Tag Archives: Home Middle

କହିବା ପୂର୍ବରୁ ଚିନ୍ତା କରିବାର ଥିଲା, ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ କହିଲେ ଶିନ୍ଦେ-ଫଡ଼ନଭିସ…

ମୁମ୍ବାଇ, ୩୦।୭ : ମହାରାଷ୍ଟ୍ର ରାଜ୍ୟପାଳ ଭଗତ ସିଂ କୋଶିୟାରୀଙ୍କ ବିବାଦୀୟ ମନ୍ତବ୍ୟ ନେଇ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ମୁହଁ ଖୋଲିଛନ୍ତି। ସେ କହିଛନ୍ତି ଯେ ମୁମ୍ବାଇ ସମ୍ପର୍କରେ ରାଜ୍ୟପାଳଙ୍କ ମନ୍ତବ୍ୟ ନେଇ ମୁଁ ସହମତ ନୁହେଁ। ସେ କହିଛନ୍ତି...

ଦେଶ ବିରୋଧି ସଂଗଠନ ପାଇଁ ଲାଗୁ ହେଉ କଟକଣା,ଡୋଭାଲଙ୍କ ଉପସ୍ଥିତିରେ ସଂକଳ୍ପ…

ନୂଆଦିଲ୍ଲୀ, ୩୦।୭ : ଦେଶ ବିରୋଧି ସଂଗଠନଙ୍କ ପାଇଁ କଟକଣା ଲାଗୁହେଉ। ଏନେଇ ଏକ ସର୍ବଧର୍ମ କାର୍ଯ୍ୟକ୍ରମରେ ଉପସ୍ଥିତ ଲୋକମାନେ ସଂକଳ୍ପ ଗ୍ରହଣ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ଜାତୀୟ ସୁରକ୍ଷା ପରାମର୍ଶ ଦାତା (ଏନ୍‌ଏସ୍‌ଏ) ଅଜିତ ଡୋଭାଲ ଯୋଗଦେଇଥିଲେ। ପିଏଫ୍‌ଆଇ...

ସମସ୍ତଙ୍କ ପାଇଁ ସହଜ ଆଇନ ସେବା ଗୁରୁତ୍ୱପୂର୍ଣ୍ଣ…

ନୂଆଦିଲ୍ଲୀ, ୩୦।୭ : ଆମ ଦେଶର ଲୋକଙ୍କ ପାଇଁ ନ୍ୟା୦ୟ ପାଇବା ଆଜି ମଧ୍ୟ ଏକ ବଡ଼ ଆହ୍ବାନ। ଆଇନସେବାରେ ସମାନତା, ଉତ୍ତରଦାୟିତ୍ୱ ଏବଂ ଆଇନ ସେବାରେ ସହଜ ପ୍ରବେଶ ଆଦି ତିନୋଟି ଗୁରୁତ୍ୱପୂର୍ଣ୍ଣ ସ୍ତମ୍ଭ ଆଧାରରେ ସମସ୍ତଙ୍କ ପାଖରେ...

ଗ୍ରାମ ସ୍ବରାଜର କଳ୍ପନା କରିଥିଲେ ମହାତ୍ମା ଗାନ୍ଧୀ, ଏହାକୁ ରୂପାନ୍ତର କରିଛି ଭାଜପା ସରକାର…

ପାଟନା, ୩୦।୭ : ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଶନିବାର ବିହାର ଗସ୍ତରେ ଆସି ପାଟନାରେ ପହଞ୍ଚିଛନ୍ତି। ସେ ଏଠାରେ ଗ୍ରାମ ସଂସଦ କାର୍ଯ୍ୟକ୍ରମରେ ଯୋଗଦେଇ କହିଛନ୍ତି ଯେ, ମହାତ୍ମା ଗାନ୍ଧୀ ଗ୍ରାମ ସ୍ବରାଜର କଳ୍ପନା କରିଥିଲେ। ଭାଜପା...

ଏବେ ନିର୍ବାଚନ ହେଲେ ପୁଣି ଜିତିବ ଏନଡିଏ

ନୂଆଦିଲ୍ଲୀ, ୩୦।୭ : ନିକଟରେ ରାଷ୍ଟ୍ରପତି ନିର୍ବାଚନ ଶେଷ ହୋଇଛି। ଭାରତୀୟ ଜନତା ପାର୍ଟି ନ୍ୟାଶନାଲ ଡେମୋକ୍ରାଟିକ ଆଲାଏନ୍ସ (ଏନଡିଏ) ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ଏକ ବଡ଼ ବିଜୟ ହାସଲ କରିଛନ୍ତି। ବର୍ତ୍ତମାନ ଉପରାଷ୍ଟ୍ରପତି ନିର୍ବାଚନ ହେବାକୁ ଯାଉଛି। ଏଥିରେ...

ଟ୍ରେନ୍‌-ବସ୍‌ ମୁହାଁମୁହିଁ, ୭ ଛାତ୍ର-୪ ଶିକ୍ଷକ ମୃତ…

ଢାକା, ୩୦।୭ : ବାଂଲାଦେଶର ଚଟଗାଁସ୍ଥିତ ଜଗୁଆଳୀ ବିହୀନ ରେଳ କ୍ରସିଂରେ ଏକ ମିନିବସର ଟ୍ରେନ ସହିତ ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ୭ଜଣ ଛାତ୍ର ଏବଂ ୪ ଜଣ ଶିକ୍ଷକଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ୫...

ଆର୍ଥିକ ସଙ୍କଟ ଯୋଗୁ ବଢୁଛି ଗଣିକା ବୃତ୍ତି, ଚିନ୍ତାରେ ସରକାର…

କଲମ୍ବୋ, ୩୦।୭ : ଅର୍ଥିକ ସଙ୍କଟ ଘେରି ରହିଥିବା ଶ୍ରୀଲଙ୍କା ସାମ୍ନାରେ ଏକ ନୂତନ ଆହ୍ବାନ ସୃଷ୍ଟି ହୋଇଛି। ଚାକିରୀ ହରାଇଥିବା ଅଧିକାଂଶ ମହିଳା ବର୍ତ୍ତମାନ ରୋଜଗାର ପାଇଁ ଗଣିକା ବୃତ୍ତି ଆପଣେଇବାକୁ ହେବାକୁ ବାଧ୍ୟ ହେଉଛନ୍ତି। ଏନେଇ ସରକାରଙ୍କ...

ଆଗାମୀ ୨୫ ବର୍ଷ ମଧ୍ୟରେ ଉନ୍ନତ ନ୍ୟାୟିକ ବ୍ୟବସ୍ଥା ଦେଶକୁ ନୂତନ ଉଚ୍ଚତାକୁ ନେଇଯିବ…

ନୂଆଦିଲ୍ଲୀ, ୩୦।୭ : ଦେଶର ଅମୃତ ମହୋତ୍ସବଯାତ୍ରାରେ ସମସ୍ତଙ୍କ ପାଇଁ ନ୍ୟାୟିକ ବ୍ୟବସ୍ଥାର ସହଜ ଉପଲବ୍ଧି ଗୁରୁତ୍ୱପୂର୍ଣ୍ଣ। ସର୍ବ ଭାରତୀୟ ଜିଲା ଆଇନ ସେବା ପ୍ରାଧିକରଣ ସମ୍ମିଳନୀରେ ଯୋଗଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏଭଳି କହିଛନ୍ତି। ଉପଯୁକ୍ତ ସଂକଳ୍ପ ଦ୍ୱାରା...

ପୂର୍ବତନ ବିଧାୟକ ପ୍ରଭାତ ବିଶ୍ୱାଳଙ୍କ ସମ୍ପତ୍ତି ଜବତ

କଟକ ଅଫିସ,୩୦ା୭: ପୂର୍ବତନ ବିଧାୟକ ପ୍ରଭାତ ବିଶ୍ୱାଳଙ୍କ ସମ୍ପତ୍ତି ଜବତ କରିଛି ଇଡି। କଟକର ଷ୍ଟେଟ୍‌ବ୍ୟାଙ୍କ ଶାଖାରେ ଥିବା ୨୫ ଲକ୍ଷ ଟଙ୍କା ଏବଂ ନୋଏଡାରେ ଥିବା ଏକ ମିଡିଆ ଗ୍ରୁପର ସମ୍ପତ୍ତି ମିଶି ମୋଟ୍‌ ୩ କୋଟି ୯୨...

ନୂଆ ବିରୋଧୀ ଦଳ ନେତା ହେଲେ ଜୟ ନାରାୟଣ ମିଶ୍ର

ଭୁବନେଶ୍ୱର,୩୦।୭(ବ୍ୟୁରୋ): ବିରୋଧୀ ଦଳ ନେତା ହେଲେ ବରିଷ୍ଠ ଭାଜପା ନେତା ତଥା ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର । ଶନିବାର ରାଜ୍ୟ ଭାଜପା ପକ୍ଷରୁ ତାଙ୍କୁ ଦଳର ବିଧାୟକ ଦଳ ନେତା ଭାବେ ଘୋଷଣା କରାଯାଇଛି। କରୋନାରେ ଆକ୍ରାନ୍ତ ହୋଇ...

ପାକିସ୍ତାନ ପାଇଁ ଭସ୍ମାସୁର ପାଲଟିଛନ୍ତି ଆତଙ୍କବାଦୀ, ୬ ମାସରେ ୪୩୪ ଆକ୍ରମଣରେ ୩୨୩ ପାକିସ୍ତାନୀ ସୈନ୍ୟ ମୃତ…

ଇସଲାମାବାଦ, ୩୦।୭ : ପାକିସ୍ତାନର ସୁରକ୍ଷା ଅବସ୍ଥା ଅତ୍ୟନ୍ତ ଖରାପ ସ୍ଥିତିରେ ପହଞ୍ଚିଛି। କେବଳ ଚଳିତ ବର୍ଷର ପ୍ରଥମ ଛଅ ମାସରେ ସୁରକ୍ଷା ବାହିନୀ ଉପରେ ୪୩୪ ଆତଙ୍କବାଦୀ ଆକ୍ରମଣ ହୋଇଛି। ଏଥିରେ ଅତି କମରେ ୩୨୩ ପାକିସ୍ତାନୀ ସୈନ୍ୟଙ୍କ...

ଅମିତ ଶାହାଙ୍କ ଉପସ୍ଥିତିରେ ୩୦ ହଜାର କିଲୋଗ୍ରାମ୍‌ରୁ ଅଧିକ ଡ୍ରଗ୍ସ୍‌ରେ ନିଆଁ ଲଗାଇଲେ ଏନସିବି…

ଚଣ୍ଡିଗଡ଼, ୩୦।୭ : କେନ୍ଦ୍ରୀୟ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ଉପସ୍ଥିତିରେ ନାର୍କୋଟିକ୍ସ ନିୟନ୍ତ୍ରଣ ବ୍ୟୁରୋ(ଏନସିବି) ଦ୍ୱାରା ଚଣ୍ଡିଗଡ଼ରୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ୪ ଟି ସ୍ଥାନରେ ୩୦ ହଜାର କିଲୋଗ୍ରାମରୁ ଅଧିକ ଜବତ ହୋଇଥିବା ଡ୍ରଗ୍ସକୁ ନିଆଁ ଳଗାଇ ନଷ୍ଟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri