Tag Archives: Home Middle

ଦୀପାବଳି ପୂର୍ବରୁ ମୋଦିଙ୍କ ଅଗ୍ନିପରୀକ୍ଷା

ନୂଆଦିଲ୍ଲୀ,୮।୬: ଲୋକ ସଭା ନିର୍ବାଚନରେ ଭାଜପା ସଂଖ୍ୟାଗରିଷ୍ଠତାଠାରୁ ଦୂରରେ ରହିଥିଲା। ଏହି କାରଣରୁ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଏଥର ଏନଡିଏ ସରକାର ଗଠନ କରାଯାଉଛି। ଏହି ଏନଡିଏ, ଟିଡିପି ଏବଂ ଜେଡିୟୁରେ ଦୁଇଟି ଦଳ ଅଛନ୍ତି, ଯାହାର ବିଶ୍ୱସନୀୟତା ଉପରେ...

ଓଡ଼ିଶା ଛୁଇଁଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ

ଭୁବନେଶ୍ୱର,୮।୬: ଓଡ଼ିଶା ଛୁଇଁଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ମାଲକାନଗିରିର ଅଧିକାଂଶ ଅଞ୍ଚଳରେ ମୌସୁମୀ ସକ୍ରିୟ ରହିଛି। ସ୍ବାଭାବିକ ସମୟର ୪ ଦିନ ପୂର୍ବରୁ ଓଡ଼ିଶା ଛୁଇଁଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଏହା ପୂର୍ବରୁ ଆସନ୍ତା ୨-୩...

ପରାଜୟ ପରେ ଓଡ଼ିଶାବାସୀଙ୍କୁ କୃତଜ୍ଞତା ଜଣାଇଲେ ନବୀନ, ଜାଣନ୍ତୁ କାହିଁକି

ଭୁବନେଶ୍ୱର,୮।୬: ଲମ୍ବା ସମୟ ପର୍ଯ୍ୟନ୍ତ ଓଡ଼ିଶାର ସେବା କରିବା ପାଇଁ ବାରଂବାର ସୁଯୋଗ ଦେଇଥିବାରୁ ଓଡ଼ିଶାର ଜନତାଙ୍କୁ କୃତଜ୍ଞତା ଜଣାଇଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପିଟିଆଇକୁ ସାକ୍ଷାତକାର ଦେଇ ସେ କହିଛନ୍ତି ”ଲୋକଙ୍କ ସେବା କରିବାକୁ ମୋତେ ସୁଯୋଗ...

ମୋଦି ତୃତୀୟ ଥର ପ୍ରଧାନମନ୍ତ୍ରୀ ହେବା ପରେ ବଦଳିଗଲା ପାକିସ୍ତାନର ସ୍ବର

ନୂଆଦିଲ୍ଲୀ/ଇସଲାମାବାଦ,୮।୬: ପାକିସ୍ତାନ ଶୁକ୍ରବାର କହିଛି ଯେ ଭାରତ ସମେତ ଏହାର ସମସ୍ତ ପଡ଼ୋଶୀ ଦେଶ ସହ ‘ସହଯୋଗୀ ସମ୍ପର୍କ ଏବଂ କଥାବାର୍ତ୍ତା ମାଧ୍ୟମରେ ବିବାଦର ସମାଧାନ’ ଚାହୁଁଛି। ରେକର୍ଡ ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବରେ ନରେନ୍ଦ୍ର ମୋଦି ନିର୍ବାଚିତ...

ଓଡ଼ିଶା, ଆନ୍ଧ୍ର- ଅରୁଣାଚଳ …ନୂଆ ସରକାରଙ୍କ ଶପଥ ଗ୍ରହଣରେ ସାମିଲ ହେବେ ମୋଦି

ନୂଆଦିଲ୍ଲୀ,୮।୬: ନରେନ୍ଦ୍ର ମୋଦି କ୍ରମାଗତ ତୃତୀୟ ଥର ପାଇଁ ଜୁନ ୯, ରବିବାର ସା ୭ଟା ୧୫ରେ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ଶପଥ ଗ୍ରହଣ ସମାରୋହକୁ ନେଇ ରାଷ୍ଟ୍ରପତି ଭବନ ମଧ୍ୟ ଏକ ବୟାନି ଦେଇଛନ୍ତି। ପ୍ରଧାନମନ୍ତ୍ରୀ...

ଓଡ଼ିଶାରୁ କାହାକୁ ମିଳିବ ମୋଦି କ୍ୟାବିନେଟରେ ସ୍ଥାନ, ଚର୍ଚ୍ଚାରେ ଏହି ୩ ନାଁ

ଭୁବନେଶ୍ୱର,୮।୬: ଓଡ଼ିଶାରେ ଭାଜପା ବହୁମତ ହାସଲ କରି ସରକାର ଗଢିବାକୁ ଯାଉଛି। ଅନ୍ୟପଟେ କ୍ରମାଗତ ତୃତୀୟ ଥର ପାଇଁ ନରେନ୍ଦ୍ର ମୋଦି ଦେଶର ପ୍ରଧାନମନ୍ତ୍ରୀ ହେବାକୁ ଯାଉଛନ୍ତି। ସେ ରବିବାର ଅପରାହ୍ନ ୫ ଟାରେ ରାଷ୍ଟ୍ରପତି ଭବନରେ ଶପଥ ଗ୍ରହଣ...

ମୋଦି କ୍ୟାବିନେଟରେ ବିହାରର ଦବଦବା, ମାଂଝି-ଚିରାଗଙ୍କ ସମେତ ୧୦ ଜଣଙ୍କୁ ମିଳିବ ମନ୍ତ୍ରୀ ପଦ! ଦେଖନ୍ତୁ ଲିଷ୍ଟ

ନୂଆଦିଲ୍ଲୀ,୮।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ କ୍ରମାଗତ ତୃତୀୟ ଥର ପାଇଁ କେନ୍ଦ୍ରରେ ଏନଡିଏ ସରକାର ଗଠନ ହେବାକୁ ଯାଉଛି। ଏହି ସମୟରେ, ବିହାରର ଗଳି କନ୍ଦିରେ ରାଜନୈତିକ ଚର୍ଚ୍ଚା ଯୋର ଧରିଛି। ଆଲୋଚନା ହେଉଛି କି ମୋଦି କ୍ୟାବିନେଟରେ...

ମୋଦି କ୍ୟାବିନେଟରେ ଟିଡିପି-ଜେଡିୟୁକୁ କେଉଁ ମନ୍ତ୍ରଣାଳୟ ମିଳିବ, ଆଜି ହୋଇଯିବ ଫାଇନାଲ

ନୂଆଦିଲ୍ଲୀ,୮।୬: କ୍ରମାଗତ ତୃତୀୟ ଥର ପାଇଁ ନରେନ୍ଦ୍ର ମୋଦି ଦେଶର ପ୍ରଧାନମନ୍ତ୍ରୀ ହେବାକୁ ଯାଉଛନ୍ତି। ସେ ରବିବାର ଅପରାହ୍ନ ୫ ଟାରେ ରାଷ୍ଟ୍ରପତି ଭବନରେ ଶପଥ ଗ୍ରହଣ କରିବେ। ସୂତ୍ର ଅନୁଯାୟୀ, ଅନେକ ସହଯୋଗୀ ଦଳର ଏମ୍‌ପିମାନେ ମଧ୍ୟ ମୋଦି...

ମୋଦିଙ୍କ ଶପଥ ଗ୍ରହଣ ଉତ୍ସବ: ଦିଲ୍ଲୀରେ ୨ ଦିନ ନୋ ଫ୍ଲାଇଙ୍ଗ ଜୋନ, ତ୍ରିସ୍ତରୀୟ ସୁରକ୍ଷା

ନୂଆଦିଲ୍ଲୀ,୮।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କ୍ରମାଗତ ତୃତୀୟ ଶପଥ ଗ୍ରହଣକୁ ଦୃଷ୍ଟିରେ ରଖି ଦିଲ୍ଲୀ ପୋଲିସ ରବିବାରଠାରୁ ଦୁଇ ଦିନ (ଜୁନ ୯ ଏବଂ ୧୦) ପର୍ଯ୍ୟନ୍ତ ଜାତୀୟ ରାଜଧାନୀକୁ ନୋ ଫ୍ଲାଇଙ୍ଗ ଜୋନ ଭାବରେ ଘୋଷଣା କରିଛି। ଏହି...

କିଏ ହେବେ ମୁଖ୍ୟମନ୍ତ୍ରୀ, ହେଲା ସ୍ପଷ୍ଟ

ଭୁବନେଶ୍ୱର, ୮।୬(ସୁନିତ୍‌ ମିଶ୍ର): ଓଡ଼ିଶାରେ ସଦ୍ୟ ସମାପ୍ତ ବିଧାନସଭା ନିର୍ବାଚନରେ ବିଜେଡିକୁ ହରାଇ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ଭାବେ ଉଭାହୋଇ ସରକାର ଗଠନ ଦିଗରେ ଅଗ୍ରସର ହୋଇଛି। ଶପଥ ଗ୍ରହଣ ପାଇଁ ପ୍ରସ୍ତୁତି ଜୋର୍‌ଦାର ଚାଲିଛି। ଏହା ପୂର୍ବରୁ...

ଦରବୃଦ୍ଧି, ବେକାରି: ଗ୍ରାମାଞ୍ଚଳରେ ଭାଜପାକୁ କାଳ

ନୂଆଦିଲ୍ଲୀ,୮ା୬: ସଂସଦୀୟ ନିର୍ବାଚନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ଏକ-ତୃତୀୟାଂଶ ଗ୍ରାମାଞ୍ଚଳ ଆସନ ହରାଇଦେଇଛି। ଗ୍ରାମାଞ୍ଚଳରେ ନିଯୁକ୍ତିର ଅଭାବ ଓ ଉଚ୍ଚ ମୁଦ୍ରାସ୍ଫୀତି ଯୋଗୁ ବଢ଼ୁଥିବା ଅସନ୍ତୋଷ ଏଥିରୁ ପ୍ରତିଫଳିତ ହୋଇଛି। ଗତ ଏପ୍ରିଲ ୧୯ରୁ...

ଆଉ ନିର୍ବାଚନ ଲଢିବେନି ଶଶି ଥରୁର! ରାହୁଲଙ୍କୁ ନେଇ କହିଦେଲେ ଏତେ ବଡ଼ କଥା

ନୂଆଦିଲ୍ଲୀ,୭।୬: ବରିଷ୍ଠ କଂଗ୍ରେସ ନେତା ଶଶି ଥରୁର କେରଳର ଥିରୁଭାନନ୍ତପୁରମର ଲୋକ ସଭା ଆସନରୁ କ୍ରମାଗତ ଚତୁର୍ଥ ବିଜୟ ହାସଲ କରିଛନ୍ତି। ଲୋକ ସଭା ନିର୍ବାଚନରେ ବିଜୟ ପରେ ଥରୁରଙ୍କ ବଡ ବୟାନ ସାମ୍ନାକୁ ଆସିଛି। ଖବର ସରବରାହ ସଂସ୍ଥା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri