Tag Archives: Home Middle

ଘରେ ବିସ୍ଫୋରକ ଗୋଦାମର ପର୍ଦ୍ଦାଫାଶ୍‌…

ଜୟପୁର,୧୮।୭ : ରାଜସ୍ଥାନ ଜୟପୁର ପୋଲିସ କମିଶନରଙ୍କ କ୍ରାଇମ ବ୍ରାଞ୍ଚ ଟିମ ବେଆଇନ ବିସ୍ଫୋରକ ସାମଗ୍ରୀର ଏକ ଗୋଦାମ ଠାବ କରିବାରେ ସଫଳ ହୋଇଛି। ଜୟପୁରର ପଶ୍ଚିମ ଜିଲାର ହରମାଡା ଅଞ୍ଚଳରେ ଥିବା ଏକ ଆବାସିକ ଘରେ ଚଢ଼ାଉ କରିବା...

ଆଜି ଶ୍ରାବଣର ପ୍ରଥମ ସୋମବାର: ବିଭିନ୍ନ ଶୈବପୀଠରେ କାଉଡ଼ିଆଙ୍କ ପ୍ରବଳ ଭିଡ଼

ଭୁବନେଶ୍ୱର,୧୮।୭(ବ୍ୟୁରୋ): ଆଜି ଶ୍ରାବଣର ପ୍ରଥମ ସୋମବାର। କାଉଡିଆଙ୍କ ବୋଲ ବମ୍‌ ହର୍‌ ହର୍‌ ବମ୍‌, ଭୋଲା ବାବା ପାର୍‌ କରେଗା…ଧ୍ୱନିରେ ପ୍ରକମ୍ପିତ ହୋଇଛି ଶୈବପୀଠ। ଦୀର୍ଘ ୨ବର୍ଷ କରୋନା କଟକଣା ପରେ ଚଳିତବର୍ଷ ଅନୁଷ୍ଠିତ ହେଉଛି ବୋଲବମ୍‌ ଯାତ୍ରା। ପାଣି...

ଶପିଂ ମଲରେ ଗୁଳିକାଣ୍ଡ,ସନ୍ଦିଗ୍ଧଙ୍କ ସମେତ ୪ ଜଣଙ୍କ ମୃତ୍ୟୁ…

ଓ୍ବାଶିଂଟନ,୧୮।୭ : ଆମେରିକାରେ ବନ୍ଧୁକ ସଂସ୍କୃତି ଯୋଗୁ ବିଭିନ୍ନ ସମୟରେ ଗୁଳିକାଣ୍ଡ ଘଟଣା ଘଟିବାରେ ଲାଗିଛି। ଏଭଳି ଘଟଣା ଧୀରେଧୀରେ ବଢ଼ିବାରେ ମଧ୍ୟ ଲାଗିଛି। ସିଏନଏନ ରିପୋର୍ଟ ଅନୁଯାୟୀ, ରବିବାର ସାରେ ଇଣ୍ଡିଆନାର ଗ୍ରୀନଉଡ ପାର୍କ ଶପିଂ ମଲରେ ଗୁଳିକାଣ୍ଡ...

ମହିଳାଙ୍କ ବୁଲିବା ଉପରେ ପାକିସ୍ତାନରେ କଟକଣା ଦାବି କଲା ଜିରଗା ପରିଷଦ…

ଇସଲାମାବାଦ,୧୮।୭: ପାକିସ୍ତାନରେ ମହିଳାଙ୍କ ଅଧିକାର ଉପରେ ନିରନ୍ତର ପହରା ଲଗା ଯାଉଛି। ନିକଟରେ ପାକିସ୍ତାନର ଏକ ଆଦିବାସୀ ପରିଷଦ ଜିରଗା ମହିଳାମାନଙ୍କୁ ପର୍ଯ୍ୟଟନ ଏବଂ ମନୋରଞ୍ଜନ ପାଇଁ ସର୍ବସାଧାରଣ ସ୍ଥାନ ପରିଦର୍ଶନ କରିବାକୁ ବାରଣ କରିଛି। ପରିଷଦ ଏହାକୁ ଅନୈତିକ...

ଦୁଇ ଅଧିକାରୀଙ୍କୁ ବରଖାସ୍ତ କଲେ ଜେଲେନସ୍କି, ରୁଷିଆକୁ ସହଯୋଗ ଅଭିଯୋଗ…

କ୍ୱିଭ୍‌,୧୮।୭ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ରୁଷିଆକୁ ସହଯୋଗ କରୁଥିବା ଅଭିଯୋଗ ଆଧାରରେ ଦେଶର ଏଜେନ୍ସିର ଦୁଇଜଣ ଅଧିକାରୀଙ୍କୁ ବରଖାସ୍ତ କରିଛନ୍ତି। ଜେଲେନସ୍କି ଦେଶର ଘରୋଇ ସୁରକ୍ଷା ଏଜେନ୍ସିର ମୁଖ୍ୟ ଇଭାନ ବକାନୋଭ ଏବଂ ଦେଶର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ...

ଆଜି ୭ ଜିଲାକୁ ପ୍ରବଳ ବର୍ଷା

ଭୁବନେଶ୍ୱର, ୧୮।୭(ବ୍ୟୁରୋ): ଉତ୍ତର ଓଡ଼ିଶା ଏବଂ ପାଶ୍ୱବର୍ତ୍ତୀ ଅଞ୍ଚଳରେ ରବିବାର ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି। ଏଥିସହିତ ଜଡ଼ିତ ଘୂର୍ଣ୍ଣିବଳୟଟି ବାୟୁମଣ୍ଡଳରେ ୭.୬ କି.ମି. ଉଚ୍ଚତା ଯାଏ ବ୍ୟାପିଛି। ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ...

ଆଇସିଏସ୍‌ଇ ଦଶମ ପାସ୍‌ ହାର ୯୯.୯୭%: ଓଡ଼ିଶାର ୪ଜଣ ରାଜ୍ୟ ଟପ୍ପର

ଭୁବନେଶ୍ୱର,୧୮।୭(ବ୍ୟୁରୋ): କାଉନ୍‌ସିଲ ଫର୍‌ ଦି ଇଣ୍ଡିଆନ୍‌ ସ୍କୁଲ ସାର୍ଟିଫିକେଟ୍‌ ଏକ୍‌ଜାମିନେଶନ(ସିଆଇଏସ୍‌ସିଇ) ଦ୍ୱାରା ପରିଚାଳିତ ଆଇସିଏସ୍‌ଇ ଦଶମ ପରୀକ୍ଷା ଫଳ ରବିବାର ପ୍ରକାଶ ପାଇଛି। ଚଳିତବର୍ଷ ପାସ୍‌ ହାର ୯୯.୯୭% ରହିଛି। ଛାତ୍ରୀଙ୍କ ପାସ୍‌ ହାର ୯୯.୯୮% ଥିବାବେଳେ ଛାତ୍ରଙ୍କ ପାସ୍‌...

ଆଜି ରାଷ୍ଟ୍ରପତି ନିର୍ବାଚନ: ମୁର୍ମୁଙ୍କୁ ଓଡ଼ିଶାରୁ ୧୬୬ ଭୋଟ ମିଳିବା ଆଶା

ଭୁବନେଶ୍ବର, ୧୮ା୭(ବ୍ୟୁରୋ): ଦେଶରେ ରାଷ୍ଟ୍ରପତି ନିର୍ବାଚନ ଲାଗି ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ ହୋଇସାରିଛି। ସୋମବାର ସକାଳ ୧୦ରୁ ୫ଟା ପର୍ଯ୍ୟନ୍ତ ଭୋଟିଂ ଚାଲିବ। ତେବେ ନିର୍ଭୁଲ ଏବଂ କ୍ରସ୍‌ ଭୋଟିଂ ଯେପରି ନ ହେବ ସେଥିଲାଗି ଓଡ଼ିଶାର ସବୁ...

ରାଇସିନା ରେସ୍‌

ନୂଆଦିଲ୍ଲୀ, ୧୮।୭: ଭାରତୀୟ ସମ୍ବିଧାନର ଅନୁଚ୍ଛେଦ ୫୫(୩) ଅନୁସାରେ ରାଷ୍ଟ୍ରପତି ନିର୍ବାଚନ ଆନୁପାତିକ ପ୍ରତିନିଧିତ୍ୱ ପ୍ରଣାଳୀର ଏକକ ହସ୍ତାନ୍ତରଯୋଗ୍ୟ ମତ ପଦ୍ଧତି ଜରିଆରେ କରାଯାଇଥାଏ। ପଞ୍ଚଦଶ ରାଷ୍ଟ୍ରପତି ନିର୍ବାଚନ ୨୦୨୨ ଜୁଲାଇ ୧୮(ସୋମବାର)ରେ ଅନୁଷ୍ଠିତ ହେଉଛି। ପାର୍ଲାମେଣ୍ଟ ହାଉସ୍‌ରେ ଉଭୟ...

ଆଜି ରାଷ୍ଟ୍ରପତି ନିର୍ବାଚନ

ନୂଆଦିଲ୍ଲୀ,୧୮ା୭: ଭାରତର ପଞ୍ଚଦଶ ରାଷ୍ଟ୍ରପତି ନିର୍ବାଚନ ସୋମବାର ଅନୁଷ୍ଠିତ ହେବ। ଦେଶର ସର୍ବୋଚ୍ଚ ସାମ୍ବିଧାନିକ ପଦବୀ ପାଇଁ ହେଉଥିବା ଏହି ବହୁପ୍ରତୀକ୍ଷିତ ନିର୍ବାଚନ ଲାଗି ଭାଜପା ନେତୃତ୍ୱାଧୀନ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍‌ଡିଏ) ପକ୍ଷରୁ ଓଡ଼ିଶାର ପୂର୍ବତନ ମନ୍ତ୍ରୀ ତଥା...

ଚମକିଲେ ପନ୍ତ, ପାଣ୍ଡ୍ୟା: ସିରିଜ ଜିତିଲା ଭାରତ

ମାଞ୍ଚେଷ୍ଟର, ୧୭ା୭: ରିଷଭ ପନ୍ତଙ୍କ ଅପରାଜିତ ଶତକ ଏବଂ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅଲରାଉଣ୍ଡ ପ୍ରଦର୍ଶନ ଯୋଗୁ ଇଂଲଣ୍ଡ ବିପକ୍ଷ ତୃତୀୟ ତଥା ଅନ୍ତିମ ଦିନିକିଆ କ୍ରିକେଟ ମୁକାବିଲାକୁ ଭାରତ ଜିତି ନେଇଛି । ଏହି ବିଜୟ ସହିତ ଦଳ ୨-୧ରେ...

ପ୍ରତିଶ୍ରୁତି ଦେଲେ ନବୀନ: ଏନ୍‌ଡିଏ ଉପରାଷ୍ଟ୍ରପତି ପ୍ରାର୍ଥୀଙ୍କୁ ସମର୍ଥନ ଦେବ ବିଜେଡି

ଭୁବନେଶ୍ୱର,୧୭।୭: ଉପରାଷ୍ଟ୍ରପତି ନିର୍ବାଚନରେ ମଧ୍ୟ ଏନ୍‌ଡିଏ ପ୍ରାର୍ଥୀଙ୍କୁ ସମର୍ଥନ ଦେବ ବିଜେଡି। ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏନ୍‌ଡିଏର ଉପରାଷ୍ଟ୍ରପତି ପ୍ରାର୍ଥୀ ଜଗଦୀପ ଧନକରଙ୍କୁ ସମର୍ଥନ ଦେବା ନେଇ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟଙ୍କ ସହିତ ଫୋନ୍‌ରେ କଥା ହୋଇଥିଲେ।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri