Tag Archives: Home Middle

କାନାଡାରେ ଶିଖ୍‌ ନେତାଙ୍କୁ ହତ୍ୟା

ଓଟାଓ୍ବା,୧୫।୭: କାନାଡାର ଶିଖ ନେତା ତଥା ପଞ୍ଜାବୀ ମୂଳ ବ୍ୟବସାୟୀ ରିପୁଦାମାନ ସିଂ ମଲିକଙ୍କୁ ଗୁଳି ମାରି ହତ୍ୟା କରାଯାଇଛି। ସେ ତାଙ୍କ କାରରେ ଯାଉଥିବାବେଳେ ତାଙ୍କୁ ହତ୍ୟା କରାଯାଇଥିଲା। ହତ୍ୟାକାରୀମାନେ ଏକ କାରରେ ଆସିଥିଲେ। କାରକୁ କିଛି ଦୂରରେ...

ଦୋଷ ଛଡ଼ାଇବାକୁ ଉଦ୍ୟମ

କଟକ ଅଫିସ,୧୫ା୭: ଏସ୍‌ସିବିକୁ ବିଶ୍ୱସ୍ତରୀୟ କରିବା ପାଇଁ ରାଜ୍ୟ ସରକାର ଜୋରସୋର ଉଦ୍ୟମ ଚଳାଇଛନ୍ତି। ଏପରି କି ଏଠାରେ ବିଭିନ୍ନ ସମୟରେ ଆଧୁନିକ ପ୍ରଣାଳୀରେ ଚିକିତ୍ସା କରାଯାଇ ବିରଳ ରେକର୍ଡ ସୃଷ୍ଟି କରାଯାଉଛି। ହେଲେ ଏମିତି କିଛି ଘଟଣା ଘଟୁଛି,...

କଲେଜରେ ହେବ ଟିକାକରଣ

ଭୁବନେଶ୍ୱର,୧୫ା୭(ବ୍ୟୁରୋ):ରାଜ୍ୟରେ କରୋନା ମହାମାରୀ ପୁଣି କାୟା ବିସ୍ତାର କଲାଣି। ଦୈନିକ ସଂକ୍ରମଣ ହୁ ହୁ ହୋଇ ବଢ଼ିଚାଲିଛି। ରାଜ୍ୟରେ ୨୪ ଘଣ୍ଟାରେ ସଂକ୍ରମିତଙ୍କ ସଂଖ୍ୟା ୮୦୦ ଟପିଲାଣି। ଗତ କିଛି ଦିନ ହେବ ଲଗାତର ବଢୁଥିବା କରୋନା ସଂକ୍ରମଣ ସରକାରଙ୍କ...

ଇସ୍ତଫା ଦେଲେ ଶ୍ରୀଲଙ୍କା ରାଷ୍ଟ୍ରପତି

କଲମ୍ବୋ,୧୫।୭: ଶ୍ରୀଲଙ୍କା ରାଷ୍ଟ୍ରପତି ଗୋଟାବାୟା ରାଜପାକ୍ସେ ଗୁରୁବାର ମାଳଦ୍ୱୀପରୁ ସିଙ୍ଗାପୁର ଯିବାପରେ ନିଜ ପଦରୁ ଇସ୍ତଫା ଦେଇଛନ୍ତି। ସେ ଶ୍ରୀଲଙ୍କା ପାର୍ଲାମେଣ୍ଟ ବାଚସ୍ପତି ମହିନ୍ଦା ୟାପା ଆବେୟଓ୍ବର୍ଦେନାଙ୍କ ନିକଟକୁ ଇ-ମେଲ୍‌ ଜରିଆରେ ଇସ୍ତଫାପତ୍ର ପ୍ରେରଣ କରିଛନ୍ତି। ବାଚସ୍ପତିଙ୍କ କାର୍ଯ୍ୟାଳୟ ରାଷ୍ଟ୍ରପତିଙ୍କ...

ଭାରତରେ ପ୍ରଥମ ବିରଳ ବ୍ଲଡ୍‌ଗ୍ରୁପ୍‌

ଅହମ୍ମଦାବାଦ, ୧୫ା୭:ଗୁଜରାଟର ରାଜକୋଟରୁ ଜଣେ ୬୫ ବର୍ଷୀୟ ବୃଦ୍ଧଙ୍କ ଶରୀରରେ ଏକ ପ୍ରକାର ବିରଳ ବ୍ଲଡ୍‌ଗ୍ରୁପ୍‌ ଚିହ୍ନଟ ହୋଇଛି। ଏହା ‘ଇଏମ୍‌ଏମ୍‌ ନେଗେଟିଭ୍‌’ ଭାବେ ଜଣା। ଅନ୍ୟ ୪ ବ୍ଲଡ୍‌ ଗ୍ରୁପ୍‌ ଏ, ବି, ଓ, ଏବିଠାରୁ ଏହା ସମ୍ପୂର୍ଣ୍ଣ...

କେରଳରେ ଚିହ୍ନଟ ହେଲା ଦେଶର ପ୍ରଥମ ‘ମଙ୍କିପକ୍ସ’

ନୂଆଦିଲ୍ଲୀ,୧୪।୭: ଦେଶରେ କରୋନା ସଂକ୍ରମଣ ବଢୁଥିବା ବେଳେ ଏପଟେ ଚିନ୍ତା ବଢାଇଲାଣି ‘ମଙ୍କିପକ୍ସ’ ମାମଲା। କେରଳର କୋଲ୍ଲମରୁ ଭାରତରେ ପ୍ରଥମ ‘ମଙ୍କିପକ୍ସ’ର ମାମଲା ଚିହ୍ନଟ ହୋଇଛି । ୟୁଏଇରୁ କେରଳ ଫେରିଥିବା ଜଣେ ବ୍ୟକ୍ତିଙ୍କ ନିକଟରେ ‘ମଙ୍କିପକ୍ସ’ର ଲକ୍ଷଣ ଦେଖାଯାଇଥିଲା।...

ଦ୍ରୌପଦୀଙ୍କୁ ଜେଏମ୍‌ଏମ୍‌ର ସମର୍ଥନ

ରାଞ୍ଚି,୧୪।୭: ରାଷ୍ଟ୍ରପତି ନିର୍ବାଚନରେ ଏନ୍‌ଡିଏ ପ୍ରାର୍ଥିନୀ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ କରିବ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା(ଜେଏମ୍‌ଏମ୍‌)। ଦଳର କେନ୍ଦ୍ରୀୟ ଅଧ୍ୟକ୍ଷ ଶିବୁ ସୋରେନ ଏନେଇ ସମସ୍ତ ଏମ୍‌ପି ଏବଂ ବିଧାୟକଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ନିର୍ଦ୍ଦେଶନାମାରେ ଉଲ୍ଲେଖ କରାଯାଇଛି ଯେ,...

ଟସ୍‌ ଜିତିଲା ଭାରତ

ଲର୍ଡସ,୧୪।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଚାଲିଥିବା ଦିନିକିଆ ସିରିଜର ଦ୍ୱିତୀୟ ମ୍ୟାଚ ଆଜି ଐତିହାସିକ ଲର୍ଡସ ଗ୍ରାଉଣ୍ଡରେ ଆରମ୍ଭ ହୋଇଛି। ଭାରତୀୟ ଅଧିନାୟକ ରୋହିତ ଶର୍ମା ଟସ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛନ୍ତି। ବିରାଟ କୋହଲି ଦଳକୁ...

ମହାରାଷ୍ଟ୍ରରେ ଗଡ଼ିବ ବୁଲେଟ୍‌ ଟ୍ରେନ୍‌

ମୁମ୍ବାଇ,୧୪ା୭: ମୁମ୍ବାଇ-ଅହମ୍ମଦାବାଦ ବୁଲେଟ ଟ୍ରେନ୍‌ ପ୍ରକଳ୍ପକୁ ତ୍ୱରାନ୍ବିତ କରିବାକୁ ମହାରାଷ୍ଟ୍ର ସରକାର ସମସ୍ତ ଅନୁମୋଦନ ଦେଇଛନ୍ତି। ରାଜ୍ୟ ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍‌ନବିସ ଗୁରୁବାର ଏହି ସୂଚନା ଦେଇଛନ୍ତି। ରାଜ୍ୟ କ୍ୟାବିନେଟ ବୈଠକ ପରେ ଏକ ଖବରଦାତା ସମ୍ମିଳନୀରେ ଦେବେନ୍ଦ୍ର କହିଛନ୍ତି,...

ଦ୍ରୌପଦୀ ମୁର୍ମୁଙ୍କ ବିଜୟକୁ ନେଇ ଭାଜପା ଆଶ୍ୱସ୍ତ, ବିଜୟୀ ଘୋଷଣା ହେବା ପରେ ସାରା ଦେଶର ଆଦିବାସୀ ଗାଁରେ ପାଳନ ହେବ ଉତ୍ସବ

ନୂଆଦିଲ୍ଲୀ,୧୪ ।୭: ରାଷ୍ଟ୍ରପତି ନିର୍ବାଚନରେ ଏନଡିଏ ପ୍ରାର୍ଥି ଦ୍ରୌପଦୀ ମୁର୍ମୁଙ୍କ ବିଜୟକୁ ନେଇ ଭାରତୀୟ ଜନତା ପାର୍ଟି(ଭାଜପା) ଏକ ପ୍ରକାର ଆଶ୍ୱସ୍ତ ରହିଛି । ଯେମିତି ସେ ବିଜୟୀ ଘୋଷିତ ହେବେ ତା’ପରେ ପରେ ସାରା ଦେଶରେ ଉତ୍ସବ ପାଳନ...

ଓ୍ବେଷ୍ଟଇଣ୍ଡିଜ୍‌ ବିପକ୍ଷ ଟି-୨୦ ସିରିଜ୍‌ ପାଇଁ ଭାରତୀୟ ଦଳ ଘୋଷଣା

ନୂଆଦିଲ୍ଲୀ,୧୪।୭: ଆସନ୍ତା ମାସରେ ଖେଳାଯିବାକୁ ଥିବା ୱେଷ୍ଟଇଣ୍ଡିଜ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ଏହି ଗସ୍ତ ପାଇଁ ଭାରତୀୟ ଦଳର ଅଧିନାୟିକତ୍ୱ ରୋହିତ ଶର୍ମାଙ୍କ ହାତରେ ରହିବ। ତେବେ ବିରାଟ...

ମହାରାଷ୍ଟ୍ରରେ ୫ ଟଙ୍କା କମିଲା ପେଟ୍ରୋଲ ଦାମ…

ମୁମ୍ବାଇ,୧୪।୭ : ମୁଖ୍ୟମନ୍ତ୍ରୀ ହେବାର କିଛି ଦିନ ମଧ୍ୟରେ ଏକନାଥ ଶିନ୍ଦେ ମହାରାଷ୍ଟ୍ରର ଜନସାଧାରଣଙ୍କୁ ଉପହାର ଦେଇଛନ୍ତି। ରାଜ୍ୟରେ ପେଟ୍ରୋଲ ଦାମକୁ ଲିଟରପିଛା ୫ ଟଙ୍କା କମାଇଛନ୍ତି। ଗୁରୁବାର ମୁମ୍ବାଇରେ ଶିନ୍ଦେ ଏନେଇ ଘୋଷଣା କରିଛନ୍ତି। ସେହିପରି ଡିଜେଲ ଦାମ୍‌...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri