Tag Archives: Home Middle

ଫଡନବିସ୍‌ ନୁହେଁ, ସିନ୍ଧେ ହେବେ ମୁଖ୍ୟମନ୍ତ୍ରୀ

ମୁମ୍ବାଇ,୩୦।୬: ମହାରାଷ୍ଟ୍ର ରାଜନୀତିରେ ଗୁରୁବାର ନାଟକୀୟ ମୋଡ ଦେଖିବାକୁ ମିଳିଛି। ଭାଜପା ନେତା ଦେବେନ୍ଦ୍ର ଫଡନବିସ୍‌ ନୁହେଁ, ଶିବସେନାର ବିଦ୍ରୋହୀ ବିଧାୟକ ଏକନାଥ ସିନ୍ଧେ ରାଜ୍ୟର ନୂତନ ମୁଖ୍ୟମନ୍ତ୍ରୀ ଭାବେ ଆଜି ଶପଥ ନେବେ। ଭାଜପା ସମର୍ଥନରେ ସେ ମୁଖ୍ୟମନ୍ତ୍ରୀ...

ବିଦ୍ରୋହର ପୁରସ୍କାର, ସିନ୍ଧେଙ୍କୁ ମିଳିପାରେ ଉପମୁଖ୍ୟମନ୍ତ୍ରୀ ପଦ…

ମୁମ୍ବାଇ, ୩୦।୬ : ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ଇସ୍ତଫା ପରେ ଏବେ ରାଜ୍ୟରେ ଭାଜପା ପକ୍ଷରୁ ସରକାର ଗଠନ ପାଇଁ ଉଦ୍ୟମ ଆରମ୍ଭ ହୋଇଛି। ଏକ ସୂଚନାନୁସାରେ ଦେବେନ୍ଦ୍ର ପଡ଼ନଭୀସ ଶୁକ୍ରବାର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ...

ସିଂହଦ୍ୱାର ସମ୍ମୁଖରେ ୩ ରଥ

ପୁରୀ ଅଫିସ,୩୦ା୬: ଆସନ୍ତାକାଲି ଅର୍ଥାତ୍‌ ଜୁଲାଇ ୧ରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଆଜି ହେଉଛି ଉଭାଯାତ୍ରା। ରଥଯାତ୍ରା ପାଇଁ ପରମ୍ପରା ଅନୁସାରେ ସକାଳ ଧୂପ ନୀତି ପରେ ମହାପ୍ରଭୁଙ୍କ ନିକଟରୁ ଆଜ୍ଞାମାଳ ରଥଖଳାକୁ ବିଜେ କରିଛି। ବିଜେ କାହାଳୀ ବାଜିବା ସହ...

ଆମେ ଅଣ୍ଟି ଛୁରି ହୋଇ ତଣ୍ଟି କାଟିନୁ, ବିଦ୍ରୋହୀ ବିଧାୟକଙ୍କ ମନ୍ତବ୍ୟ…

ପଣଜୀ, ୩୦।୬ : ମହାରାଷ୍ଟ୍ର ରାଜନୈତିକ ସଙ୍କଟରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ପଦରୁ ଇସ୍ତଫା ଦେଇ ସାରିଛନ୍ତି। ରାଜ୍ୟରେ ଭାଜପା ସରକାର ଗଠନ ପାଇଁ ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ଼ନଭୀସଙ୍କ ନେତୃତ୍ୱରେ ଆଲୋଚନା ଜାରି ରହିଛି। ଏପରିସ୍ଥଳେ ଏକନାଥ...

ଭୂସ୍ଖଳନରେ ଭୁଶୁଡ଼ିଲା ସେନା ଶିବିର, ୫୫ ଯବାନ ମାଟି ତଳେ…

ଇମ୍ଫାଲ, ୩୦।୬ : ଲଗାତାର ବର୍ଷା ଯୋଗୁ ଦେଶର ଉତ୍ତର ପୂର୍ବ ଅଞ୍ଚଳରେ ଥିବା ମଣିପୁରରେ ଏକ ବଡ଼ ଧରଣର ଭୂସ୍ଖଳନ ଘଟିଛି। ଏଥିରେ ସେନା ଶିବିର ଭୁଶୁଡ଼ି ଯାଇଛି। ୫୫ ସେନା ଯବାନ ମାଟି ତଳେ ଦବି ହୋଇ...

ପ୍ରଧାନମନ୍ତ୍ରୀ ରୋଜଗାର ସୃଜନ କାର୍ଯ୍ୟକ୍ରମ,ଏମଏସଏମଇ ପାଇଁ ନୂଆ ସୁଯୋଗ…

ନୂଆଦିଲ୍ଲୀ, ୩୦।୬ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀର ବିଜ୍ଞାନ ଭବନରେ ସ୍ବାଧୀନତାର ଅମୃତ ମହୋତ୍ସବଙ୍କ ଅନ୍ତର୍ଗତ ’ଉଦ୍ୟୋଗୀ ଭାରତ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି ପ୍ରଧାନମନ୍ତ୍ରୀ ରୋଜଗାର ସୃଜନ କାର୍ଯ୍ୟକ୍ରମର ଶଭାରମ୍ଭ କରିଛନ୍ତି। ଥିଲେ। ରାଇଜିଂ ଆଣ୍ଡ ଏକ୍ସଲେଟିଂ ଏମଏସଏମଇ...

ଅର୍ଦ୍ଧେନ୍ଦୁ ଦାସ ଗିରଫ

ଭୁବନେଶ୍ୱର,୩୦ା୬(ବ୍ୟୁରୋ): ଏକ ଘରୋଇ ନ୍ୟୁଜ୍‌ ଚ୍ୟାନେଲର ସମ୍ପାଦକ ଅର୍ଦ୍ଧେନ୍ଦୁ ଦାସଙ୍କୁ ଗିରଫ କରିଛି ଇଓଡବ୍ଲ୍ୟୁ। ଅର୍ଦ୍ଧେନ୍ଦୁଙ୍କ ନାଁରେ ୧ କୋଟି ଟଙ୍କାର ଠକେଇ ମାମଲା ରହିଛି। ବୁଧବାର ରାତିରୁ ଅର୍ଦ୍ଧେନ୍ଦୁଙ୍କୁ ନୟାଗଡ଼ ଜିଲା ଓଡ଼ଗାଁ ଅଞ୍ଚଳରୁ ଉଠାଇ ନେଇ ଜେରା...

ସାମ୍ପ୍ରତିକ ସ୍ଥିତିରେ ସାମୁଦ୍ରିକ ସୁରକ୍ଷା ଅପରିହାର୍ଯ୍ୟ, କହିଲେ ଡୋଭାଲ…

ନୂଆଦିଲ୍ଲୀ, ୩୦।୬ : ପରିବର୍ତ୍ତିତ ଭୌଗୋଳିକ ବିକାଶ ମଧ୍ୟରେ ସମ୍ପ୍ରତି ସାମୁଦ୍ରିକ ସୁରକ୍ଷା ଅଧିକ ଗୁରୁତ୍ୱପୂର୍ଣ୍ଣ ହୋଇପଡ଼ିଛି। ଗୁରୁବାର ସାମୁଦ୍ରିକ ସୁରକ୍ଷା ଗୋଷ୍ଠୀର ପ୍ରଥମ ବୈଠକରେ ଯୋଗଦେଇ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ ଏହା କହିଛନ୍ତି। ଦେଶର ସାମୁଦ୍ରିକ...

୧୧୦ ଦେଶରେ କରୋନା ସଂକ୍ରମଣରେ ବୃଦ୍ଧି, ଚେତାବନୀ ଜାରି କଲା ଡବ୍ଲୁଏଚଓ…

ଜେନେଭା, ୩୦।୬ : ବିଶ୍ୱ ସୱାସ୍ଥ୍ୟ ସଂଗଠନ (ଡବ୍ଲୁଏଚଓ) କହିଛି ଯେ କରୋନା ଭାଇରସ ମହାମାରୀର ଭାରିଆଣ୍ଟ ବଦଳୁଛି କିନ୍ତୁ ଏହା ଶେଷ ହୋଇନାହିଁ। ପୃଥିବୀର ୧୧୦ଟି ଦେଶରେ କରୋନା ମାମଲା ବୃଦ୍ଧି ପାଉଛି ବୋଲି ଡବ୍ଲୁଏଚଓ ଚେତାବନୀ ଦେଇଛି।...

ଘନେଇଲା ସଙ୍କଟ, ଲକ୍ଷେ ଟପିଲା ସକ୍ରିୟ ମାମଲା…

ନୂଆଦିଲ୍ଲୀ, ୩୦।୬ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି...

ଭାଜପା ସହିତ ଶିବସେନାର ୩୩ ବର୍ଷର ମେଣ୍ଟ, ୭୩ ଆସନରୁ ୫୬ରେ ପହଞ୍ଚିଛି ଶିବସେନା…

ମୁମ୍ବାଇ, ୩୦।୬ : ମହାରାଷ୍ଟ୍ରର ପୂର୍ବତନ ମନ୍ତ୍ରୀ ଏକନାଥ ସିନ୍ଧେ ୨୦ ଜୁନ ରାତିରେ ଉଦ୍ଧବ ଠାକରେଙ୍କ ବିରୁଦ୍ଧରେ ବିଦ୍ରୋହ କରିଥିଲେ। ଜୁନ୍‌ ୨୨ ରେ ରାତି ୮ ଟା ୧୧ରେ ଏକାସାଙ୍ଗରେ ଦୁଇଟି ଟୁଇଟ କରିଥିଲେ। ସେ ଲେଖିଥିଲେ...

ରାଷ୍ଟ୍ରପତି ନିର୍ବାଚନ ପାଇଁ ୧୧୫ ନାମାଙ୍କନ ଦାଖଲ, ଯାଞ୍ଚ୍‌ ପୂର୍ବରୁ ୨୮ ଖାରଜ…

ନୂଆଦିଲ୍ଲୀ, ୩୦।୬ : ରାଷ୍ଟ୍ରପତି ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲର ଶେଷ ତାରିଖ ବୁଧବାର ଶେଷ ହୋଇଛି। ଜୁନ ୨୯ ତାରିଖ ପର୍ଯ୍ୟନ୍ତ ମୋଟ ୧୧୫ ନାମାଙ୍କନପତ୍ର ଦାଖଲ କରାଯାଇଥିଲା । ସେଥିମଧ୍ୟରୁ ୮୭ଟି ନାମାଙ୍କନ ଯାଞ୍ଚ ପାଇଁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri