Tag Archives: Home Middle

ପାଣ୍ଠି ସଂଗ୍ରହ କରୁଥିବା ୧୦୦ରୁ ଅଧିକ ଟିଏମ୍‌ସି ନେତାଙ୍କ ନାମ ଶାହାଙ୍କୁ କହିଲେ ଶୁଭେନ୍ଦୁ…

ନୂଆଦିଲ୍ଲୀ, ୨।୮ : ପଶ୍ଚିମବଙ୍ଗର ବିରୋଧୀ ଦଳର ନେତା ଶୁଭେନ୍ଦୁ ଅଧିକାରୀ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ମଙ୍ଗଳବାର ଭେଟିଛନ୍ତି। ଏହି ସମୟରେ ଶୁଭେନ୍ଦୁ ଅମିତ ଶାହାଙ୍କୁ ପାଣ୍ଠି ସଂଗ୍ରହ କରୁଥିବା ୧୦୦ ରୁ ଅଧିକ ଟିଏମ୍‌ସି ନେତାଙ୍କ ନାମ କହିଛନ୍ତି।...

ଅପରେଶନ ଲୋଟସକୁ ଆମେ ଭୟ କରୁନୁ, କହିଲେ ମୁଖ୍ୟମନ୍ତ୍ରୀ…

ନୂଆଦିଲ୍ଲୀ, ୨।୮ : ଝାଡଖଣ୍ଡରେ ସରକାରଙ୍କୁ ଅସ୍ଥିର କରିବା ପାଇଁ ଅପରେଶନ ଲୋଟସ ଅଭିଯାନ ଚଳାଇଥିବା ଅଭିଯୋଗ ନେଇ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଭାଜପାକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯେ ଆମେ ଅପରେଶନ ଲୋଟସକୁ ଭୟ କରୁ ନାହିଁ।...

ଲୋକଙ୍କ ପକେଟରେ ନିଆଁ ଲାଗିଛି, ଦରଦାମ ବୃଦ୍ଧି ନେଇ ଅଧୀର ରଞ୍ଜନଙ୍କ ମନ୍ତବ୍ୟ…

ନୂଆଦିଲ୍ଲୀ, ୨।୮ : ଦେଶରେ ଦରଦାମ ଉପରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଉତ୍ତର ସମ୍ପର୍କରେ କଂଗ୍ରେସ ନେତା ଅଧୀର ରଞ୍ଜନ ଭାଜପା ସରକାରଙ୍କ ନୀତିକୁ କଡ଼ା ସମାଲୋଚନା କରିଛନ୍ତି। ଏନଡିଟିଭିକୁ ଏକ ସାକ୍ଷାତକାର ଦେଇ ଅଧୀର ରଞ୍ଜନ ସରକାରଙ୍କୁ ଦୋଷାରୋପ...

ବୁଧବାର ଏମ୍‌ପିମାନେ କରିବେ ତ୍ରିରଙ୍ଗା ବାଇକ୍‌ ରାଲି, ଲାଲ କିଲ୍ଲାରୁ ସଂସଦ ଭବନ…

ନୂଆଦିଲ୍ଲୀ, ୨।୮ : କେନ୍ଦ୍ର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ କହିଛନ୍ତି ଯେ ବୁଧବାର ସକାଳେ ଲାଲ କିଲ୍ଲାରୁ ସଂସଦ ଭବନ ପର୍ଯ୍ୟନ୍ତ ଏମ୍‌ପିମାନଙ୍କ ପାଇଁ ସଂସ୍କୃତି ମନ୍ତ୍ରଣାଳୟ ପ୍ରକ୍ଷରୁ ଏକ ତ୍ରିରଙ୍ଗା ବାଇକ ରାଲି ଆୟୋଜନ କରାଯିବ। ଏଥିରେ ଭାଗ...

ବିଚାରପତିଙ୍କ ସ୍ବାସ୍ଥ୍ୟ ଭଲ ନାହିଁ, ଅପେକ୍ଷା କର, ହିଜାବ୍‌ ମାମଲାରେ ସିଜେଆଇଙ୍କ ଜବାବ…

ନୂଆଦିଲ୍ଲୀ, ୨।୮ : ସୁପ୍ରିମକୋର୍ଟରେ କର୍ନାଟକ ହିଜାବ ମାମଲାରେ ଶୀଘ୍ର ଶୁଣାଣି କରିବାକୁ ସେ ଏକ ବେଞ୍ଚ ଗଠନ କରିବେ ବୋଲି ସିଜେଆଇ ଏନ.ଭି. ରମନା କହିଛନ୍ତି। ଜଣେ ବିଚାରପତିଙ୍କ ସ୍ବାସ୍ଥ୍ୟ ଭଲ ନାହିଁ, ତେଣୁ ଅପେକ୍ଷା କର ବୋଲି...

ଇଡ଼ି ନିର୍ଦ୍ଦେଶକଙ୍କ କାର୍ଯ୍ୟକାଳ ବୃଦ୍ଧି ମାମଲା, କେନ୍ଦ୍ରଠାରୁ ୧୦ ଦିନ ମଧ୍ୟରେ ଜବାବ ଲୋଡିଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ, ୨।୮ : ସୁପ୍ରିମକୋର୍ଟ ଏନଫୋର୍ସମେଣ୍ଟ ଡାଇରେକ୍ଟୋରେଟର ନିର୍ଦ୍ଦେଶକ ସଞ୍ଜୟ ମିଶ୍ରାଙ୍କ କାର୍ଯ୍ୟକାଳ ବଢ଼଼ାଇବା ନିଷ୍ପତ୍ତି ଯାଞ୍ଚ୍‌ କରିବେ। ଏନେଇ ଶୀର୍ଷକୋର୍ଟ କେନ୍ଦ୍ରକୁ ନୋଟିସ ଜାରି କରି ଏହାର ଜବାବ ୧୦ ଦିନ ମଧ୍ୟରେ ମାଗିଛନ୍ତି। ଏହା ଉପରେ ଶୁଣାଣି...

ମଧ୍ୟପ୍ରଦେଶ ଜଙ୍ଗଲରେ ଖଲିସ୍ତାନୀ ଲିଙ୍କ୍‌, କହିଲେ ମନ୍ତ୍ରୀ…

ଭୋପାଳ,୨।୮ : ପଶ୍ଚିମ ମଧ୍ୟପ୍ରଦେଶ ଜଙ୍ଗଲରେ ଖଲିସ୍ତାନୀ ବିଛିନ୍ନତାବାଦୀଙ୍କ ଲିଙ୍କ୍‌ ରହିଛି। ଏନେଇ ରାଜ୍ୟ ଗୃହମନ୍ତ୍ରୀ ନରୋତ୍ତମ ମିଶ୍ର ନିଶ୍ଚିତ କରିଛନ୍ତି। ଇତିମଧ୍ୟରେ ରାଜ୍ୟର ଖରଗୋନ ଜିଲାରୁ ଖଲିସ୍ତାନ ସମର୍ଥକଙ୍କ ସହ ଯୋଗାଯୋଗରେ ଥିବା ଜଣେ ବନ୍ଧୁକଧାରୀ ଆସନ ସିଂ...

ସଂକ୍ରମଣରେ ସାମାନ୍ୟ ବ୍ରେକ୍‌…

ନୂଆଦିଲ୍ଲୀ, ୨।୮ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି...

ପ୍ରୋଫାଇଲ୍‌ ଫଟୋ ‘ତ୍ରିରଙ୍ଗା’ ରଖିଲେ ମୋଦି

ନୂଆଦିଲ୍ଲୀ,୨।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ନିଜ ସୋସିଆଲ ମିଡିଆ ଆକାଉଣ୍ଟଗୁଡିକର ପ୍ରୋଫାଇଲ୍‌ ଫଟୋକୁ ପରିବର୍ତ୍ତନ କରିଛନ୍ତି। ସେ ଫ୍ରୋଫାଇଲ୍‌ ଫଟୋ ଜାତୀୟ ପତାକା ‘ତ୍ରିରଙ୍ଗା’ ରଖିଛନ୍ତି। ଏହାସହ ସମସ୍ତେ ଏହା କରିବାକୁ ସେ ଦେଶର ଲୋକଙ୍କୁ ଅନୁରୋଧ କରିଛନ୍ତି।...

ଜାତିସଂଘ ମୁଖ୍ୟଙ୍କ ଚେତାବନୀ: ପରମାଣୁ ମହାବିପତ୍ତିଠାରୁ ବିଶ୍ୱ ମାତ୍ର ଗୋଟିଏ ପାଦ ଦୂରରେ

ଜେନେଭା,୨ ।୮: ମିଳିତ ଜାତିସଂଘ ମୁଖ୍ୟ ଆଣ୍ଟୋନିଓ ଗୁଟେରସ ସୋମବାର ଚେତାବନୀ ଦେଇ କହିଛନ୍ତି, ବିଶ୍ୱ ପରମାଣୁ ବିନାଶଠାରୁ ମାତ୍ର ଗୋଟିଏ ପାଦ ଦୂରରେ ରହିଛି । ପରମାଣୁ ଅସ୍ତ୍ର ବିସ୍ତାରକୁ ରୋକିବା ଏବଂ ପରମାଣୁ ମୁକ୍ତ ବିଶ୍ୱ ସୃଷ୍ଟି...

ଏୟାର ଇଣ୍ଡିଆର ନୂଆ ନୀତି: ଅବସର ନେବା ପରେ ୬୫ ବର୍ଷ ବୟସ ପର୍ଯ୍ୟନ୍ତ ଉଡାଇ ପାରିବେ ବିମାନ

ନୂଆଦିଲ୍ଲୀ,୨ ।୮: ଟାଟା ଗ୍ରୁପର ବିମାନ କମ୍ପାନୀ ଏୟାର ଇଣ୍ଡିଆ ଏବେ ତା’ର ପାଇଲଟଙ୍କୁ ୬୫ ବର୍ଷ ବୟସ ପର୍ଯ୍ୟନ୍ତ ବିମାନ ଉଡାଇବାର ଅନୁମତି ଦେବାକୁ ନିଷ୍ପତ୍ତି ନେଇଛି । ଏଥିପାଇଁ କମ୍ପାନୀ ପକ୍ଷରୁ ନୂଆ ନୀତି ଆସିଛି ।...

ଆମେରିକାର ଡ୍ରୋନ୍‌ ଆକ୍ରମଣରେ ପ୍ରାଣ ହରାଇଲେ ଅଲ-କାଏଦା ମୁଖ୍ୟ

ନ୍ୟୁୟର୍କ,୨ା୮: ଆଫଗାନିସ୍ତାନରେ ଆତଙ୍କବାଦ ବିରୋଧୀ ଅପରେଶନରେ ଅଲ-କାଏଦାର ମୁଖ୍ୟ ଆୟମାନ ଅଲ-ଜାୱାହିରି ପ୍ରାଣ ହରାଇଛନ୍ତି। ଆଫଗାନିସ୍ତାନର ରାଜଧାନୀ କାବୁଲରେ ଆମେରିକାର ସେଣ୍ଟ୍ରାଲ ଇଣ୍ଟେଲିଜେନ୍ସ ଏଜେନ୍ସି (ସିଆଇଏ) ଦ୍ୱାରା ଡ୍ରୋନ ଷ୍ଟ୍ରାଇକ୍‌ରେ ରବିବାର ଜାୱାହିରିଙ୍କ ମୃତ୍ୟୁ ଘଟିଛି। ରାଷ୍ଟ୍ରପତି ଜୋ ବାଇଡେନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri