Tag Archives: Home Middle

ମୋଦିଙ୍କୁ ଭେଟିଲେ ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ,୨୩ ।୬: ଏନଡିଏର ରାଷ୍ଟ୍ରପତି ପ୍ରାର୍ଥିନୀ ଦ୍ରୌପଦୀ ମୁର୍ମୁ ଗୁରୁବାର ଓଡିଶାର ରାଜଧାନୀ ଭୁବନେଶ୍ୱରରୁ ଯାଇ ଦିଲ୍ଲୀ ପହଞ୍ଚିଛନ୍ତି । ସେଠାରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି । ମୁର୍ମୁ ଶୁକ୍ରବାର ପ୍ରାର୍ଥୀପତ୍ର ଦାଖଲ କରିବେ । ରାଷ୍ଟ୍ରପତି...

ଉଦ୍ଧବ ଠାକରେଙ୍କ ବୈଠକକୁ ଆସିଲେ ମାତ୍ର ୧୩ ବିଧାୟକ

ମୁମ୍ବାଇ,୨୩।୬: ମହାରାଷ୍ଟ୍ରରେ ରାଜନୈତିକ ସଙ୍କଟ ମଧ୍ୟରେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଗୁରୁବାର ବିଧାୟକଙ୍କ ସହ ଏକ ବୈଠକ କରିଥିଲେ। ଏହି ବୈଠରେ କେବଳ ୧୩ ଜଣ ବିଧାୟକ ପହଞ୍ଚିଥିଲେ। ଏହା ପରେ ଉଦ୍ଧବ ଠାକରେଙ୍କ ନିକଟ ସଞ୍ଜୟ ରାଉତ ଦାବି...

ଦ୍ରୌପଦୀ ମୁର୍ମୁଙ୍କ ମାଧ୍ୟମରେ ୧୩ ରାଜ୍ୟର ୧୨ କୋଟିରୁ ଅଧିକ ଭୋଟରଙ୍କ ଉପରେ ଭାଜପାର ଲକ୍ଷ୍ୟ…

ନୂଆଦିଲ୍ଲୀ, ୨୩।୬ : ରାଷ୍ଟ୍ରପତି ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଦ୍ରୌପଦୀ ମୁର୍ମୁଙ୍କୁ ପ୍ରାର୍ଥୀ କରାଯାଇଛି। ଏହା ପଛରେ ଦେଶର ୧୩ ଟି ରାଜ୍ୟର ୧୨ କୋଟିରୁ ଅଧିକ ଜନଜାତି ଭୋଟରଙ୍କୁ ହାତେଇବା ଉପରେ ଭାଜପାର ଲକ୍ଷ୍ୟ ରହିଛି। ୨୦୧୧...

ଭୂକମ୍ପ ପରେ ଦାଉ ସାଧିଲା ବନ୍ୟା, ୪୦୦ ଲୋକଙ୍କ ମୃତ୍ୟୁ

କାବୁଲ,୨୩ା୬: ଆଫଗାନିସ୍ତାନରେ ମଙ୍ଗଳବାର ବିଳମ୍ବିତ ରାତିରେ ହୋଇଥିଲା ଭୟଙ୍କର ଭୂକମ୍ପ। ଏଥିରେ ଅନେକ ଲୋକ ମୃତାହତ ହୋଇଥିଲେ। ଭୂକମ୍ପ ପରେ ଦେଶରେ ଏବେ ବନ୍ୟା ଆସିଛି। ଏଥିରେ ୪୦୦ ଲୋକଙ୍କ ମୃତ୍ୟୁ ଘଟିଥିବା ବେଳେ ଅନେକ ଅଞ୍ଚଳ ପ୍ରଭାବିତ ହୋଇଛି।...

ନବୀନଙ୍କ ସହ କଥା ହେଲେ ନଡ୍ଡା

ଭୁବନେଶ୍ୱର,୨୩ା୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଭାଜପା ସଭାପତି ଜେ.ପି ନଡ୍ଡା କଥା ହୋଇଥିବା ନବୀନ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ତେବେ ରାଷ୍ଟ୍ରପତି ନିର୍ବାଚନ ପ୍ରସଙ୍ଗ ନେଇ ନଡ୍ଡା ନବୀନଙ୍କ ସହ କଥା ହୋଇଛନ୍ତି। ନାମାଙ୍କନପତ୍ରରେ ପ୍ରସ୍ତାବକ ରହିବେ...

ଯଦି କିଙ୍ଗ୍‌ ହୁଅନ୍ତି କିଙ୍ଗ୍‌ ମେକର, ସଫଳ ହେବା କଷ୍ଟକର…

ମୁମ୍ବାଇ, ୨୩।୬ : ଭାରତୀୟ ରାଜନୀତିରେ କିଙ୍ଗ୍‌ ଏବଂ କିଙ୍ଗ୍‌ ମେକରଙ୍କର ଲମ୍ବା କାହାଣୀ ଅଛି। ଅନେକ ମହାନ ବ୍ୟକ୍ତିତ୍ୱ କିଙ୍ଗ୍‌ ମେକର ଥିଲେ, କିନ୍ତୁ କେବେ କିଙ୍ଗ୍‌ ହୋଇ ନଥିଲେ। ଯେଉଁମାନେ ଏଭଳି କିଙ୍ଗ୍‌ ହେବାକୁ ଉଦ୍ୟମ କରିଥିଲେ,...

ଡାଇବେଟିସ୍‌ ଆକ୍ରାନ୍ତଙ୍କ ପାଇଁ ଆଡଭାଇଜରୀ ଜାରି, ମେଟଫର୍ମିନ ସେବନ କରୁଥିବା ବ୍ୟକ୍ତି ଯାଞ୍ଚ୍‌ କରନ୍ତୁ ବି-୧୨ସ୍ତର…

ଲଣ୍ଡନ, ୨୩।୬ : ଡାଇବେଇଟିସ୍‌ ସମସ୍ୟା ଭୋଗୁଥିବା ଲୋକେ ଯେଉଁମାନେ ନିୟମିତ ଭାବରେ ମେଟଫର୍ମିନ ଟାବଲେଟ ନିଅନ୍ତି, ସେମାନଙ୍କ ଭିଟାମିନ ବ-୧୨ ସ୍ତରକୁ ନିୟମିତ ବ୍ୟବଧାନରେ ଯାଞ୍ଚ କରିବା ଉଚିତ। ବ୍ରିଟେନର ସ୍ବାସ୍ଥ୍ୟ ଏଜେନ୍ସି ପକ୍ଷରୁ ଏନେଇ ଏକ ଆଡଭାଇଜରୀ...

ଦିଲ୍ଲୀ ଗଲେ ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର,୨୩ା୬(ବ୍ୟୁରୋ): ଭୁବନେଶ୍ୱର ବିମାନବନ୍ଦରରୁ ଗୁରୁବାର ସକାଳ ୯.୪୦ରେ ଦିଲ୍ଲୀ ଅଭିମୁଖେ ଯାତ୍ରା କରିଛନ୍ତି ଏନ୍‌ଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ମନୋନୀତ ହୋଇଥିବାରୁ ସେ ସମସ୍ତଙ୍କୁ ଧନ୍ୟବାଦ ଜଣାଇବା ସହ ସହଯୋଗ କାମନା କରିଛନ୍ତି।...

ଉହାନ ଲ୍ୟାବ୍‌ରୁ ଲିକ୍‌ ହୋଇ ଥାଇପାରେ କରୋନା ଭାଇରସ୍‌, ଡବ୍ଲୁଏଚଓ ମହାନିର୍ଦ୍ଦେଶକ ଦେଲେ ସୂଚନା…

ଜେନେଭା, ୨୩।୬ : ଚାଇନାରୁ କରୋନା ଭାଇରସ ଉତ୍ପତ୍ତି ନେଇ କରାଯାଉଥିବା ଦୋଷାରୋପରୁ ଦୂରେଇ ରଖିବାକୁ କରିବାକୁ ଡବ୍ଲୁଏଚଓ ସର୍ବଦା ଏଡ଼ାଇ ଆସିଥିଲା। ଡବ୍ଲୁଏଚଓ ଏଥିପାଇଁ ଚାଇନାକୁ ସିଧାସଳଖ ଦାୟୀ କରି ନାହିଁ। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଏହା ପ୍ରଥମ...

ଲଣ୍ଡନରେ ମିଳିଲା ପୋଲିଓ ଭାଇରସ୍‌, ଡବ୍ଲୁଏଚଓ ଜାରି କଲା ସତର୍କ ସୂଚନା…

ଜେନେଭା, ୨୩।୬ : ଲଣ୍ଡନର ଏକ ସିଓ୍ବେଜ ନମୁନାରେ ପୋଲିଓ ଭାଇରସ ଚିହ୍ନଟ ହୋଇଛି। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲୁଏଚଓ) ଏବଂ ବ୍ରିଟିଶ ସ୍ବାସ୍ଥ୍ୟ ଅଧିକାରୀମାନେ ଏହି ସୂଚନା ଦେଇଛନ୍ତି। ଏଥିସହ ଏହି ଘଟଣାର ତଦନ୍ତ ଜାରି ରହିଛି ବୋଲି...

ସ୍ଥିତି ଅଣାୟତ୍ତ ମୁହାଁ, ଦୈନିକ ସଂକ୍ରମଣ ୧୩ ହଜାର ଟପିଲା…

ନୂଆଦିଲ୍ଲୀ, ୨୩।୬ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି...

ଦିଆଯିବ କରୋନା ଟିକାର ଚତୁର୍ଥ ଡୋଜ୍‌…

କୋପେନହେଗେନ, ୨୩।୬ : ପୃଥିବୀରେ ପ୍ରାୟ ୩ ବର୍ଷ ଧରି କରୋନା ମହାମମାରୀ ସଂକ୍ରମଣ ଜାରି ରହିଛି। କରୋନା ଭାଇରସରୁ ରକ୍ଷା ପାଇବା ପାଇଁ କୋଭିଡ -୧୯ ଟିକା ପ୍ରୟୋଗ କରାଯାଉଛି। କିନ୍ତୁ ଏହା ମଧ୍ୟ ଅଧିକ ସମୟ କାମ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri