Tag Archives: Home Middle

ଭାଜପାଠାରୁ ମେୟର ଆସନ ଛଡାଇ ଆଣିଲା ଏଏପି

ଭୋପାଳ,୧୭।୭: ମଧ୍ୟମପ୍ରଦେଶର ସିଙ୍ଗରୌଲି ନଗର ନିଗମ ନିର୍ବାଚନରେ ଆମ୍‌ ଆଦମୀ ପାର୍ଟି(ଏଏପି) ଏକ ଅପ୍ରତ୍ୟାଶିତ ବିଜୟ ହାସଲ କରିଛି। ଏଠାରେ ଏଏପି ପ୍ରାର୍ଥୀ ରାଣୀ ଅଗ୍ରଓ୍ବାଲ ଭାଜପାର ଚନ୍ଦ୍ର ପ୍ରତାପ ବିଶ୍ୱକର୍ମାଙ୍କୁ ୯୩୫୨ ଖଣ୍ଡ ଭୋଟରେ ପରାସ୍ତ କରିଛନ୍ତି। ଏହି...

ଆଇସିଏସ୍‌ଇ ଦଶମ ରେଜଲ୍ଟ ପ୍ରକାଶିତ: ଫଳାଫଳ ଜାଣିବା ପାଇଁ ଆପଣାନ୍ତୁ ଏହି ଉପାୟ

ନୂଆଦିଲ୍ଲୀ,୧୭।୭: କାଉନ୍‌ସିଲ ଫର୍‌ ଦି ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ୍‌ ଏକ୍‌ଜାମିନେଶନ(ସିଆଇଏସ୍‌ସିଇ) ଦ୍ୱାରା ପରିଚାଳିତ ଆଇସିଏସ୍‌ଇ ଦଶମ ପରୀକ୍ଷା ଫଳ ରବିବାର ପ୍ରକାଶ ପାଇଛି। ଏଥର ପାସ ହାର ରହିଛି ୯୯.୯୭ ପ୍ରତିଶତ। ପରୀକ୍ଷାରେ ପୁଅଙ୍କ ତୁଳନାରେ ଝିଅ ପାଇଛନ୍ତି ସଫଳତା।...

ବିରୋଧୀ ପକ୍ଷରୁ ଉପରାଷ୍ଟ୍ରପତି ପ୍ରାର୍ଥୀ ହେଲେ ମାର୍ଗାରେଟ୍‌ ଆଲ୍‌ଭା

ନୂଆଦିଲ୍ଲୀ,୧୭।୭: ଅଗଷ୍ଟ ୬ରେ ହେବାକୁ ଥିବା ଦେଶର ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ବିପକ୍ଷ ଦଳ ପକ୍ଷରୁ ରବିବାର ପ୍ରାର୍ଥୀଙ୍କ ନାଁ ଘୋଷଣା କରାଯାଇଛି। ବରିଷ୍ଠ କଂଗ୍ରେସ ନେତ୍ରୀ ମାର୍ଗାରେଟ୍‌ ଆଲ୍‌ଭାଙ୍କୁ ଉପରାଷ୍ଟ୍ରପତି ଭାବେ ପ୍ରାର୍ଥୀ କରାଯାଇଛି। ଏନେଇ ଏନ୍‌ସିପି ନେତା...

‘ଧର୍ମ ଚାଇନା ସମାଜ ପରି ହେବା ଉଚିତ୍‌’

ବେଜିଂ,୧୭ା୭: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ୍‌ ଅଧିକାରୀମାନଙ୍କୁ ଏକ ଆହ୍ବାନ ଦେଇଛନ୍ତି। ସେ କହିଛନ୍ତି, ଚାଇନାରେ ଇସଲାମ ଚାଇନା ସମାଜ ସହ ଅନୁରୂପ ହେବା ଉଚିତ। ଚାଇନାର ଶାସକ କମ୍ୟୁନିଷ୍ଟ ପାର୍ଟି ଦ୍ୱାରା ଅନୁସରଣ କରାଯାଉଥିବା ସମାଜବାଦୀ ସମାଜ ସହ...

ସୁରକ୍ଷାକର୍ମୀଙ୍କ ଉପରେ ଆତଙ୍କବାଦୀ ଆକ୍ରମଣ: ଜଣେ ଯବାନ ଶହୀଦ

ପୁଲୱାମା,୧୭।୭: ଦକ୍ଷିଣ କଶ୍ମୀରର ପୁଲୱାମାରେ ସୁରକ୍ଷାବାହିନୀର ଏକ ଟିମ୍‌ ଉପରେ ଆତଙ୍କବାଦୀଙ୍କ ପକ୍ଷରୁ ଆକ୍ରମଣ କରାଯାଇଛି। ଏହି ଆକ୍ରମଣରେ ଜଣେ ସିଆରପିଏଫ୍‌ ଯବାନ ଶହୀଦ ହୋଇଛନ୍ତି। ସ୍ଥାନୀୟ ପୋଲିସ ଏବଂ ସିଆରପିଏଫ୍‌ କର୍ମଚାରୀମାନେ ନାକାରେ ଯାଞ୍ଚ କରୁଥିଲେ। ଏହି ସମୟରେ...

‘ଭୋଟ୍‌ ଦେବା ବେଳେ ଇମ୍ରାନଙ୍କ ଦୁର୍ନୀତି, ଆର୍ଥିକ ବିପର୍ଯ୍ୟୟ କଥା ମନେ ପକାଇବ’

ଇସଲାମାବାଦ,୧୭ା୭:  ପାକିସ୍ତାନର ପଞ୍ଜାବରେ ଉପ-ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ଏହି ସମୟରେ ପଞ୍ଜାବର ୨୦ଟି ନିର୍ବାଚନମଣ୍ଡଳୀରେ ହେବାକୁ ଥିବା ଉପ-ନିର୍ବାଚନ ପୂର୍ବରୁ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ୍‌ ରବିବାର ଜନସାଧାରଣଙ୍କୁ ଚେତାବନୀ ଦେଇଛନ୍ତି। ସେ କହିଛନ୍ତି, ତୁମେ ଭୋଟ ଦେବା ପୂର୍ବରୁ ଇମ୍ରାନ...

ଗୋବର ପରେ ଏବେ ଗୋମୂତ୍ର କିଣିବେ ସରକାର, ଲିଟର ପିଛା ଦାମ ୪ ଟଙ୍କା…

ରାୟପୁର,୧୭।୭ : ଛତିଶଗଡ ଦେଶର ପ୍ରଥମ ରାଜ୍ୟ ହେବାକୁ ଯାଉଛି ଯେଉଁଠାରେ ମୁଖ୍ୟମନ୍ତ୍ରୀ ଭୁପେଶ ବଘେଲ ସରକାର ଗୋମୂତ୍ର କିଣିବାକୁ ଯାଉଛନ୍ତି। ଗୋମୂତ୍ର କିଣିବା ପାଇଁ ସରକାର ସମ୍ପୂର୍ଣ୍ଣ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରିଛନ୍ତି। ଏହି ଯୋଜନାକୁ ଭୁପେଶଙ୍କ କ୍ୟାବିନେଟ...

ନାଗାବଳୀ ମଝିରେ ଫସିଲେ ଦୁଇ ପର୍ଯ୍ୟଟକ

ରାୟଗଡ଼ା ଅଫିସ,୧୭ା୭: ରାୟଗଡ଼ା ଜିଲା ନାଗାବଳୀ ନଦୀ ମଝିରେ ଦୁଇ ପର୍ଯ୍ୟଟକ ଫସି ରହିଛନ୍ତି। ନଦୀ ମଝିରେ ଏକ ପଥରେ ଉପରେ ଦୁହେଁ ଫସି ରହିଥିବା ଦେଖିବାକୁ ମିଳିଛି। ଉଭୟ ପର୍ଯ୍ୟଟକ କାଶୀପୁର ବ୍ଲକ ପୋଡ଼ାପାଡ଼ି ଅଞ୍ଚଳର। ସହରର ଝୁଲାପୋଲ...

କର ବା ମର ମ୍ୟାଚ୍‌ରେ ଟସ୍‌ ଜିତିଲା ଭାରତ

ଲଣ୍ଡନ,୧୭।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଚାଲିଥିବା ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ନିର୍ଣ୍ଣାୟକ ମ୍ୟାଚ ଆଜି ମାଞ୍ଚେଷ୍ଟରର ଓଲ୍ଡ ଟ୍ରାଫର୍ଡରେ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ରୋହିତ ଶର୍ମା ଟସ ଜିତି ପ୍ରଥମେ ବୋଲିଂ କରିବାକୁ...

ଦୁଇ ବ୍ୟକ୍ତି ନୁହେଁ ବୁଇ ବିଚାରଧାରାର ଲଢ଼େଇ, ଭୋଟ ପାଇଁ ଅପିଲ କଲେ ଯଶଓ୍ବନ୍ତ…

ନୂଆଦିଲ୍ଲୀ,୧୭।୭ : ସୋମବାର ଦେଶରେ ଅନୁଷ୍ଠିତ ହେବାକୁ ଥିବା ରାଷ୍ଟ୍ରପତି ନିର୍ବାଚନରେ ବିରୋଧୀଦଳଙ୍କ ଦ୍ୱାରା ପ୍ରାର୍ଥୀ ହୋଇଥିବା ଯଶବନ୍ତ ସିହ୍ନା ରବିବାର ସମସ୍ତ ରାଜନୈତିକ ଦଳକୁ ତାଙ୍କୁ ଭୋଟ ଦେବାକୁ ଅନ୍ତିମ ଆବେଦନ କରିଛନ୍ତି। ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ...

ସିଙ୍ଗାପୁର ଯାତ୍ରାକୁ ଅନୁମତି ନ ଦେବା ଅନ୍ୟାୟ, ମୋଦିଙ୍କୁ ଚିଠି ଲେଖିଲେ କେଜ୍ରିଓ୍ବାଲ…

ନୂଆଦିଲ୍ଲୀ,୧୭।୭ : ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟି (ଏଏପି) ଜାତୀୟ ସଂଯୋଜକ ଅରବିନ୍ଦ କେଜ୍ରିୱାଲ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖି କହିଛନ୍ତି ଯେ ତାଙ୍କୁ ଭାରତର ପ୍ରତିନିଧିତ୍ୱ କରିବାକୁ ସିଙ୍ଗାପୁର ଯିବାକୁ ଅନୁମତି ନଦେବା ଅନ୍ୟାୟ।...

ସର୍ବଦଳୀୟ ବୈଠକରେ ପ୍ରଧାନମନ୍ତ୍ରୀଙ୍କ ଅନୁପସ୍ଥିତି ନେଇ କଂଗ୍ରେସର ପ୍ରଶ୍ନ…

ନୂଆଦିଲ୍ଲୀ,୧୭।୭ : ସୋମବାରଠାରୁ ଆରମ୍ଭ ହେବାକୁ ଥିବା ସଂସଦର ମୌସୁମୀ ଅଧିବେଶନ ପୂର୍ବରୁ ସରକାରଙ୍କ ପକ୍ଷରୁ ରବିବାର ଏକ ସର୍ବଦଳୀୟ ବୈଠକ ଡକାଯାଇଥିଲା। ଏହି ବୈଠକରେ ସରକାରଙ୍କ ପକ୍ଷରୁ କେନ୍ଦ୍ର ମନ୍ତ୍ରୀ ରାଜନାଥ ସିଂ, ରାଜ୍ୟ ସଭା ଭାଜପା ନେତା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri