Tag Archives: Home Middle

ୟୁ. ୟୁ. ଲଳିତ ହେବେ ସୁପ୍ରିମକୋର୍ଟର ପରବର୍ତ୍ତୀ ପ୍ରଧାନ ବିଚାରପତି: ଲାଗିଲା ରାଷ୍ଟ୍ରପତିଙ୍କ ମୋହର

ନୂଆଦିଲ୍ଲୀ,୧୦।୮: ଦେଶର ୪୯ତମ ପ୍ରଧାନ ବିଚାରପତି ଭାବରେ ସୁପ୍ରିମକୋର୍ଟର ଜଷ୍ଟିସ ଉଦୟ ଉମେଶ ଲଲିତଙ୍କୁ ନିଯୁକ୍ତ କରାଯାଇଛି। ବୁଧବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କ ନିଯୁକ୍ତି ଉପରେ ମୋହର ମାରିଛନ୍ତି। ଗତ ସପ୍ତାହରେ ସିଜେଆଇ ଏନ.ଭି. ରମନା ତାଙ୍କ ଉତ୍ତରାଧିକାରୀ...

୯ ଅଧିକାରୀଙ୍କ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୧୦ା୮(ବ୍ୟୁରୋ): ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ଉପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ୫ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇଥିବା ବେଳେ ୨ ଜଣଙ୍କୁ ଚାକିରୀରୁ ବହିଷ୍କାର ଓ ଅନ୍ୟ ୨ ଜଣଙ୍କ ପେନ୍‌ସନ୍‌ ସ୍ଥାୟୀ ଭାବେ...

ସୁନୀଲ ବଂଶଲ ରାଜ୍ୟ ଭାଜପା ପ୍ରଭାରୀ

ଭୁବନେଶ୍ୱର,୧୦ା୮(ବ୍ୟୁରୋ): ରାଜ୍ୟ ଭାଜପା ପାଇଁ ନୂଆ ପ୍ରଭାରୀ ନିଯୁକ୍ତ ହୋଇଛନ୍ତି।  ବୁଧବାର ସୁନୀଲ ବଂଶଲଙ୍କୁ ରାଜ୍ୟ ଭାଜପା ପ୍ରଭାରୀ ଭାବେ ନିଯୁକ୍ତ କରାଯାଇଥିବା ରାଷ୍ଟ୍ରୀୟ ମହାସଚିବ ଅରୁଣ ସିଂହ ଏ ସମ୍ପର୍କରେ ସୂଚନା ଦେଇଛନ୍ତି। ସୁନୀଲଙ୍କୁ ଓଡ଼ିଶା ସହିତ ପଶ୍ଚିମବଙ୍ଗ...

ରୁଷିଆ ସହ ବାଣିଜ୍ୟ ବୃଦ୍ଧି କଲା ଚାଇନା

ବେଜିଂ,୧୦ା୮: ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନଙ୍କ ଚେତାବନୀକୁ ବିରୋଧ କରି ରୁଷିଆ ସହିତ ଚାଇନା ବାଣିଜ୍ୟ ବୃଦ୍ଧି କରିଛି। ରୁଷିଆର ଅର୍ଥନୈତିକ ପରିସ୍ଥିତି ଏବଂ ପାଶ୍ଚାତ୍ୟ ଦେଶ ଦ୍ୱାରା ଜାତୀୟ ପ୍ରତିବନ୍ଧକକୁ ନେଇ ଚାଇନା ବ୍ୟବସାୟୀମାନେ ରୁଷିଆକୁ ସାମଗ୍ରୀ ବିକ୍ରୟ...

୨୦୧୪ରେ ଆସିଥିବା ଲୋକେ ୨୦୨୪ରେ ରହିବେ କି, ମୋଦିଙ୍କୁ ନୀତୀଶଙ୍କ ପ୍ରଶ୍ନ…

ପାଟନା, ୧୦।୮ : ଜେଡ଼ିୟୁ ନେତା ନୀତୀଶ କୁମାର ୮ମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ବୁଧବାର ଶପଥ ଗ୍ରହଣ କରିଛନ୍ତି। ଏହା ସହିତ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି। ମୋଦିଙ୍କ ନାମ ନ ନେଇ ନୀତୀଶ...

ୟୁକ୍ରେନ୍‌ର ନିପ୍ରୋପ୍ରେଟିକ୍ସରେ ରୁଷିଆର ବୋମା ମାଡ଼, ୧୩ ନାଗରିକ ମୃତ…

କ୍ୱିଭ୍‌, ୧୦।୮ : ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ୟୁକ୍ରେନ୍‌ ପାଇଁ ଶହେ କୋଟି ଡଲାର ସହାୟତା ଘୋଷଣା କରିବା ପରେ ରୁଷିଆ ପକ୍ଷରୁ ଏହାର କଡ଼ା ଜବାବ ଦିଆଯାଇଛି। ରୁଷିଆ ୟୁକ୍ରେନ୍‌ର ନିପ୍ରୋପ୍ରେଟିକ୍ସରେ ବୋମା ମାଡ଼ କରିଛି। ମଧ୍ୟ...

୮ମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ନୀତୀଶ

ପାଟନା, ୧୦।୮ : ଜେଡ଼ିୟୁ ନେତା ନୀତୀଶ କୁମାର ୮ମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ବୁଧବାର ଶପଥ ଗ୍ରହଣ କରିଛନ୍ତି। ରାଜ୍ୟପାଳ ଫଗୁ ଚୌହ୍ବାନ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଏହା ସହିତ ଆର୍‌ଜେଡ଼ି...

କୁଖ୍ୟାତ ଆତଙ୍କବାଦୀଙ୍କୁ କଳା ତାଲିକାଭୁକ୍ତ କରିବା ପ୍ରସ୍ତାବକୁ ବାଧା ଦେବା ଅତ୍ୟନ୍ତ ବିପଜ୍ଜନକ, ଜାତିସଂଘ ବୈଠକରେ ଚାଇନାକୁ କହିଲା ଭାରତ…

ଜେନେଭା, ୧୦।୮ : ଚାଇନାର ଅଧ୍ୟକ୍ଷତାରେ ମିଳିତ ଜାତିସଂଘ ସୁରକ୍ଷା ପରିଷଦର ଏକ ବୈଠକରେ ଭାରତ କହିଛି ଯେ ଏହା ଅତ୍ୟନ୍ତ ଦୁଃଖର ବିଷୟ ଯେ ବିଶ୍ୱର କୁଖ୍ୟାତ ଆତଙ୍କବାଦୀଙ୍କୁ କଳା ତାଲିକାଭୁକ୍ତ କରିବା ପ୍ରସ୍ତାବକୁ ବାଧାଦେବା ଅତ୍ୟନ୍ତ ବିପଜ୍ଜନକ।...

ବୋମ୍ମାଇ ଜଣେ କାଠକଣ୍ଢେଇ ମୁଖ୍ୟମନ୍ତ୍ରୀ, କଂଗ୍ରେସର କଡ଼ା ସମାଲୋଚନା…

ବେଙ୍ଗାଲୁରୁ, ୧୦।୮ : କର୍ନାଟକ ଚର୍ଚ୍ଚା ଜୋର ଧରିଛି ଯେ ରାଜ୍ୟରେ ମୁଖ୍ୟମନ୍ତ୍ରୀଙ୍କୁ ବଦଳ କରାଯିବା ସହିତ ଭାଜପା ପକ୍ଷରୁ ଦଳର ରାଜ୍ୟ ୟୁନିଟରେ ପରିବର୍ତ୍ତନ ଅଣାଯିବାର ସମ୍ଭାବନା ରହିଛି। ତେବେ ଦଳର ନେତାମାନେ ଏଭଳି ସମ୍ଭାବନାକୁ ଏଡ଼ାଇ ଦେଇଛନ୍ତି।...

ପ୍ରତି ଘରେ ତ୍ରିରଙ୍ଗା ଗରିବଙ୍କ ଉପରେ ବୋଝ ନ ହେଉ, ବରୁଣ ଗାନ୍ଧୀଙ୍କ କଟାକ୍ଷ…

ନୂଆଦିଲ୍ଲୀ, ୧୦।୮ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ନୀତି ବିରୋଧରେ ଆକ୍ରମଣାତ୍ମକ ଆଭିମୁଖ୍ୟ ଗ୍ରହଣ କରିଥିବା ଭାଜପା ଏମ୍‌ପି ବରୁଣ ଗାନ୍ଧୀ ପୁଣି ଥରେ ସରକାରୀ ନୀତି ଉପରେ ଆଘାତ କରିଛନ୍ତି। ଏଥର ଭାରତ ଗାନ୍ଧୀ ମୋଦି ସରକାରଙ୍କ...

ଆତଙ୍କବାଦ ନେଇ ଦୁଇ ପ୍ରକାର ମାନଦଣ୍ଡ ଆପଣେଇବା କ୍ଷତିକାରକ, ସୁରକ୍ଷା ପରିଷଦରେ ଭାରତର ଚେତାବନୀ…

ଜେନେଭା, ୧୦।୮ : ବିଶ୍ୱରେ ବୃଦ୍ଧି ପାଉଥିବା ଆତଙ୍କବାଦ କାର୍ଯ୍ୟକଳାପ ନେଇ ଭାରତ ପୁଣିଥରେ ବିଶ୍ୱ ସମୁଦାୟକୁ ଚେତାବନୀ ଦେଇଛି। ମିଳିତ ଜାତିସଂଘରେ ଭାରତର ରାଷ୍ଟ୍ରଦୂତ ରୁଚିରା କମ୍ବୋଜ ସୁରକ୍ଷା ପରିଷଦର ଏକ ସ୍ବତନ୍ତ୍ର ଅଧିବେଶନକୁ ସମ୍ବୋଧିତ କରି ଆତଙ୍କବାଦ...

ସ୍ବାଧୀନତା ଦିବସରେ ଭାରତରେ ଅଶାନ୍ତି ସୃଷ୍ଟି ଲାଗି ଆତଙ୍କବାଦୀ ଟିମ୍‌କୁ ସକ୍ରିୟ କରିଛନ୍ତି ପାକିସ୍ତାନୀ ସୈନ୍ୟବାହିନୀ-ଆଇଏସ୍‌ଆଇ…

ନୂଆଦିଲ୍ଲୀ, ୧୦।୮ : ଭାରତରେ ଅଶାନ୍ତି ସୃଷ୍ଟି କରିବାକୁ ପାକିସ୍ତାନର ଉଦ୍ୟମ ଅବ୍ୟାହତ ରହିଛି। ୭୫ ତମ ସ୍ବାଧୀନତା ଦିବସ ପାଳନ ପାଇଁ ସାରା ଦେଶରେ ଅମୃତ ମହୋତ୍ସବ ଅଭିଯାନ ଚାଲିଛି। ଏଭଳି ସମୟରେ ପାକିସ୍ତାନ ପକ୍ଷରୁ ଆତଙ୍କବାଦୀଙ୍କୁ ଭାରତରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri