Tag Archives: Home Middle

ପାକିସ୍ତାନର ୪ ଦୂତାବାସର ଟୁଇଟର ଆକାଉଣ୍ଟକୁ ବ୍ୟାନ କଲା ଭାରତ

ନୂଆଦିଲ୍ଲୀ,୨୮ ।୬: ଭାରତ ପକ୍ଷରୁ ପାକିସ୍ତାନର ୪ ଦୂତାବାସର ଟୁଇଟର ଆକାଉଣ୍ଟକୁ ବ୍ୟାନ କରାଯାଇଥିବା ସୂଚନା ମିଳିଛି । ମିଳିଥିବା ସୂଚନା ଅନୁଯାୟୀ, ପାକିସ୍ତାନ ଉପରେ ଅଭିଯୋଗ ରହିଛି କି ଏହାର ଟୁଇଟର ଆକାଉଣ୍ଟ ଦ୍ୱାରା ଭୁଲ ଖବର ଓ...

ରୁଷିଆ ମିଶାଇଲ ମାଡରେ ଜନଗହଳି ପୂର୍ଣ୍ଣ ମଲରେ ଲାଗିଲା ନିଆଁ, ୧୬ ଲୋକଙ୍କ ମୃତ୍ୟୁ ଆଶଙ୍କା

କ୍ୱିଭ,୨୮ ।୬: ପୂର୍ବ ୟୁକ୍ରେନରେ ଥିବା ଏକ ଜନଗଳହି ପୂର୍ଣ୍ଣ ମଲକୁ ଟାର୍ଗେଟ କରିଛି ରୁଷିଆ । ଏଏଫପି ନ୍ୟୁଜର ସୂଚନା ଅନୁଯାୟୀ, ୟୁକ୍ରେନର ମଲ ଉପରେ ରୁଷିଆ ମିଶାଇଲ ଆକ୍ରମଣ କରିବା ଫଳରେ ଅତିକମରେ ୧୬ ଜଣଙ୍କ ମୃତ୍ୟୁ...

୭୦ ଦିନକୁ ଖସିଲାଣି ମୌସୁମୀ ବର୍ଷା

ଭୁବନେଶ୍ୱର,୨୮ା୬(ବ୍ୟୁରୋ):ଜଳବାୟୁ ପରିବର୍ତ୍ତନ ସମଗ୍ର ବିଶ୍ୱ ପାଇଁ ବଡ଼ ଆହ୍ବାନ ସୃଷ୍ଟି କରିଛି। ଏହା ଓଡ଼ିଶା ପାଇଁ ମଧ୍ୟ ଭୟଙ୍କର ପରିସ୍ଥିତି ସୃଷ୍ଟି କରିବାକୁ ଯାଉଛି। ଗତ ଦୁଇ ଦଶନ୍ଧି ହେବ ରାଜ୍ୟରେ ମୌସୁମୀ ଆଗମନ ଓ ବର୍ଷାରେ ଅସ୍ବାଭାବିକତା ଦେଖାଦେଇଛି।...

ହସ୍ପିଟାଲରେ ଥିବା କରୋନା ସଂକ୍ରମିତଙ୍କର ହେବ ଜିନୋମ ସିକ୍ୱେଂସିଂଗ

ନୂଆଦିଲ୍ଲୀ,୨୮ ।୬: ଦେଶରେ ବଢି ଚାଲିଥିବା କରୋନା ସଂକ୍ରମଣକୁ ଦେଖି କେନ୍ଦ୍ର ସରକାର ଭାଇରସର ନୂଆ ଭାରିଏଣ୍ଟକୁ ଚିହ୍ନିବା ପାଇଁ ନୂଆ ଯୋଜନା ପ୍ରସ୍ତୁତ କରିଛନ୍ତି । ଏଥିପାଇଁ ଏଥର ହସ୍ପିଟାଲରେ ଭର୍ତ୍ତି ହୋଇଥିବା କରୋନା ସଂକ୍ରମିତଙ୍କର ସାମ୍ପଲର ଜିନୋମ...

ଫେସ୍‌ବୁକ୍‌ ଲାଇଭ୍‌ ପରେ ଇସ୍ତଫା ଦେଇଥାନ୍ତେ ଉଦ୍ଧବ: ହେଲେ ଅଟକାଇଦେଲେ..

ମୁମ୍ବାଇ,୨୭ା୬: ଶିବସେନାରେ ହୋଇଥିବା ବଡ଼ ବିଦ୍ରୋହ ପରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ ଇସ୍ତଫା ଦେବାକୁ ନିଷ୍ପତ୍ତି ନେଇଛନ୍ତି। କିନ୍ତୁ ମହା ବିକାଶ ଅଘାଡ଼ିର ଚାଣକ୍ୟ ତଥା ଏନ୍‌ସିପି ସୁପ୍ରିମୋ ଶରଦ ପାଓ୍ବାର ତାଙ୍କୁ ଅଟକାଇଦେଇଛନ୍ତି ବୋଲି ଜଣାପଡ଼ିଛି। ପ୍ରକାଶିତ...

ଜୁଲାଇ ୧୧ପର୍ଯ୍ୟନ୍ତ ଅଯୋଗ୍ୟ ଘୋଷିତ ହୋଇପାରିବେନି ବିଦ୍ରୋହୀ ବିଧାୟକ

ନୂଆଦିଲ୍ଲୀ,୨୭।୬: ମହାରାଷ୍ଟ୍ରରେ ଜାରି ରହିଥିବା ରାଜନୈତିକ ସଙ୍କଟ ଏବେ ସୁପ୍ରିମକୋର୍ଟରେ ପହଞ୍ଚିଛି। ଇତିମଧ୍ୟରେ ମହାରାଷ୍ଟ୍ର ସରକାରରେ ଜଣେ ମନ୍ତ୍ରୀ ତଥା ଶିବସେନା ନେତା ଏକନାଥ ସିନ୍ଧେ ଏବଂ ଅନ୍ୟ ୧୫ଜଣ ବିଦ୍ରୋହୀ ବିଧାୟକଙ୍କୁ ଅଯୋଗ୍ୟ ନୋଟିସ ବିରୋଧରେ କରାଯାଇଥିବା ଆବେଦନର...

୮ ଶିକ୍ଷକଙ୍କୁ କାରଣ ଦର୍ଶାଅ ନୋଟିସ୍‌

ପିପିଲି,୨୭ା୬(ଡି.ଏନ୍‌.ଏ.): ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ବିଭିନ୍ନ ଜିଲା ଗସ୍ତ କରି ଶିକ୍ଷା ବ୍ୟବସ୍ଥାର ତଦାରଖ କରୁଛନ୍ତି। ଏହିକ୍ରମରେ ସୋମବାର ସେ ଯାଉଥିବା ସମୟରେ ପିପିଲି ଟୋଲ ଗେଟ୍‌ ନିକଟରେ ପୂର୍ବାହ୍ନ ୧୦.୨୦ରେ ଦୁଇଜଣ ଶିକ୍ଷୟତ୍ରୀ...

ଏମ୍‌ଏନଏସ୍‌ ମୁହାଁ ଶିବସେନାର ବିଦ୍ରୋହୀ ବିଧାୟକ…

ମହାରାଷ୍ଟ୍ର, ୨୭।୬ : ମହାରାଷ୍ଟ୍ରରେ ଶିବସେନା ବିଦ୍ରୋହୀ ବିଧାୟକ ଉଦ୍ଧବଙ୍କ ସମ୍ପର୍କୀୟ ରାଜ ଠାକରେଙ୍କ ପାର୍ଟି ମହାରାଷ୍ଟ୍ର ନବର୍ନିମାନ ସେନା(ଏମ୍‌ଏନଏସ୍‌)ରେ ଯୋଗ ଦେଇ ପାରନ୍ତି ବୋଲି ଆକଳନ କରାଯାଉଛି।  ଏହାର ମୁଖ୍ୟ କାରଣ ହେଉଛି ଯେ ଏକନାଥ ସିନ୍ଧେଙ୍କ ପାଖରେ...

ଶିବସେନାକୁ ବଡ଼ ଝଟ୍‌କା: ସମର୍ଥନ ପ୍ରତ୍ୟାହାର କଲା ସିନ୍ଦେ ଗୋଷ୍ଠୀ

ମୁମ୍ବାଇ,୨୭।୬:ମହାରାଷ୍ଟ୍ର ରାଜନୀତି ଏବେ ରୋଚକ ମୋଡରେ ପହଞ୍ଚିଛି। ସୋମବାର ବିଦ୍ରୋହୀ ଶିବସେନା ବିଧାୟକ ଏକନାଥ ସିନ୍ଦେ ଗୋଷ୍ଠୀ ମହା ବିକାଶ ଅଘାଡି(ଏମ୍‌ଭିଏ) ସରକାରରୁ ସମର୍ଥନ ପ୍ରତ୍ୟାହାର କରିଛି। ଫଳରେ ଏବେ ଉଦ୍ଧବ ସରକାର ସଂଖ୍ୟାଲଘୁରେ ପରିଣତ ହୋଇଛି। ଏକନାଥ ସିନ୍ଦେ...

ନାମାଙ୍କନପତ୍ର ଦାଖଲ କଲେ ଯଶଓ୍ବନ୍ତ ସିହ୍ନା

ନୂଆଦିଲ୍ଲୀ,୨୭।୮: ଜୁଲାଇ ୧୮ରେ ହେବାକୁ ଥିବା ରାଷ୍ଟ୍ରପତି ନିର୍ବାଚନ ପାଇଁ ବିରୋଧୀ ପ୍ରାର୍ଥୀ ଯଶଓ୍ବନ୍ତ ସିହ୍ନା ସୋମବାର ନାମାଙ୍କନପତ୍ର ଦାଖଲ କରିଛନ୍ତି। ସିହ୍ନାଙ୍କ ନାମାଙ୍କନପତ୍ର ଦାଖଲ ବେଳେ ଏନସିପି ସୁପ୍ରିମୋ ଶରଦ ପାୱାର, କଂଗ୍ରେସ ନେତା ରାହୁଲ ଗାନ୍ଧୀ, ମଲ୍ଲିକାର୍ଜୁନ...

‘ରଥଯାତ୍ରା ବେଳେ ପୁରୀରେ ମାସ୍କ ବାଧ୍ୟତାମୂଳକ’

ଭୁବନେଶ୍ୱର,୨୭ା୬(ବ୍ୟୁରୋ): ଆଉ କିଛିଦିନ ପରେ ପୁରୀରେ ଆରମ୍ଭ ହେବ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ୨ ବର୍ଷ ପରେ ଚଳିତବର୍ଷ ଭକ୍ତମାନେ ମହାପ୍ରଭୁଙ୍କ ରଥ ଟାଣିବାର ସୁଯୋଗ ପାଇବେ। ତେବେ ପ୍ରବଳ ଜନସମାଗମକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ କରୋନା କଟକଣାକୁ କଡ଼ାକଡ଼ି...

ଜୁଲାଇ ୧ରୁ ମାଗଣା ବିଦ୍ୟୁତ୍‌ ଯୋଗାଣ…

ଚଣ୍ଡିଗଡ଼, ୨୭।୬ : ପଞ୍ଜାବ ବିଧାନସଭାରେ ବଜେଟ ଅଧିବେଶନ ଆରମ୍ଭ ହୋଇଛି। ବଜେଟ ଅଧିବେଶନରେ ବଜେଟ ଉପସ୍ଥାପନା ସମୟରେ ପଞ୍ଜାବ ଅର୍ଥମନ୍ତ୍ରୀ ହରପାଲ ସିଂ ଚିମା ଘୋଷଣା କରିଛନ୍ତି ଯେ ଆମ ଆଦମୀ ପାର୍ଟିର ଏହି ସରକାର ମାଗଣା ବିଦ୍ୟୁତ୍‌...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri