Tag Archives: Home Middle

ପାୱାରଙ୍କୁ ପ୍ରେରଣା ଦେଲା ନୀତୀଶଙ୍କ ପଦକ୍ଷେପ…

ମୁମ୍ବାଇ, ୧୧।୮ : ବିହାର ରାଜନୀତିରେ ପରିବର୍ତ୍ତନର ପ୍ରଭାବ ମହାରାଷ୍ଟ୍ରରେ ମଧ୍ୟ ଦେଖାଯାଉଛି। ପ୍ରକାଶ ଯେ, ଶରଦ ପାୱାରଙ୍କ ଜାତୀୟତାବାଦୀ କଂଗ୍ରେସ ପାର୍ଟି ମହା ବିକାଶ ଅଘାଡି ଜାରି ରଖିବାକୁ ଇଚ୍ଛା ପ୍ରକାଶ କରିଛି। ଏ ବାବଦରେ ଏନସିପି ନେତାମାନେ...

ଭାଜପାର ମିଶନ ପଶ୍ଚିମବଙ୍ଗ, ୨୦୨୪ ମେଗା ପ୍ଲାନ୍‌ରେ ଧର୍ମେନ୍ଦ୍ର-ସ୍ମୃତି-ଜ୍ୟୋତିରାଦିତ୍ୟ ସାମିଲ…

ନୂଆଦିଲ୍ଲୀ, ୧୧।୮ : ପଶ୍ଚିମବଙ୍ଗରେ ୨୦୧୯ ସାଧାରଣ ନିର୍ବାଚନରେ ୪୨ ଟି ଲୋକ ସଭା ଆସନ ମଧ୍ୟରୁ ୧୮ରେ ବିଜୟ ହୋଇଥିଲା। ବର୍ତ୍ତମାନ ପୁଣି ଥରେ ଭାଜପା ରାଜ୍ୟରେ ସ୍ଥିତି ସୁଦୃଢ଼ କରିବା ଲାଗି ମିଶନ ୨୦୨୪ ଯୋଜନା ପ୍ରସ୍ତୁତ...

ପାକିସ୍ତାନୀ ଆତଙ୍କବାଦୀଙ୍କ ଉପରେ ପ୍ରତିବନ୍ଧକ ଲଗାଇବାକୁ ମନା କରୁଛି ଚାଇନା…

ବେଜିଂ, ୧୧।୮ : ପାକିସ୍ତାନରୁ ବ୍ୟକ୍ତିଗତ ଲାଭ ପାଇଁ ଚାଇନା ଯେକୌଣସି ସ୍ତରକୁ ଯିବାକୁ ପ୍ରସ୍ତୁତ। କେବଳ ଏତିକି ନୁହେଁ ଚାଇନା ମଧ୍ୟ ଆତଙ୍କବାଦ ସହ ଆପୋଷ ବୁଝାମଣା କରିବାକୁ ପ୍ରସ୍ତୁତ ଅଛି। ନ୍ୟୁଜ ଏଜେନ୍ସି ଏଏନଆଇ ଅନୁଯାୟୀ, ପାକିସ୍ତାନ...

ରକ୍ଷାବନ୍ଧନର ଶୁଭକାମନା ଜଣାଇଲେ ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ, ୧୧।୮ : ରକ୍ଷାବନ୍ଧନ ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦେଶବାସୀଙ୍କୁ ଶୁଭକାମନା ଜଣାଇଛନ୍ତି। ରାଷ୍ଟ୍ରପତି ତାଙ୍କ ଅଭିନନ୍ଦନ ବାର୍ତ୍ତାରେ ଲେଖିଛନ୍ତି ଭାଇ ଓ ଭଉଣୀଙ୍କ ମଧ୍ୟରେ ଅବିସ୍ମରଣୀୟ ବନ୍ଧନ, ସ୍ନେହ ଏବଂ ବିଶ୍ୱାସର ପ୍ରତୀକ ରକ୍ଷାବନ୍ଧନର ଆନନ୍ଦ ଉତ୍ସବରେ...

ଦିନେ କମିଲେ ପୁଣି ବଢୁଛି…

ନୂଆଦିଲ୍ଲୀ, ୧୧।୮ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି...

୧୪ତମ ଉପରାଷ୍ଟ୍ରପତି ଭାବେ ଧନକର ନେବେ ଶପଥ…

ନୂଆଦିଲ୍ଲୀ, ୧୧।୮ : ପଶ୍ଚିମବଙ୍ଗର ପୂର୍ବତନ ରାଜ୍ୟପାଳ ତଥା ଏନଡିଏ ପ୍ରାର୍ଥୀ ଜଗଦୀପ ଧନକର ଗୁରୁବାର ଭାରତର ନୂତନ ଉପରାଷ୍ଟ୍ରପତି ଭାବରେ ଶପଥ ଗ୍ରହଣ କରିବେ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପୂର୍ବାହ୍ନ ୧୧ଟା ୪୫ରେ ରାଷ୍ଟ୍ରପତି ଭବନରେ ଜଗଦୀପ ଧନକରଙ୍କୁ...

ସୁରକ୍ଷାକର୍ମୀ ଆତଙ୍କବାଦୀ ମୁହାଁମୁହିଁ, ୩ ଯବାନ ଶହୀଦ,୨ ଆତଙ୍କବାଦୀ ନିହତ…

ଶ୍ରୀନଗର,୧୧।୮ : ଅଗଷ୍ଟ ୧୫ ପୂର୍ବରୁ ଜମ୍ମୁ-କଶ୍ମୀରରେ ଏକ ବଡ ଷଡଯନ୍ତ୍ର ବିଫଳ ହୋଇଛି। ଜମ୍ମୁ ପରଗଲରେ ଉରି ଆକ୍ରମଣ ଭଳି ଏକ ଷଡଯନ୍ତ୍ରକୁ ସୁରକ୍ଷା ବାହିନୀଙ୍କ ଦ୍ୱାରା ପଣ୍ଡ କରାଯାଇଛି। ସେନା ଶିବିରରେ ପ୍ରବେଶ କରିବାକୁ ଚେଷ୍ଟା କରୁଥିବା...

ବୃଦ୍ଧି ପାଉଛି ବିଭିନ୍ନ ଡାଲିର ମୂଲ୍ୟ

ନୂଆଦିଲ୍ଲୀ,୧୧।୮: ମୌସୁମୀ ବର୍ଷା ଓ ଆମଦାନୀର ହ୍ରାସ ଯୋଗୁ ବିଭିନ୍ନ ବର୍ଗର ଡାଲିର ମୂଲ୍ୟ ଅହେତୁକ ଭାବେ ବୃଦ୍ଧି ପାଇଛି। ଖାଇବା ତେଲ ପରେ ବର୍ତ୍ତମାନ ଡାଲି ଦର ଆକାଶଛୁଆଁ ରହିବା ଉଭୟ ସରକାର ଓ ଖାଉଟିଙ୍କ ଚିନ୍ତା ବଢାଇ...

ୟୁପିରେ ୬୦ ବର୍ଷୀୟାଙ୍କ ବସ୍‌ ଯାତ୍ରା ମାଗଣା

ଲକ୍ଷ୍ନୌ, ୧୧ା୮: ଉତ୍ତରପ୍ରଦେଶରେ ୬୦ ବର୍ଷରୁ ଊର୍ଦ୍ଧ୍ୱ ମହିଳାମାନଙ୍କୁ ସରକାରୀ ବସ୍‌ରେ ମାଗଣା ଯାତ୍ରା ସୁବିଧା ମିଳିବ। ଏ ନେଇ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ବୁଧବାର ଟୁଇଟ୍‌ ଯୋଗେ ଘୋଷଣା କରିଛନ୍ତି। ଏଥିସହ ରାଖୀପୂର୍ଣ୍ଣିମା ଅବସରରେ ମହିଳାମାନେ ୪୮ ଘଣ୍ଟା...

ପାନୀୟ ଉପଯୋଗୀ ନୁହେଁ ବର୍ଷାଜଳ

ଷ୍ଟକ୍‌ହୋମ୍‌, ୧୧ା୮: ବର୍ଷାଜଳକୁ ସିଧାସଳଖ ପାନୀୟ ଭାବେ ବ୍ୟବହାର କରିବା ସ୍ବାସ୍ଥ୍ୟ ପାଇଁ କ୍ଷତିକାରକ ବୋଲି ସୁଇଡେନ୍‌ସ୍ଥିତ ଷ୍ଟକ୍‌ହୋମ୍‌ ୟୁନିଭର୍ସିଟିର ଏକ ଅଧ୍ୟୟନରୁ ଜଣାପଡ଼ିଛି। ଏଥିରେ ମାତ୍ରାଧିକ ପର୍‌-ଆଣ୍ଡ୍‌ ପଲିଫ୍ଲୋରୋଆଲ୍‌କାଇଲ ସବ୍‌ଷ୍ଟାନ୍ସେସ୍‌ (ପିଏଫ୍‌ଏଏସ୍‌) ରହିଥାଏ। ଏହି ବିଷାକ୍ତ କେମିକାଲର ବିଘଟନ...

ବିରୋଧୀ ଏକତା ଲକ୍ଷ୍ୟ

ପାଟନା,୧୧ା୮: ମହାମେଣ୍ଟ ସମର୍ଥନରେ ପୁନର୍ବାର କ୍ଷମତାସୀନ ହୋଇଥିବା ସଂଯୁକ୍ତ ଜନତା ଦଳ (ଜେଡିୟୁ) ନେତା ନୀତୀଶ କୁମାର ବୁଧବାର ଅଷ୍ଟମ ଥର ବିହାର ମୁଖ୍ୟମନ୍ତ୍ରୀ ରୂପେ ଶପଥ ନେଇଛନ୍ତି। ତାଙ୍କ ସହ ରାଷ୍ଟ୍ରୀୟ ଜନତା ଦଳ (ଆର୍‌ଜେଡି) ନେତା ତେଜସ୍ବୀ...

ନିର୍ବାଚନ ଆୟୋଗଙ୍କ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ

ଇସଲାମାବାଦ,୧୦ା୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କ ନେତୃତ୍ୱରେ ପାକିସ୍ତାନ ତେହେରିକ-ଇ-ଇନ୍‌ସାଫ ବୁଧବାର ଇସଲାମାବାଦ ହାଇକୋର୍ଟରେ ନିର୍ବାଚନ ଆୟୋଗଙ୍କ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରିଛି। ଏହାପୂର୍ବରୁ ନିର୍ବାଚନ ଆୟୋଗ ଦଳକୁ ସୀମିତ ଉତ୍ସରୁ ପାଣ୍ଠି ଗ୍ରହଣ କରିବା ଏବଂ ଏହାର ବ୍ୟାଙ୍କ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri