Tag Archives: Home Middle

ରାଷ୍ଟ୍ରପତି ନିର୍ବାଚନ ନାମାଙ୍କନ ଅସ୍ବୀକୃତିରେ ହସ୍ତକ୍ଷେପ କରିବାକୁ ମନା କଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ, ୨୯।୬ : ରାଷ୍ଟ୍ରପତି ନିର୍ବାଚନ ପାଇଁ ନାମାଙ୍କନ ଅସ୍ବୀକୃତିରେ ହସ୍ତକ୍ଷେପ କରିବାକୁ ବୁଧବାର ସୁପ୍ରିମ୍‌କୋର୍ଟ ମନା କରିଛନ୍ତି। ଏହା ସହିତ ଶୀର୍ଷକୋର୍ଟ ଡ. ମାଣ୍ଡତି ଥରୁପତି ରେଡ୍ଡୀଙ୍କ ଆବେଦନକୁ ବିଚାର କରିବାକୁ ମନା କରିଦେଇଛନ୍ତି। ମାଣ୍ଡତି ରାଷ୍ଟ୍ରପତି ନିର୍ବାଚନ...

ପୁଟିନ୍‌ଙ୍କୁ ଆତଙ୍କବାଦୀ କହିଲେ ଜେଲେନସ୍କି…

କ୍ୱିଭ୍‌, ୨୯।୬ : ରୁଷିଆ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଜାରି ରହିଛି। ଜୁନ ୨୭ରେ, ରୁଷିଆର କ୍ଷେପଣାସ୍ତ୍ରଗୁଡ଼ିକ ୟୁକ୍ରେନର କ୍ରେମେନଚୁକ ସହରର ଏକ ଶପିଂ ସେଣ୍ଟରକୁ ଧ୍ୱଂସ କରିଦେଇଥିଲା। ଯେତେବେଳେ ସେଠାରେ ଶତାଧିକ ଲୋକ ଥିଲେ। ଏହି ଆକ୍ରମଣରେ ୧୮...

ଭାଜପା କର୍ମୀଙ୍କୁ କାହିଁକି ଚାକିରି ଦେବି ? ଅଗ୍ନିପଥ ଯୋଜନା ନେଇ ମମତାଙ୍କ ଉତ୍ତର…

କୋଲକାତା, ୨୯।୬ : ଅଗ୍ନିପଥ ଯୋଜନାକୁ ନେଇ ଦେଶରେ ବିରୋଧ ଜାରି ରହିଛି। ଏହି ଯୋଜନା ବିରୋଧରେ ବିରୋଧୀ ଦଳ ନିରନ୍ତର ସରକାରଙ୍କ ବିରୋଧରେ ସ୍ବର ଉତ୍ତୋଳନ କରୁଛନ୍ତି। ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କେନ୍ଦ୍ର ସରକାରଙ୍କୁ ଏନେଇ ଘେରିବା...

ଗଳାକାଟି ସରପଞ୍ଚଙ୍କୁ ହତ୍ୟା କଲେ ମାଓବାଦୀ…

ବିଜାପୁର, ୨୯।୬ : ଛତିଶଗଡର ବିଜାପୁର ଜିଲାରେ ମାଓବାଦୀ ବର୍ବର କାଣ୍ଡ ଭିଆଇଛନ୍ତି। ମାଓବାଦୀମାନେ ଏକ ମାଓପ୍ରବଣ ଗାଁର ସରପଞ୍ଚଙ୍କୁ ତୀକ୍ଷ୍‌ଣ ଅସ୍ତ୍ରରେ ଗଳା କାଟି ହତ୍ୟା କରିଛନ୍ତି। ପୋଲିସ ଇନଫରମର ସନ୍ଦେହରେ ମାଓବାଦୀମାନେ ଏହି ଘଟଣା ଘଟାଇ ଛନ୍ତି।...

ଉଦୟପୁର ହତ୍ୟାକାଣ୍ଡରେ ପାକିସ୍ତାନୀ ସଂଗଠନ ସମ୍ପୃକ୍ତି ନେଇ ତଦନ୍ତ ଜାରି, ୩୨ ଅନ୍‌ଲାଇନ୍‌ ପାଠ୍ୟକ୍ରମରେ ଜେହାଦୀ ତାଲିମ୍‌ …

ନୂଆଦିଲ୍ଲୀ, ୨୯।୬ : ଉଦୟପୁର ହତ୍ୟାକାଣ୍ଡର ପାକିସ୍ତାନୀ ସଂଗଠନର ସମ୍ପୃକ୍ତି ଏବେ ସାମ୍ନାକୁ ଆସିଛି। କୁହାଯାଉଛି ଯେ ଟେଲର କହ୍ନେୟାଙ୍କ ଗଳା କାଟିଥିବା ଉଭୟ ଅଭିଯୁକ୍ତ ପାକିସ୍ତାନର ଦାୱତ-ଇ-ଇସଲାମି ସଂଗଠନ ସହ ଜଡିତ ଥିଲେ। ଏହି ସଂଗଠନ ୧୦୦ରୁ ଅଧିକ...

ଜାତିସଂଘରେ ଭାରତ ସୀମାରେ ଅସ୍ତ୍ରଶସ୍ତ୍ର ଚୋରା କାରବାର ପ୍ରସଙ୍ଗ…

କେନେଭା/ନୂଆଦିଲ୍ଲୀ, ୨୯।୬ : ଭାରତ ସୀମାରେ ହେଉଥିବା ଚୋରା ଅସ୍ତ୍ରଶସ୍ତ୍ର କାରବାର ପ୍ରସଙ୍ଗ ଜାତିସଂଘରେ ଉପସ୍ଥାପନ କରାଯାଇଛି। ପ୍ରତିବର୍ଷ ଅନ୍ତ୍ରଜାର୍ତୀୟ ସୀମାରେ ଚୋରା କାରବାର ହେଉଥିବା ବହୁ ଅସ୍ତ୍ରଶସ୍ତ୍ର ଜବତ କରାଯାଉଛି। ଭାରତରେ ଏକ କଡ଼ା ଆଇନ ଥିବା ସତ୍ତ୍ୱେ...

ଉଦ୍ଧବଙ୍କ ପାଇଁ ଅଗ୍ନି ପରୀକ୍ଷା, ଗୁରୁବାର ହୋଇପାରେ ଫ୍ଲୋର ଟେଷ୍ଟ୍‌…

ମୁମ୍ବାଇ, ୨୯।୬ : ମହାରାଷ୍ଟ୍ରର ରାଜନୈତିକ ଅସ୍ଥିରତା ଏକ ନୂଆ ମୋଡ଼ ଆଡକୁ ଗତି କରୁଛି । ଗୋଟିଏ ପଟେ ସରକାର ଗଠନ ପାଇଁ ଭାଜପାର ଯୋଜନା ଜୋରଦାର ହେବାରେ ଲାଗିଛି। ଅନ୍ୟ ପଟେ ଏକନାଥ ସିନ୍ଧେ ଦଳର ବିଧାୟକମାନଙ୍କ...

୯୯ ହଜାର ଟପିଲା ସକ୍ରିୟ ମାମଲା…

ନୂଆଦିଲ୍ଲୀ, ୨୯।୬ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି...

୩୧ ପ୍ରତିଶତ ରାଜ୍ୟ ସଭା ଏମ୍‌ପିଙ୍କ ବିରୋଧରେ ଆପରାଧିକ ମାମଲା, ୮୭ ପ୍ରତିଶତ କୋଟିପତି…

ନୂଆଦିଲ୍ଲୀ, ୨୮।୬ : ଦେଶର ୩୧ ପ୍ରତିଶତ ରାଜ୍ୟ ସଭା ଏମ୍‌ପିଙ୍କ ବିରୋଧରେ ଆପରାଧିକ ମାମଲା ରହିଛି। ସେହିପରି ୮୭ ପ୍ରତିଶତ ହେଉଛନ୍ତି କୋଟିପତି। ଏଡିଆର୍‌ ନ୍ୟାଶନାଲ ଇଲେକ୍ସନ ୱାଚ ଦ୍ୱାରା ପ୍ରକାଶିତ ଏକ ରିପୋର୍ଟରେ ଏହା ଉଲ୍ଲେଖ। ରାଜ୍ୟ...

୩ ଲକ୍ଷ ନାଟୋ ସୈନ୍ୟଙ୍କୁ ହାଇ ଆଲର୍ଟ, ତୃତୀୟ ବିଶ୍ୱଯୁଦ୍ଧ ଆଶଙ୍କା ଘନେଇଲା…

ମାଦ୍ରିଦ୍‌, ୨୮।୬ : ୟୁକ୍ରେନ ଯୁଦ୍ଧ ମଧ୍ୟରେ ତୃତୀୟ ବିଶ୍ୱଯୁଦ୍ଧର ଆଶଙ୍କାକୁ ଦୃଷ୍ଟିରେ ରଖି ଉତ୍ତର ଆଟଲାଣ୍ଟିକ ଚୁକ୍ତି ସଂଗଠନ (ନାଟୋ) ଏହାର ୩ ଲକ୍ଷ ସୈନିକଙ୍କୁ ହାଇ ଆଲର୍ଟରେ ରଖିବାକୁ ଯାଉଛି। ନାଟୋ ସେକ୍ରେଟେରୀ ଜେନେରାଲ ଜେନ୍ସ ଷ୍ଟୋଲଟେନ୍ବର୍ଗ...

ଅଶାନ୍ତ ରାଜସ୍ଥାନ, ୮ ବର୍ଷରେ ୩୩୦୦ରୁ ଅଧିକ ହିଂସା, ୮୧ ସାମ୍ପ୍ରଦାୟିକ…

ଜୟପୁର, ୨୮।୬ : ରାଜସ୍ଥାନର ଉଦୟପୁରରେ ଘଟିଥିବା ବର୍ବର ହତ୍ୟା ଯୋଗୁ ଉତ୍ତେଜନା ସୃଷ୍ଟି ହୋଇଛି। ଜିଲା ପ୍ରଶାସନ ୨୪ ଘଣ୍ଟା ପାଇଁ ଇଣ୍ଟରନେଟ୍‌ ସେବାକୁ ବନ୍ଦ କରି ଦେଇଛି। ଗତ ୩ ମାସରେ ରାଜ୍ୟରେ ଏହା ଚତୁର୍ଥ ଘଟଣା।...

ମୋର୍ଗାନ ଯୁଗ ଶେଷ

ଲଣ୍ଡନ,୨୮।୬: ସମସ୍ତ ଚର୍ଚ୍ଚାରେ ଲାଗିଲା ପୂର୍ଣ୍ଣଚ୍ଛେଦ। ଅନ୍ତର୍ଜାତୀୟ କ୍ରିକେଟକୁ ଅଲ୍‌ବିଦା କହିଲେ ଇଂଲଣ୍ଡର ବିଶ୍ୱକପ୍‌ ବିଜେତା ଅଧିନାୟକ ଇଓନ ମୋର୍ଗାନ। ମଙ୍ଗଳବାର ସେ ସମସ୍ତ ଫର୍ମାଟରୁ ଅବସର ନେଇ ଘୋଷଣା କରିଛନ୍ତି। ୩୫ ବର୍ଷୀୟ ଏହି କ୍ରିକେଟର ଫର୍ମ ଏବଂ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri