Tag Archives: Home Middle

ଚିକେନ ନିଜେ ତରକାରୀ ହେବାକୁ ଆସିଗଲା, କଂଗ୍ରେସକୁ ସୁବ୍ରମଣ୍ୟମଙ୍କ କଟାକ୍ଷ…

ନୂଆଦିଲ୍ଲୀ, ୨୭।୭ : ମନି ଲଣ୍ଡରିଂ ଆକ୍ଟ ଉପରେ ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି ପରେ ଭାଜପା ନେତା ତଥା ରାଜ୍ୟ ସଭା ଏମ୍‌ପି ସୁବ୍ରମଣ୍ୟମ ସ୍ବାମୀ କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ସେ ଟୁଇଟ କରି କହିଛନ୍ତି ଯେ ପିଏମଏଲଏ ଉପରେ ସୁପ୍ରିମକୋର୍ଟଙ୍କ...

ଭାରତ ସୀମାରେ ଉପଲବ୍ଧ ହେବ ୫-ଜି ଜ୍ଞାନକୌଶଳ, ଚାଇନା-ପାକିସ୍ତାନକୁ ମିଳିବ କଡ଼ା ଜବାବ…

ନୂଆଦିଲ୍ଲୀ, ୨୭।୭ : ଭାରତ ବର୍ତ୍ତମାନ ଚାଇନା ସୀମାରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି ପାଇଁ ପ୍ରସ୍ତୁତ ହେଉଛି। ୫-ଜି ଟେକ୍ନୋଲୋଜିର ସ୍ପେକ୍ଟ୍ରମ ନିଲାମ ସହିତ ଭାରତ ମଧ୍ୟ ସୀମା ଅଞ୍ଚଳର, ପାର୍ବତ୍ୟ ଅଞ୍ଚଳରେ ୧୮୦୦୦ ଫୁଟ ଉଚ୍ଚରେ, ୫-ଜି ଟେକ୍ନୋଲୋଜି...

ଏଏପି ରାଜ୍ୟ ସଭା ଏମ୍‌ପି ନିଲମ୍ବିତ…

ନୂଆଦିଲ୍ଲୀ, ୨୭।୭ : ବୁଧବାର ସଂସଦର ଅଷ୍ଟମ ଦିନରେ ମଧ୍ୟ ବିରୋଧୀଙ୍କ ଆନ୍ଦୋଳନ ଜାରି ରହିଛି। ଏହି ଉତ୍ତେଜନା ଯୋଗୁଁ ଉଭୟ ଗୃହର ପ୍ରକ୍ରିୟା ବାରମ୍ବାର ସ୍ଥଗିତ ରଖିବାକୁ ପଡ଼ିଛି। ଏହା ବ୍ୟତୀତ ଗତକାଲି ରାଜ୍ୟ ସଭାରେ ନିଲମ୍ବିତ ହୋଇଥିବା...

ସୋନିଆଙ୍କ ସ୍ବାସ୍ଥ୍ୟ ସହିତ ଖେଳିବା ଠିକ ନୁହେଁ, ଗୁଲାମନବୀ-ଆନନ୍ଦ ଶର୍ମାଙ୍କ କ୍ଷୋଭ…

ନୂଆଦିଲ୍ଲୀ, ୨୭।୭ : କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ଇଡ଼ିର ପଚରାଉଚରାନେଇ ବରିଷ୍ଠ ନେତା ଗୁଲାମନବୀ ଆଜାଦ ଏବଂ ଆନନ୍ଦ ଶର୍ମା ମୁହଁ ଖୋଲିଛନ୍ତି। ଏହି ବୟସରେ ସୋନିଆ ଗାନ୍ଧୀଙ୍କର ସୱାସ୍ଥ୍ୟ ସହିତ ଖେଳିବା ଠିକ ନୁହେଁ ବୋଲି ଗୁଲାମ...

ପ୍ରକାଶ ପାଇଲା ଓଜେଇଇ ପରୀକ୍ଷା ଫଳ

ଭୁବନେଶ୍ୱର,୨୭।୭(ବ୍ୟୁରୋ): ଚଳିତ ବର୍ଷର ଓଜେଇଇ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ବୈଷୟିକ ଶିକ୍ଷା ମନ୍ତ୍ରୀ ପ୍ରୀତିରଞ୍ଜନ ଘଡ଼ାଇ ପରୀକ୍ଷା ଫଳ ଘୋଷଣା କରିଛନ୍ତି। www.ojee.nic.in ଓ୍ବେବ୍‌ସାଇଟ୍‌ ମାଧ୍ୟମରେ ଛାତ୍ରୀଛାତ୍ର ନିଜର ପରୀକ୍ଷା ଫଳ ଦେଖିପାରିବେ। ଚଳିତ ବର୍ଷ ୪୭...

ଦେଶରେ ଇଡ଼ି ଆତଙ୍କ, ସରକାର ଭାଙ୍ଗିବା ପାଇଁ ହେଉଛି ବ୍ୟବହୃତ, ଗେହଲଟଙ୍କ କଟାକ୍ଷ…

ଜୟପୁର, ୨୭।୭ : କଂଗ୍ରେସ ସଭାପତି ସୋନିଆ ଗାନ୍ଧୀଙ୍କ ଇଡି ପ୍ରଶ୍ନକୁ ବିରୋଧ କରି କଂଗ୍ରେସର ସତ୍ୟାଗ୍ରହ ଚାଲିଛି। ଏ ସମ୍ପର୍କରେ କଂଗ୍ରେସ ନେତା ତଥା ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ କହିଛନ୍ତି ଯେ ଦେଶରେ ଇଡି ଦ୍ୱାରା ଏକ...

ସୁପ୍ରିମ୍‌କୋର୍ଟଙ୍କ ବଡ଼ ଫଇସଲା, ପିଏମ୍‌ଏଲଏ ଅନ୍ତର୍ଗତ ଇଡିଙ୍କର ସମସ୍ତ କ୍ଷମତାକୁ ସମର୍ଥନ…

ନୂଆଦିଲ୍ଲୀ, ୨୭।୭ : ମନି ଲଣ୍ଡରିଂ ଆକ୍ଟ (ପିଏମ୍‌ଏଲଏ)ର କେତେକ ବ୍ୟବସ୍ଥାର ସାମ୍ବିଧାନିକତାକୁ ଚ୍ୟାଲେଞ୍ଜ କରୁଥିବା ଆବେଦନ ଉପରେ ବୁଧବାର ସୁପ୍ରିମକୋର୍ଟରେ ଏକ ଗୁରୁତ୍ୱପୂର୍ଣ୍ଣ ଫଇସଲା ଦେଇଛନ୍ତି। ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ(ଇଡ଼ି)ଦ୍ୱାରା ପଞ୍ଜିକୃତ ହୋଇଥିବା ଏହି ମାମଲାରେ ଜଡିତ ଥିବା ବ୍ୟକ୍ତିଙ୍କ...

ଉଦ୍ଧବଙ୍କ ଘରେ ବିଦ୍ରୋହ ! ଶିନ୍ଦେଙ୍କୁ ଭେଟିଲେ ବାଲାସାହେବ ଠାକରେଙ୍କ ବୋହୂ ସ୍ମିତା…

ମୁମ୍ବାଇ, ୨୭।୭ : ଶିବସେନା ବିଧାୟକମାନେ ବିଦ୍ରୋହ କରିବା ପରେ ମହାରାଷ୍ଟ୍ରରେ ଉଦ୍ଧବ ଠାକରେ କ୍ଷମତା ହରାଇଥିଲେ। ଏବେ ଦଳ ତାଙ୍କ ହାତରୁ ବାହାରକୁ ଯାଉଥିବା ଚର୍ଚ୍ଚା ହେଉଛି। ଏହି ସମୟରେ, ଉଦ୍ଧବଙ୍କ ପରିବାରରେ ବିଦ୍ରୋହର ସ୍ବର ଶୁଣିବାକୁ ମିଳୁଛି।...

ଅଦ୍ୟମ ସାହସ-ଉତ୍କୃଷ୍ଟ ସେବାର ନାମ ସିଆରପିଏଫ୍‌, ସ୍ଥାପନା ଦିବସରେ କହିଲେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ, ୨୭।୭ : କେନ୍ଦ୍ରୀୟ ରିଜର୍ଭ ପୋଲିସ ଫୋର୍ସ (ସିଆରପିଏଫ୍‌)ର ସ୍ଥାପନା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯବାନ ଏବଂ ସେମାନଙ୍କ ପରିବାରକୁ ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ସୁରକ୍ଷା ସମ୍ବନ୍ଧୀୟ ହେଉ କିମ୍ବା ମାନବିକ ଆହ୍ବାନ୍‌, ସମସ୍ତ...

ପୁଣି ବଢ଼ିଲା ଦୈନିକ ସଂକ୍ରମଣ, ସକ୍ରିୟ ମାମଲା ଲକ୍ଷେ ୪୫ ହଜାରରୁ ଅଧିକ…

ନୂଆଦିଲ୍ଲୀ, ୨୭।୭ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି...

ବଳାତ୍କାର-ହତ୍ୟା ମାମଲାରେ ଦଣ୍ଡାଦେଶ ହେବ ନାହିଁ କୋହଳ, ସୁପ୍ରିମ୍‌କୋର୍ଟଙ୍କ ରାୟ…

ନୂଆଦିଲ୍ଲୀ,୨୭।୭ : ଚାରି ବର୍ଷର ନାବାଳିକାଙ୍କୁ ବଳାତ୍କାର ଓ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ଜଣେ ଅଭିଯୁକ୍ତଙ୍କ ମୃତ୍ୟୁଦଣ୍ଡକୁ କୋହଳ କରିବା ଆବେଦନକୁ ସୁପ୍ରିମକୋର୍ଟ ଖାରଜ କରିଦେଇଛନ୍ତି। ଅଦାଲତ କହିଛନ୍ତି ଯେ ପ୍ରାସଙ୍ଗିକ କାରଣଗୁଡ଼ିକୁ ଧ୍ୟାନରେ ରଖି ମୃତ୍ୟୁଦଣ୍ଡକୁ...

୨ ଭାରତୀୟ ଯବାନ ନିହତ ଘଟଣା, ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଜରୁରୀ: ଜୟଶଙ୍କର

ନୂଆଦିଲ୍ଲୀ/କିନ୍‌ସାସା,୨୭ା୭: ଆଫ୍ରିକୀୟ ରାଷ୍ଟ୍ର କଙ୍ଗୋ ସାଧାରଣତନ୍ତ୍ରରେ ଜାତିସଂଘ ବିରୋଧୀ ବିକ୍ଷୋଭ ଉଗ୍ର ହେବାରେ ଲାଗିଛି। ସ୍ଥାନୀୟ ବିଦ୍ରୋହୀଙ୍କ ହିଂସାତ୍ମକ ଆନ୍ଦୋଳନବେଳେ ୧୦ ଜଣଙ୍କ ଜୀବନ ଯାଇଛି। ସେମାନଙ୍କ ମଧ୍ୟରେ ୨ ଭାରତୀୟ ଯବାନ ଅଛନ୍ତି। ଉଭୟ ଯବାନ ରାଜସ୍ଥାନ ବାସିନ୍ଦା।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri