Tag Archives: Home Middle

ପୁଣି ଅର୍ପିତାଙ୍କ ଘରୁ ମିଳିଲା ବିଡ଼ା ବିଡ଼ା ଟଙ୍କା

କୋଲକତା,୨୭।୭: ପଶ୍ଚିମବଙ୍ଗ ଶିକ୍ଷକ ଦୁର୍ନୀତି ମାମଲାରେ ଗିରଫ ମନ୍ତ୍ରୀ ପାର୍ଥ ଚାଟାର୍ଜୀଙ୍କ ସହଯୋଗୀ ଅର୍ପିତା ମୁଖାର୍ଜୀଙ୍କ ଅଡୁଆ ବଢିବାରେ ଲାଗିଛି। ବୁଧବାର ଇଡି ଟିମ୍‌ ତାଙ୍କ ଆଉ ଏକ ଘରେ ଚଢାଉ କରିଛି। ଚଢାଉରେ ତାଙ୍କ ଘରୁ ବିଡ଼ା ବିଡ଼ା...

ହାଇକୋର୍ଟ ଗଲେ ବାବୁସାନ୍‌

କଟକ ଅଫିସ,୨୭ା୭: ଓଲିଉଡ୍‌ ଅଭିନେତା ବାବୁସାନ୍‌ ମହାନ୍ତି ବୁଧବାର ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ରାଜଧାନୀ ରାଜରାସ୍ତାରେ ଅଭିନେତା ବାବୁସାନ୍‌, ସ୍ତ୍ରୀ ତୃପ୍ତି ଏବଂ ଅଭିନେତ୍ରୀ ପ୍ରକୃତି ମିଶ୍ରଙ୍କ ମଧ୍ୟରେ ହୋଇଥିବା ବିବାଦକୁ ନେଇ ଥାନାରେ ମାମଲା ହୋଇଥିଲା। ସ୍ତ୍ରୀ ତୃପ୍ତି...

ମଙ୍କିପକ୍ସକୁ ନେଇ ଜାରି ହେଲା ଗାଇଡ୍‌ଲାଇନ୍‌

ନୂଆଦିଲ୍ଲୀ,୨୭ା୭: କେନ୍ଦ୍ର ସରକାର ମଙ୍କିପକ୍ସକୁ ନେଇ ଏକ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛନ୍ତି। ମଙ୍କିପକ୍ସ ରୋଗୀ ଏବଂ ସେମାନଙ୍କ ସମ୍ପର୍କରେ ଆସିଥିବା ବ୍ୟକ୍ତିଙ୍କ ପାଇଁ ସରକାରଙ୍କ ଦ୍ୱାରା ଜାରି କରାଯାଇଥିବା ଗାଇଡ୍‌ଲାଇନ୍‌ରେ ୨୧ ଦିନିଆ କ୍ୱାରାଣ୍ଟାଇନ୍‌ରେ ରହିବାକୁ ପଡ଼ିବ ବୋଲି...

ବାଡ଼ ଖାଉଛି ଫସଲ

ଭୁବନେଶ୍ୱର, ୨୭।୭(ବ୍ୟୁରୋ): ବାଡ଼ ଖାଉଛି ଫସଲ। ରାଜ୍ୟରେ ତଳସ୍ତରରୁ ଉପରଯାଏ ଦୁର୍ନୀତି ଭରି ରହିଛି। ପର୍ସେଣ୍ଟେଜ୍‌(ପିସି) କାରବାର ବୃଦ୍ଧି ପାଇଛି। ସରକାରଙ୍କ ସମସ୍ତ ବିଭାଗରେ ପୁଳାପୁଳା ଦୁର୍ନୀତି। ଏଥିରେ ତଳଶ୍ରେଣୀର କର୍ମଚାରୀଠାରୁ ଆରମ୍ଭ କରି ଉପର ଅଫିସର ପର୍ଯ୍ୟନ୍ତ ଏକ...

ବାଇଡେନ-ଜିନ୍‌ପିଙ୍ଗ୍‌ଙ୍କ ମଧ୍ୟରେ ହେବ ଆଲୋଚନା

ଓ୍ବାଶିଂଟନ,୨୭ା୭: ତାଇଓ୍ବାନ ଏବଂ ୟୁକ୍ରେନ ଯୁଦ୍ଧକୁ ନେଇ ୪ ମାସର ତିକ୍ତତା ବୃଦ୍ଧି ପରେ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଏବଂ ଚାଇନା ରାଷ୍ଟ୍ରପତି ସି ଜିନ୍‌ଫିଙ୍ଗ୍‌ ଗୁରୁବାର ଆଲୋଚନା କରିବେ। ଆମେରିକାର ଜଣେ ଅଧିକାରୀଙ୍କ କହିବାନୁସାରେ, ଦୁଇ ନେତାଙ୍କ...

ପ୍ରକାଶ ପାଇଲା ଯୁକ୍ତ୨ ପରୀକ୍ଷାଫଳ: ବିଜ୍ଞାନରେ ପାସ ହାର ୯୪.୧୨%, ବାଣିଜ୍ୟରେ ୮୯%

ଭୁବନେଶ୍ୱର, ୨୭।୭(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ସିଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷାଫଳ ବୁଧବାର ଅପରାହ୍ନ ୪ଟାରେ ପ୍ରକାଶ ପାଇଛି। ସ୍କୁଲ ଓ ଗଣଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶ ସିଏଚ୍‌ଏସ୍‌ଇ ଅଫିସରେ ଆନୁଷ୍ଠାନିକ ଭାବେ...

ଉହାନର ପ୍ରାଣୀ ବଜାରରୁ ବାହାରିଥିଲା କରୋନା ଭୂତାଣୁ, ଦୁଇ ନୂଆ ରିସର୍ଚ୍ଚ ପକ୍ଷରୁ ଦାବି…

ବେଜିଂ, ୨୭।୭ : କରୋନା ମହାମାରୀ ଚାଇନାରୁ ଉତ୍ପନ୍ନ ହୋଇ ସମଗ୍ର ବିଶ୍ୱରେ ବ୍ୟାପିଥିବା କୁହାଯାଉଥିଲା। ଏବେ ଦୁଇଟି ନୂତନ ରିସର୍ଚ୍ଚରେ ମଧ୍ୟ ଏହା ଉଲ୍ଲେଖ କରାଯାଇଛି। ରିପୋର୍ଟ ଅନୁଯାୟୀ, ଚାଇନାର ଉହାନର ହୁଆନନ ସାମୁଦ୍ରିକ ଖାଦ୍ୟ ବଜାରରେ କରୋନା...

ପିଇଟିଙ୍କ ଦରମା ବଢ଼ିଲା

ଭୁବନେଶ୍ୱର,୨୭ା୭(ବ୍ୟୁରୋ): ଆମ ରାଜ୍ୟର ସମସ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଗ୍ରାଣ୍ଟ-ଇନ୍‌-ଏଡ୍‌ ଅର୍ଡର ୨୦୧୪ ଅନୁଯାୟୀ ଅନୁଦାନପ୍ରାପ୍ତ କାର୍ଯ୍ୟରତ ପିଇଟିଙ୍କର ଦରମା ବୃଦ୍ଧି ହୋଇଛି। ଯେଉଁମାନେ ବିପିଇଡି ଏବଂ ବିଏସ୍‌ସି ପିଇଡି ଯୋଗ୍ୟତା ଅର୍ଜନ କରିଛନ୍ତି, ସେମାନଙ୍କର ମାସିକ ଦରମା ୮...

ଇଡ଼ି ପଚରାଉଚରା ଶେଷ, ୩ ଦିନ-୧୨ ଘଣ୍ଟା-୧୦୦ରୁ ଅଧିକ ପ୍ରଶ୍ନ…

ନୂଆଦିଲ୍ଲୀ, ୨୭।୭ : କଂଗ୍ରେସର ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟର ପଚରାଉଚରା ଶେଷ ହୋଇଛି। ନ୍ୟାଶନାଲ ହେରାଲ୍ଡ ମାମଲାରେ ତୃତୀୟ ଦିନରେ ତାଙ୍କୁ ପ୍ରାୟ ୩ ଘଣ୍ଟା ପ୍ରଶ୍ନ ପଚରାଯାଇଥିଲା। ପରବର୍ତ୍ତୀ ଡକାଯିବା ପର୍ଯ୍ୟନ୍ତ ତାଙ୍କୁ କେନ୍ଦ୍ରୀୟ ଅନୁସନ୍ଧାନ...

ପାକିସ୍ତାନରେ ୭୫ ବର୍ଷ ପରେ ପ୍ରଥମ ହିନ୍ଦୁ ମହିଳା ହେଲେ ଡିଏସ୍‌ପି…

ଇସଲାମାବାଦ, ୨୭।୭ : ଭାରତ-ପାକିସ୍ଥାନ ୧୯୪୭ ରେ ଯେତେବେଳେ ବିଭାଜିତ ହେଲା ସେତେବେଳେ ୧୨.୯ ପ୍ରତିଶତ ହିନ୍ଦୁ ସଂଖ୍ୟାଲଘୁ ଇସଲାମିକ୍‌ ଦେଶ ପାକିସ୍ଥାନରେ ରହିଲେ। ସମୟ ବଦଳିଗଲା, ପରିସ୍ଥିତି ବଦଳିଗଲା ଏବଂ ୭୫ ବର୍ଷରେ ହିନ୍ଦୁ ସଂଖ୍ୟାଲଘୁଙ୍କ ସଂଖ୍ୟା ମଧ୍ୟ...

ପାକିସ୍ତାନରେ ପ୍ରବଳ ବର୍ଷା: ୮ ମୃତ

ଇସଲାମାବାଦ,୨୭ା୭: ପାକିସ୍ତାନର ସିନ୍ଧ୍‌ ଏବଂ ବେଲୁଚିସ୍ତାନ ପ୍ରଦେଶର ଅନେକ ଅଞ୍ଚଳରେ ପ୍ରବଳ ବର୍ଷା ଜାରି ରହିଛି। ଫଳରେ ସାଧାରଣ ଜୀବନଯାତ୍ରା ସମ୍ପୂର୍ଣ୍ଣ ପ୍ରଭାବିତ ହୋଇଛି। ସୂଚନାନୁସାରେ, ସିନ୍ଧ୍‌ ଏବଂ ବେଲୁଚିସ୍ତାନ ପ୍ରଦେଶରେ ବର୍ଷା ଯୋଗୁ ୮ ଜଣ ପ୍ରାଣ ହରାଇ...

ଚିକେନ ନିଜେ ତରକାରୀ ହେବାକୁ ଆସିଗଲା, କଂଗ୍ରେସକୁ ସୁବ୍ରମଣ୍ୟମଙ୍କ କଟାକ୍ଷ…

ନୂଆଦିଲ୍ଲୀ, ୨୭।୭ : ମନି ଲଣ୍ଡରିଂ ଆକ୍ଟ ଉପରେ ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି ପରେ ଭାଜପା ନେତା ତଥା ରାଜ୍ୟ ସଭା ଏମ୍‌ପି ସୁବ୍ରମଣ୍ୟମ ସ୍ବାମୀ କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ସେ ଟୁଇଟ କରି କହିଛନ୍ତି ଯେ ପିଏମଏଲଏ ଉପରେ ସୁପ୍ରିମକୋର୍ଟଙ୍କ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri