Tag Archives: Home Middle

ଶ୍ରୀଲଙ୍କାରେ ତୈଳ ସଙ୍କଟ, ପୁଣି ସପ୍ତାହେ ସ୍କୁଲ ବନ୍ଦ କରିବାକୁ ନିର୍ଦ୍ଦେଶ…

କଲମ୍ବୋ, ୪।୭ : ଗୁରୁତର ଅର୍ଥନୈତିକ ସଙ୍କଟ ଦେଇ ଗତି କରୁଥିବା ଶ୍ରୀଲଙ୍କାର ଅବସ୍ଥା ଦିନକୁ ଦିନ ବିଗିଡିବାରେ ଲାଗିଛି। ଦେଶରେ ତେଲ କିଣିବା ପାଇଁ ଟଙ୍କା ନାହିଁ। ଏହି କାରଣରୁ ପେଟ୍ରୋଲ ଏବଂ ଡିଜେଲର ବହୁତ ଅଭାବ ଦେଖାଦେଇଛି।...

୬ରେ ମାଟ୍ରିକ ରେଜଲ୍ଟ

ଭୁବନେଶ୍ୱର,୪ା୭(ବ୍ୟୁରୋ): ଆଉ ମାତ୍ର ଦିନକ ପରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ। ଆସନ୍ତା ୬ ତାରିଖ ଅପରାହ୍ନ ୧ଟାରେ ରେଜଲ୍ଟ ପ୍ରକାଶ ପାଇବା ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି । ଛାତ୍ରୀଛାତ୍ର...

ସୁପ୍ରିମ୍‌କୋର୍ଟରେ ଅଗ୍ନିପଥ ଯୋଜନା, ଆଗାମୀ ସପ୍ତାହରେ ଶୁଣାଣି…

ନୂଆଦିଲ୍ଲୀ, ୪।୭ : ସେନା ନିଯୁକ୍ତି ପାଇଁ କେନ୍ଦ୍ର ସରକାର ଆଣିଥିବା ଅଗ୍ନିପଥ ଯୋଜନା ବିରୋଧରେ ଆଇନଜୀବୀ ଏମ.ଏଲ ଶର୍ମା ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଏହି ଯୋଜନା ବିରୋଧରେ ଦାଖଲ ହୋଇଥିବା ଆବେଦନ ଶୁଣାଣି କରିବାକୁ ସୁପ୍ରିମକୋର୍ଟ ସୋମବାର ରାଜି...

ଶକ୍ତି ପରୀକ୍ଷାରେ ସିନ୍ଧେ ସଫଳ, ସପକ୍ଷରେ ୧୬୪ ଭୋଟ…

ମୁମ୍ବାଇ୍‌, ୪।୭ : ସୋମବାର ମହାରାଷ୍ଟ୍ର ବିଧାନସଭାରେ ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଧେ ଶକ୍ତି ପରୀକ୍ଷାରେ ସଫଳ ହୋଇଛନ୍ତି। ତାଙ୍କ ସରକାର ସପକ୍ଷରେ ୧୬୪ ଜଣ ବିଧାୟକ ଭୋଟ ଦେଇଛନ୍ତି। ଫଳରେ ଏବେ ସିନ୍ଧେ ଦ୍ୱିତୀୟ ପରୀକ୍ଷାରେ ମଧ୍ୟ ପାଶ୍‌ ହୋଇଛନ୍ତି।...

ଆତଙ୍କବାଦୀ ଶିବିରରେ ଚଢ଼ାଉ, ୬ ଷ୍ଟିକି ବୋମା ସହିତ ବହୁ ଅସ୍ତ୍ରଶସ୍ତ୍ର ଜବତ…

ଶ୍ରୀନଗର, ୪।୭ : ଜମ୍ମୁ-କଶ୍ମୀରର ରାଜୌରୀ ଜିଲାରେ ଏକ ଆତଙ୍କବାଦୀ ଶିବିର ଉପରେ ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଚଢ଼ାଇ କରାଯାଇଛି। ସେଠାରୁ ୬ ଷ୍ଟିକ ବୋମା ସମେତ ବହୁ ଅସ୍ତ୍ରଶସ୍ତ୍ର ଏବଂ ଗୁଳି ଜବତ କରାଯାଇଛି। ସୋମବାର କଶ୍ମୀର ଜୋନ୍‌...

ମୌସୁମୀ ଅଧିବେଶନର ଦ୍ୱିତୀୟ ଦିନ: ଆରମ୍ଭରୁ ହଟ୍ଟଗୋଳ

ଭୁବନେଶ୍ୱର,୪ା୭(ବ୍ୟୁରୋ): ବିଧାନସଭା ମେସୁମୀ ଅଧିବେଶନର ଦ୍ୱିତୀୟ ଦିନ ଆରମ୍ଭରୁ ବିରୋଧୀମାନେ ବିଜେବି କଲେଜ ଛାତ୍ରୀ ଆତ୍ମହତ୍ୟା ପ୍ରସଙ୍ଗରେ ଗୃହରେ ହଟ୍ଟଗୋଳ କରିଛନ୍ତି। ବିରୋଧୀ ଭାଜପା ଓ କଂଗ୍ରେସ ବିଧାୟକ ଏହି ନାରାବାଜି କରିଥିଲେ। ଗୃହକାର୍ଯ୍ୟ ବାଧାପ୍ରାପ୍ତ ହୋଇଛି ହେବାରୁ ପୂର୍ବାହ୍ନ...

ତାଜମହଲ ବନ୍ଦ କୋଠରୀରେ କେତେ ମୂର୍ତ୍ତି ରହିଛି ? ଉତ୍ତର ଦେଲା ଏଏସଆଇ…

ଆଗ୍ରା, ୪।୭ : ପ୍ରତ୍ନତାତ୍ତ୍ୱିକ ସର୍ଭେ ଅଫ ଇଣ୍ଡିଆ (ଏଏସଆଇ) ଆଗ୍ରାର ବିଶ୍ୱ ପ୍ରସିଦ୍ଧ ତାଜମହଲର ଏକ ପ୍ରାଚୀନ ମନ୍ଦିର ଏବଂ ଏହାର ବନ୍ଦ କୋଠରୀରେ ରହିଥିବା ମୂର୍ତ୍ତି ଦାବିକୁ ପୁଣି ଥରେ ଖାରଜ କରିଦେଇଛି। ପଶ୍ଚିମବଙ୍ଗର ତୃଣମୂଳ କଂଗ୍ରେସର...

୮୪ ଔଷଧର ମୂଲ୍ୟ ନିର୍ଦ୍ଧାରଣ, ଦାମ୍‌ ବଢ଼ାଇପାରିବେ ନାହିଁ କମ୍ପାନୀ …

ନୂଆଦିଲ୍ଲୀ, ୪।୭ : ଡାଇବେଟିସ୍‌, ମୁଣ୍ଡବିନ୍ଧା ଏବଂ ଉଚ୍ଚ ରକ୍ତଚାପ ଆଦି ଚିକିତ୍ସାରେ ବ୍ୟବହୃତ ୮୪ ଔଷଧର ଖୁଚୁରା ମୂଲ୍ୟ ନିର୍ଦ୍ଧାରଣ କରାଯାଇଛି। ଜାତୀୟ ଫାର୍ମାସ୍ୟୁଟିକାଲ ପ୍ରାଇସିଂ ଅଥରିଟି (ଏନପିପିଏ) ପକ୍ଷରୁ ଏହା କରାଯାଇଛି। ଏହା ସହିତ ଉଚ୍ଚ କୋଲେଷ୍ଟ୍ରଲ...

ରାସ୍ତା ତଳକୁ ଖସିଲା ବସ୍‌, ସ୍କୁଲ ପିଲାଙ୍କ ସହିତ ୧୬ ମୃତ, ମୃତାହତଙ୍କ ସଂଖ୍ୟା ବଢ଼ିବା ଆଶଙ୍କା…

କୁଲୁ, ୪।୭ : ହିମାଚଳ ପ୍ରଦେଶର କୁଲୁରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କୁଲୁର ଶୈନଶରରୁ ସୈଞ୍ଜ ଆଡକୁ ଆସୁଥିବା ଘରୋଇ ବସ ଜଙ୍ଗଲା ଗାଁ ନିକଟରେ ନିୟନ୍ତ୍ରଣ ହରାଇ ରାସ୍ତାର ୨୦୦ ମିଟର ତଳକୁ ଖସିପଡିଛି। ଏହି...

ସକ୍ରିୟ ମାମଲା ଲକ୍ଷେ ୨୦ ହଜାର ମୁହାଁ…

ନୂଆଦିଲ୍ଲୀ, ୪।୭ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି...

୫୦୦ ଜିଲାରେ ପ୍ରତିଶ୍ରୁତି ପୂରଣ ଖିଲାପ ସଭା, ମିଳିତ କୃଷକ ମୋର୍ଚ୍ଚା ପକ୍ଷରୁ ଘୋଷଣା …

ଗାଜିଆବାଦ, ୪।୭ : ମିଳିତ କୃଷକ ମୋର୍ଚ୍ଚା (ଏସକେଏମ୍‌) ପକ୍ଷରୁ ସର୍ବନିମ୍ନ ସମର୍ଥନ ମୂଲ୍ୟର ଆଇନଗତ ଗ୍ୟାରେଣ୍ଟି ତଥା ଅନ୍ୟାନ୍ୟ ବିଚାରାଧୀନ ଦାବି ସମ୍ବନ୍ଧରେ ଜୁଲାଇ ୧୮ ରୁ ଦେଶର ୫୦୦ ଜିଲାରେ ପ୍ରତିଶ୍ରୁତି ପୂରଣ ଖିଲାପ ସଭା ଆୟୋଜନ...

ସୋସିଆଲ ମିଡ଼ିଆରେ ଘୃଣା ପ୍ରସାର ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ ଲାଗି ସରକାରଙ୍କ ପ୍ରସ୍ତୁତି…

ନୂଆଦିଲ୍ଲୀ, ୪।୭ : ଦେଶରେ ଘୃଣାର ବକ୍ତବ୍ୟ ମାମଲା ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ବର୍ତ୍ତମାନ କଡା ଆଭିମୁଖ୍ୟ ଗ୍ରହଣ କରିବାକୁ ଯାଉଛନ୍ତି। ଯେଉଁମାନେ କ୍ରମାଗତ ଭାବରେ ସୋସିଆଲ ମିଡିଆରେ ଘୃଣ୍ୟ ବିଷୟବସ୍ତୁ ରଖୁଛନ୍ତି ସେମାନଙ୍କ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri