Tag Archives: Home Middle

ଆସିଲା ନିର୍ଦ୍ଦେଶ, ଏହି ଦିନ ରାଜ୍ୟରେ ଖୋଲିବ ସମସ୍ତ ସ୍କୁଲ

ଭୁବନେଶ୍ୱର, ୯।୬: ରାଜ୍ୟରେ ଗ୍ରୀଷ୍ମ ଛୁଟି ସରି ଆସୁଥିବାବେଳେ ଆସନ୍ତା ୧୭ ତାରିଖରୁ ସ୍କୁଲ ଖୋଲିବ। ଛାତ୍ରୀଛାତ୍ରମାନେ ବିଦ୍ୟାଳୟକୁ ଆସିବା ଆଗରୁ ସମସ୍ତ ପ୍ରସ୍ତୁତି ସରିବ। ସ୍କୁଲ ଖୋଲିବାର ଏକ ସପ୍ତାହ ପୂର୍ବରୁ ସ୍ବଚ୍ଛତା ନେଇ ସୁନିଶ୍ଚିତ କରାଯିବ। ଏହାସହ...

କେନ୍ଦ୍ରମନ୍ତ୍ରୀ ହେବେ ଧର୍ମେନ୍ଦ୍ର, ଜାଣନ୍ତୁ ଓଡ଼ିଶାରୁ କିଏ ହେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୯ା୬: ସମ୍ବଲପୁର ଏମ୍‌ପି ଧମେନ୍ଦ୍ର ପ୍ରଧାନଙ୍କୁ ପିଏମ୍‌ ଅଫିସରୁ ରବିବାର ଫୋନ୍‌ ଆସିଛି। ତେବେ ଏହି କଲ୍‌ ଆସିବା ପରେ ମନ୍ତ୍ରିମଣ୍ଡଳରେ ଧର୍ମେନ୍ଦ୍ର ସାମିଲ ହୋଇପାରନ୍ତି ବୋଲି ଚର୍ଚ୍ଚା ହେଉଛି। ଯଦି ଧର୍ମେନ୍ଦ୍ର କେନ୍ଦ୍ର ମନ୍ତ୍ରିମଣ୍ଡଳରେ ସାମିଲ ହୁଅନ୍ତି ତେବେ...

ଧମେନ୍ଦ୍ରଙ୍କୁ ଆସିଲା ଫୋନ୍‌ କଲ୍‌, ମିଳିବ କି ବଡ଼ ମନ୍ତ୍ରୀପଦ

ନୂଆଦିଲ୍ଲୀ,୯।୬: ଆଜିଠୁ ମୋଦିଙ୍କ ତୃତୀୟ ଇନିଂସ। କ୍ରମାଗତ ତୃତୀୟ ଥର ପାଇଁ ନରେନ୍ଦ୍ର ମୋଦି ଦେଶର ପ୍ରଧାନମନ୍ତ୍ରୀ ହେବାକୁ ଯାଉଛନ୍ତି। ସେ ଆଜି ସନ୍ଧ୍ୟାରେ ରାଷ୍ଟ୍ରପତି ଭବନରେ ଶପଥ ଗ୍ରହଣ କରିବେ। ତାଙ୍କ ସହ କେନ୍ଦ୍ର ମନ୍ତ୍ରୀ ମଧ୍ୟ ଶପଥ...

ମୋଦିଙ୍କ ବାସଭବନରେ ନେତାଙ୍କ ଭିଡ଼

ନୂଆଦିଲ୍ଲୀ,୯ା୬: ମୋଦିଙ୍କ ଦିଲ୍ଲୀ ସରକାରୀ ବାସଭବନରେ ନେତାଙ୍କ ଭିଡ଼ ଲାଗିଛି। ଜଣଙ୍କ ପରେ ଜଣେ ଏନ୍‌ଡିଏ ଏମ୍‌ପି ପହଞ୍ଚିବାରେ ଲାଗିଛନ୍ତି। ଏମାନଙ୍କ ମଧ୍ୟରେ ଅମିତ ଶାହା, ଜେପି ନଡ୍ଡା, ଅର୍ଜୁନ ମେଘଓ୍ବାଲ, ଶିବରାଜ ଚୌହାନ ପ୍ରମୁଖ ଅଛନ୍ତି। କୁମାରସ୍ୱାମୀ, ସିନ୍ଦିଆ,...

ଭାଜପା ଖାତାକୁ ଯିବ ଏସବୁ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୯ା୬: ସଦ୍ୟସମାପ୍ତ ଲୋକ ସଭା ନିର୍ବାଚନରେ ଭାଜପା ଏକାକୀ ୨୪୦ ଆସନ ଜିତିଥିବାବେଳେ ନ୍ୟାଶନାଲ ଡେମୋକ୍ରାଟିକ ଆଲିଆନ୍ସ (ଏନ୍‌ଡିଏ)କୁ ୨୯୩ ଆସନ ମିଳିଛି। ନୂଆ ଏନ୍‌ଡିଏ ସରକାରରେ ଭାଜପା ସହ ସହଯୋଗୀ ଦଳଗୁଡ଼ିକୁ ଅଧିକ ମନ୍ତ୍ରୀପଦ ମିଳିବ ବୋଲି କୁହାଯାଉଛି।...

ଜୁଏଲ ଓରାମ, ଅଶ୍ୱିନୀ ବୈଷ୍ଣବଙ୍କୁ ଆସିଲା ଫୋନ, ମିଳିବ ଏହି ମନ୍ତ୍ରୀପଦ!

ଭୁବନେଶ୍ୱର,୯।୬: ଆଜିଠୁ ମୋଦିଙ୍କ ତୃତୀୟ ଇନିଂସ। କ୍ରମାଗତ ତୃତୀୟ ଥର ପାଇଁ ନରେନ୍ଦ୍ର ମୋଦି ଦେଶର ପ୍ରଧାନମନ୍ତ୍ରୀ ହେବାକୁ ଯାଉଛନ୍ତି। ସେ ଆଜି ସନ୍ଧ୍ୟାରେ ରାଷ୍ଟ୍ରପତି ଭବନରେ ଶପଥ ଗ୍ରହଣ କରିବେ। ଏହା ପୂର୍ବରୁ ମୋଦି କ୍ୟାବିନେଟରେ କାହାକୁ ସ୍ଥାନ...

୯୩ତମ ଜୟନ୍ତୀ ଅବସରରେ ନନ୍ଦିନୀ ଶତପଥୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ, ଶ୍ରଦ୍ଧାଞ୍ଜଳି ଜଣାଇଲେ ନବୀନ

ଭୁବନେଶ୍ୱର,୯।୬: ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀଙ୍କ ୯୩ତମ ଜୟନ୍ତୀ ଅବସରରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ରାଜ୍ୟକୁ ପ୍ରଗତିଶୀଳ କରାଇବା ସହ ଓଡ଼ିଆ ସାହିତ୍ୟକୁ ସମୃଦ୍ଧ କରିବା ଦିଗରେ ତାଙ୍କ ଅବଦାନ ଚିରସ୍ମରଣୀୟ ବୋଲି...

ରାଜନେତା ପୂର୍ବରୁ ଅଭିନେତା ଥିଲେ ନବୀନ ପଟ୍ଟନାୟକ, ଚରିତ୍ର ଥିଲା…

ଭୁବନେଶ୍ୱର,୯।୬: ଦୀର୍ଘ ୨୪ ବର୍ଷ କ୍ଷମତାରେ ରହିବା ପରେ ମୁଖ୍ୟମନ୍ତ୍ରୀ ପଦରୁ ବିଦାୟ ନେଇଛନ୍ତି ନବୀନ ପଟ୍ଟନାୟକ। ୨୦୨୪ ନିର୍ବାଚନର ଫଳାଫଳ ଆସିବା ପରେ କ୍ଷମତାରୁ ଇସ୍ତଫା ଦେଇଛନ୍ତି ଓଡ଼ିଶାର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ନବୀନ। ଏହାପରେ ସାରା ଓଡ଼ିଶା ନବୀନ...

ସୁରେଶ ପୂଜାରୀଙ୍କୁ ଦିଲ୍ଲୀ ଡାକରା, ମିଳିପାରେ ବଡ ପଦବୀ

ଭୁବନେଶ୍ୱର,୯ା୬: ବ୍ରଜରାଜନଗର ଭାଜପା ବିଧାୟକ ସୁରେଶ ପୂଜାରୀ ଦିଲ୍ଲୀରେ ପହଞ୍ଚିଛନ୍ତି। କୁହାଯାଉଛି ହାଇକମାଣ୍ଡଙ୍କ ଡ଼ାକରାରେ ସେ ଦିଲ୍ଲୀ ଯାଇଛନ୍ତି। ଆସନ୍ତାକାଲି ଓଡ଼ିଶାରେ ନୂଆ ମୁଖ୍ୟମନ୍ତ୍ରୀ ଶପଥ ନେବାର କାର୍ଯ୍ୟକ୍ରମ ଥିବା ବେଳେ ତାଙ୍କୁ କୌଣସି ବଡ଼ ଭୂମିକା ମିଳିପାରେ। ରବିବାର...

୭୮ ବିଧାୟକଙ୍କ ମଧ୍ୟରୁ କିଏ ହେବେ ଭାଜପାର ପ୍ରଥମ ମୁଖ୍ୟମନ୍ତ୍ରୀ? ମନ୍ତ୍ରୀ ରେସ୍‌ରେ ଅଛନ୍ତି ଏସବୁ ହେଭିଓ୍ବେଟ…

ଭୁବନେଶ୍ୱର,୯।୬: ଗତ ସାଧାରଣ ନିର୍ବାଚନରେ ସର୍ବାଧିକ ୭୮ ଆସନରେ ବିଜୟ ପରେ ଓଡ଼ିଶାରେ ସରକାର ଗଢ଼ିବାକୁ ଯାଉଛି ଭାଜପା। ପ୍ରଥମ ଥର ପାଇଁ ରାଜ୍ୟରେ ଦଳର ମୁଖ୍ୟମନ୍ତ୍ରୀ ହେବ। ଏହାକୁ ନେଇ ସସ୍‌ପେନ୍ସ ଜାରି ରହିଥିବା ବେଳେ ଆସନ୍ତା ୧୦...

ମୋଦି କ୍ୟାବିନେଟରେ ଓଡ଼ିଶାର ଏହି ନେତାଙ୍କୁ ମିଳିବ ବାଚସ୍ପତି ପଦ!

ଭୁବନେଶ୍ୱର,୯।୬: ଆଜିଠୁ ମୋଦିଙ୍କ ତୃତୀୟ ଇନିଂସ। କ୍ରମାଗତ ତୃତୀୟ ଥର ପାଇଁ ନରେନ୍ଦ୍ର ମୋଦି ଦେଶର ପ୍ରଧାନମନ୍ତ୍ରୀ ହେବାକୁ ଯାଉଛନ୍ତି। ସେ ଆଜି ସନ୍ଧ୍ୟାରେ ରାଷ୍ଟ୍ରପତି ଭବନରେ ଶପଥ ଗ୍ରହଣ କରିବେ। ମୋଦିଙ୍କ ଶପଥ ଗ୍ରହଣ ଉତ୍ସବ ପାଇଁ ସମସ୍ତ...

ମୋଦି ୩.୦: ଟିଡିପିକୁ ମିଳିବ ୪, ଜେଡିୟୁକୁ ୨ ମନ୍ତ୍ରୀପଦ

ନୂଆଦିଲ୍ଲୀ,୯ା୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନୂଆ କ୍ୟାବିନେଟରେ ଚନ୍ଦ୍ରାବାବୁ ନାଇଡୁଙ୍କ ଟିଡିପିକୁ ୪ ଏବଂ ନୀତୀଶ କୁମାରଙ୍କ ଜେଡିୟୁକୁ ୨ ମନ୍ତ୍ରୀପଦ ମିଳିବ ବୋଲି ଏକ ସୂତ୍ରରୁ ଜଣାପଡ଼ିଛି। ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇବାକୁ ଥିବା ଟିଡିପିର ୪ ଏମ୍‌ପିଙ୍କ ମଧ୍ୟରୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri