Tag Archives: Home Middle

ଇଞ୍ଚେ ଜମି ବି ଭାରତ ଛାଡ଼ିବନି, ପ୍ରତିରକ୍ଷାମନ୍ତ୍ରୀ ଦେଲେ ସୂଚନା…

ନୂଆଦିଲ୍ଲୀ, ୨୬।୬ : ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ କହିଛନ୍ତି ଯେ ଭାରତ ଏହାର ଏକ ଇଞ୍ଚ ଜମି ମଧ୍ୟ ଚାଇନାକୁ ଦେବ ନାହିଁ। ପୂର୍ବ ଲଦାଖରେ ଚାଲିଥିବା ସୀମା ବିବାଦ ସହ ଜଡିତ ସମସ୍ତ ସମସ୍ୟାର ସମାଧାନ ଦୁଇ...

ଲକ୍ଷେ ମୁହାଁ ସକ୍ରିୟ ମାମଲା…

ନୂଆଦିଲ୍ଲୀ, ୨୬।୬ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି...

ୟୁକ୍ରେନ୍‌ରେ କ୍ଷେପଣାସ୍ତ୍ର ବର୍ଷା କଲା ରୁଷିଆ…

ମସ୍କୋ, ୨୬।୬ : ରୁଷିଆ ପକ୍ଷରୁ ୟୁକ୍ରେନର ବିଭିନ୍ନ ସହର ଉପରେ କ୍ଷେପଣାସ୍ତ୍ର ବର୍ଷା କରାଯାଇଛି। ଏହାଯୋଗୁ ପୂର୍ବ ଲୁହାନସ୍କ ଅଞ୍ଚଳର ସେଭେରୋଡୋନସ୍କ ଏବଂ ଲିସିଚସ୍କ ସହରରେ ଶହ ଶହ ସାଧାରଣ ସଙ୍କଟରେ ପଡ଼ିଛନ୍ତି। ଅପରପକ୍ଷରେ, ଦକ୍ଷିଣ ଅଞ୍ଚଳରେ ରୁଷିଆର...

ଖାଦ୍ୟାଭାବ ଆଶଙ୍କା

ଅସ୍ବାଭାବିକ ମୌସୁମୀ ଦେଶର ଖାଦ୍ୟ ସୁରକ୍ଷା ପ୍ରତି ବଡ଼ ବିପଦ ସୃଷ୍ଟି କରିବ ବୋଲି ବିଶେଷଜ୍ଞମାନେ ଚିନ୍ତା ପ୍ରକଟ କରିଛନ୍ତି। ମୁଦ୍ରାସ୍ଫୀତି ନିୟନ୍ତ୍ରଣ ଦିଗରେ ‘ସ୍ବାଭାବିକ ମୌସୁମୀ’ ପ୍ରାକୃତିକ ଭାବେ ବଡ଼ ଭୂମିକା ନେଇଥାଏ। ସ୍ବାଭାବିକ ବର୍ଷା ଫସଲ କରାଇ...

ଜର୍ମାନୀ ଗସ୍ତରେ ମୋଦି

ନୂଆଦିଲ୍ଲୀ,୨୬ ।୬: ଜର୍ମାନୀରେ ହେବାକୁ ଯାଉଥିବା ଦୁଇ ଦିବସୀୟ ଜି-୭ ଶିଖର ସମ୍ମିଳନୀରେ ଭାଗନେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ତାଙ୍କ ଯାତ୍ରା ଆରମ୍ଭ କରିଛନ୍ତି । ଏହି ସମୟରେ ସେ ୟୁଏଇ ଗସ୍ତ କରିବେ । ଏହି...

ଔଷଧ ଯୋଗୁ ଦୂଷିତ ହେଉଛି ବିଶ୍ୱର ଅଧା ନଦୀ

ନୂଆଦିଲ୍ଲୀ,୨୬ ।୬: ବିଶ୍ୱର ପାଖାପାଖି ଅଧାରୁ ଅଧିକ ନଦୀ ଔଷଧ ଯୋଗୁ ପ୍ରଦୂଷିତ ହୋଇଥିବା ଜଣାପଡିଛି । ଏହି ପ୍ରଦୂଷଣ ଏବେ ବିଶ୍ୱକୁ ଡରାଇବାକୁ ଲାଗିଲାଣି । କାରଣ ଏହି ପ୍ରଦୂଷଣ ପରୋକ୍ଷ ଭାବେ ଲୋକଙ୍କ ଜୀବନକୁ ପ୍ରଭାବିତ କରୁଛି...

ଆସନ୍ତାକାଲିଠାରୁ ବିଦେଶ ଗସ୍ତରେ ଯିବେ ମୋଦି

ନୂଆଦିଲ୍ଲୀ,୨୫ା୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଅର୍ଥାତ୍‌ ରବିବାରଠାରୁ ତିନିଦିନିଆ ବିଦେଶ ଗସ୍ତରେ ଯିବେ। ପ୍ରଧାନମନ୍ତ୍ରୀ ଜି-୭ ଶିଖର ବୈଠକରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ୨୬ ଓ ୨୭ରେ ଜି-୭ ଶିଖର ବୈଠକ ଅନୁଷ୍ଠିତ ହେବ। ଏହି ବୈଠକରେ କାନାଡା,...

ବନ୍ଧୁକ ନିୟନ୍ତ୍ରଣ ବିଲ୍‌ରେ ସ୍ବାକ୍ଷର କଲେ ବାଇଡେନ୍‌

ଓ୍ବାଶିଂଟନ,୨୫।୬: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ଶନିବାର ଐତିହାସିକ ବନ୍ଧୁକ ନିୟନ୍ତ୍ରଣ ବିଲ୍‌ରେ ସ୍ବାକ୍ଷର କରିଥିବାରୁ  ଏହା ଆଇନରେ ପରିଣତ ହୋଇଛି। ବନ୍ଧୁକ ନିୟନ୍ତ୍ରଣ ଆଇନ ଲାଗୁ ହେଲେ ଲୋକଙ୍କ ଜୀବନ ସୁରକ୍ଷିତ ହୋଇପାରିବ ବୋଲି ବାଇଡେନ୍‌ କହିଛନ୍ତି। ବାଇପାର୍ଟିସନ...

ଜୁଲାଇ ପହିଲାରୁ ରାଜ୍ୟରେ ପଲିଥିନ ନିଷେଧ; ଗଣିବେ ୫୦୦୦ ଯାଏ ଜରିମାନା

ଭୁବନେଶ୍ୱର,୨୫ା୬(ବ୍ୟୁରୋ)-ଆସନ୍ତା ଜୁଲାଇ ପହିଲାରୁ ସମଗ୍ର ଦେଶରେ ଥରେ ବ୍ୟବହୃତ (ସିଙ୍ଗଲ୍‌ ୟୁଜ୍‌) ପ୍ଲାଷ୍ଟିକ ସାମଗ୍ରୀର ବ୍ୟବହାରକୁ ନିଷେଧ କରାଯିବ। ରାଜ୍ୟରେ ଏହାକୁ ଲାଗୁ କରିବା ନେଇ କେନ୍ଦ୍ର ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ ପକ୍ଷରୁ ରାଜ୍ୟ ସରକାରଙ୍କୁ...

ଜଗନ୍ନାଥଙ୍କୁ ଆସି ଦର୍ଶନ କରିବେ ରାହୁଲ

ରାୟପୁର/ପୁରୀ ଅଫିସ,୨୫ା୬: ମହାପ୍ରଭୁ ଜଗନ୍ନାଥଙ୍କ ପାଇଁ ରାହୁଲଙ୍କୁ ମିଳିଛି ନୂଆ ଜୀବନ। ୮୦ ଫୁଟ ଗଭୀର ବୋରଓ୍ବେଲରେ ଖସିପଡ଼ିଥିବା ରାହୁଲ ୩ ଦିନ ପରେ ସୁରକ୍ଷିତ ଭାବେ ଉଦ୍ଧାର ହୋଇଥିଲେ। ସେହି ମହାପ୍ରଭୁଙ୍କ ଦର୍ଶନରୁ ପୁଣି ଥରେ ରାହୁଲ ଆଗକୁ...

ଦ୍ରୌପଦୀଙ୍କୁ ସମର୍ଥନ କଲେ ମାୟାବତୀ

ଲକ୍ଷ୍ନୌ,୨୫ା୬: ବହୁଜନ ସମାଜ ପାର୍ଟି ଅଧ୍ୟକ୍ଷା ମାୟାବତୀ ଶନିବାର ଲକ୍ଷ୍ମୌରେ ଏକ ଖବରଦାତା ସମ୍ମିଳନୀ କରି କହିଛନ୍ତି, ଆଦିବାସୀ ସମାଜକୁ ଏକ ବିଶେଷ ଅଂଶ ଭାବରେ ବିବେଚନା କରି ରାଷ୍ଟ୍ରପତିଙ୍କ ପ୍ରାର୍ଥୀ ପାଇଁ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ କରିବାକୁ ଆମର...

ଆମେ ରାଜନୀତି କରିବାକୁ ଆସିନୁ, ଆମକୁ ଥରେ ସୁଯୋଗ ଦିଆଯାଉ: କେଜରିୱାଲ

ନୂଆଦିଲ୍ଲୀ,୨୫ ।୬: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଶନିବାର ହିମାଚଳ ପ୍ରଦେଶର କୁଲ୍ଲୁରେ ରୋଡ ଶୋ’ କରିଛନ୍ତି । ଆଗାମୀ ନିର୍ବାଚନକୁ ଆଖି ଆଗରେ ରଖି କେଜରିୱାଲ ଏବେଠାରୁ ପ୍ରସ୍ତୁୂତି ଆରମ୍ଭ କରି ଦେଲେଣି । ଏହି ଅବସରେ ସେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri