Tag Archives: Home Middle

ସାଧାରଣ ନିର୍ବାଚନ ଫଳାଫଳ ନେଇ ରାଜ୍ୟପାଳଙ୍କୁ ଅବଗତ କରାଇଲେ ନିର୍ବାଚନ ଅଧିକାରୀ

ଭୁବନେଶ୍ୱର,୬ା୬: ସଦ୍ୟ ନିର୍ବାଚିତ ଓଡ଼ିଶା ବିଧାନସଭାର ସଦସ୍ୟ ତାଲିକା ବିଜ୍ଞପ୍ତି ଭାରତ ନିର୍ବାଚନ ଆୟୋଗଙ୍କ ଦ୍ୱାରା ପ୍ରକାଶ ପାଇଛି। ଏହି ବିଜ୍ଞପ୍ତି ଓଡ଼ିଶା ରାଜପତ୍ରରେ ମଧ୍ୟ ପ୍ରକାଶିତ ହୋଇଛି। ଓଡ଼ିଶା ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ଗୁରୁବାର...

ଏବେ ମନ୍ତ୍ରୀ ପଦକୁ ନେଇ ଚାପ, ଜୁଲାଇରେ ଭାଜପାର ଗୁରୁତ୍ୱପୂର୍ଣ୍ଣ ବୈଠକ

ନୂଆଦିଲ୍ଲୀ,୬ା୬: ଲୋକ ସଭା ନିର୍ବାଚନ ୨୦୨୪ର ଫଳାଫଳ ପରେ ଦେଶ ଏକ ନୂତନ ସରକାରକୁ ଅପେକ୍ଷା କରିଛି। ଏନ୍‌ଡିଏ ସଂଖ୍ୟା ଗରିଷ୍ଠତା ହାସଲ କରିବା ପରେ ମୋଦି ସରକାର ଦେଶରେ ପୁଣି ଥରେ ସରକାର ଗଠନ କରିବେ। ଭାଜପା ନେତୃତ୍ୱରେ...

ଭାଜପାର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା ଘୁଞ୍ଚିବା ଚର୍ଚ୍ଚା

ଭୁବନେଶ୍ୱର, ୬।୬(ସୁନିତ୍‌ ମିଶ୍ର)୨୦୨୪ ନିର୍ବାଚନ ଫଳାଫଳ ସମସ୍ତଙ୍କୁ ପ୍ରାୟ ଆଶ୍ଚର୍ଯ୍ୟ କରିଦେଇଛି। ୨୪ ବର୍ଷ ଧରି ରାଜ୍ୟରେ ଶାସନ କ୍ଷମତାରେ ରହିଥିବା ବିଜେଡିକୁ ଗାଦିଚ୍ୟୁତ ହେବାକୁ ପଡ଼ିଛି। ଅନ୍ୟପଟେ ଓଡ଼ିଶାରେ ଭାଜପା ପ୍ରଥମ ଥର ଲାଗି ସରକାର ଗଠନ କରିବାରେ...

ରାଜ୍ୟରେ ବିଭିନ୍ନ ଯୋଜନା ବନ୍ଦ ଅଭିଯୋଗ

ଭୁବନେଶ୍ୱର, ୬।୬(ଅସମାପିକା ସାହୁ)ରାଜ୍ୟରେ ଆର୍ଥତ୍କ ଦୁର୍ବଳ ଶ୍ରେଣୀର ପରିବାରକୁ ମାଗଣାରେ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇଦେବା ପାଇଁ ନବୀନ ପଟ୍ଟନାୟକ ସରକାର ୨୦୧୮ ଅଗଷ୍ଟ ୧୫ରୁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା(ବିଏସ୍‌କେୱାଇ) ଆରମ୍ଭ କରିଥିଲେ। ଗତ ୪ ତାରିଖ ଓଡ଼ିଶା ବିଧାନସଭା...

ଜୟ ଶ୍ରୀରାମ୍‌ରୁ ଜୟ ଜଗନ୍ନାଥ: ଅଯୋଧ୍ୟା ପରାଜୟରୁ ଓଡ଼ିଶା ବିଜୟ

ନୁଆଦିଲ୍ଲୀ,୫।୬: ଭାରତୀୟ ଜନତା ପାର୍ଟି (ଭାଜପା) ଏକାସାଙ୍ଗରେ ଅନୁଷ୍ଠିତ ଉଭୟ ବିଧାନସଭା ଓ ଲୋକସଭା ନିର୍ବାଚନରେ ଅଜସ୍ର ଲୋକମତ ପାଇ ଓଡ଼ିଶାରେ ଇତିହାସ ସୃଷ୍ଟି କରିଛି। ଏହା ମଧ୍ୟ ପ୍ରଥମ ଥର ପାଇଁ ନବୀନ ପଟ୍ଟନାୟକ ବିଜୁ ଜନତା ଦଳ...

BSKY କାର୍ଡ ଗ୍ରହଣ କରିବା ପାଇଁ ହସ୍ପିଟାଲଗୁଡ଼ିକୁ ସ୍ୱାସ୍ଥ୍ୟ ବିଭାଗର ନିର୍ଦ୍ଦେଶ

ଭୁବନେଶ୍ୱର, ୫।୬(ଅସମାପିକା ସାହୁ): ରାଜ୍ୟରେ ଆର୍ଥତ୍କ ଦୁର୍ବଳ ଶ୍ରେଣୀର ପରିବାରକୁ ମାଗଣାରେ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ନବୀନ ପଟ୍ଟନାୟକ ସରକାର ୨୦୧୮ ଅଗଷ୍ଟ ୧୫ରୁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା(ବିଏସ୍‌କେୱାଇ) ଆରମ୍ଭ କରିଥିଲେ। ଗତ ୪ ତାରିଖ...

ଇନ୍‌ଷ୍ଟାଗ୍ରାମରୁ ବିଜେଡି ହଟାଇଲେ ପାଣ୍ଡିଆନ, ପରିବର୍ତ୍ତନ କରି ଲେଖିଲେ…

ଭୁବନେଶ୍ୱର,୫ା୬: ସୋସିଆଲ ମିଡିଆ ଆକାଉଣ୍ଟ ଇନ୍‌ଷ୍ଟାଗ୍ରାମରୁ କାର୍ତ୍ତିକ ପାଣ୍ଡିଆନ ବିଜେଡି ହଟାଇ ଦେଇଛନ୍ତି। ଏହାକୁ ନେଇ ଚର୍ଚ୍ଚା ଜୋର୍‌ ଧରିଛି। ସେ ତାଙ୍କ ପ୍ରୋଫାଇଲରେ ବିଜେଡିର ସଦସ୍ୟ ଲେଖିଥିବା ବେଳେ ଏହାକୁ ପରିବର୍ତ୍ତନ କରି ‘ନବୀନ ପଟ୍ଟନାୟକଙ୍କ ସହ କାମ...

୩ରୁ୪ ଦିନରେ ଓଡ଼ିଶା ଛୁଇଁବ ମୌସୁମୀ, କିଛି ଜିଲାରେ କାଳବୈଶାଖୀ

ଭୁବନେଶ୍ୱର,୫ା୬: ଆସନ୍ତା ୩ରୁ ୪ ଦିନ ମଧ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଁବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଅନୁମାନ କରାଯାଇଛି। ମୌସୁମୀ ପ୍ରଥମେ ଦକ୍ଷିଣ ଓଡ଼ିଶାରେ ପ୍ରବେଶ କରିବ। ତା’ପରେ ଅନ୍ୟ ଅଞ୍ଚଳକୁ ଛୁଇଁବ।...

କେଉଁ ସର୍ତ୍ତରେ ଏନ୍‌ଡିଏକୁ ସମର୍ଥନ ଜଣାଇଲେ ନୀତୀଶ କୁମାର, ଜାଣନ୍ତୁ…

ପାଟ୍‌ନା,୫ା୬: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଦିଲ୍ଲୀରେ ପହଞ୍ଚି ଏନ୍‌ଡିଏ ବୈଠକରେ ଯୋଗ ଦେଇଥିଲେ। ଏହି ବୈଠକରେ ନୀତୀଶ କୁମାରଙ୍କୁ ଗତ ୧୦ ବର୍ଷ ମଧ୍ୟରେ କିଙ୍ଗ୍‌ମେକରଙ୍କ ପଦରେ ଦେଖିବାକୁ ମିଳିଥିଲା। ବୈଠକର ଠିକ୍‌ ପୂର୍ବରୁ ନୀତୀଶ ଏବଂ ତାଙ୍କ...

ଓଡ଼ିଶାରେ ଭାଜପାର ପ୍ରଥମ ମୁଖ୍ୟମନ୍ତ୍ରୀ କିଏ ହେବ ଏହି ଦିନ ହେବ ଫାଇନାଲ

ନୂଆଦିଲ୍ଲୀ/ଭୁବନେଶ୍ୱର,୫ା୬: ଭାରତୀୟ ଜନତା ପାର୍ଟି ଓଡ଼ିଶା ବିଧାନସଭା ଏବଂ ଲୋକ ସଭା ନିର୍ବାଚନରେ ଐତିହାସିକ ପ୍ରଦର୍ଶନ ହାସଲ କରିଛି। ଭାରତୀୟ ଜନତା ପାର୍ଟି ୧୪୭ ସିଟ୍‌ ବିଶିଷ୍ଟ ବିଧାନସଭାରେ ୭୮ ସିଟ୍‌ ଜିତିବାରେ ସଫଳ ହୋଇଥିବା ବେଳେ ବିଜେଡିକୁ କେବଳ...

ମୋଦି ସରକାର ୩.୦ ପାଇଁ ନୀତୀଶ, ଚନ୍ଦ୍ରବାବୁ ଦେଲେ ସମର୍ଥନ ପତ୍ର

ନୂଆଦିଲ୍ଲୀ,୪।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାସଭବନରେ ବୁଧବାର ଅପରାହ୍ନରେ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏନ୍‌ଡିଏ ମେଣ୍ଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ହୋଇଥିଲା। ବୈଠକରେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏବଂ ଟିଡିପି ମୁଖ୍ୟ ଚନ୍ଦ୍ରବାବୁ ନାଇଡୁ ମଧ୍ୟ ଉପସ୍ଥତି ରହିଥିଲେ। ବୈଠକରେ...

ଲୋକ ସଭା ଭଙ୍ଗ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୫ା୬: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବୁଧବାର ସପ୍ତଦଶ ଲୋକ ସଭା ଭଙ୍ଗ କରିଛନ୍ତି। ନୂଆ ସରକାର ଗଠନ ପାଇଁ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଇସ୍ତଫା ଦେଇଥିଲେ। ଲୋକ ସଭା ନିର୍ବାଚନରେ ଭାଜପା ମ୍ୟାଜିକ୍‌ ନମ୍ବର ୨୭୨ ହାସଲ କରିବାରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri