Tag Archives: Home Middle

ଆର୍‌ଜେଡି-ଜେଡ଼ିୟୁ ଭାଗବଣ୍ଟା ୧୬-୧୩ରେ ଶେଷ ହେବାର ସମ୍ଭାବନା…

ପାଟନା, ୧୦।୮ : ବିହାରରେ ରାଜନୈତିକ ଅସ୍ଥିରତା ମଧ୍ୟରେ ନୀତୀଶ କୁମାର ଅଷ୍ଟମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବେ, କିନ୍ତୁ ଏଥର ତାଙ୍କ ସହ ଭାଜପା ନୁହେଁ ବରଂ ଆରଜେଡିର ବରିଷ୍ଠ ନେତା ତେଜସ୍ବୀ ଯାଦବ...

ଡିସେମ୍ବର ସୁଦ୍ଧା ଭାଙ୍ଗଯିବ ମମତା ବାନାର୍ଜୀଙ୍କ ସରକାର, ଶୁଭେନ୍ଦୁ କଲେ ଦାବି…

କୋଲକାତା, ୧୦।୮ : ପଶ୍ଚିମବଙ୍ଗରେ ଭାଜପା ନେତା ଶୁଭେନ୍ଦୁ ଅଧିକାରୀ ଏକ ବଡ ଦାବି କରିଛନ୍ତି ଯେ ରାଜ୍ୟର ତୃଣମୂଳ କଂଗ୍ରେସର ମମତା ବାନାର୍ଜୀ ସରକାର ଡିସେମ୍ବର ସୁଦ୍ଧା ପତନ ହେବ। ରାଜ୍ୟରେ ୨୦୨୪ ରେ ହେବାକୁ ଥିବା ଲୋକ...

୧୫ ଅଗଷ୍ଟ ପୂର୍ବରୁ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ଷଡ଼ଯନ୍ତ୍ର ପଣ୍ଡ, ପୁଲଓ୍ବାମାରେ ୩୦ କିଲୋଗ୍ରାମ୍‌ ଆଇଇଡ଼ି ଜବତ…

ଶ୍ରୀନଗର,୧୦।୮ : ଅଗଷ୍ଟ ୧୫ ପୂର୍ବରୁ ବୁଧବାର ଜମ୍ମୁ-କଶ୍ମୀରର ପୁଲୱାମାରେ ଏକ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ଷଡ଼ଯନ୍ତ୍ରକୁ ପୋଲିସ ଏବଂ ସୁରକ୍ଷା ବାହିନୀ ପଣ୍ଡ କରିଛନ୍ତି। ସହରର ସର୍କୁଲାର ରାସ୍ତାରେ ତାହବ କ୍ରସିଂ ନିକଟରେ ସୁରକ୍ଷା ବାହିନୀ ପ୍ରାୟ...

ସଂକ୍ରମଣରେ ସାମାନ୍ୟ ବ୍ରେକ୍‌…

ନୂଆଦିଲ୍ଲୀ, ୧୦।୮ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି...

ଅବପାତ ରୂପ ନେଲା ଲଘୁଚାପ

ଭୁବନେଶ୍ୱର,୧୦ା୮(ବ୍ୟୁରୋ): ଉତ୍ତର ବଙ୍ଗୋପସାଗର, ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ମଙ୍ଗଳବାର ଅବପାତ (ଡିପ୍ରେସନ)ରେ ପରିଣତ ହୋଇଛି। ଏହା ଓଡ଼ିଶା ଉପକୂଳ ୨୦.୮ ଡିଗ୍ରୀ ଉତ୍ତର ଅକ୍ଷାଂଶ ଏବଂ ୮୫.୬ ଡିଗ୍ରୀ ପୂର୍ବ ଦ୍ରାଘିମା ନିକଟରେ ଭୁବନେଶ୍ୱରଠାରୁ ଉତ୍ତର-ଉତ୍ତର ପଶ୍ଚିମ...

ସିପିଇସି ଆଢୁଆଳରେ ଚାଇନାର ଷଡ଼ଯନ୍ତ୍ର, ପାକିସ୍ତାନ ପାଇଁ ନିର୍ମାଣ କରୁଛି ବଙ୍କର…

ଇସଲାମାବାଦ/ବେଜିଂ, ୯।୮ : ଚାଇନା ପକ୍ଷରୁ ପାକିସ୍ତାନରେ ସିପିଇସି ପ୍ରୋଜେକ୍ଟ ଜାରି ରହିଛି। ଏହାକୁ ବିଭିନ୍ନ ସମୟରେ ଭାରତ ପକ୍ଷରୁ ବିରୋଧ କରାଯାଉଛି। ଏହାର ଆଢୁଆଳରେ ଚାଇନା ଏବେ ଷଡ଼ଯନ୍ତ୍ର ରଚିଛି। ସିପିଇସି ନାମରେ ଚାଇନା ପାକିସ୍ତାନ ପାଇଁ ଅଣ୍ଡର...

ବସ୍‌-ଅଟୋ ମୁହାଁମୁହିଁ, ୯ ମୃତ …

କୋଲକାତା, ୯।୮ : ପଶ୍ଚିମବଙ୍ଗର ବୀରଭୂମ ଜିଲାର ଜାତୀୟ ରାଜପଥ ନମ୍ବର ୬୦ରେ ଏକ ଯାତ୍ରୀବାହୀ ବସ୍‌ ଏବଂ ଅଟୋ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ଘଟଣାସ୍ଥଳରେ ୯ ଜଣଙ୍କର ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣା ରାମପୁରହାଟ...

ବୁଧବାର ଅପରାହ୍ନ ୨ଟାରେ ନୂଆ ମୁଖ୍ୟମନ୍ତ୍ରୀ ଭାବେ ନୀତୀଶ ନେବେ ଶପଥ…

ପାଟନା, ୯।୮ : ମହାମେଣ୍ଟର ନେତା ଭାବେ ନିର୍ବାଚିତ ହୋଇଥିବା ଜେଡ଼ିୟୁ ନେତା ନୀତୀଶ କୁମାର ବୁଧବାର ଅପରାହ୍ନ ୨ଟାରେ ବିହାରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ନୀତୀଶଙ୍କୁ ୧୬୪ ବିଧାୟକ ସମର୍ଥନ କରୁଥିବାନେଇ ସେ ଦାବି...

ଇଫତାରରୁ ମହରମ୍‌, ନୀତୀଶଙ୍କ ଧର୍ମନିରପେକ୍ଷ ରାଜନୀତି…

ପାଟନା, ୯।୮: କୁହାଯାଏ ଯେ ରାଜନୀତିରେ କେବେ ବିନା କାରଣରେ କିଛି ହୋଇ ନଥାଏ। ପ୍ରତି ପଦକ୍ଷେପର କିଛି ବିଶେଷ ରାଜନୈତିକ କାରଣ ରହିଥାଏ। ଯାହାଦ୍ୱାରା ଜନସାଧାରଣଙ୍କୁ ସ୍ବତନ୍ତ୍ର ବାର୍ତ୍ତା ପ୍ରଦାନ କରାଯାଇଥାଏ। ଏହି ମର୍ମରେ ନୀତୀଶ କୁମାର ରାଜ୍ୟରେ...

ଜଣେ ହତାଶ ବ୍ୟକ୍ତି ନିଜକୁ ବଞ୍ଚାଇବାର ପ୍ରୟାସ କରୁଛନ୍ତି, ସିସୋଦିଆଙ୍କୁ ଅନୀଲ ବୈଜଲଙ୍କ ଉତ୍ତର…

ନୂଆଦିଲ୍ଲୀ, ୯।୮ : ଦିଲ୍ଲୀର ନୂତନ ଅବକାରୀ ନୀତି ନେଇ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କ ଅଭିଯୋଗର ଉତ୍ତର ଦେଇ ପୂର୍ବତନ ଉପରାଜ୍ୟପାଳ ଅନୀଲ ବୈଜଲ କହିଛନ୍ତି ଯେ ଜଣେ ହତାଶ ବ୍ୟକ୍ତି ନିଜକୁ ବଞ୍ଚାଇବାର ପ୍ରୟାସ କରୁଛନ୍ତି। ସେ ଏକ...

ନୀତୀଶଙ୍କ ଇସ୍ତଫା ଏକ ଶୁଭାରମ୍ଭ, ଦେଶରୁ ଭାଜପା ପୋଛି ହୋଇଯିବ, କହିଲେ ଅଖିଳେଶ …

ଲକ୍ଷ୍ନୌ, ୯।୮ : ବିହାରରେ ଜାରି ରହିଥିବା ରାଜନୈତିକ ସ୍ଥିତି ନେଇ ଉତ୍ତରପ୍ରଦେଶର ସମାଜବାଦୀ ପାର୍ଟି ନେତା ଅଖିଳେଶ ଯାଦବ ଭାଜପାକୁ ଟାର୍ଗେଟ କରିଛନ୍ତି। ନୀତୀଶ କୁମାରଙ୍କ ଇସ୍ତଫାକୁ ଅଖିଳେଶ ଏକ ଭଲ ଶୁଭାରମ୍ଭ କରିଛନ୍ତି। ଏଣିକି ଦେଶରୁ ଭାଜପା...

ମହାମେଣ୍ଟ ନେତା ହେଲେ ନୀତୀଶ, ହେବେ ୮ମ ଥର ପାଇଁ ମୁଖ୍ୟମନ୍ତ୍ରୀ…

ପାଟନା, ୯।୮ : ମହାମେଣ୍ଟର ନେତା ଭାବେ ଜେଡ଼ିୟୁ ନେତା ନୀତୀଶ କୁମାରଙ୍କୁ ଚୟନ କରାଯାଇଛି। ମଙ୍ଗଳବାର ଅପରାହ୍ନରେ ନୀତୀଶ ରାବ୍ରୀ ଦେବୀଙ୍କ ବାସଜ ଭବନରେ ପହଞ୍ଚିଥିଲେ। ସେଠାରୁ ଆରଜେଡି ନେତା ତେଜସ୍ବୀ ଯାଦବ ଏବଂ କଂଗ୍ରେସର ଭକ୍ତ ଚରଣ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri