Tag Archives: Home Middle

ଦେଢ଼ ଲକ୍ଷ ମୁହାଁ ସକ୍ରିୟ ମାମଲା …

ନୂଆଦିଲ୍ଲୀ, ୧୬।୭ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି...

ବର୍ଷା ଲାଗି ଟ୍ବିନ୍‌ ସିଟିରେ ଆଲର୍ଟ

ଭୁବନେଶ୍ୱର,୧୬ା୭(ବ୍ୟୁରୋ): ସାରା ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଲାଗି ରହିଛି। ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଲାଗି ରହିଥିବାରୁ ଟ୍ବିନ୍‌ ସିଟିରେ ଆଲର୍ଟ ଜାରି କରାଯାଇଛି। ବର୍ଷା ଓ ଘଡ଼ଘଡ଼ି ପାଇଁ କଟକ ଓ ଭୁବନେଶ୍ୱର...

୨୯୬ କିଲୋମିଟର ବୁନ୍ଦେଲଖଣ୍ଡ ଏକ୍ସପ୍ରେସୱେର ଉଦଘାଟନ କଲେ ମୋଦି

କାନପୁର,୧୬ ।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଜାଲୌନରେ ବୁନ୍ଦେଲଖଣ୍ଡ ଏକ୍ସପ୍ରେସୱେର ଉଦଘାଟନ କରିଛନ୍ତି । ଶନିବାର ସକାଳେ ଏକ ସ୍ୱତନ୍ତ୍ର ବିମାନରେ ମୋଦି କାନପୁର ଏୟାର ପୋର୍ଟରେ ପହଞ୍ଚିବା ପରେ ସେଠାରେ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ...

ନ୍ୟୁଜ ପୋର୍ଟାଲକୁ ବି କରିବାକୁ ପଡିବ ରେଜିଷ୍ଟ୍ରେଶନ

ନୂଆଦିଲ୍ଲୀ,୧୬ ।୭: ଡିଜିଟାଲ ମିଡିଆକୁ ନିୟନ୍ତ୍ରଣ କରିବାକୁ ଏବଂ ଖବରକାଗଜ ସହ ସମାନ କରିବାକୁ କେନ୍ଦ୍ର ସରକାର ଏକ ବିଲ ଆଣିବାକୁ ଯାଉଛନ୍ତି । ଏହି ବିଲକୁ ଆଇନଗତ ସ୍ୱୀକୃତି ମିଳିଲେ ଖବରକାଗଜ ପରି ନ୍ୟୁଜ ପୋର୍ଟାଲକୁ ବି ପଞ୍ଜିକରଣ...

ଅନୁମତି ନ ନେଇ ଦ୍ୱିତୀୟ ବିବାହ କରିଥିଲେ ପିଲାଙ୍କୁ ମିଳିବନି ଚାକିରି

ପାଟନା,୧୬।୭: ବିହାର ସରକାର ଶନିବାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଏଣିକି ସରକାରୀ କର୍ମଚାରୀ ଦ୍ୱିତୀୟ ବିବାହ କଲେ ସରକାରଙ୍କ ଅନୁମତି ନେବାକୁ ପଡ଼ିବ ବୋଲି ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏକ ନିର୍ଦ୍ଦେଶ ଜାରି କରିଛନ୍ତି। ନିର୍ଦ୍ଦେଶନାମାରେ ଦର୍ଶାଯାଇଛି ଯେ,...

ମୌସୁମି ଅଧିବେଶନକୁ ନେଇ ସର୍ବଦଳୀୟ ବୈଠକ ଡାକିଲେ ଲୋକ ସଭା ଅଧ୍ୟକ୍ଷ

ନୂଆଦିଲ୍ଲୀ,୧୬ ।୭: ସଂସଦର ମୌସୁମି ଅଧିବେଶନ ୧୮ ଜୁଲାଇ ସୋମବାର ଆରମ୍ଭ ହେବାକୁ ଯାଉଛି । ଏଥିରେ ପ୍ରାୟ ୨୪ ନୂଆ ବିଲ ଉପସ୍ଥାପନ ହେବାର ପ୍ରସ୍ତାବ ରହିଛି । ଏହି ଅଧିବେଶନର ଠିକ୍ ପୂର୍ବରୁ ସ୍ପିକର ସର୍ବଦଳୀୟ ବୈଠକ...

କରୋନାର ନୂଆ ଲହରକୁ ନେଇ ଚେତାବନୀ ଦେଲା ଡବ୍ଲୁଏଚଓ

ଜେନେଭା,୧୬ ।୭: ସାରା ବିଶ୍ୱରେ ପୁଣିଥରେ କରୋନା ମହାମାରୀ ତା’ର ପ୍ରକୋପ ଦେଖାଇବା ଆରମ୍ଭ କଲାଣି । ଯେତେବେଳେ ସ୍ଥିତି ଆୟତ୍ତରେ ଥିଲା ଏବେ କିନ୍ତୁ ଏହା ଅଣାୟତ୍ତ ହେବାକୁ ଯାଉଛି । କେବଳ ସଂକ୍ରମିତ ନୁହେଁ ମୃତକଙ୍କକ ସଂଖ୍ୟା...

‘ଦେଶ ପାଇଁ ଗର୍ବର ମୁହୂର୍ତ୍ତ’

ଭୁବନେଶ୍ୱର,୧୬ା୭(ବ୍ୟୁରୋ): ୭୫ତମ ସ୍ବାଧୀନତା ଦିବସ ପାଳନ ଉପଲକ୍ଷେ ଭାରତରେ ଚେସ୍‌ ଅଲିମ୍ପିଆଡ୍‌ ଆୟୋଜନ ଦେଶ ପାଇଁ ଗର୍ବର ମୁହୂର୍ତ୍ତ। ଭାରତ ଚେସ୍‌ର ଉତ୍ପତ୍ତି ସ୍ଥଳ। ଅତୀତରେ ଚେସ୍‌କୁ ସତରଞ୍ଜ ଭାବେ ଖେଳାଯାଉଥିଲା। ଏହି ଖ୍ୟାତିସମ୍ପନ୍ନ କ୍ରୀଡ଼ାରେ ଓଡ଼ିଶା ଭଲ ପ୍ରଦର୍ଶନ...

ଲଗାତର ପ୍ରଶ୍ନପତ୍ର ଲିକ୍‌: ପରୀକ୍ଷା ବାତିଲ, ୫ ହଜାର ଛାତ୍ରୀଛାତ୍ର ପ୍ରଭାବିତ

ସମ୍ବଲପୁର,୧୬।୭(ବ୍ୟୁରୋ): ସମ୍ବଲପୁର ବିଶ୍ୱବିଦ୍ୟାଳୟ (ଏସ୍‌ୟୁ) ଦ୍ୱାରା ପରିଚାଳିତ ଯୁକ୍ତ୩ ଶେଷବର୍ଷ ପରୀକ୍ଷାର ପ୍ରଶ୍ନପତ୍ର ଲଗାତର ଦ୍ୱିତୀୟ ଦିନ ପାଇଁ ଲିକ୍‌ ହୋଇଛି। ଗୁରୁବାର ଯୁକ୍ତ୩ ଶେଷବର୍ଷ ଏଜୁକେଶନ ଅନର୍ସ ପରେ ଶୁକ୍ରବାର ଫିଜିକ୍ସ ଅନର୍ସ (ଷ୍ଟାଟିଷ୍ଟିକାଲ ମେକାନିକ) ପ୍ରଶ୍ନପତ୍ର ସର୍ବସାଧାରଣରେ...

ବୁନ୍ଦେଲଖଣ୍ଡ ଏକ୍ସପ୍ରେସ ୱେର ଲୋକାର୍ପଣ କରିବେ ମୋଦି

ନୂଆଦିଲ୍ଲୀ,୧୬ ।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ବୁନ୍ଦେଲଖଣ୍ଡ ଏକ୍ସପ୍ରେସ ୱେର ଲୋକାର୍ପଣ କରିବାକୁ ଯାଉଛନ୍ତି । ଏହି ରାସ୍ତା ଖୋଲିଯିବା ପରେ ଦିଲ୍ଲୀ, ଲକ୍ଷ୍ନୌ ସହ ବୁନ୍ଦେଲଖଣ୍ଡ ସିଧାସଳଖ ଯୋଡି ହୋଇଯିବ । ଏହି ଲୋକାର୍ପଣ ଉତ୍ସବରେ ଯୋଗ...

କାହାକୁ ବି ଭୋଟ ଦିଅନ୍ତୁ ହେଲେ ଋଷି ସୁନକଙ୍କୁ ନୁହେଁ: ଜନସନ

ଲଣ୍ଡନ,୧୬ ।୭: ଭାରତୀୟ ମୂଳ ବାସିନ୍ଦା ଋଷି ସୁନକ ଏବେ ବ୍ରିଟେନ ପ୍ରଧାନମନ୍ତ୍ରୀ ଦୌଡର ସବୁଠାରୁ ଆଗରେ ରହିଥିବା ଚର୍ଚ୍ଚା ହେଉଛି । ଇତିମଧ୍ୟରେ କାର୍ଯ୍ୟକାରୀ ପ୍ରଧାନମନ୍ତ୍ରୀ ବୋରିସ ଜନସନ ତାଙ୍କ ବିରୋଧରେ କହିବା ଆରମ୍ଭ କରିଛନ୍ତି । ଗଣମାଧ୍ୟମର...

ମେହବୁବାଙ୍କ ଭଉଣୀ ରୁବୈୟା ସୟିଦଙ୍କୁ ଅପହରଣ କରିଥିଲେ ୟାସିନ ମଲିକ

ନୂଆଦିଲ୍ଲୀ,୧୫।୭: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଫତି ମହମ୍ମଦ ସୟିଦଙ୍କ ଝିଅ ତଥା ପିଡିପି ମୁଖ୍ୟ ମେହବୁବା ମୁଫତିଙ୍କ ଭଉଣୀ ରୁବୈୟା ସୟିଦଙ୍କୁ ଜେକେଏଲ୍‌ଏଫ୍‌ର ମୁଖ୍ୟ ୟାସିନ ମଲିକ ଅପହରଣ କରିଥିଲେ। ୧୯୮୯ରେ ହୋଇଥିବା ଅପହରଣ ମାମଲାର ଶୁଣାଣି ସମୟରେ ପ୍ରଥମ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri