Tag Archives: Home Middle

ମୃତକ, ଅଭିଯୁକ୍ତ ସମାନ ହ୍ବାଟ୍ସଆପ୍‌ ଗ୍ରୁପ୍‌ରେ ଥିଲେ

ମୁମ୍ବାଇ,୪ା୭: ରାଜସ୍ଥାନର ଉଦୟପୁର ଶୈଳୀରେ ମହାରାଷ୍ଟ୍ରର ଅମରାବତୀରେ ଔଷଧ ଦୋକାନୀ ଉମେଶ କୋହ୍ଲେଙ୍କୁ ଗତ ୨୧ତାରିଖରେ ଛୁରି ଭୁସି ହତ୍ୟା କରାଯିବା ଘଟଣାରେ ନୂଆ ତଥ୍ୟ ଆସିଛି। ଗିରଫ ହୋଇଥିବା ହତ୍ୟା ଅଭିଯୁକ୍ତ ୟୁସୁଫ୍‌ ଖାନ୍‌ ମୃତ ଉମେଶଙ୍କ ଜଣେ...

ଆଜିଠୁ ଓଜେଇଇ

ଭୁବନେଶ୍ୱର,୪।୭(ବ୍ୟୁରୋ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ସୋମବାରଠାରୁ ଆରମ୍ଭ ହେବ। ଆସନ୍ତା ୮ ତାରିଖ ପର୍ଯ୍ୟନ୍ତ ଦୈନିକ ତିନୋଟି ଶିଫ୍ଟରେ ଏହି ପରୀକ୍ଷା ଚାଲିବ। ପ୍ରଥମ ଶିଫ୍ଟ ପୂର୍ବାହ୍ନ ୯ଟାରୁ ୧୧ଟା, ଦ୍ୱିତୀୟ ଶିଫ୍ଟ ମଧ୍ୟାହ୍ନ ୧୨ଟା ୩୦ରୁ...

ପ୍ରଥମ ପରୀକ୍ଷାରେ ସିନ୍ଧେ ପାସ୍‌

ମୁମ୍ବାଇ,୪ା୭: ମହାରାଷ୍ଟ୍ର ବିଧାନସଭାରେ ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଧେ ଆସ୍ଥାଭୋଟର ସମ୍ମୁଖୀନ ହେବାର ଦିନକ ପୂର୍ବରୁ ତାଙ୍କ ଶିବିରକୁ ବଡ଼ ସଫଳତା ମିଳିଛି। ସିନ୍ଧେ ଗୋଷ୍ଠୀ ସମର୍ଥିତ ଭାଜପା ପ୍ରାର୍ଥୀ ରାହୁଲ ନରଓ୍ବେକର ରବିବାର ଗୁରୁତ୍ୱପୂର୍ଣ୍ଣ ବାଚସ୍ପତି ନିର୍ବାଚନରେ ବିଜୟୀ ହୋଇଛନ୍ତି।...

ଫେମିନା ମିସ ଇଣ୍ଡିଆ ୨୦୨୨ର ମୁକୁଟ ପିନ୍ଧିଲେ କର୍ନାଟକ ସୁନ୍ଦରୀ ସିନି

ମୁମ୍ବାଇ,୪ ।୭: ଚଳିତ ବର୍ଷ ଅର୍ଥାତ୍ ୨୦୨୨ର ଫେମିନା ମିସ୍ ଇଣ୍ଡିଆ ମୁକୁଟ ପିନ୍ଧିଛନ୍ତି କର୍ନାଟକର ସୁ୍‌ନ୍ଦରୀ ସିନି ସେଟ୍ଟି । ଜୁଲାଇ ୩ରେ ମୁମ୍ବାଇର ଜିଓ ୱାର୍ଲଡ କନଭେନଶନ ସେଣ୍ଟରରେ ଫେମିନା ମିସ୍ ଇଣ୍ଡିଆ ୨୦୨୨ର ଗ୍ରାଣ୍ଡ ଫିନାଲେ...

ଇଂଲଣ୍ଡ ୨୮୪ରେ ଅଲ୍‌ଆଉଟ୍‌: ଭାରତ ୧୩୨ ରନ୍‌ରେ ଆଗୁଆ

ଲଣ୍ଡନ,୩।୭: ବର୍ମିଂହାମ୍‌ର ଏଜବାଷ୍ଟନ ଗ୍ରାଉଣ୍ଡରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ସିରିଜର ପୁନଃନିର୍ଦ୍ଧାରିତ ପଞ୍ଚମ ଟେଷ୍ଟ ମ୍ୟାଚ ଖେଳାଯାଉଛି। ତୃତୀୟ ଦିନର ଖେଳ ଆଜି ଜାରି ରହିଛି। ଭାରତର ପ୍ରଥମ ଇନିଂସ ସ୍କୋର ୪୧୬ ରନ୍‌ ଜବାବରେ ଜନି ବେୟାରଷ୍ଟୋଙ୍କ...

ପଡ଼ିଆରେ ବିପକ୍ଷ ବ୍ୟାଟ୍ସମ୍ୟାନଙ୍କ ସହ କୋହଲିଙ୍କ ଯୁକ୍ତିତର୍କ: କହିଲେ, ପାଟି ବନ୍ଦ କରି ବ୍ୟାଟିଂ କର

ଲଣ୍ଡନ,୩।୭:ଏଜବାଷ୍ଟନରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପଞ୍ଚମ ଟେଷ୍ଟ ଖେଳାଯାଉଛି। ରବିବାର ମ୍ୟାଚର ତୃତୀୟ ଦିନରେ ବିରାଟ କୋହଲି ପଡ଼ିଆରେ ଇଂଲଣ୍ଡ ବ୍ୟାଟ୍ସମ୍ୟାନ ଜନି ବେୟାରଷ୍ଟୋଙ୍କ ସହ ଝଗଡା କରିଥିଲେ। ଉଭୟଙ୍କ ମଧ୍ୟରେ ଯୁକ୍ତିତର୍କ ହୋଇଥିଲା। ଅଙ୍ଗଭଙ୍ଗୀରେ ପାଟି ବନ୍ଦ...

‘ସ୍ନେହ ଯାତ୍ରା’ ଆରମ୍ଭ କରିବାକୁ କାର୍ଯ୍ୟକର୍ତ୍ତାଙ୍କୁ ନିର୍ଦ୍ଦେଶ ଦେଲେ ପ୍ରଧାନମନ୍ତ୍ରୀ

ହାଇଦ୍ରାବାଦ୍‌,୩।୭: ହାଇଦ୍ରାବାଦରେ ଭାଜପାର ଦୁଇଦିନିଆ ଜାତୀୟ କାର୍ଯ୍ୟକାରିଣୀ ବୈଠକ ଶେଷ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ବୈଠକରେ ଯୋଗ ଦେଇ ହାଇଦ୍ରାବାଦକୁ ଭାଗ୍ୟ ନଗର ବୋଲି କହିଛନ୍ତି। ସେ କହିଛନ୍ତି, ଭାଗ୍ୟନଗରରେ ହିଁ ସର୍ଦ୍ଦାର ପଟେଲ ‘ଏକ ଭାରତ,...

ଆତଙ୍କବାଦୀଙ୍କ ଟାର୍ଗେଟରେ ରାଜସ୍ଥାନ, ୫୦୦ରୁ ଅଧିକ ଟେରର ପ୍ରଫେସର ପଢ଼ାଉଛନ୍ତି ଦଙ୍ଗା ପାଠ୍ୟକ୍ରମ…

ନୂଆଦିଲ୍ଲୀ, ୩।୭ : ରାଜସ୍ଥାନ ସମେତ ସମଗ୍ର ଦେଶରେ ଆତଙ୍କବାଦର ଏକ ନୂଆ ଚେହେରା ସୃଷ୍ଟି ହେବାରେ ଲାଗିଛି। ଏବେ ଯେଉଁମାନେ ଆତଙ୍କବାଦ ବିସ୍ତାର କରୁଛନ୍ତି ସେମାନଙ୍କ ହାତରେ ଏକେ-୪୭ ନାହିଁ । ବସ ଏବଂ ଟ୍ରେନରେ ବୋମା ପ୍ଲାଣ୍ଟ...

ୟୁକ୍ରେନ ଉପରେ ରୁଷିଆର ଏୟାର ଷ୍ଟ୍ରାଇକ୍‌

କ୍ୱିଭ୍‌,୩ା୭: ରୁଷିଆ-ୟୁକ୍ରେନ ଯୁଦ୍ଧ ଥମିବାର ନାଁ ନେଉନି। ଫେବୃୟାରୀ ୨୪ରୁ ୟୁକ୍ରେନ ଉପରେ ଲଗାତର ଆକ୍ରମଣ ଜାରି ରଖିଛି ରୁଷିଆ। ୟୁକ୍ରେନର ୟାସିନୋଭାତାୟାରେ ରୁଷିଆ ପୁଣି ଏୟାର ଷ୍ଟ୍ରାଇକ୍‌ କରିଛ। ରୁଷିଆ ରକେଟ ମାଡ଼ରେ ଧ୍ୱଂସ ହୋଇଛି ଅନେକ ଘର...

ଆଡ଼ପ ଅବଢ଼ା ପାଇ ଧନ୍ୟ ହେଲେ ଭକ୍ତ

ପୁରୀ ଅଫିସ,୩ା୭: ଆଡ଼ପ ବିଜେ ପରେ ଏବେ ଜନ୍ମବେଦୀରେ ପୂଜା ପାଉଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ଆଜି ମହାପ୍ରଭୁଙ୍କ ଆଡ଼ପ ମଣ୍ଡପ ଦର୍ଶନ ମିଳିବା ସହ ଆଡ଼ପ ଅବଢ଼ା ମଧ୍ୟ ବାହାରିଛି। ସକାଳୁ ଦ୍ୱାରଫିଟା ନୀତି ସମ୍ପନ୍ନ ପରେ ଭିତର ଶୋଧ, ମଙ୍ଗଳ...

ଅତିକ୍ରମଣ ହଟାଇବା ବେଳେ ଏସ୍‌ପିଙ୍କ ସମେତ ବହୁ ପୋଲିସ ଆହତ, ଲୋକଙ୍କ ପଥର ମାଡ଼…

ପାଟନା, ୩।୭ : ପାଟନାରେ ଅତିକ୍ରମଣ ହଟାଇବା ସମୟରେ ପୋଲିସ ଉପରେ ଆକ୍ରମଣ କରାଯାଇଛି। ଏଥିରେ ବହୁ ପୋଲିସ କର୍ମଚାରୀ ଗୁରୁତର ଆହତ ହୋଇଛନ୍ତି। ଏହି ଆକ୍ରମଣରେ ସିଟି ଏସପି ଅମ୍ରିଶ ରାହୁଲ ମଧ୍ୟ ଆହତ ହୋଇଛନ୍ତି। ପୋଲିସ ଅତିକ୍ରମଣ...

ଅଫିସରେ ତାଲା ପକାଇବା ବିଦ୍ରୋହୀଙ୍କ ପାଇଁ କିଛି ବଡ଼ କଥା ନୁହେଁ, କହିଲେ ଆଦିତ୍ୟ…

ମୁମ୍ବାଇ, ୩।୭ : ରବିବାର ମହାରାଷ୍ଟ୍ର ବିଧାନସଭାର ଆରମ୍ଭ ହୋଇଥିବା ଦୁଇ ଦିନିଆ ସ୍ବତନ୍ତ୍ର ଅଧିବେଶନ ପୂର୍ବରୁ ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଧେଙ୍କ ନେତୃତ୍ୱରେ ଶିବସେନା ଦଳ ବିଧାନ ଭବନରେ ବିଧାନସଭାରେ ଶିବସେନା ପାର୍ଟି କାର୍ଯ୍ୟାଳୟକୁ ସିଲ କରିଦେଇଛନ୍ତି। ବିଧାନ ଭବନରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri