Tag Archives: Home Middle

ତାଇଓ୍ବାନର ୭୮୬ ଶହ କୋଟି ଡଲାର ଉଦ୍ୟୋଗ ଉପରେ ଚାଇନାର ନଜର…

ବେଜିଂ, ୪।୮ : ଆମେରିକାର ସିନେଟ ବାଚସ୍ପତି ନାନ୍ସି ପେଲୋସିଙ୍କ ତାଇୱାନ ଗସ୍ତକୁ ନେଇ ଚାଇନା କ୍ରୋଧିତ ହୋଇଛି। ୨୫ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ଆମେରିକାର ଜଣେ ବଡ ରାଜନେତା ତାଇୱାନରେ ପହଞ୍ଚିଛନ୍ତି। ଏହା ବିରୋଧରେ ବେଜିଂ...

ଭାଜପାକୁ ଟାର୍ଗେଟ କଲେ ବାବୁଲ ସୁପ୍ରିୟୋ, କେନ୍ଦ୍ରରେ ୮ ବର୍ଷ ହେଲା ନାହାନ୍ତି ବଙ୍ଗୀୟ ମନ୍ତ୍ରୀ…

ନୂଆଦିଲ୍ଲୀ, ୪।୮ : ତୃଣମୂଳ କଂଗ୍ରେସର ନେତା ତଥା ବୁଧବାର ପଶ୍ଚିମବଙ୍ଗର ମମତା ସରକାରରେ ମନ୍ତ୍ରୀ ହୋଇଥିବା ବାବୁଲ ସୁପ୍ରିୟୋ ଭାଜପାକୁ କଡ଼ା ଟାର୍ଗେଟ କରିଛନ୍ତି। ତୃଣମୂଳରେ ଯୋଗଦେବା ଏବଂ ମନ୍ତ୍ରୀ ହେବା ପାଇଁ ସମାଲୋଚନାର ଜବାବ ଦେଇ ସୁପ୍ରିୟୋ...

ଆତଙ୍କ ଘନେଇଲା…

ନୂଆଦିଲ୍ଲୀ, ୪।୮ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି...

ନଡ୍ଡାଙ୍କ ମନ୍ତବ୍ୟ ନେଇ ଶିବସେନାର କଡ଼ା ସମାଲୋଚନା, କାହିଁକି ଅହଂକାର-ଗର୍ବ…

ମୁମ୍ବାଇ,୪।୮ : ଶିବସେନା ଭାଜପା ମଧ୍ୟରେ ରାଜନୈତିକ ତିକ୍ତତା ବୃଦ୍ଧି ପାଉଛି। ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ଏକ ବିବୃତ୍ତ ନେଇ ଶିବସେନା କଡ଼ା ସମାଲୋଚନା କରିଛି। ନଡ୍ଡା ଏକ କାର୍ଯ୍ୟକ୍ରମରେ କହିଥିଲେ ଯେ ଶିବସେନା ସମେତ ଆଞ୍ଚଳିକ...

ମଙ୍କିପକ୍ସ ଟିକା ପ୍ରସ୍ତୁତି ନେଇ ସିରମ-ଭାରତ ବାୟୋଟେକ ମଧ୍ୟରେ ବ୍ୟଗ୍ରତା

ନୂଆଦିଲ୍ଲୀ,୪ ।୮: କରୋନା ଭଳି ଏବେ ମଙ୍କିପକ୍ସ ଟିକାକୁ ନେଇ ଦେଶର ଦୁଇଟି ନାମୀ ଟିକା ପ୍ରସ୍ତୁତକାରୀ କମ୍ପାନୀ ମଧ୍ୟରେ ବ୍ୟଗ୍ରତା ଦେଖାଦେଇଛି । ଗତଥର କରୋନା ଭ୍ୟାକ୍ସିନ କୋଭାକ୍ସିନ ପ୍ରସ୍ତୁତକାରୀ ହାଇଦ୍ରାବାଦସ୍ଥିତ ବାୟୋଟେକ କମ୍ପାନୀ ସବୁଠାରୁ ଆଗରେ ରହିଥିଲା...

ଚାଇନାକୁ ‘ପେଲୋସି’ ଝଟକା,ତାଇଓ୍ବାନ୍‌କୁ ଏକା ଛାଡ଼ିବନି ଆମେରିକା’

ତାଇପେଇ, ୪ା୮: ଚାଇନାର ନାଲିଆଖି ସତ୍ତ୍ୱେ ଆମେରିକା ପ୍ରତିନିଧି ସଭା ସ୍ପିକର ନାନ୍ସି ପେଲୋସିଙ୍କ ଦିନିକିଆ ତାଇଓ୍ବାନ ଗସ୍ତ ସୁରକ୍ଷିତ ଓ ସଫଳ ଭାବେ ଶେଷ ହୋଇଛି। ମଙ୍ଗଳବାର ରାତିରେ ଅଭୁତପୂର୍ବ ସୁରକ୍ଷା ବଳୟ ଭିତରେ ପେଲୋସିଙ୍କ ବିମାନକୁ ତାଇପେଇରେ...

ଓଡ଼ିଶାରେ ଦ୍ୱିତୀୟ ଏମ୍ସ: କେନ୍ଦ୍ର କହିଲା ପ୍ରସ୍ତାବ ନାହିଁ

ନୂଆଦିଲ୍ଲୀ, ୪ା୮: ଓଡ଼ିଶାର ସୁନ୍ଦରଗଡ଼ ସହରରେ ଦ୍ୱିତୀୟ ଏମ୍ସ ପ୍ରତିଷ୍ଠା ପାଇଁ ଅଞ୍ଚଳବାସୀ ଦୀର୍ଘଦିନ ଧରି ଦାବି କରିଆସୁଥିବାବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଦୁଇ ବର୍ଷ ଧରି ଏ ନେଇ କେନ୍ଦ୍ରକୁ ଚିଠି ଲେଖି ଆସୁଛନ୍ତି। କିନ୍ତୁ ଏପରି...

ପ୍ରଜ୍ଞାଙ୍କ ସ୍କୁଟରରେ ବିସ୍ଫୋରକ ନିଆଯାଇଥିଲା

ମୁମ୍ବାଇ,୪ା୮: ୨୦୦୮ ମାଲେଗାଓଁ ବିସ୍ଫୋରଣରେ ବ୍ୟବହୃତ ସ୍କୁଟର ଭୋପାଳ ଏମ୍‌ପି ପ୍ରଜ୍ଞା ସିଂ ଠାକୁରଙ୍କ ନାମରେ ପଞ୍ଜୀକୃତ ହୋଇଥିଲା। ଏହି ମାମଲାର ୨୬୧ତମ ସାକ୍ଷୀ ରୂପେ ଜଣେ ଫରେନ୍ସିକ୍‌ ବିଶେଷଜ୍ଞ ଏନେଇ ମଙ୍ଗଳବାର ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ)ର ମୁମ୍ବାଇ...

ଚାଇନା ରାଗରେ ପଞ୍ଚମ: ଦେଖାଇଲା ଆକ୍ରମଣାତ୍ମକ ଆଭିମୁଖ୍ୟ

ଓ୍ବାଶିଂଟନ୍‌,୩।୮: ଆମେରିକାର ସିନେଟ୍‌ର ବାଚସ୍ପତି ନାନ୍ସି ପେଲୋସି ତାଇୱାନ ଗସ୍ତ ଶେଷ କରିବା ପରେ ଦକ୍ଷିଣ କୋରିଆ ଯାଇଛନ୍ତି। ନାନସୀଙ୍କ ଗସ୍ତ ପରେ ଚାଇନା ରାଗରେ ନିଆଁବାଣ ହୋଇପଡିଛି। ଏହାର ଫଳସ୍ବରୂପ ୨୭ଟି ଚାଇନା ଯୁଦ୍ଧ ବିମାନ ତାଇୱାନ ପ୍ରତିରକ୍ଷା...

କିଏ ଏହି ପେଲୋସି? ଯାହାଙ୍କ ନାଁ ଶୁଣିଲେ ଚିହିଙ୍କି ଉଠୁଛି ଚାଇନା

ଓ୍ବାଶିଂଟନ,୩ା୮: ଚାଇନା ରାଷ୍ଟ୍ରପତି ସି ଜିନ୍‌ପିଙ୍ଗ୍‌ଙ୍କ ବାରମ୍ବାର ଚେତାବନୀ ସତ୍ତ୍ୱେ ଆମେରିକାର ଲୋକ ସଭା ବାଚସ୍ପତି ନାନ୍ସି ପେଲୋସିଙ୍କ ବିମାନ ତାଇଓ୍ବାନରେ ପହଞ୍ଚିଛି। ଯେଉଁଥିପାଇଁ ଚାଇନା ସରକାର ଜୋ ବାଇଡେନଙ୍କୁ ଧମକ ଦେଇଛନ୍ତି। ଚାଇନା ସରକାର କହିଛନ୍ତି, ତାଙ୍କୁ ଉତ୍ତେଜିତ...

ଆଇଏଏସ୍‌ ସ୍ତରରେ ଅଦଳବଦଳ: ଅରବିନ୍ଦ ପାଢ଼ୀଙ୍କୁ କୃଷି, ଅଶ୍ୱଥିଙ୍କୁ…

ଭୁବନେଶ୍ୱର,୩ା୮(ବ୍ୟୁରୋ): ରାଜ୍ୟ ସରକାର ବୁଧବାର ଆଇଏଏସ୍‌ ସ୍ତରରେ ବଡ଼ଧରଣର ଅଦଳବଦଳ କରିଛନ୍ତି। କେନ୍ଦ୍ରୀୟ ଡେପୁଟେଶନରୁ ଫେରିଥିବା ଆଇଏଏସ୍‌ ଅରବିନ୍ଦ ପାଢ଼ୀଙ୍କୁ କୃଷି ଓ କୃଷକ କଲ୍ୟାଣ ବିଭାଗର ପ୍ରମୁଖ ସଚିବ, ସେହିପରି ଆଇଏଏସ୍‌ ଅଶ୍ୱଥି ଏସ୍‌ଙ୍କୁ ସ୍କୁଲ ଓ ଗଣଶିକ୍ଷା...

ମାର୍ଗାରେଟ୍‌ ଆଲ୍‌ଭାଙ୍କୁ ସମର୍ଥନ ଦେବ ଏଏପି

ନୂଆଦିଲ୍ଲୀ,୩।୮: ଆସନ୍ତା ଉପରାଷ୍ଟ୍ରପତି ନିର୍ବାଚନରେ ଅରବିନ୍ଦ କେଜ୍‌ରିୱାଲଙ୍କ ଆମ ଆଦମୀ ପାର୍ଟି (ଏଏପି) ବିରୋଧୀ ଦଳର ପ୍ରାର୍ଥୀ ମାର୍ଗାରେଟ୍‌ ଆଲ୍‌ଭାଙ୍କୁ ସମର୍ଥନ କରିବ। ପାର୍ଟି ବୈଠକ ପରେ ଏଏପି ଏମ୍‌ପି ସଞ୍ଜୟ ସିଂ ଏହା ଘୋଷଣା କରିଛନ୍ତି। ଉପରାଷ୍ଟ୍ରପତି ନିର୍ବାଚନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri