Tag Archives: Home Middle

ଗାଜା ଉପରେ ଇସ୍ରାଏଲର ଏୟାର ଷ୍ଟ୍ରାଇକ, ହମାସ କମାଣ୍ଡର ସମେତ ୧୦ମୃତ

ଜେରୁଜେଲମ,୬ ।୮: ଇସ୍ରାଏଲ ପକ୍ଷରୁ ଶୁକ୍ରବାର ଗାଜା ଉପରେ କରାଯାଇଥିବା ଏୟାର ଷ୍ଟ୍ରାଇକରେ ହମାସର ଜଣେ ବରିଷ୍ଠ କମାଣ୍ଡରଙ୍କ ସମେତ ୧୦ ଜଣଙ୍କ ମୃତ୍ୟୁ ହୋଇଥିବା କୁହାଯାଉଛି । ଏଥିରେ ଅନେକ ଆହତ ମଧ୍ୟ ହୋଇଛନ୍ତି । ପାଲେଷ୍ଟାଇନର ଅଧିକାରୀ...

ଅମିତଙ୍କୁ ଦିଗବିଜୟଙ୍କ ଜବାବ, ଜନତାଙ୍କ ହକ ପାଇଁ କଂଗ୍ରେସ ସହ ଅଛନ୍ତି ଭଗବାନ ରାମ

ନୂଆଦିଲ୍ଲୀ,୬ ।୮: ଦରଦାମ ବୃଦ୍ଧି ଓ ବେକାରୀ ସମସ୍ୟାକୁ ନେଇ କଂଗ୍ରେସ ଦେଶବ୍ୟାପି ପ୍ରଦର୍ଶନ କରୁଥିବା ବେଳେ ଭାରତୀୟ ଜନତା ପାର୍ଟି(ଭାଜପା) ଏହାକୁ ନେଇ ବିଭିନ୍ନ ପ୍ରକାର ଅଭିଯୋଗ ଆଣିଛି । ପ୍ରଥମେ ଭାଜପା ନେତା ଏହାକୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)...

ଆଜି ଉପରାଷ୍ଟ୍ରପତି ନିର୍ବାଚନ

ନୂଆଦିଲ୍ଲୀ,୬ା୮: ଭାରତର ପରବର୍ତ୍ତୀ ଉପରାଷ୍ଟ୍ରପତି କିଏ ହେବେ ତାହା ଶନିବାର ସ୍ଥିର ହେବ। ଦେଶର ଦ୍ୱିତୀୟ ସର୍ବୋଚ୍ଚ ସାମ୍ବିଧାନିକ ପଦବୀ ପାଇଁ ହେବାକୁ ଥିବା ନିର୍ବାଚନରେ ଦୁଇଜଣ ପୂର୍ବତନ ରାଜ୍ୟପାଳ ପରସ୍ପର ସହ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ଭାଜପା ନେତୃତ୍ୱାଧୀନ ଜାତୀୟ...

ଏଲ୍‌ଏସି ନିକଟରେ ଚାଇନାର ଫାଇଟର ଜେଟକୁ ଦେଖି ଭାରତର ଚେତାବନୀ, ଉସକାଇବାକୁ ନ କର ପ୍ରୟାସ

ନୂଆଦିଲ୍ଲୀ,୫ ।୮: ଭାରତ ଓ ଚାଇନା ମଧ୍ୟରେ ଲଗାତାର ଉତ୍ତେଜନା ଲାଗି ରହିଛି । ଚାଇନା ସେନା ପକ୍ଷରୁ ସୀମାରେ ସର୍ବଦା ଉସକାଇବା ଭଳି କାମ କରାଯାଉଛି । କିଛିଦିନ ତଳେ ଏଲଏସି ନିକଟରେ ଫାଇଟର ବିମାନ ଉଡୁଥିବା ଦେଖାଯିବା...

ପାର୍ଲାମେଣ୍ଟରୁ ରାଷ୍ଟ୍ରପତି ଭବନ ପର୍ଯ୍ୟନ୍ତ କଂଗ୍ରେସ ରାଲିକୁ ଅଟକାଇଲା ପୋଲିସ

ନୂଆଦିଲ୍ଲୀ,୫ ।୮: ଦେଶରେ ଦରଦାମ ବୃଦ୍ଧିକୁ ନେଇ କଂଗ୍ରେସର ବିରୋଧ ପ୍ରଦର୍ଶନ ଜାରି ରହିଛି । ଶୁକ୍ରବାର ପାର୍ଲାମେଣ୍ଟ ପରିସରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ସମେତ ଅନ୍ୟ କେତେଜଣ କଂଗ୍ରେସ ନେତା କଳା କପଡାରେ ନଜର ଆସିଛନ୍ତି ।...

ସିବିଆଇ ଅଫିସରେ ମହିମାନନ୍ଦ ମିଶ୍ର

ଭୁବନେଶ୍ୱର,୫ା୮(ବ୍ୟୁରୋ): ବିଶିଷ୍ଟ ଶିଳ୍ପପତି ମହିମାନନ୍ଦ ମିଶ୍ର ଶୁକ୍ରବାର ଭୁବନେଶ୍ୱରସ୍ଥିତ ସିବିଆଇ ଅଫିସରେ ହାଜର ହୋଇଛନ୍ତି। ସିବିଆଇ କାହିଁକି ନୋଟିସ କରିଥିଲା, କ’ଣ ପାଇଁ ଡାକିଛି ମୁଁ ଜାଣି ନ ଥିବା କହିଛନ୍ତି ମହିମାନନ୍ଦ। ଆଇନ ଉପରେ ତାଙ୍କର ଯଥେଷ୍ଟ ଭରସା...

ନାଇଟ୍‌ କ୍ଲବ୍‌ରେ ବଡ଼ ଧରଣର ଅଗ୍ନିକାଣ୍ଡ: ଚାଲିଗଲା ୪୦ ଜୀବନ

ବ୍ୟାଙ୍କକ୍‌,୫।୮: ଥାଇଲ୍ୟାଣ୍ଡର ଏକ ନାଇଟ କ୍ଲବରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୪୦ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୦ ଜଣ ଗୁରୁତର ଆହତ ହୋଇଛନ୍ତି। ଥାଇଲ୍ୟାଣ୍ଡର ରାଜଧାନୀ ବ୍ୟାଙ୍କକର ଦକ୍ଷିଣ ପୂର୍ବରେ ଚୋନୁବୁରୀ ପ୍ରଦେଶର ସଟ୍ଟାହିପ୍‌...

ବଢିଲା ରେପୋ ରେଟ୍‌: ବଢିବ ଘର ଋଣ ସୁଧ ହାର

ନୂଆଦିଲ୍ଲୀ,୫।୮: ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ)ଙ୍କ ମୂଲ୍ୟ ନିର୍ଦ୍ଧାରଣ କମିଟି ବୈଠକରେ ଆରବିଆଇ ରେପୋ ରେଟ୍‌କୁ ୦.୫୦ ପ୍ରତିଶତ ବୃଦ୍ଧି ଘୋଷଣା କରାଯାଇଛି। ଫଳରେ ରେପୋ ରେଟ୍‌ ୪.୯୦ ପ୍ରତିଶତରୁ ୫.୪୦ ପ୍ରତିଶତକୁ ବୃଦ୍ଧି ପାଇଛି। ଆରବିଆଇର ଏହି ନିଷ୍ପତ୍ତି...

ସୁଧୀର ରଚିଲେ ଇତିହାସ: ପୁଣି ଭାରତକୁ ମିଳିଲା ସ୍ବର୍ଣ୍ଣ

ବର୍ମିଂହାମ,୫।୮: ବର୍ମିଂହାମରେ ଚାଲିଥିବା ୨୦୨୨ ରାଜ୍ୟଗୋଷ୍ଠୀ କ୍ରୀଡାରେ ଭାରତର ସୁଧୀର ପାରା ଭାରୋତ୍ତଳନରେ ସେ ପ୍ରଥମ ଥର ପାଇଁ ଭାରତ ପକ୍ଷରୁ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ଏହାପୂର୍ବରୁ ଭାରତ ଏପର୍ଯ୍ୟନ୍ତ ଏହି ବର୍ଗରେ ସ୍ବର୍ଣ୍ଣ ପଦକ ଜିତି ନଥିଲା। ସୁଧୀର...

ଅର୍ପିତାଙ୍କ ନାଁରେ ୩୧ ପଲିସି, ନୋମିନି ଅଛନ୍ତି ପାର୍ଥ

କୋଲକାତା,୫ ।୮: ଶିକ୍ଷକ ଭର୍ତ୍ତି ଘୋଟାଲା ମାମଲାରେ ଗିରଫ ହୋଇଥିବା ପଶ୍ଚିମବଙ୍ଗର ପୂର୍ବତନ ମନ୍ତ୍ରୀ ପାର୍ଥ ଚାଟାର୍ଜୀଙ୍କ ନିକଟ ସମ୍ପର୍କିୟ ଅର୍ପିତା ମୁଖାର୍ଜୀଙ୍କ ନାମରେ ୩୧ଟି ଜୀବନ ବୀମା ପଲିସି ଥିବା ଜଣାପଡିଛି । କେବଳ ସେତିକି ନୁହେଁ ସବୁ...

୬ରୁ ମୁଖ୍ୟମନ୍ତ୍ରୀଙ୍କ ୩ ଦିନିଆ ଦିଲ୍ଲୀ ଗସ୍ତ

ଭୁବନେଶ୍ବର,୫ା୮(ବ୍ୟୁରୋ): ଆସନ୍ତା ୬ତାରିଖରେ ୩ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି। ଆସନ୍ତା ୭ରେ ବିଜ୍ଞାନ ଭବନ ପରିସରରେ ହେବାକୁ ଥିବା ନୀତି ଆୟୋଗ ୭ମ ପରିଚାଳନା ପରିଷଦ ବୈଠକରେ ମୁଖ୍ୟମନ୍ତ୍ରୀ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ସେହିପରି ୬...

କମିପାରେ ଖାଇବାତେଲ ଦର

ନୂଆଦିଲ୍ଲୀ,୫।୮:ଦୀର୍ଘଦିନର ଦରବୃଦ୍ଧି ପରେ ଗତ ମାସ ବିଭିନ୍ନ ବର୍ଗର ଖାଇବା ତେଲ ଉପରେ ୫ରୁ ୧୦ ଟଙ୍କା ହ୍ରାସ ଘଟିଥିଲା। ଫଳରେ ଖାଉଟି କିଛି ପରିମାଣରେ ଆଶସ୍ତି ଲାଭ କରିଥିଲେ। ଏପରିକି ସାରା ଦେଶ ଆଗକୁ ପାର୍ବଣ ପାଳନ କରିବ।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri