Tag Archives: Home Middle

ରାଜନୀତିରୁ ସନ୍ୟାସ ନେଲେ ପଟ୍ଟନାୟକ, କଲେ ବଡ଼ ଘୋଷଣା

ଭୁବନେଶ୍ୱର,୫।୬: ରାଜନୀତିରୁ ସନ୍ୟାସ ନେଲେ ନିରଞ୍ଜନ ପଟ୍ଟନାୟକ। ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ କରିଛନ୍ତି ବଡ଼ ଘୋଷଣା। କଂଗ୍ରେସ ଟିକେଟରୁ ଭଣ୍ଡାରିପୋଖରୀରୁ ଲଢି ପରାସ୍ତ ହେବର ପରେ ସେ ଏପରି ନିଷ୍ପତ୍ତି ନେଇଛନ୍ତି। ସେ କହିଛନ୍ତି, ‘ଚଳିତ ନିର୍ବାଚନବେଳେ...

ପ୍ରଥମ ଥର ମେଣ୍ଟ ସରକାରର ସାମ୍ନା କରିବେ ମୋଦି, ବଡ ଏଜେଣ୍ଡା ଉପରେ ପଡିବ ପ୍ରଭାବ

ନୂଆଦିଲ୍ଲୀ, ୫।୬: ନିର୍ବାଚନ ରାଜନୀତିରେ ପ୍ରବେଶ କରିବା ପରେ ପ୍ରାୟ ଅଢେଇ ଦଶନ୍ଧି ଧରି ସଂଖ୍ୟାଗରିଷ୍ଠ ସରକାରର ନେତୃତ୍ୱ ନେଉଥିବା ନରେନ୍ଦ୍ର ମୋଦି ପ୍ରଧାନମନ୍ତ୍ରୀ ଭାବରେ ତାଙ୍କର ତୃତୀୟ କାର୍ଯ୍ୟକାଳରେ ପ୍ରଥମ ଥର ପାଇଁ ଏକ ମିଳିତ ସରକାରର ନେତୃତ୍ୱ...

ସ୍ବାଧୀନରୁ ଐତିହାସିକ ବିଜୟ ପରେ ପୁଣି ଭାଜପାକୁ ଫେରିଲେ ହିଂମାଶୁ

ଭୁବନେଶ୍ୱର,୫।୬: ଧର୍ମଶାଳା ନିର୍ବାଚନମଣ୍ଡଳୀର ସ୍ବାଧୀନ ବିଧାୟକ ପ୍ରାର୍ଥୀ ହିଂମାଶୁ ଶେଖର ସାହୁ ବିଜୟୀ ହୋଇଛନ୍ତି। ଧର୍ମଶାଳା ନିବାଚନମଣ୍ଡଳୀ ୨୯ ବର୍ଷ ଧରି ବିଜେଡି ଗଡ଼ ଭାବେ ପରିଚିତ ହୋଇଥିବାବେଳେ ହିମାଂଶୁ ଏହି ଗଡ଼କୁ ଭାଙ୍ଗି ଐତିହାସିକ ବିଜୟ ହାସଲ କରିଛନ୍ତି।...

ମୁଖ୍ୟମନ୍ତ୍ରୀ ନବୀନ ଦେବେ ଇସ୍ତଫା, ଦିନ ୧୧ଟା ୩୫ରେ ଯିବେ ରାଜଭବନ

ଭୁବନେଶ୍ୱର, ୫।୬: ଓଡ଼ିଶାରେ ଦୀର୍ଘ ୨୪ବର୍ଷ ଶାସନରେ ରହିବା ପରେ ମଙ୍ଗଳବାର ବିଜୁ ଜନତା ଦଳ (ବିଜେଡି) ସରକାରର ପତନ ଘଟିଛି। ୨୦୨୪ ନିର୍ବାଚନରେ ଓଡ଼ିଶା ବିଧାନସଭାର ୧୪୭ ଆସନ ମଧ୍ୟରୁ ଭାଜପା ଏକାକୀ ୭୮ ଆସନ ପାଇ ବହୁମତ...

ଏହି ଦିନ ହେବ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା: ୧୦ରେ ଶପଥ

ଭୁବନେଶ୍ୱର, ୫ା୬(ସୁନିତ୍‌ ମିଶ୍ର):୨୦୨୪ ନିର୍ବାଚନ ଫଳାଫଳ ପ୍ରକାଶ ପାଇବା ପରଠାରୁ ଭାଜପା ପ୍ରଚାର ସମୟରେ ଯାହାସବୁ ଘୋଷଣା କରିଥିଲା ତାକୁ ସଫଳ କରିବା ଲାଗି ଯୋଜନା ଆରମ୍ଭ କରିଦେଇଛି। ଦଳ କରିଥିବା ଘୋଷଣା ମୁତାବକ, ଆସନ୍ତା ୬ ତାରିଖରେ ଭାଜପା...

ଭୁଟାନ-ଶ୍ରୀଲଙ୍କା ସମେତ ବିଶ୍ୱର ଅନେକ ନେତା ମୋଦିଙ୍କୁ ଜଣାଉଛନ୍ତି ଶୁଭେଚ୍ଛା, ଇଟାଲୀ ପ୍ରଧାନମନ୍ତ୍ରୀ କହିଲେ ମିଳିମିଶି କରିବା କାମ

ନୂଆଦିଲ୍ଲୀ,୫।୬: ପଡୋଶୀ ଦେଶର ନେତାମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଲୋକ ସଭା ନିର୍ବାଚନରେ ଐତିହାସିକ ତୃତୀୟ ଥର ବିଜୟ ପାଇଁ ଅଭିନନ୍ଦନ ଜଣାଇଛନ୍ତି। ମରିସସ ପ୍ରଧାନମନ୍ତ୍ରୀ ପ୍ରବୀଣ ଯୁଗନାଥ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଏକ୍ସରେ ଏକ ପୋଷ୍ଟରେ ଅଭିନନ୍ଦନ ଜଣାଇଥିବା ବେଳେ...

ବିଜେଡିକୁ ଏତେ ବଡ଼ କ୍ଷତି କାହା ପାଇଁ? ପାଣ୍ଡିଆନ ନା ଆଉ କିଏ, ସାମ୍ନାକୁ ଆସିଲା ପ୍ରକୃତ କାରଣ

ଭୁବନେଶ୍ୱର, ୫।୬: ଓଡ଼ିଶାରେ ଦୀର୍ଘ ୨୪ବର୍ଷ ଶାସନରେ ରହିବା ପରେ ମଙ୍ଗଳବାର ବିଜୁ ଜନତା ଦଳ (ବିଜେଡି) ସରକାରର ପତନ ଘଟିଛି। ୨୦୨୪ ନିର୍ବାଚନରେ ଓଡ଼ିଶା ବିଧାନସଭାର ୧୪୭ ଆସନ ମଧ୍ୟରୁ ଭାରତୀୟ ଜନତା ପାର୍ଟି (ଭାଜପା) ଏକାକୀ ୭୮...

ଭାଜପା ସବୁଠୁ ବଡ଼ ପାର୍ଟି , ୧୦୦ ଛୁଇଁଲାନି କଂଗ୍ରେସ: ଜାଣନ୍ତୁ କାହାକୁ ମିଳିଲା କେତେ ଆସନ

ନୂଆଦିଲ୍ଲୀ,୫।୬: ‘୪୦୦ ପାର୍‌’ ନାରା, କିନ୍ତୁ ଜନାଦେଶ ୩୦୦ ଆସନ ତଳେ। ସଦ୍ୟ ଅନୁଷ୍ଠିତ ଲୋକ ସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟି (ଭାଜପା) ନେତୃତ୍ୱାଧୀନ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍‌ଡିଏ) ବିଜୟ ଲାଭ କରିଥିଲେ ମଧ୍ୟ ଉତ୍ସବ ମନାଇବା...

କିଏ ହେବେ ଦେଶର ଆଗାମୀ ପ୍ରଧାନମନ୍ତ୍ରୀ: ସ୍ପଷ୍ଟ କଲା ଭାଜପା

ନୂଆଦିଲ୍ଲୀ,୫।୬:୨୦୨୪ ଲୋକ ସଭା ନିର୍ବାଚନର ଫଳାଫଳ ସମ୍ପର୍କରେ ଭାଜପା ରାଷ୍ଟ୍ରୀୟ ସଭାପତି ଜେପି ନଡା ପ୍ରଧାନମନ୍ତ୍ରୀଙ୍କ ଚେହେରାକୁ ନେଇ ଏନଡିଏ ପକ୍ଷରୁ ଏକ ବଡ଼ ବିବୃତ୍ତି ଦେଇଛନ୍ତି। ସେ ସ୍ପଷ୍ଟ କରିଛନ୍ତି, ନରେନ୍ଦ୍ର ମୋଦି ଦେଶର ପ୍ରଧାନମନ୍ତ୍ରୀ ହେବେ। ଭାଜପା...

ପୁରୁଣା ସହଯୋଗୀଙ୍କୁ ସାଙ୍ଗରେ ନେବାକୁ ଇଣ୍ଡିଆ ବ୍ଲକ୍‌ ନିଷ୍ପତ୍ତି ଆଜି

ଲୋକ ସଭା ନିର୍ବାଚନରେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇଥିବାବେଳେ ମ୍ୟାଜିକ୍‌ ସଂଖ୍ୟା ୨୭୨ ହାସଲ କରିବାରେ ବିଫଳ ହୋଇଛି। ଏହି ପରିପ୍ରେକ୍ଷୀରେ ଇଣ୍ଡିଆ ବ୍ଲକ୍‌ର ସହଯୋଗୀ ଦଳ ନେତାମାନଙ୍କର ଜରୁରୀ ବୈଠକ ବୁଧବାର ଡକାଯାଇଛି। କେନ୍ଦ୍ରରେ ସରକାର ଗଢ଼ିବା...

ପରାଜୟ ପରେ ନବୀନଙ୍କ ପ୍ରଥମ ପ୍ରତିକ୍ରିୟା, ଜାଣନ୍ତୁ କଣ କହିଲେ

ଭୁବନେଶ୍ୱର,୩।୬: ବିଧାନସଭା ଏବଂ ଲୋକ ସଭା ନିର୍ବାଚନରେ ପରାଜୟ ପରେ ପ୍ରଥମ ବୟାନ ଦେଇଛନ୍ତି ନବୀନ ପଟ୍ଟନାୟକ। ସେ କହିଛନ୍ତି ”ଦଳମତ ନିର୍ବିଶେଷରେ ବିଜୟୀ ସମସ୍ତ ପ୍ରାର୍ଥୀଙ୍କୁ ମୋର ଶୁଭେଚ୍ଛା। ବିଜୁ ଜନତା ଦଳର ସମସ୍ତ କର୍ମୀ ଓ ନେତାଙ୍କ...

Election Results Live | ନିର୍ବାଚନ ଫଳାଫଳ ୨୦୨୪

08: 52PM: ପଦ୍ମପୁରରେ ଜିତିଲେ ବିଜେଡିର ବର୍ଷା ସିଂ ବରିହା 08: 52PM: ସମ୍ବଲପୁର ବିଧାନସଭାରେ ବିଜେପି ବିଜୟୀ, ବିଜେପି ପ୍ରାର୍ଥୀ ଜୟନାରାୟଣ ମିଶ୍ର ବିଜୟୀ 08: 15 PM: ଜଗନ୍ନାଥଙ୍କ ଭୂମିର ସେବା ପାଇଁ ବିଜେପିକୁ ସୁଯୋଗ ମିଳିଛି:...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri