Tag Archives: Home Middle

ଆଧାର-ଭୋଟର କାର୍ଡ ଲିଙ୍କ୍‌ ଶୁଣାଣି ଆଜି

ନୂଆଦିଲ୍ଲୀ,୨୫ା୭: ଆଧାର ସହ ଭୋଟର ପରିଚୟପତ୍ରର ସଂଯୋଗ ପାଇଁ ଉଦ୍ଦିଷ୍ଟ ଆଇନକୁ ସୁପ୍ରିମକୋର୍ଟରେ କଂଗ୍ରେସ ପକ୍ଷରୁ ଚ୍ୟାଲେଞ୍ଜ କରାଯାଇଛି। ବିରୋଧୀ ଦଳର ଯୁକ୍ତି ହେଲା, ଆଧାର-ଭୋଟର କାର୍ଡ ସଂଯୋଗୀକରଣ ନେଇ ଅତି ତରବରିଆ ଭାବେ ବିନା କୌଣସି ବିତର୍କରେ ପାର୍ଲାମେଣ୍ଟରେ...

ଆଇଏସ୍‌ସି ଦ୍ୱାଦଶ ପରୀକ୍ଷା ଫଳ: ପ୍ରଜ୍ଞା ମିଶ୍ର ରାଜ୍ୟ ଟପ୍ପର

ଭୁବନେଶ୍ୱର,୨୫।୭(ବ୍ୟୁରୋ): କାଉନ୍‌ସିଲ ଫର୍‌ ଦି ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ୍‌ ଏକ୍‌ଜାମିନେଶନ (ସିଆଇଏସ୍‌ଇ) ଦ୍ୱାରା ପରିଚାଳିତ ଆଇଏସ୍‌ସି ଦ୍ୱାଦଶ ପରୀକ୍ଷା ଫଳ ରବିବାର ପ୍ରକାଶ ପାଇଛି। ଚଳିତବର୍ଷ ଓଡ଼ିଶାର ପାସ୍‌ ହାର ଅଧିକ ରହିଛି। ଦେଶରେ ପାସ୍‌ ହାର ୯୯.୩୮% ଥିବାବେଳେ...

ନବନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ, ୨୪।୭: ନବନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ରବିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭେଟି ଶୁଭେଚ୍ଛା ଜଣାଇଛନ୍ତି। ଏହି ଅବସରରେ ବିଜେଡିର ଲୋକ ସଭା ଏବଂ ରାଜ୍ୟ ସଭା ଏମ୍‌ପିମାନେ ସେଠାରେ ଉପସ୍ଥିତ ଥିଲେ। ଦ୍ରୌପଦୀଙ୍କୁ ଭେଟିବା ପରେ ଟୁଇଟର୍‌...

ରାଷ୍ଟ୍ରପତିଙ୍କ ବିଦାୟୀ ଭାଷଣ: କହିଲେ, ମୁଁ ମୋର ଦାୟିତ୍ୱକୁ ଯଥାସମ୍ଭବ କରିଛି ପୂରଣ

ନୂଆଦିଲ୍ଲୀ,୨୪।୭: ଦେଶର ରାଷ୍ଟ୍ରପତି ରାମ ନାଥ କୋବିନ୍ଦ ତାଙ୍କ କାର୍ଯ୍ୟକାଳ ଶେଷ ହେବା ପୂର୍ବରୁ ରବିବାର ଦେଶକୁ ସମ୍ବୋଧିତ କରିଛନ୍ତି। ସେ କହିଛନ୍ତି, ପାଞ୍ଚ ବର୍ଷ ପୂର୍ବେ ଆଜି ଆପଣ ସମସ୍ତେ ମୋ ଉପରେ ବିଶ୍ୱାସ ରଖିଥିଲେ ଏବଂ ଆପଣଙ୍କର...

ଟସ୍‌ ଜିତିଲା ଓ୍ବେଷ୍ଟଇଣ୍ଡିଜ୍‌

ପୋର୍ଟ ଅଫ୍‌ ସ୍ପେନ୍‌,୨୪।୭: ଭାରତ ଏବଂ ଓ୍ବେଷ୍ଟଇଣ୍ଡିଜ୍‌ ମଧ୍ୟରେ ଦ୍ୱିତୀୟ ଦିନିକିଆ ମ୍ୟାଚ୍‌ ତ୍ରିନିଦାଦର ପୋର୍ଟ ଅଫ୍‌ ସ୍ପେନ୍‌ରେ ଆରମ୍ଭ ହୋଇଛି। ଓ୍ବେଷ୍ଟଇଣ୍ଡିଜ୍‌ ଦଳ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଛି। ଭାରତ ପକ୍ଷରୁ ଆଭେଶ ଖାନ୍‌ ଏହି...

ଆଇଏସ୍‌ସି ଦ୍ୱାଦଶ ପରୀକ୍ଷା ଫଳ ପ୍ରକାଶିତ: ପାସ୍‌ ହାର୍‌ ୯୯.୩୮%

ନୂଆଦିଲ୍ଲୀ,୨୪।୭: ରବିବାର ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ (ଆଇଏସ୍‌ସି) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି। ଚଳିତବର୍ଷ ଏହି ପରୀକ୍ଷାରେ ପାସ୍‌ ହାର ୯୯.୩୮ ପ୍ରତିଶତ ରହିଛି। ଏଥିମଧ୍ୟରୁ ଛାତ୍ରୀଙ୍କ ପାସ୍‌ ହାର ୯୯.୫୨ ପ୍ରତିଶତ ରହିଥିବାବେଳେ ଛାତ୍ରଙ୍କ ପାସ୍‌...

କାରଗିଲ ବିଜୟ ଦିବସ: ଯୁଦ୍ଧରେ ଭାରତକୁ ମିଳି ନ ଥିଲା ବିଶ୍ୱର ସହାୟତା

ଜମ୍ମୁ,୨୪ ।୭: କାରଗିଲ ବିଜୟ ଦିବସ ଅବସରରେ ଦେଶର ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ଜମ୍ମୁରେ କାରଗିଲ ଯୁଦ୍ଧରେ ଶହୀଦଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଇଛନ୍ତି । ଏହି ଅବସରରେ ସେ କହିଛନ୍ତି ଭାରତ ଏବେ ଏକ ଶକ୍ତିଶାଳୀ ଦେଶ ହୋଇଯାଇଛି । ସେନା...

ଚାକିରି ଛାଡ଼ିଲେ ବାୟୁସେନା ଯବାନ

କଲମ୍ବୋ,୨୪ା୭: ଶ୍ରୀଲଙ୍କାରେ ଲୋକଙ୍କ ଅସୁବିଧା ଦିନକୁ ଦିନ ବଢ଼ିବାରେ ଲାଗିଛି। ସ୍ବାଧୀନତା ପରଠାରୁ ଦେଶ ବର୍ତ୍ତମାନ ସବୁଠାରୁ ଖରାପ ଆର୍ଥିକ ସଙ୍କଟ ଦେଇ ଗତି କରୁଛି। ଶ୍ରୀଲଙ୍କାରେ ସଙ୍କଟ ଯୋଗୁ ଅନେକ ନାଗରିକ ଦେଶ ଛାଡ଼ି ପଳାଇବାକୁ ପଛାଉ ନାହାନ୍ତି।...

ଭାଜପା ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ବୈଠକ ଆରମ୍ଭ ପ୍ରଧାନମନ୍ତ୍ରୀ ହେଲେ ସାମିଲ

ନୂଆଦିଲ୍ଲୀ,୨୪ ।୭: ଭାରତୀୟ ଜନତାପାର୍ଟି(ଭାଜପା) ମୁଖ୍ୟମନ୍ତ୍ରୀ ପରିଷଦର ବୈଠକ ଆରମ୍ଭ ହୋଇଯାଇଛି । ଦିଲ୍ଲୀରେ ଅନୁଷ୍ଠିତ ଏହି ବୈଠକରେ ଭାଜପା ଶାସିତ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀମ।।ନ ଯୋଗ ଦେଇଛନ୍ତି । ଏହି ବୈଠକରେ ଭାଗ ନେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...

ଶେଷ ହେବ ରୁଷିଆ-ୟୁକ୍ରେନ ଯୁଦ୍ଧ!

କ୍ୱିଭ୍‌,୨୪ା୭: ରୁଷିଆ-ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧ ଆଜି ୧୫୧ ଦିନରେ ପହଞ୍ଚିଛି। ଖୁସିର କଥା ହେଉଛି, ଏହି ଯୁଦ୍ଧରେ ପ୍ରଥମ ଥର ପାଇଁ ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଏକ ପ୍ରସଙ୍ଗରେ ଚୁକ୍ତି ହୋଇଛି। ଏହା ଅଧୀନରେ ୟୁକ୍ରେନ କଳା...

ରାଜଧାନୀରେ ପ୍ରଥମ ମଙ୍କିପକ୍ସ ଚିହ୍ନଟ, ଆକ୍ରାନ୍ତ କେବେ ଯାଇନାହାନ୍ତି ବିଦେଶ

ନୂଆଦିଲ୍ଲୀ,୨୪ା୭:  ରାଜଧାନୀ ଦିଲ୍ଲୀରେ ପ୍ରଥମ ମଙ୍କିପକ୍ସ ମାମଲା ଚିହ୍ନଟ ହୋଇଛି। ସବୁଠୁ ଆଶ୍ଚର୍ଯ୍ୟର କଥା ସଂକ୍ରମିତ ବ୍ୟକ୍ତି କେବେ ବି ବିଦେଶ ଯାତ୍ରା କରିନାହାନ୍ତି। ପଶ୍ଚିମ ଦିଲ୍ଲୀର ୩୧ ବର୍ଷୀୟ ଆକ୍ରାନ୍ତଙ୍କୁ ଲୋକନାୟକ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଦୁଇ ଦିନ...

ସୋମବାର ରାଷ୍ଟ୍ରପତି ଭାବେ ଶପଥ ନେବେ ଦ୍ରୌପଦୀ, ଦିଆଯିବ ୨୧ ତୋପସଲାମୀ

ନୂଆଦିଲ୍ଲୀ,୨୪ା୭: ନବ ନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଦେଶର ସର୍ବୋଚ୍ଚ ସାମ୍ବିଧାନିକ କାର୍ଯ୍ୟାଳୟର ଶପଥ ଗ୍ରହଣ କରିବେ। ତାଙ୍କୁ ୨୧ ତୋପସଲାମୀ ଦିଆଯାଇ ଅଭିବାଦନ ଗ୍ରହଣ କରାଯିବ। କେନ୍ଦ୍ର ଗୃହ ମନ୍ତ୍ରଣାଳୟ କହିଛି ଯେ, ଏହି ସମାରୋହ ସୋମବାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri