତ ତୃତୀୟ ଥର ପାଇଁ ଭାରତର ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବା...

ଘୋଷଣାକୁ ଅପେକ୍ଷା କରନ୍ତୁ: ସୁରେଶ ପୂଜାରୀ

ଭୁବନେଶ୍ୱର,୧୦ା୬: ଦିଲ୍ଲୀରୁ ଫେରିବା ପରେ ବିଧାୟକ ସୁରେଶ ପୂଜାରୀ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇଛନ୍ତି। ଓଡ଼ିଶାର ମୁଖ୍ୟମନ୍ତ୍ରୀ କିଏ ହେବ ଖବରଦାତାଙ୍କ ପ୍ରଶ୍ନରେ ସୁରେଶ ପୂଜାରୀ କହିଛନ୍ତି, ଘୋଷଣାକୁ ଅପେକ୍ଷା କରନ୍ତୁ। ଖୁବ୍‌ଶୀଘ୍ର ଦଳୀୟ ନିଷ୍ପତ୍ତି ନିଆଯିବ। ଏହି ସସ୍‌ପେନ୍ସ ସରୁ...

ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଲେ ନରେନ୍ଦ୍ର ମୋଦି; ସହଯୋଗୀଙ୍କ ଭରସାରେ ତୃତୀୟ ପାଳି

ନୂଆଦିଲ୍ଲୀ,୧୦ା୬:  ଭାରତୀୟ ଜନତା ପାର୍ଟି (ଭାଜପା) ନେତୃତ୍ୱାଧୀନ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍‌ଡିଏ) ନେତା ନରେନ୍ଦ୍ର ମୋଦି ଲଗାତର ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ରୂପେ ଶପଥ ନେଇଛନ୍ତି। ରାଷ୍ଟ୍ରପତି ଭବନରେ ରବିବାର ସନ୍ଧ୍ୟାରେ ମୋଦି ଏବଂ ତାଙ୍କ ନୂଆ...

କିଏ ହେବେ ରାଜ୍ୟର ପ୍ରଥମ ଭାଜପା ମୁଖ୍ୟମନ୍ତ୍ରୀ: ତର୍ଜମା କରିବେ ଏହି ୨ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ବର,୯।୬:ଓଡ଼ିଶାର ଆଗାମୀ ମୁଖ୍ୟମନ୍ତ୍ରୀ କିଏ ହେବେ ସେନେଇ ସସପେନ୍ସ ଲାଗିରହିଛି। ନରେନ୍ଦ୍ର ମୋଦି ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବା ପରେ ଏବେ ଓଡ଼ିଶା ମୁଖ୍ୟମନ୍ତ୍ରୀ ବିଷୟରେ ଆଲୋଚନା ଶେଷ ହେବ ବୋଲି କୁହାଯାଉଛି। ଏସବୁ ଭିତରେ...

ପାକିସ୍ତାନ ବିପକ୍ଷରେ ଫେଲ୍ ମାରିଲା ଭାରତୀୟ ବ୍ୟାଟିଂ ଲାଇନ୍

ନ୍ୟୁୟର୍କ;୯।୬:ଆଜି ଟି-୨୦ ବିଶ୍ୱକପ୍ ୨୦୨୪ର ୧୯ତମ ମ୍ୟାଚ୍ ରେ ଭାରତ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନକୁ ଭେଟିଛି। ଏହି ମ୍ୟାଚ୍ ନ୍ୟୁୟର୍କର ନାସାଉ କାଉଣ୍ଟି ଇଣ୍ଟରନ୍ୟାସନାଲ ଷ୍ଟାଡିୟମରେ ଖେଳାଯାଉଛି। ପ୍ରଥମେ ବ୍ୟାଟିଂ କରି ଭାରତ ୧୧୯ ରନ୍ ରେ ଅଲଆଉଟ୍ ହୋଇଛି।...

ମୋଦିଙ୍କ କ୍ୟାବିନେଟ୍‌ରେ ସ୍ଥାନ ପାଇଲେ ଓଡ଼ିଶାର ୩ ଏମ୍‌ପି: ଜାଣନ୍ତୁ କିଏ କିଏ…

ନୂଆଦିଲ୍ଲୀ,୯।୬: ଦେଶର ପ୍ରଧାନମନ୍ତ୍ରୀ ଭାବରେ ପୁଣି ଥରେ ଶପଥ ନେଇଛନ୍ତି ନରେନ୍ଦ୍ର ମୋଦି। ରାଷ୍ଟ୍ରପତି ଭବନରେ ଭବ୍ୟ ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ଭାବେ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର...

ମୋଦିଙ୍କ ୩.୦ ସରକାରରେ ୭୧ ମନ୍ତ୍ରୀଙ୍କ ମଧ୍ୟରୁ ୨୭ ଓବିସି, ୧୦ ଦଳିତ, ୫ ଆଦିବାସୀ…

ନୂଆଦିଲ୍ଲୀ,୯।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଷ୍ଟ୍ରପତି ଭବନରେ ୭୧ ମନ୍ତ୍ରୀଙ୍କ ସହ ଶପଥ ଗ୍ରହଣ କରୁଛନ୍ତି। ଏଥିମଧ୍ୟରେ ପ୍ରାୟ ୨୧ ଟି ସବର୍ଣ୍ଣ, ୨୭ ଓବିସି, ୧୦ ଦଲିତ, ୫ ଆଦିବାସୀ ଏବଂ ୫ ସଂଖ୍ୟାଲଘୁ ସମ୍ପ୍ରଦାୟର ଏମପି ଅଛନ୍ତି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri