Tag Archives: Home Middle

ଆଜି ଓଡ଼ିଶା ଆସୁଛନ୍ତି ଦ୍ରୌପଦୀ

ଭୁବନେଶ୍ୱର,୮ା୭(ବ୍ୟୁରୋ): ଭାଜପା ସମର୍ଥିତ ଏନ୍‌ଡିଏ ରାଷ୍ଟ୍ରପତି ପ୍ରାର୍ଥୀ ତଥା ଓଡ଼ିଆ ଆଦିବାସୀ ନେତ୍ରୀ ଦ୍ରୌପଦୀ ମୁର୍ମୁ ଶୁକ୍ରବାର ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ରାଷ୍ଟ୍ରପତି ନିର୍ବାଚନରେ ଭୋଟ ଦେବା ଲାଗି ପ୍ରାୟ ସବୁ ରାଜ୍ୟ ଗସ୍ତ କରୁଥିବାବେଳେ ଏହି କ୍ରମରେ...

ଯୁକ୍ତ ୨ରେ ସିଟ୍‌ ପାଇବା ଚିନ୍ତା ବଢ଼ିଲା

ଭୁବନେଶ୍ୱର,୮ା୭(ବ୍ୟୁରୋ): ୨୦୨୧-୨୨ ଶିକ୍ଷାବର୍ଷର ମାଟ୍ରିକ୍‌ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ଚଳିତବର୍ଷ ଆଶାତୀତ ଫଳ ହୋଇଛି। ୨୦୨୦ରେ ମାଟ୍ରିକ ପରୀକ୍ଷାଫଳ ୭୮.୭୬ ପ୍ରତିଶତ ହୋଇଥିବା ବେଳେ ଚଳିତବର୍ଷ ୯୦.୫୫ ପ୍ରତିଶତ ପିଲା ପାସ୍‌ କରିଛନ୍ତି। ମୋଟ ୫ ଲକ୍ଷ...

ଓଡ଼ିଶା ବିମୁଖ ବିଦେଶୀ ପର୍ଯ୍ୟଟକ

ଭୁବନେଶ୍ୱର,୮ା୭(ବ୍ୟୁରୋ): କୋଭିଡ୍‌ ପରେ ରାଜ୍ୟରେ ପର୍ଯ୍ୟଟନ କ୍ଷେତ୍ର ଏକପ୍ରକାର ବିପର୍ଯ୍ୟସ୍ତ ହୋଇଛି। ଦେଶ ଭିତରର କିଛି ପର୍ଯ୍ୟଟକ ରାଜ୍ୟର କେତେକ ଅଞ୍ଚଳ ବୁଲାବୁଲି କରୁଥିବା ବେଳେ ବିଦେଶୀ ପର୍ଯ୍ୟଟକ ଓଡ଼ିଶା ବିମୁଖ ଥିବା ଦେଖିବାକୁ ମିଳିଛି। କୋଭିଡ୍‌ ମହାମାରୀକୁ ୨...

ପାଣ୍ଡ୍ୟାଙ୍କ ଚମତ୍କାର ପ୍ରଦର୍ଶନ: ଇଂଲଣ୍ଡକୁ ୫୦ ରନ୍‌ରେ ପରାସ୍ତ କଲା ଭାରତ

ସାଉଥମ୍ପଟନ,୮।୭: ସାଉଥମ୍ପଟନରେ ଖେଳାଯାଇଥିବା ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚରେ ଭାରତ ଇଂଲଣ୍ଡକୁ ୫୦ ରନ୍‌ରେ ପରାସ୍ତ କରିଛି। ଟସ ଜିତିବା ପରେ ପ୍ରଥମେ ବ୍ୟାଟିଂ କରି ଭାରତ ୨୦ ଓଭରରେ ୮ ଉଇକେଟ ହରାଇ ୧୯୮...

୩-୦ରେ ସିରିଜ୍‌ ଛଡ଼ାଇ ଆଣିଲା ଟିମ୍‌ ଇଣ୍ଡିଆ

ପାଲିକେଲ୍‌,୭।୭: ଅଧିନାୟିକା ହରମନପ୍ରୀତ କୌର (୮୮ ବଲ୍‌ରୁ ୭୫ରନ ଏବଂ ୫ ଓଭରରେ ୧/୨୧) ଓ ପୂଜା ବସ୍ତ୍ରକାର ୬୫ ବଲ୍‌ରୁ ୫୬*, ଏବଂ ୨/୩୨)ଙ୍କ ଅଲରାଉଣ୍ଡ ପ୍ରଦର୍ଶନ ଯୋଗୁ ଶ୍ରୀଲଙ୍କା ବିପକ୍ଷ ୩ୟ ତଥା ଅନ୍ତିମ ଅନ୍ତର୍ଜାତୀୟ ମହିଳା...

୨ ପର୍ଯ୍ୟାୟରେ ହେବ ମହାରାଷ୍ଟ୍ର କ୍ୟାବିନେଟ୍‌ ସମ୍ପ୍ରସାରଣ

ମୁମ୍ବାଇ ୭।୭: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ନେତୃତ୍ୱାଧୀନ କ୍ୟାବିନେଟ୍‌ ସମ୍ପ୍ରସାରଣ ଦୁଇଟି ପର୍ଯ୍ୟାୟରେ ହେବ ବୋଲି ଜଣାପଡ଼ିଛି। ପ୍ରଥମ ପର୍ଯ୍ୟାୟ ସମ୍ପ୍ରସାରଣ ଜୁଲାଇ ୧୮ ତାରିଖ ପୂର୍ବରୁ ଏବଂ ଦ୍ୱିତୀୟ ପର୍ଯ୍ୟାୟ ରାଷ୍ଟ୍ରପତି ନିର୍ବାଚନ ପରେ ହେବ। ଶିବସେନା...

ଭାରତୀୟ ବଂଶୋଦ୍ଭବ ରିଷି ସୁନକ ହୋଇପାରନ୍ତି ବ୍ରିଟେନର ପରବର୍ତ୍ତୀ ପ୍ରଧାନମନ୍ତ୍ରୀ

ଲଣ୍ଡନ,୭।୭: ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନସନ ଗୁରୁବାର ନିଜ ପଦରୁ ଇସ୍ତଫା ଦେଇଛନ୍ତି। ଦୁଇ ଦିନ ମଧ୍ୟରେ ୪୦ରୁ ଅଧିକ ମନ୍ତ୍ରୀ ତାଙ୍କ ମନ୍ତ୍ରିମଣ୍ଡଳରୁ ଇସ୍ତଫା ଦେବା ପରେ ତାଙ୍କ ଉପରେ ଚାପ ପଡିବାରୁ ସେ ଏପରି ନିଷ୍ପତ୍ତି ନେଇଛନ୍ତି।...

ପ୍ରବଳ ବର୍ଷା, ମୃତ୍ୟୁସଂଖ୍ୟା ୭୭କୁ ବୃଦ୍ଧି

ଇସଲାମାବାଦ,୭ା୭: ପାକିସ୍ତାନରେ ପ୍ରବଳ ବର୍ଷାରେ ବର୍ତ୍ତମାନ ସୁଦ୍ଧା ୭୭ ଜଣଙ୍କର ମୃତ୍ୟୁ ହୋଇସାରିଲାଣି। କେବଳ ବେଲୁଚିସ୍ତାନରେ ବର୍ଷା ଯୋଗୁ ୩୯ ଜଣଙ୍କର ମୃତ୍ୟୁ ହୋଇଛି। ଦେଶର ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଶେରି ରେହମାନ ବର୍ଷା କାରଣରୁ ମୃତ୍ୟୁ ଏକ ଜାତୀୟ...

ଭାବନାକୁ ବୁଝିବା ଜରୁରୀ,ମହୁଆଙ୍କୁ ମମତାଙ୍କ ପରାମର୍ଶ…

କୋଲକାତା, ୭।୭ : କାଳୀ ଫିଲ୍ମ ପୋଷ୍ଟର ବିବାଦ ନେଇ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଦଳୀ ସଦସ୍ୟା ମହୁଆ ମୋଇତ୍ରଙ୍କୁ ପରାମର୍ଶ ଦେଇଛନ୍ତି। ଭାବନାକୁ ବୁଝି ମନ୍ତବ୍ୟ ଦେବା ଉପରେ ମମତା ଗୁରୁତ୍ୱାରୋପ କରିଛନ୍ତି। ମମତା କହିଛନ୍ତି ଭାବନାକୁ...

ଇସ୍ତଫା ଦେଲେ ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନସନ!

ଲଣ୍ଡନ,୭ ।୭: ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନସନ ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେବାଲାଗି ପ୍ରସ୍ତୁତ ହୋଇଗଲେଣି । ସରକାରରୁ ପ୍ରାୟ ୪୦ ମନ୍ତ୍ରୀ ଇସ୍ତଫା ଦେବା ପରେ ଜନସନ ଇସ୍ତଫା ଦେବାକୁ ପ୍ରସ୍ତୁତ ହୋଇଯାଇଛନ୍ତି । ହେଲେ ସେ ଯେପର୍ଯ୍ୟନ୍ତ...

ଉଦ୍ଧବଙ୍କୁ ପୁଣି ଝଟ୍‌କା, ଥାଣେ ନଗର ନିଗମର ୬୬ କର୍ପୋରେଟର ସିନ୍ଦେଙ୍କ ଦଳରେ…

ମୁମ୍ବାଇ, ୭।୭ : ଉଦ୍ଧବ ଠାକରେ ଏବଂ ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଧେଙ୍କ ମଧ୍ୟରେ ଜାରି ରହିଥିବା ବିବାଦରେ ପ୍ରତିଦିନ ନୂଆ ମୋଡ଼ ଦେଖିବାକୁ ମିଳୁଛି। ଦିନକୁ ଦିନ ଉଦ୍ଧବଙ୍କ ସମର୍ଥକଙ୍କ ସଂଖ୍ୟା କମିବାରେ ଲାଗିଛି। ସମ୍ପ୍ରତି ଥାଣେର ୬୭ ଶିବସେନା...

ଟିଏମ୍‌ସି ନେତାଙ୍କ ସମେତ ୩ ଜଣଙ୍କୁ ଗୁଳି କରି ହତ୍ୟା, ମୁଣ୍ଡ କାଟିବାକୁ କଲେ ଉଦ୍ୟମ…

କୋଲକାତା, ୭।୭ : ପଶ୍ଚିମବଙ୍ଗର ଦକ୍ଷିଣ ୨୪ ପରଗଣା ଜିଲାରେ ଟିଏମସି ନେତା ସ୍ବପନ ମାଝିଙ୍କୁ ଗୁଳି କରି ହତ୍ୟା କରାଯାଇଛି। ତାଙ୍କ ସହ ଅନ୍ୟ ଦୁଇ ଜଣଙ୍କୁ ମଧ୍ୟ ଗୁଳି କରାଯାଇଥିବା ପୋଲିସ କହିଛି। ଗୁରୁବାର ପୂର୍ବାହ୍ନ (ଟା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri