Tag Archives: Home Middle

ତାଇଓ୍ବାନ ସୀମାରେ ଚାଇନାର ୨୨ ଯୁଦ୍ଧ ବିମାନ-୫ ଯୁଦ୍ଧପୋତ…

ବେଜିଂ,୧୮।୮ : ତାଇପେଇକୁ ଆମେରିକାର ସାଂସଦମାନେ ଆସିବା ପରଠାରୁ ଚାଇନା ତାଇୱାନକୁ ଧମକ ଦେବା ପାଇଁ ସାମରିକ ଅଭ୍ୟାସକୁ ଜୋରଦାର କରିଛନ୍ତି। ସୋମବାରରୁ ବୁଧବାର ମଧ୍ୟରେ ୨୨ ଟି ଚାଇନା ଯୁଦ୍ଧ ବିମାନ ଏବଂ ପାଞ୍ଚଟି ଯୁଦ୍ଧ ପୋତ ତାଇୱାନ...

ଇସ୍ରୋ ଆଣ୍ଟ୍ରିକ୍ସର ୮୭,୪୫୭ ଡଲାର ଜବତ କଲା ଆମେରିକା…

ଓ୍ବାଶିଂଟନ, ୧୮।୮ : ଦେବସ ମଲ୍ଟିମିଡିଆ ଆମେରିକାର ଇସ୍ରୋର ବାଣିଜି୍ୟକ ସହଯୋଗୀ ଆଣ୍ଟ୍ରିକ୍ସରୁ ୮୭,୪୫୭ ଡଲାର (୭୦ ଲକ୍ଷ ଟଙ୍କା) ମୂଲ୍ୟର ନଗଦ ଜବତ କରିଛି। ଦିୱାସ ୧.୪୫ ମିଲିୟନ ଡଲାର ଜବରଦଖଲ କରିବାକୁ ଦାବିକରିଥିଲା। କିନ୍ତୁ ଏହାର ଆଦାୟ...

କେନ୍ଦ୍ରର ହସ୍ତକ୍ଷେପ ପାଇଁ ସୁପ୍ରିମକୋର୍ଟଙ୍କ ପରାମର୍ଶ

ନୂଆଦିଲ୍ଲୀ,୧୮ା୮(ପି.ଟି): ତୃତୀୟ ପକ୍ଷ ହସ୍ତକ୍ଷେପ କାରଣରୁ ଭାରତୀୟ ଫୁଟବଲ ସଂଘ (ଏଆଇଏଫଏଫ୍‌)କୁ ଫିଫା ବାସନ୍ଦ କରିଛି। ବୁଧବାର ଏହି ମାମଲାର ଶୁଣାଣି ଥିଲା। ମାତ୍ର ସରକାର ଏବଂ କମିଟି ଅଫ୍‌ ଆଡମିନିଷ୍ଟ୍ରେଟର୍ସ (ସିଓଏ) ସହିତ ଫିଫା ପକ୍ଷରୁ ଆଲୋଚନା ଚାଲିଥିବା...

ଅକ୍ଟୋବର ୯ ସୁଦ୍ଧା ହକି ଇଣ୍ଡିଆ ନିର୍ବାଚନ

ନୂଆଦିଲ୍ଲୀ,୧୮ା୮(ପି.ଟି) : ହକି ଇଣ୍ଡିଆ ପକ୍ଷରୁ ଆସନ୍ତା ୯ ଅକ୍ଟୋବର ସୁଦ୍ଧା ଏହାର ନିର୍ବାଚନ ପ୍ରକ୍ରିୟା ସମ୍ପୂର୍ଣ୍ଣ କରାଯିବ। ବୁଧବାର କମିଟି ଅଫ୍‌ ଆଡମିନିଷ୍ଟ୍ରେଟର୍ସ (ସିଓଏ) ପକ୍ଷରୁ ଅନ୍ତର୍ଜାତୀୟ ହକି ଫେଡେରେଶନ(ଏଫ୍‌ଆଇଏଚ୍‌) ନିକଟରେ ନୂତନ ସମ୍ବିଧାନର ପ୍ରଥମ ଅନୁଚ୍ଛେଦ ଉତ୍ଥାପନ...

୩୮ ଟେଷ୍ଟ, ୪୨ ଦିନିକିଆ, ୬୧ ଟି୨୦ ଖେଳିବ ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ, ୧୮।୮ (ପି.ଟି.) : ଭାରତୀୟ ପୁରୁଷ କ୍ରିକେଟ ଦଳ ୨୦୨୩ରୁ ୨୦୨୭ ଆଗାମୀ ୫ ବର୍ଷର ଫ୍ୟୁଚର ଟୁର୍‌ ପ୍ରୋଗ୍ରାମ (ଏଫ୍‌ଟିପି)ରେ ୧୪୧ଟି ଦ୍ୱିପାକ୍ଷିକ ଅନ୍ତର୍ଜାତୀୟ ମ୍ୟାଚ ଖେଳିବ। ଏହା ମଧ୍ୟରେ ୩୮ ଟେଷ୍ଟ, ୪୨ ଦିନିକିଆ ଓ...

ଟପ୍‌ ୧୦ରେ ଦିଲ୍ଳୀ, କୋଲକାତା

ଓ୍ବାଶିଂଟନ୍‌,୧୮।୮:: ଭାରତର ୨୦ ସହର ମଧ୍ୟରୁ ୧୮ ସହରରେ ବାୟୁ ପ୍ରଦୂଷଣର ମାତ୍ରା ବଢ଼ିବାରେ ଲାଗିଛି। ପ୍ରଭାବିତ ସହରାଞ୍ଚଳ ବାୟୁରେ ଫାଇନ୍‌ ପାର୍ଟିକଲ ପଲ୍‌ୟୁଟାଣ୍ଟ (ପିଏମ୍‌୨.୫)ର ପରିମାଣ ବୃଦ୍ଧି ପାଇଥିବା ରିପୋର୍ଟ ଦର୍ଶାଯାଇଛି। ଆମେରିକାର ରିସର୍ଚ୍ଚ ଅର୍ଗାନାଇଜେଶନ୍‌ ହେଲ୍‌ଥ ଇଫେକ୍ଟସ୍‌...

ପରିବର୍ତ୍ତନ ହୋଇପାରେ ଜିଏସ୍‌ଟି ହାର

ନୂଆଦିଲ୍ଲୀ,୧୮।୮: ଦେଶର ଅର୍ଥନୀତିକୁ ସବଳ କରିବା ସହ ଟିକସ ଆଦାୟ କ୍ଷେତ୍ରରେ ରହିଥିବା କିଛି କାର୍ଯ୍ୟକୁ ଶେଷ କରିବା ପାଇଁ ନିକଟରେ ଶେଷ ହୋଇଥିବା କେନ୍ଦ୍ର କ୍ୟାବିନେଟ ବୈଠକରେ ଏଭଳି କିଛି ବିଷୟ ଉପରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଥିଲା। ସେହିଭଳି...

ଆତିଥ୍ୟ, ଆନୁଷଙ୍ଗିକ କ୍ଷେତ୍ରକୁ ମିଳିବ ପ୍ରୋତ୍ସାହନ

ନୂଆଦିଲ୍ଲୀ,୧୮।୮ (ପିଆଇବି): ଦେଶର ଅର୍ଥନୀତିକୁ ସବଳ କରିବା ପାଇଁ ପ୍ରମୁଖ କ୍ଷେତ୍ର ପ୍ରତି ସରକାର ବିଶେଷ ଦୃଷ୍ଟିଦେବା ସହ ଆବଶ୍ୟକ ସହଯୋଗ ଓ ସହାୟତା ଯୋଗାଇଦେବାକୁ ସର୍ବସମ୍ମତିକ୍ରମେ ନିଷ୍ପତ୍ତି ନିଆଯାଇଛି। କାରଣ ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ...

କୃଷିଋଣ ଉପରେ ବାର୍ଷିକ ୧.୫% ସୁଧ ରିହାତି

ନୂଆଦିଲ୍ଲୀ,୧୮।୮(ପିଆଇବି): ଦେଶର ସମସ୍ତ ଚାଷୀଙ୍କ ସୁବିଧା ଲାଗି ସରକାର ଅନେକ ପଦକ୍ଷେପ ଗ୍ରହଣ କରିଛନ୍ତି। ବିଶେଷକରି ୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସ୍ବଳ୍ପ ଅବଧିର କୃଷି ଋଣ ଉପରେ ବାର୍ଷିକ ୧.୫% ସୁଧ ରିହାତି କେନ୍ଦ୍ର ସରକାର ଯୋଗାଇ ଦେବେ...

ୟୁକ୍ରେନୀୟଙ୍କ ରକ୍ତ କିଣୁଛି ଭାରତ

ନୂଆଦିଲ୍ଲୀ/କିଭ୍‌, ୧୮ା୮: ୟୁକ୍ରେନ୍‌ ଉପରେ ରୁଷିଆର ଆକ୍ରମଣ ଜାରି ଥିବାବେଳେ ମସ୍କୋରୁ ଭାରତ ଅଶୋଧିତ ତୈଳ କିଣିବା ନିଷ୍ପତ୍ତି ଯଥାର୍ଥ ବୋଲି ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର କହିଛନ୍ତି। ଉଚ୍ଚ ଦରରେ ଏନର୍ଜୀ କ୍ରୟ କରିବା ପାଇଁ ଅଧିକାଂଶ ଭାରତୀୟ...

ଜଳବାୟୁକୁ ନେଇ ଚାଇନା-ଆମେରିକା ଟୁଇଟର କଳି

ବେଜିଂ, ୧୮।୮:ଜଳବାୟୁ ନୀତିକୁ ନେଇ ଶକ୍ତିଶାଳୀ ଆମେରିକା ଓ ଚାଇନା ଟୁଇଟରରେ କଳି ଆରମ୍ଭ କରିଛନ୍ତି। ଜଳବାୟୁ ପରିବର୍ତ୍ତନର ମୁଖ୍ୟ କାରଣ ପାଲଟିଥିବା ସବୁଜଗୃହ ବାଷ୍ପ ନିର୍ଗମନ ପାଇଁ ଉଭୟ ଦେଶ ଦାୟୀ। ତେବେ ଗତ ସପ୍ତାହରେ ଆମେରିକା ରାଷ୍ଟ୍ରପତି...

କେନ୍ଦ୍ରର ରୋହିଙ୍ଗ୍ୟା ଦ୍ୱନ୍ଦ୍ୱ

ନୂଆଦିଲ୍ଲୀ/ଢାକା, ୧୮ା୮: ନିଜ ଦେଶରେ ନାଗରିକ ମାନ୍ୟତା ନ ପାଇ ଅକଥନୀୟ ନିର୍ଯାତନାର ଶିକାର ହୋଇଥିବା ରୋହିଙ୍ଗ୍ୟା ମୁସଲମାନମାନେ ପରିଚୟ ଖୋଜୁଛନ୍ତି। ମ୍ୟାନ୍‌ମାରର ପଡ଼ୋଶୀ ଦେଶଗୁଡ଼ିକରେ ମୁଣ୍ଡ ଗୁଞ୍ଜିବା ପାଇଁ ଜାଗା ଅଣ୍ଡାଳୁଥିବାବେଳେ ସେମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖାଯାଉଛି। ରୋହିଙ୍ଗ୍ୟାଙ୍କୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri