Tag Archives: Home Middle

ସ୍ବତନ୍ତ୍ର ଭାବରେ ରକ୍ଷାବନ୍ଧନ ପାଳିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୧ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଦିଲ୍ଲୀସ୍ଥିତ ତାଙ୍କ ବାସଭବନରେ କୁନିକୁନି ଝିଅମାନଙ୍କ ସହ ସହ ରକ୍ଷା ବନ୍ଧନ ଉତ୍ସବ ପାଳନ କରିଛନ୍ତି। ଆଜି ମୋଦିଙ୍କୁ ତାଙ୍କ କାର୍ଯ୍ୟାଳୟରେ କାମ କରୁଥିବା ସଫେଇ କର୍ମଚାରୀ, ଚପରାସୀ, ମାଳି, ଡ୍ରାଇଭରଙ୍କ ଝିଅମାନେ...

ଆଫଗାନିସ୍ତାନ ନାଗରିକଙ୍କୁ ରହିବା ପାଇଁ ଅନୁମତି ଦେଲା ସ୍ପେନ୍‌

ମାଦ୍ରିଦ୍‌,୧୧ା୮: ଆଫଗାନିସ୍ତାନରେ ତାଲିବାନ ସରକାର ଗତ ବର୍ଷ ଅଗଷ୍ଟ ୧୫ରେ କ୍ଷମତାକୁ ଆସିଥିଲେ। ଏହା ପରେ ଆମେରିକୀୟ ସେନା ସେଠାରୁ ଓହରି ଯାଇଥିଲେ। ହତ୍ୟାର ଆତଙ୍କ ଏବଂ ଦେଶରେ ବର୍ତ୍ତମାନର ସଙ୍କଟ ଯୋଗୁ ଲୋକମାନେ ସେଠାରୁ ଚାଲିଯିବାକୁ ବାଧ୍ୟ ହୋଇଛନ୍ତି।...

ନିର୍ବାଚନରେ ଉପହାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ, ବିକାଶ ପାଇଁ ଖର୍ଚ୍ଚ ହେଉ ଟଙ୍କା, କହିଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ, ୧୧।୮ : ନିର୍ବାଚନ ସମୟରେ ମାଗଣା ଉପହାର ଦେବା ଏବଂ ମାଗଣା ବିଦ୍ୟୁତ, ଜଳ ବଣ୍ଟନ ଆଦି ରାଜନୈତିକ ଦଳର ପ୍ରତିଶ୍ରୁତିକୁ ସୁପ୍ରିମକୋର୍ଟଙ୍କ ଦ୍ୱାରା ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଭାବରେ ବିବେଚନା କରାଯାଇଛି। ଗୁରୁବାର ପ୍ରାୟ ୨୦ ମିନିଟ...

ଧନକର ନେଲେ ଶପଥ…

ନୂଆଦିଲ୍ଲୀ, ୧୧।୮ : ଦେଶରେ ୧୪ ଉପ ରାଷ୍ଟ୍ରପତି ଭାବେ ଜଗଦୀପ ଧନକର ଗୁରୁବାର ଶପଥ ନେଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ଭବନରେ  ଧନକରଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଏହି ଅବସରରେ ପୂର୍ବତନ ରାଷ୍ଟ୍ରପତି...

‘ଆମ ଭବିଷ୍ୟତ ଆମେ ସ୍ଥିର କରିବୁ’

ତାଇପେ,୧୧ା୮: ଆମେରିକୀୟ ବାଚସ୍ପତି ନାନ୍ସି ପେଲୋସିଙ୍କ ତାଇଓ୍ବାନ ଗସ୍ତ ପରଠାରୁ ଚାଇନା ସହ ତାଙ୍କର ମତଭେଦ ବୃଦ୍ଧି ପାଇବାରେ ଲାଗିଛି। ଚାଇନା ଏବଂ ତାଇଓ୍ବାନ ନିଜ ନିଜ ସୀମାରେ (ଚାଇନା-ତାଇଓ୍ବାନ) ସାମରିକ ଅଭ୍ୟାସରେ ନିୟୋଜିତ ଅଛନ୍ତି। ଦୁଇ ଦେଶ ମଧ୍ୟରେ...

ଭଡ଼ାରେ ମିଳୁଛନ୍ତିି ପୋଲିସ, ୭୦୦ରେ କନଷ୍ଟେବଳ- ଅଢ଼େଇ ହଜାରରେ ଇନ୍ସପେକ୍ଟର-୩,୩୧୦୦ରେ ଷ୍ଟେଶନ…

ଥିରୁଭାନନ୍ତପୁରମ୍‌, ୧୧।୮ : ସମ୍ପ୍ରତି କେରଳରେ ଏକ ଆଇନକୁ ନେଇ ବିବାଦ ଉପୁଜିଛି। ବାସ୍ତବରେ କେରଳରେ ଏକ ପୁରୁଣା ନିୟମ ଅଛି ଯେ ଭଡ଼ାରେ ଯେକେହି ପୋଲିସ ନିଯୁକ୍ତି କରିପାରିବେ। ଏଥିପାଇଁ ସମ୍ପୃକ୍ତ ବ୍ୟକ୍ତିଙ୍କୁ କେବଳ ଏକ ଦେୟ ଦେବାକୁ...

ପୁଣି ଫେରିଲା କଟକଣା, ମାସ୍କ ନପିନ୍ଧିଲେ ୫୦୦ ଟଙ୍କା ଜରିମାନା…

ନୂଆଦିଲ୍ଲୀ, ୧୧।୮ : ଦିଲ୍ଲୀରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ମାମଲାକୁ ଦୃଷ୍ଟିରେ ରଖି ପୁଣି କଟକଣା ଫେରିଛି। ସର୍ବସାଧାରଣ ସ୍ଥାନରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି। ଯଦି କେହି ଏହି ନିୟମର ଉଲ୍ଲଂଘନ କରୁଛନ୍ତି ତେବେ ତାଙ୍କଠାରୁ ୫୦୦...

କିନ୍ନର ହେବେ ପାଇଲଟ୍‌, ଡିଜିସିଏ ଜାରି କଲା ନୂଆ ମାର୍ଗଦର୍ଶିକା…

ନୂଆଦିଲ୍ଲୀ, ୧୧।୮ : ପାଇଲଟ ହେବାକୁ ଚାହୁଁଥିବା କିନ୍ନରଙ୍କ ଫିଟନେସର ଏରୋମେଟିକାଲ ମୂଲ୍ୟାଙ୍କନ ବିଷୟରେ ନୂଆ ମାର୍ଗଦର୍ଶିକା ଜାରି ହୋଇଛି। ଫଳରେ ଏଣିକି କିନ୍ନରଙ୍କ ବ୍ୟବସାୟିକ ପାଇଲଟ ହେବାର ସ୍ବପ୍ନ ପୂରଣ ହୋଇପାରିବ। ଏଥିପାଇଁ ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ...

ସ୍ବାଧୀନତା ଦିବସର ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ୧୪ ଦେଶର ଯୁବବର୍ଗ…

ନୂଆଦିଲ୍ଲୀ, ୧୧।୮ ସ୍ବାଧୀନତା ଦିବସ ଉପଲକ୍ଷେ ୯ ଅଗଷ୍ଟରୁ ୧୭ ଅଗଷ୍ଟ ପର୍ଯ୍ୟନ୍ତ ଅନୁଷ୍ଠିତ ହେଉଥିବା ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ୧୪ ଦେଶର ଯୁବବର୍ଗ ଅଂଶଗ୍ରହଣ କରିଛନ୍ତି। ସ୍ବାଧୀନତା ଦିବସ ପାଳନ ଅବସରରେ ପ୍ରଥମ ଥର ପାଇଁ ଏଭଳି ଏକ ସ୍ବତନ୍ତ୍ର...

ଲାଲ୍‌ କିଲ୍ଲାରେ ପ୍ରଥମ ଥର ପାଇଁ ସଲାମୀ ଦେବ ସ୍ବଦେଶୀ ତୋପ…

ନୂଆଦିଲ୍ଲୀ, ୧୧।୮ : ଅଗଷ୍ଟ ୧୫ରେ ୭୫ ତମ ସ୍ବାଧୀନତା ଦିବସ ପାଳନ ଅବସରରେ ପ୍ରଥମ ଥର ପାଇଁ ଲାଲ୍‌ କିଲ୍ଲାରେ ୨୧ ଥର ତୋପ ସଲାମୀ ପାଇଁ ମେକ ଇନ ଇଣ୍ଡିଆ ପଦକ୍ଷେପର ଏକ ଅଂଶ ଭାବରେ ସ୍ବଦେଶୀ...

ମମତାଙ୍କୁ ଝଟ୍‌କା, ଟିଏମ୍‌ସି ନେତା ଅନୁବ୍ରତ ମଣ୍ଡଳଙ୍କୁ ଗିରଫ କଲା ସିବିଆଇ…

କୋଲକାତା, ୧୧।୮ : ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ବଡ଼ ଝଟ୍‌କା ଲାଗିଛି। ପଶୁ ଚୋରା ଚାଲାଣ ମାମଲାରେ ଏକ ବଡ ପଦକ୍ଷେପ ନେଇ ସିବିଆଇ ଟିଏମସି ନେତା ଅନୁବ୍ରତ ମଣ୍ଡଳଙ୍କୁ ଗିରଫ କରିଛି। ଗୁରୁବାର ସକାଳେ ସିବିଆଇ ଟିମ...

ପାୱାରଙ୍କୁ ପ୍ରେରଣା ଦେଲା ନୀତୀଶଙ୍କ ପଦକ୍ଷେପ…

ମୁମ୍ବାଇ, ୧୧।୮ : ବିହାର ରାଜନୀତିରେ ପରିବର୍ତ୍ତନର ପ୍ରଭାବ ମହାରାଷ୍ଟ୍ରରେ ମଧ୍ୟ ଦେଖାଯାଉଛି। ପ୍ରକାଶ ଯେ, ଶରଦ ପାୱାରଙ୍କ ଜାତୀୟତାବାଦୀ କଂଗ୍ରେସ ପାର୍ଟି ମହା ବିକାଶ ଅଘାଡି ଜାରି ରଖିବାକୁ ଇଚ୍ଛା ପ୍ରକାଶ କରିଛି। ଏ ବାବଦରେ ଏନସିପି ନେତାମାନେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri