Tag Archives: Home Middle

ସ୍ବର୍ଣ୍ଣ ଜିତିଲେ ପିଭି ସିନ୍ଧୁ

ବର୍ମିଂହାମ,୮।୮: ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଶେଷ ଦିନରେ ଭାରତର ଷ୍ଟାର ବ୍ୟାଡମିଣ୍ଟନ ଖେଳାଳି ପି.ଭି ସିନ୍ଧୁ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ସେ ବ୍ୟାଡମିଣ୍ଟନ ମହିଳା ସିଙ୍ଗଲ୍ସ ମ୍ୟାଚରେ କାନାଡାର ମିସେଲ ଲିଙ୍କୁ ପରାସ୍ତ କରିଥିଲେ। ପୂର୍ବରୁ ମଧ୍ୟ ସେମିଫାଇନାଲ ମ୍ୟାଚରେ ସିନ୍ଧୁ...

ଅଗଷ୍ଟ ୧୫ ସୁରକ୍ଷା ବ୍ୟବସ୍ଥା, ଲାଲ କିଲ୍ଲାରେ ମୁତୟନ ହେବେ ୧୦ ହଜାର ପୋଲିସ, ଗୁଡ଼ି ଉଡ଼ାଇବା ମନା…

ନୂଆଦିଲ୍ଲୀ, ୮।୮ : ସ୍ବାଧୀନତା ଦିବସ ଅବସରରେ ଦିଲ୍ଲୀ ପୋଲିସ ପକ୍ଷରୁ ଐତିହାସିକ ଲାଲ କିଲ୍ଲା ଏବଂ ଏହାର ଆଖପାଖ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଏସମ୍ପର୍କରେ ସୂଚନା ଦେଇ ଦିଲ୍ଲୀ ପୋଲିସର ସ୍ବତନ୍ତ୍ର କମିଶନର ଦୀପେନ୍ଦ୍ର ପାଠକ...

ସଞ୍ଜୟ ରାଉତ ୨୨ ଅଗଷ୍ଟ ପର୍ଯ୍ୟନ୍ତ ନ୍ୟାୟିକ ହେପାଜତରେ…

ମୁମ୍ବାଇ, ୮।୮ : ଶିବସେନାର ରାଜ୍ୟ ସଭା ଏମ୍‌ପି ସଞ୍ଜୟ ରାଉତଙ୍କୁ ଅଗଷ୍ଟ ୨୨ ପର୍ଯ୍ୟନ୍ତ ନ୍ୟାୟିକ ହେପାଜତକୁ ପଠାଯାଇଛି। ତେବେ କୋର୍ଟ ତାଙ୍କ ପ୍ରତି କୋହଳ ମନୋଭାବ ପ୍ରଦର୍ଶନ କରିଛନ୍ତି। ନ୍ୟାୟିକ ହେପାଜତରେ ଔଷଧ ଏବଂ ଘର ତିଆରି...

ଧାର୍ମିକ-ଭାଷାଗତ ସଂଖ୍ୟାଲଘୁ ମାନ୍ୟତା ନିଷ୍ପତ୍ତି ରାଜ୍ୟ ଅନୁସାରେ ହେବ, କହିଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ, ୮।୮ : ଦେଶର ସର୍ବୋଚ୍ଚ ନ୍ୟାୟାଳୟ ପୁଣି ଥରେ ଦୋହରାଇଛନ୍ତି ଯେ ଧାର୍ମିକ ତଥା ଭାଷା ସଂଖ୍ୟାଲଘୁ ସମ୍ପ୍ରଦାୟର ମାନ୍ୟତା ରାଜ୍ୟ ଅନୁଯାୟୀ ନିଷ୍ପତ୍ତି ନିଆଯିବ। ୧୯୫୭ ପରଠାରୁ ଏହା ଦେଶର ନିୟମ ହୋଇଆସୁଛି। ପ୍ରାରମ୍ଭରେ ସୁପ୍ରିମକୋର୍ଟ ଏହି...

ଜମ୍ମୁ-କଶ୍ମୀରରେ ଦେଶଦ୍ରୋହ-ଆତଙ୍କବାଦ ବିରୋଧୀ ଆଇନର ହୋଇଛି ଅପବ୍ୟବହାର,ଅବସରପ୍ରାପ୍ତ ବିଚାରପତି-ସରକାରୀ କର୍ମଚାରୀଙ୍କ ଅଭିଯୋଗ…

ନୂଆଦିଲ୍ଲୀ, ୮।୮ : ଉପରାଜ୍ୟପାଳଙ୍କ ଶାସନ ଅଧୀନରେ ଜମ୍ମୁ-କଶ୍ମୀରରେ ନାଗରିକଙ୍କ ଅବସ୍ଥା ଦିନକୁ ଦିନ ବିଗିଡିବାରେ ଲାଗିଛି। ବିଚାରପତି ତଥା ପୂର୍ବତନ ସରକାରୀ କର୍ମଚାରୀଙ୍କ ପକ୍ଷରୁ ଏହି ଭଅିଯୋଗ ଅଣାଯାଇଛି ଦିଲ୍ଲୀ ହାଇକୋର୍ଟର ପୂର୍ବତନ ପ୍ରଧାନ ବିଚାରପତି ଜଷ୍ଟିସ ଏପି...

ଗୋଟିଏ ମଞ୍ଚରେ ନବୀନ-ଶାହା

କଟକ ଅଫିସ୍‌,୮।୮: ୨ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ସୋମବାର କଟକ ଇଣ୍ଡୋର ଷ୍ଟାଡିୟମ୍‌ରେ ଏକ ଦୈନିକ ଖବରକାଗଜର ୭୫ତମ ବର୍ଷ ପୂରଣ ଉତ୍ସବରେ ଯୋଗଦେଇଛନ୍ତି। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ,...

ଭୋଟର ତାଲିକାରୁ ଏକ କୋଟି ନକଲ ଏଣ୍ଟ୍ରି ହଟାଇଲେ ଇସି…

ନୂଆଦିଲ୍ଲୀ, ୮।୮ : ଭୋଟର ତାଲିକାରେ ସୁଧାର କରିବାରେ ନିର୍ବାଚନ ଆୟୋଗ(ଇସି)ଙ୍କୁ ବହୁ ପରିଶ୍ରମ କରିବାକୁ ପଡୁଛି। ଇସି ଗତ ସାତ ମାସ ମଧ୍ୟରେ ଏହି ତାଲିକାରୁ ପ୍ରାୟ ଏକ କୋଟି ନକଲ ଏଣ୍ଟ୍ରି ଡିଲିଟ କିମ୍ବା ସଂଶୋଧନ କରିଛନ୍ତି।...

ଭେଙ୍କିଆ ନାଇଡୁଙ୍କୁ ବିଦାୟ, ଯୁବବର୍ଗଙ୍କୁ ଆଗେଇବା ପାଇଁ କାମ କରିଥିବା କହିଲେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ, ୮।୮ : ଉପରାଷ୍ଟ୍ରପତି ଭେଙ୍କିଆ ନାଇଡୁଙ୍କୁ ବିଦାୟ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି ଯେ, ଆପଣ ଦେଶର ଯୁବବର୍ଗଙ୍କୁ ଆଗେଇବା ଲାଗି କାର୍ଯ୍ୟ କରିଛନ୍ତି। ଯୁବବର୍ଗଙ୍କୁ ପ୍ରେରଣା ପ୍ରଦାନ କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଏହା ମୋର...

ହସିଲେ ମାଡ଼, ତାଲିବାନ ଶାସନକୁ ବର୍ଷେ ପୂରଣ…

କାବୁଲ, ୮।୮ : ଆଫଗାନିସ୍ତାନରେ ତାଲିବାନ ଶାସନର ପ୍ରତ୍ୟାବର୍ତ୍ତନ ହେବାର ଗୋଟିଏ ବର୍ଷ ପୂରଣ ହୋଇଛି। ଏହା ସହିତ କଡ଼ା ତାଲିବାନୀ କଟକଣା ଯୋଗୁ ସାଧାରଣ ଲୋକେ ହନ୍ତସନ୍ତ ହେବାରେ ଲାଗିଛନ୍ତି। ରାଜଧାନୀ କାବୁଲରେ ମହିଳାଙ୍କ ଜୀବନ ଦିନକୁ ଦିନ...

ଜିନପିଙ୍ଗ୍‌ଙ୍କୁ ଘାରିଛି ଆର୍ଥିକ ସଙ୍କଟ ଚିନ୍ତା, ଖୋଜୁଛନ୍ତି ସମାଧାନ…

ବେଜିଂ, ୮।୮ : ଆମେରିକାର ସିନେଟ ବାଚସ୍ପତି ନାନ୍ସି ପେଲୋସିଙ୍କ ତାଇୱାନ ଗସ୍ତ ପରେ ଚାଇନା ରାଷ୍ଟ୍ରପତି ଶି ଜିନପିଙ୍ଗ ଏକ ପ୍ରମୁଖ ସାମରିକ ଅଭ୍ୟାସ କରିଛନ୍ତି। ଯଦି ଆମେରିକା ସମେତ ତାଇୱାନ ସମର୍ଥକ ଦେଶ ଚାଇନା ବିରୋଧରେ କଠୋର...

୨ ବର୍ଷରେ ୬୫୦ ପିଲାଙ୍କ ପୋଷାକ କାଢ଼ି ତଲାସୀ ନେଇଛି ଲଣ୍ଡନ ପୋଲିସ…

ଲଣ୍ଡନ, ୮।୮ : ଦେଶରେ ନିଶା କାରବାର ରୋକିବା ଲାଗି ଲଣ୍ଡନ ପୋଲିସ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଗତ ୨ ବର୍ଷରେ ୬୦୦ରୁ ଅଧିକ ପିଲାଙ୍କ ପୋଷାକ କାଢ଼ି ଯାଞ୍ଚ୍‌ କରିଛି। ବିଭିନ୍ନ ସାମାଜିକ ସଂଗଠନ ପୋଲିସର ଏଭଳି...

ମହାପ୍ରଭୁ ଲିଙ୍ଗରାଜଙ୍କୁ ଦର୍ଶନ କଲେ ଅମିତ ଶାହା

ଭୁବନେଶ୍ୱର,୮।୮(ବ୍ୟୁରୋ): କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ୨ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ଏହି ଅବସରରେ ସୋମବାର ସେ ମହାପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ କରିଛନ୍ତି। ସେ ମନ୍ଦିର ଭିତରେ ପ୍ରାୟ ୨୦ ମିନିଟ୍‌ ଧରି ପୂଜାର୍ଚ୍ଚନା କରିଥିଲେ। ତାଙ୍କ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri