Tag Archives: Home Middle

ବିମାନର ବୈଷୟିକ ତ୍ରୁଟି ଉପରେ ନୂତନ ନିର୍ଦ୍ଦେଶନାମା ଜାରି

ନୂଆଦିଲ୍ଲୀ,୨୪ା୭: ବିମାନରେ ଅଧିକାଂଶ ସମୟରେ ଦେଖାଦେଉଥିବା ତ୍ରୁଟି ଉପରେ ବିମାନ ନିୟାମକ (ଡିଜିସିଏ) ବର୍ତ୍ତମାନ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ଏହି ବୈଷୟିକ ତ୍ରୁଟି ସମ୍ପର୍କରେ ବିମାନ କମ୍ପାନୀଗୁଡିକ ପାଇଁ ଡିଜିସିଏ କଡ଼ା ନିର୍ଦ୍ଦେଶନାମା ଜାରି କରିଛନ୍ତି। ବିମାନ ଚଳାଚଳ...

ଭୁଶୁଡ଼ିଲା କୋଠା, ଜଣେ ମୃତ

ନୂଆଦିଲ୍ଲୀ,୨୪ା୭: ଦିଲ୍ଲୀର ମୁସ୍ତଫାବାଦର ବାବୁନଗରରେ ରବିବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି। ଆଜି ସକାଳେ ଏକ ଘର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି। ଖବର ପାଇ ୩ଟି ଦମକଳ ବାହିନୀ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ...

ବିଶ୍ୱ ଚାମ୍ପିୟନଶିପ୍‌ରେ ରୋପ୍ୟ ଜିତି ଇତିହାସ ରଚିଲେ ନୀରଜ

ନୂଆଦିଲ୍ଲୀ,୨୪।୭: ବିଶ୍ୱ ଆଥଲେଟିକ ଚାମ୍ପିଅନଶିପ୍‌ରେ ରୋପ୍ୟ ଜିତି ଆଉ ଏକ ଇତିହାସ ରଚିଛନ୍ତି ଗୋଲ୍ଡେନ ବୟ ନୀରଜ ଚୋପ୍ରା। ୨୦୦୩ ପରେ ସେ ଏହି ଚାମ୍ପିୟନଶିପ୍‌ରେ ଭାରତକୁ ପ୍ରଥମ ପଦକ ପ୍ରଦାନ କରିଛନ୍ତି। ନିରଜ ଆମେରିକାର ୟୁଗେନରେ ଅନୁଷ୍ଠିତ ଚାମ୍ପିୟନଶିପ୍‌ର...

ନୂଆଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୪।୭(ବ୍ୟୁରୋ): ନବୀନ ପଟ୍ଟନାୟକ ଶନିବାରଠାରୁ ୪ ଦିନିଆ ଦିଲ୍ଲୀ ଗସ୍ତରେ ଯାଇଛନ୍ତି। ଆସନ୍ତା ୨୫ତାରିଖରେ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଥିବା ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁଙ୍କ ଶପଥ ଗ୍ରହଣ ଉତ୍ସବରେ ସେ ଯୋଗ ଦେବେ। ଏହି ଗସ୍ତ ଅବସରରେ...

ଅଗ୍ନିପଥ ଯୋଜନା ଅଧିନରେ ଭାରତୀୟ ନୌସେନାକୁ ମିଳିଛି ୩ ଲକ୍ଷରୁ ଅଧିକ ଆବେଦନ

ନୂଆଦିଲ୍ଲୀ,୨୪ ।୭: ଭାରତୀୟ ନୌସେନା ପକ୍ଷରୁ ଅଗ୍ନିବୀର ପଦରେ ନିଯୁକ୍ତି ପାଇଁ ଦରଖାସ୍ତ ଆହ୍ୱାନ କରାଯାଇଥିଲା । ଏହାର ଶେଷ ତାରିଖ ଜୁଲାଇ ୨୨, ୨୦୨୨ ରଖାଯାଇଥିଲା । ଏବେ ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି କି ଭାରତୀୟ...

୧୮ ବର୍ଷରୁ କମ୍‌ ବୟସ୍କ ମୁସଲମାନ୍‌ ବାଳିକା ବିବାହ ନେଇ ସରକାରଙ୍କ ଜବାବ ଲୋଡିଲେ ହାଇକୋର୍ଟ…

ନୈନିତାଲ, ୨୩।୭ : ୧୮ ବର୍ଷରୁ କମ ବୟସ୍କ ମୁସଲମାନ ବାଳିକାଙ୍କ ବିବାହକୁ ବେଆଇନ ଘୋଷଣା କରିବାକୁ ଚାହୁଁଥିବା ଏକ ଜନସ୍ବାର୍ଥ ମାମଲା ଉପରେ ଉତ୍ତରାଖଣ୍ଡ ହାଇକୋର୍ଟ ରାଜ୍ୟ ତଥା କେନ୍ଦ୍ର ସରକାରଙ୍କ ଜବାବ ଲୋଡିଛନ୍ତି। ୟୁଥ ବାର୍‌ ଆସୋସିଏଶନ...

ସାଇକେଲ ଛାଡ଼ି ଅଲଗା ରାସ୍ତାରେ ବଙ୍କୁଲି ବାଡ଼ି…

ଲକ୍ଷ୍ନୌ, ୨୩।୭ : ଉତ୍ତରପ୍ରଦେଶ ରାଜନୀତିରେ ଶନିବାର ଉଷ୍ଣତା ଭରିବାରେ ଲାଗିଛି। ସମାଜବାଦୀ ପାର୍ଟି (ଏସପି) ଅଧ୍ୟକ୍ଷ ଅଖିଳେଶ ଯାଦବ ମାମୁ ଶିବପାଲ ସିଂ ଯାଦବ ଏବଂ ସୁହେଲଦେବ ଭାରତ ସମାଜ ପାର୍ଟି ଅଧ୍ୟକ୍ଷ ଓମପ୍ରକାଶ ରାଜଭରଙ୍କୁ ଏକ ଚିଠି...

ଦୁର୍ନୀତିରେ ବୁଡ଼ି ରହିଛନ୍ତି ଟିଏମ୍‌ସି ସରକାର…

ନୂଆଦିଲ୍ଲୀ, ୨୩।୭ : ପଶ୍ଚିମବଙ୍ଗରେ ସ୍କୁଲ ଶିକ୍ଷକ ନିଯୁକ୍ତି ଦୁର୍ନୀତି ଅଭିଯୋଗରେ ତୃଣମୂଳ କଂଗ୍ରେସ(ଟିଏମ୍‌ସି) ସରକାରଙ୍କ ଉଦ୍ୟୋଗ ମନ୍ତ୍ରୀ ପାର୍ଥ ଚାଟାର୍ଜୀଙ୍କ ଗିରଫ ପରେ କେନ୍ଦ୍ରୀୟ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ମୁଖ୍ୟମନ୍ତ୍ରୀ ମମତା ବନାର୍ଜୀଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି...

ମଙ୍କିପକ୍ସ ବିଶ୍ୱ ସ୍ବାସ୍ଥ୍ୟ ଏମର୍ଜେନ୍ସି ଘୋଷିତ…

ଜେନେଭା, ୨୩।୭ : ପୃଥିବୀରେ ମଙ୍କିପକ୍ସ ସଂକ୍ରମଣ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ବିଶଷ୍ବ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ମଙ୍କିପକ୍ସ୍‌କୁ ବିଶ୍ୱ ସ୍ବାସ୍ଥ୍ୟ ଏମର୍ଜେନ୍ସି ଘୋଷଣା କରାଯାଇଛି। ଏହା ସହିତ ଲୋକଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଇତିମଧ୍ୟରେ...

ସୋମବାର ପର୍ଯ୍ୟନ୍ତ ପଞ୍ଜାବର ମୁଖ୍ୟମନ୍ତ୍ରୀ ରହିବେ ହମ୍‌ଜା: ପାକିସ୍ତାନ ସୁପ୍ରିମକୋର୍ଟ

ଇସଲାମାବାଦ,୨୩ା୭: ଦୀର୍ଘଦିନ ଧରି ପାକିସ୍ତାନରେ ରାଜନୈତିକ ଅସ୍ଥିରତା ଲାଗିରହିଛି। ଏପରିକି ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କୁ ପଦରୁ ହଟାଇବାଠାରୁ ଆରମ୍ଭ କରି ବର୍ତ୍ତମାନର ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ୍‌ଙ୍କ ପୁଅ ହମ୍‌ଜା ଶରିଫ ମୁଖ୍ୟମନ୍ତ୍ରୀ ହେବା ନେଇ ଚର୍ଚ୍ଚା ଥମୁନି। ବାସ୍ତବରେ...

ମହାରାଷ୍ଟ୍ରରେ ମଧ୍ୟବର୍ତ୍ତୀକାଳୀନ ନିର୍ବାଚନ ଆଶଙ୍କା-ଭାଙ୍ଗିଯିବ ଶିନ୍ଦେ ସରକାର, କହିଲେ ଆଦିତ୍ୟ ଠାକରେ…

ନୂଆଦିଲ୍ଲୀ, ୨୩।୭ : ଶିବସେନା ନେତା ଆଦିତ୍ୟ ଠାକରେ ଶନିବାର ଦାବି କରିଛନ୍ତି ଯେ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ନେତୃତ୍ୱାଧୀନ ସରକାର ଖୁବ ଶୀଘ୍ର ଭାଙ୍ଗି ପଡ଼ିବ। ଏଥି ସହ ଖୁବ ଶୀଘ୍ର ରାଜ୍ୟରେ ମଧ୍ୟବର୍ତ୍ତୀକାଳୀନ ନିର୍ବାଚନ ମଧ୍ୟ...

ଦିନ-ରାତି ଉଡ଼ିବ ଜାତୀୟ ପତାକା, ଫ୍ଲାଗ୍‌ କୋଡ୍‌ରେ ସଂଶୋଧନ…

ନୂଆଦିଲ୍ଲୀ, ୨୩।୭ : କେନ୍ଦ୍ର ସରକାର ଫ୍ଲାଗ କୋଡରେ ପରିବର୍ତ୍ତନ କରିଛନ୍ତି। ଏହାଦ୍ୱାରା ଏଣିକି ଜାତୀୟ ପତାକା ଦିନ-ରାତି ସବୁ ସମୟରେ ଉଡ଼ାଯାଇ ପାରିବ। ଏବେ ପଲିଷ୍ଟର ଏବଂ ମେସିନ ନିର୍ମିତ ଜାତୀୟ ପତାକା ମଧ୍ୟ ବ୍ୟବହାର କରାଯାଇପାରିବ। ସ୍ବାଧୀନତାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri