Tag Archives: Home Middle

୨୪ ଘଣ୍ଟାରୁ କମିଲା ଦିନ

ନୂଆଦିଲ୍ଲୀ, ୧ା୮: ପୃଥିବୀ ନିଜ କକ୍ଷପଥରେ ଘୂରିବା ସମୟର ପୂର୍ବ ରେକର୍ଡକୁ ଭାଙ୍ଗିଛି। ୨୦୨୦ ଜୁଲାଇ ୧୯ରେ ୨୪ ଘଣ୍ଟାରୁ ୧.୪୭ ମିଲିସେକେଣ୍ଡ କମ୍‌ ଅବଧିରେ ପୃଥିବୀ ନିଜ ଚାରିପଟେ ଘୂରିଥିବାବେଳେ ଗତ ଶୁକ୍ରବାର ୧.୫୯ କମ୍‌ ମିଲିସେକେଣ୍ଡ ମଧ୍ୟରେ...

ଆର୍‌ଏମ୍‌ଆର୍‌ସିରେ ହେବ ମଙ୍କିପକ୍ସ ପରୀକ୍ଷା

ଭୁବନେଶ୍ୱର, ୧।୮(ବ୍ୟୁରୋ): ଭୁବନେଶ୍ବରସ୍ଥିତ ରିଜିଓନାଲ ମେଡିକାଲ ରିସର୍ଚ୍ଚ ସେଣ୍ଟର (ଆର୍‌ଏମ୍‌ଆର୍‌ସି)ରେ ମଙ୍କିପକ୍ସ ଟେଷ୍ଟିଂ ହେବ। ଏ ସମ୍ପର୍କରେ ରବିବାର ଆର୍‌ଏମ୍‌ଆର୍‌ସି ନିର୍ଦ୍ଦେଶିକା ଡା. ସଂଘମିତ୍ରା ପତି ସୂଚନା ଦେଇ କହିଛନ୍ତି, ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଆର୍‌ଏମ୍‌ଆର୍‌ସିକୁ...

ସମୁଦ୍ର ତଳୁ ବି ମିଶାଇଲ ଆକ୍ରମଣ କରିପାରେ ଚାଇନା, ଟାର୍ଗେଟରେ ଆମେରିକା, ଭାରତ

ବେଜିଂ,୧ ।୮: ଚାଇନା ଲୁଚିଛପି ଦୀର୍ଘ ଓ ସ୍ୱଳ୍ପ ଦୂରଗାମୀ ପାରମ୍ପରିକ ମିଶାଇଲର ଷ୍ଟକ ବୃଦ୍ଧି କରିବାରେ ଲାଗିପଡିଛି । ଆମେରକିା ବିଶେଷଜ୍ଞଙ୍କ ଏକ ରିପୋର୍ଟ ଅନୁଯାୟୀ, ଚାଇନା ପିପୁଲ୍ସ ଲିବରେଶନ ଆର୍ମି(ପିଏଲଏ)ଏବେ ସମୁଦ୍ର ଓ ସ୍ଥଳଭାଗରୁ ନିକ୍ଷେପ କରାଯାଇପାରୁଥିବା...

ନୌସେନା ଦିବସରେ ପୁଟିନଙ୍କ ବଡ଼ ଘୋଷଣା

ମସ୍କୋ,୩୧ା୭: ସେଣ୍ଟ ପିଟର୍ସବର୍ଗରେ ରବିବାର ଆୟୋଜିତ ନୌସେନା ଦିବସରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ଆସନ୍ତା କିଛି ମାସ ମଧ୍ୟରେ ରୁଷିଆକୁ ହାଇପରସୋନିକ ଜିରକାନ କ୍ରୁଜ କ୍ଷେପଣାସ୍ତ୍ର ମିଳିବ। ଏକ ନୂତନ...

ଶ୍ରୀଲଙ୍କାରେ ପୁଣି ଇନ୍ଧନ ସଙ୍କଟ

କଲମ୍ବୋ,୩୧ା୭: ଶ୍ରୀଲଙ୍କାରେ ପୁଣି ଇନ୍ଧନ ସଙ୍କଟ ଦେଖାଦେଇଛି। ଏଠାରେ ଗଚ୍ଛିତ ଥିବା ପେଟ୍ରୋଲ ଲୋକଙ୍କ ଆବଶ୍ୟକତା ପୂରଣ କରିପାରିବ ନାହିଁ। କାରଣ ଏହା ପର୍ଯ୍ୟାପ୍ତ ନୁହେଁ। ଡବ୍ଲୁଏଫ୍‌ପି ପକ୍ଷରୁ କୁହାଯାଇଛି, ଅବଶିଷ୍ଟ ପେଟ୍ରୋଲ ସଂରକ୍ଷଣ ସାଧାରଣ ଆବଶ୍ୟକତା ପୂରଣ ପାଇଁ...

ଭାରତକୁ ଦ୍ୱିତୀୟ ସ୍ବର୍ଣ୍ଣପଦକ

ବର୍ମିଂହାମ,୩୧ା୭: ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତକୁ ଆଉ ଏକ ସ୍ବର୍ଣ୍ଣପଦକ ମିଳିଛି। ଭାରୋତ୍ତୋଳକ ଜେରେମି ଲାଲରିନୁଙ୍ଗା ସ୍ବର୍ଣ୍ଣ ପଦକ ଜିତିଛନ୍ତି। ୭୬ କେଜି ପୁରଷ ବର୍ଗରେ ସେ ଏହି ପଦକ ଜିତିବାର ସୌଭାଗ୍ୟ ଅର୍ଜନ କରିଛନ୍ତି। ସ୍ନାଚ କ୍ୟାଟେଗୋରୀରେ ସେ ୧୪୦...

ଝାଡ଼ଖଣ୍ଡରେ ସରକାରଙ୍କୁ କ୍ଷମତାଚ୍ୟୁତ ଷଡ଼ଯନ୍ତ୍ର ଅଭିଯୋଗ, ଚିଠିରେ ଆସାମ ମୁଖ୍ୟମନ୍ତ୍ରୀଙ୍କ ନାମ…

ରାଞ୍ଚି, ୩୧।୭ : ଝାଡଖଣ୍ଡର ୩ ବିଧାୟକଙ୍କଠାରୁ ନଗଦ ଟଙ୍କା ଜବତ ପରେ ଏବେ ଗୋଟିଏ ପରେ ଗୋଟିଏ ନୂଆ ଅଭିଯୋଗ ଆସୁଛି। ଝାଡଖଣ୍ଡର ଜଣେ କଂଗ୍ରେସ ବିଧାୟକ ଏକ ଚିଠି ପ୍ରକାଶ କରିଛନ୍ତି। ଏହି ଲେଟର ବମ୍‌ ଯୋଗୁ...

ସୁଦୃଢ଼ ଅର୍ଥବ୍ୟବସ୍ଥା ପାଇଁ ସାମ୍ପ୍ରଦାୟିକ ସୌହାର୍ଦ୍ଦ୍ୟ ଜରୁରୀ, କହିଲେ ରଘୁରାମ ରାଜନ…

ରାୟପୁର, ୩୧।୭ : ଛତିଶଗଡର ରାଜଧାନୀ ରାୟପୁରରେ ଦୁଇ ଦିନିଆ ଅଲ ଇଣ୍ଡିଆ ପ୍ରଫେସନାଲ କଂଗ୍ରେସ ସମ୍ମିଳନୀରେ ଦେଶର ବିଭିନ୍ନ ସ୍ଥାନରୁ ପ୍ରଫେସନାଲମାନେ ଯୋଗ ଦେଇଛନ୍ତି। ଭାରତର ଅର୍ଥନୈତିକ ବିକାଶ ପାଇଁ ଉଦାରବାଦୀ ଗଣତନ୍ତ୍ର କାହିଁକି ଆବଶ୍ୟକ ସେନେଇ ବକ୍ତାମାନେ...

ଇଡ଼ିକୁ ଭୟ କରୁଥିବା ଲୋକେ ଆମ ଗୋଷ୍ଠୀକୁ ନ ଆସିବା ଭଲ, କହିଲେ ଶିନ୍ଦେ…

ମୁମ୍ବାଇ, ୩୧।୭ : ମହାରାଷ୍ଟ୍ରରେ ମନ୍ତ୍ରଣାଳୟ ଆବଣ୍ଟନ ଏବଂ ଇଡି ଦ୍ୱାରା ନିଆଯାଇଥିବା କାର୍ଯ୍ୟାନୁଷ୍ଠାନ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ରବିବାର ଗଣମାଧ୍ୟମର ପ୍ରଶ୍ନର ଉତ୍ତର ଦେଇଛନ୍ତି। ସର୍ବପ୍ରଥମେ ମନ୍ତ୍ରଣାଳୟର ଆବଣ୍ଟନ ବିଷୟରେ କଥାବାର୍ତ୍ତା ବେଳେ ସେ କହିଛନ୍ତି ଯେ...

ସଞ୍ଜୟ ଆରୋରା ଦିଲ୍ଲୀ ପୋଲିସ କମିଶନର, ବୀରପ୍ପାନଙ୍କ ବିରୋଧରେ ଗ୍ରହଣ କରିଥିଲେ ଦୃଢ଼ ପଦକ୍ଷେପ…

ନୂଆଦିଲ୍ଲୀ, ୩୧।୭ : ସଞ୍ଜୟ ଆରୋରା ଦିଲ୍ଲୀର ନୂତନ ପୋଲିସ କମିଶନର ହେବେ। ସଞ୍ଜୟ ଆରୋରା ୧୯୮୮ ବ୍ୟାଚ ନାମିଲନାଡୁ କ୍ୟାଡରର ଆଇପିଏସ ଅଧିକାରୀ। ଏ ସମ୍ପର୍କରେ ରବିବାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଏକ ନିର୍ଦ୍ଦେଶ ଦିଆଯାଇଛି। ସଞ୍ଜୟ ପୂର୍ବରୁ...

ପରପାରିରେ କଣ୍ଠଶିଳ୍ପୀ ନିର୍ମଳା ମିଶ୍ର

କୋଲକାତା/ଭୁବନେଶ୍ୱର,୩୧ା୭(ବ୍ୟୁରୋ): ଲୋକପ୍ରିୟ ବଙ୍ଗୀୟ ତଥା ଓଡ଼ିଆ କଣ୍ଠଶିଳ୍ପୀ ନିର୍ମଳା ମିଶ୍ରଙ୍କ ୮୧ ବର୍ଷ ବୟସରେ ରବିବାର ପରଲୋକ ଘଟିଛି। ଦୀର୍ଘଦିନ ଧରି ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡ଼ିତ ଥିଲେ। ଆଜି ଦକ୍ଷିଣ କୋଲକାତାର ଚେତଲାସ୍ଥ ବାସଭବନରେ ତାଙ୍କର ଦେହାନ୍ତ ହୋଇଛି।...

ଏକ ଭାଷା-ଏକ ସଂସ୍କୃତି-ଏକ ଧର୍ମ ଲାଗୁ କରିବାକୁ ଚାହୁଁଥିବା ଲୋକେ ଦେଶର ପ୍ରକୃତ ଶତ୍ରୁ, କହିଲେ ଷ୍ଟାଲିନ୍‌…

ଚେନ୍ନାଇ, ୩୧।୭ : ତାମିଲନାଡୁର ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନ କହିଛନ୍ତି ଯେ ଭାରତ ଉପରେ ଗୋଟିଏ ଭାଷା, ଗୋଟିଏ ଧର୍ମ ଏବଂ ଗୋଟିଏ ସଂସ୍କୃତି ଲାଗୁ କରିବା ସମ୍ଭବ ନୁହେଁ। ସେ କହିଛନ୍ତି ଯେ ଯେଉଁମାନେ ଗୋଟିଏ ଭାଷା ଏବଂ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri