Tag Archives: Home Middle

ଯୁଦ୍ଧ ବ୍ୟାପକ କରିବାକୁ ରୁଷିଆର ସଙ୍କେତ, ଆମେରିକା-ବିଟ୍ରେନ ୟୁକ୍ରେନ୍‌କୁ ଯୋଗାଇବେ ଅସ୍ତ୍ରଶସ୍ତ୍ର…

ମସ୍କୋ,୨୨।୭ : ରୁଷିଆ-ୟୁକ୍ରେନ ଯୁଦ୍ଧକୁ ୫ ମାସ ବିତିଗଲାଣି। ରୁଷିଆ ସୈନ୍ୟ ୟୁକ୍ରେନ୍‌ ଦଖଲ ପାଇଁ ଉଦ୍ୟମ ଜାରି ରଖିଛନ୍ତି। ପୂର୍ବ ଡୋନବାସରେ ଚାଲିଥିବା ସଂଘର୍ଷ ମଧ୍ୟରେ ୟୁକ୍ରେନକୁ ଅଧିକ ରକେଟ ସିଷ୍ଟମ, ଗୁଳି ଏବଂ ଅନ୍ୟାନ୍ୟ ସାମରିକ ସହାୟତା...

ଅବିବାହିତାଙ୍କୁ ଗର୍ଭପାତ ଅନୁମତି

ନୂଆଦିଲ୍ଲୀ, ୨୨/୭:୨୪ ସପ୍ତାହର ଗର୍ଭବତୀ ଥିବା ଜଣେ ଅବିବାହିତା ଯୁବତୀଙ୍କୁ ଗର୍ଭପାତ କରାଇବାକୁ ସୁପ୍ରିମକୋର୍ଟ ଗୁରୁବାର ଅନୁମତି ଦେଇଛନ୍ତି। ଫଳରେ ୨୦ ସପ୍ତାହରୁ ଅଧିକ ସମୟ ଗର୍ଭବତୀ ହେବା ପରେ କୌଣସି ଯୁବତୀ ଗର୍ଭପାତ କରାଇପାରିବେ ନାହିଁ ବୋଲି ପୂର୍ବରୁ...

ଦ୍ରୌପଦୀଙ୍କ ଘରେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୧।୭: ପ୍ରଥମ ଓଡ଼ିଆ ଓ ଆଦିବାସୀ ମହିଳା ଦ୍ରୌପଦୀ ମୁର୍ମୁ ଗୁରୁବାର ଦେଶର ୧୫ତମ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଛନ୍ତି। ମୁର୍ମୁଙ୍କ ଐତିହାସିକ ବିଜୟ ପରେ ଦେଶରେ ଉତ୍ସବର ମାହୋଲ ଦେଖାଦେଇଛି। ଇତିମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦ୍ରୌପଦୀଙ୍କୁ ଶୁଭେଚ୍ଛା...

ଦ୍ରୌପଦୀ ହେବେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୧।୭: ରାଇସିନା ହିଲ୍‌ରେ ଚମକିବେ ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ। ଗୁରୁବାର ଦେଶର ୧୫ତମ ରାଷ୍ଟ୍ରପତି ଭାବେ ପ୍ରଥମ ଓଡ଼ିଆ ଓ ଆଦିବାସୀ ମହିଳା ଦ୍ରୌପଦୀ ମୁର୍ମୁ ନିର୍ବାଚିତ ହୋଇଛନ୍ତି। ଆସନ୍ତା ୨୫ରେ ସେ ପଦ ଓ ଗୋପନୀୟତାର ଶପଥ...

ସରିଲା ଦ୍ୱିତୀୟ ରାଉଣ୍ଡ ଗଣତି: ୧୦ ରାଜ୍ୟରେ ଦ୍ରୌପଦୀ ଆଗରେ

ନୂଆଦିଲ୍ଲୀ,୨୧।୭: ରାଷ୍ଟ୍ରପତି ନିର୍ବାଚନ ପାଇଁ ଗୁରୁବାର ଭୋଟଗଣନା ଜାରି ରହିଛି। ଇତିମଧ୍ୟରେ ଦ୍ୱିତୀୟ ରାଉଣ୍ଡ ଗଣତି ଶେଷ ହୋଇଛି। ପ୍ରଥମ ଭଳି ଦ୍ୱିତୀୟ ରାଉଣ୍ଡ ଶେଷ ସୁଦ୍ଧା ଦ୍ରୌପଦୀ ମୁର୍ମୁ ବିରୋଧୀ ପ୍ରାର୍ଥୀ ଯଶଓ୍ବନ୍ତ ସିହ୍ନାଙ୍କଠାରୁ ବହୁ ଆଗରେ ରହିଛନ୍ତି।...

ନବ ନିର୍ବାଚିତ ରାଷ୍ଟ୍ରପତିଙ୍କ ପାଇଁ ଡିନରର ଆୟୋଜନ କରିବେ କୋବିନ୍ଦ

ନୂଆଦିଲ୍ଲୀ,୨୧ ।୭: ସରୁଛି ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ କାର୍ଯ୍ୟକାଳ । ୨୪ ଜୁଲାଇରେ ତାଙ୍କର କାର୍ଯ୍ୟକାଳ ଶେଷ ହେବା ପରେ ୨୫ ଜୁଲାଇରେ ସେ ରାଷ୍ଟ୍ରପତି ଭବନ ଛାଡିବେ । ହେଲେ ଏହା ପୂର୍ବରୁ ସେ ନବ ନିର୍ବାଚିତ ରାଷ୍ଟ୍ରପତିଙ୍କ...

ପୁଣି ଆଉ ୨ ଗେଟ୍‌ ଖୋଲିଲା ହୀରାକୁଦ: ୧୦ ଗେଟ୍‌ ଦେଇ ହେଉଛି ଜଳ ନିଷ୍କାସନ

ସମ୍ବଲପୁର,୨୧ା୭(ବ୍ୟୁରୋ): ଉପରମୁଣ୍ଡରେ ପ୍ରବଳ ବର୍ଷା ହେବାରୁ ହୀରାକୁଦ ଡ୍ୟାମର ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଉଛି। ଫଳରେ ଗୁରୁବାର ପୂର୍ବାହ୍ନରେ ୩ଟି ଗେଟ୍‌ ଖୋଲାଯାଇଥିବା ବେଳେ ଅପରାହ୍ନରେ ଆଉ ଦୁଇଟି ଗେଟ୍‌ ଖୋଲାଯାଇଛି। ପୂର୍ବରୁ ୫ଟି ଗେଟ୍‌ ଖୋଲାଯାଇଥିଲା। ବର୍ତ୍ତମାନ...

ପ୍ରଥମ ରାଉଣ୍ଡ ଫଳାଫଳ: ଦ୍ରୌପଦୀ ମୁର୍ମୁ ଆଗରେ

ନୂଆଦିଲ୍ଲୀ,୨୧।୭: ରାଷ୍ଟ୍ରପତି ନିର୍ବାଚନର ଫଳାଫଳ ଗୁରୁବାର ପ୍ରକାଶ ପାଇବ। ଏଥିପାଇଁ ସକାଳ ୧୧ଟାରୁ ଗଣତି ଆରମ୍ଭ ହୋଇଯାଇଛି। ପ୍ରଥମ ରାଉଣ୍ଡ ଭୋଟ ଗଣନାରେ ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ଆଗୁଆ ଅଛନ୍ତି। ରାଜ୍ୟ ସଭା ମହାସଚିବ ପିସି ମୋଦି କହିଛନ୍ତି,...

ବିଜୟ ପରେ ଦ୍ରୌପଦୀ ମୁର୍ମୁଙ୍କ ଘରକୁ ଯିବ ପୂରା ମୋଦି କ୍ୟାବିନେଟ

ନୂଆଦିଲ୍ଲୀ,୨୧ ।୭: ରାଷ୍ଟ୍ରପତି ନିର୍ବାଚନର ମତଗଣନା ପରେ ଦ୍ରୌପଦୀ ମୁର୍ମୁଙ୍କୁ ଶୁଭେଚ୍ଛା ଜଣାଇବାକୁ ସମ୍ପୂର୍ଣ୍ଣ ମୋଦି କ୍ୟାବିନେଟ ତାଙ୍କ ଘରେ ପହଞ୍ଚିବେ । କୁହାଯାଉଛି କି ଭାରତୀୟ ଜନତା ପାର୍ଟି(ଭାଜପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ରୋଡ ଶୋ’ କରି...

ସଦସ୍ୟଙ୍କଠାରୁ ୫୦ ଲକ୍ଷ ବିଶ୍ୱସ୍ତତା ସତ୍ୟପାଠ ମାଗିଲେ ଉଦ୍ଧବ…

ମୁମ୍ବାଇ,୨୧।୭ : ଶିବସେନାର ବିଧାୟକ ଏବଂ ଏମ୍‌ପିମାନେ ଉଦ୍ଧବ ଠାକରେଙ୍କଠାରୁ ଦୂରେଇବାରେ ଲାଗିଛନ୍ତି। ଏପରିସ୍ଥଳେ ଉଦ୍ଧବ ଦଳର ସଦସ୍ୟଙ୍କ ଉପରେ ଭରସା କରିବା ଆରମ୍ଭ କରିଛନ୍ତି। ଉଦ୍ଧବ ଠାକରେ ଦଳର ଶାଖା ଏବଂ ସଦସ୍ୟଙ୍କ ମାଧ୍ୟମରେ ଶିବସେନାକୁ ବଞ୍ଚାଇବାକୁ ଚେଷ୍ଟା...

ଉଦ୍ଭାବନ ସୂଚକାଙ୍କ ଜାରି କଲା ନୀତି ଆୟୋଗ, କର୍ନାଟକ ଶୀର୍ଷରେ…

ନୂଆଦିଲ୍ଲୀ,୨୧।୭ : ନୀତି ଆୟୋଗ ପକ୍ଷରୁ ଦେଶର ବିଭିନ୍ନ ରାଜ୍ୟଗୁଡିକର ଇନୋଭେଶନ ଇଣ୍ଡେକ୍ସ(ଉଦ୍ଭାବନ ସୂଚକାଙ୍କ) ପ୍ରକାଶ କରାଯାଇଛି। ଗୁରୁବାର କମିଶନଙ୍କ ଦ୍ୱାରା ପ୍ରକାଶିତ ଏହି ତାଲିକାରେ କର୍ନାଟକ ପୁଣି ଏକ ନମ୍ବର ହୋଇ ଶୀର୍ଷରେ ରହିଛି। ନିବେଶ ପାଇଁ ଏହା...

ଶରଣାର୍ଥୀଙ୍କୁ ଶରଣ ଦେବାରେ ଏସିଆର ଶ୍ରେଷ୍ଠ ୩ ଦେଶ ମଧ୍ୟରେ ଭାରତ ସ୍ଥାନୀତ, ଜାତିସଂଘ ରିପୋର୍ଟ…

ଜେନେଭା,୨୧।୭ : ଶରଣାର୍ଥୀଙ୍କୁ ଶରଣ ଦେବାରେ ୨୦୨୦ରେ ଦକ୍ଷିଣ ପୂର୍ବ ଏସିଆ ଅଞ୍ଚଳର ଶ୍ରେଷ୍ଠ ତିନୋଟି ଦେଶ ମଧ୍ୟରେ ଭାରତ ସ୍ଥାନ ପାଇଛି। ପ୍ରକାଶିତ ଏକ ବିଶ୍ୱସ୍ତରୀୟ ରିପୋର୍ଟରେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ଏହି ସୂଚନା ଦେଇଛି। ଶରଣାର୍ଥୀ ଏବଂ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri