Tag Archives: Home Middle

ଆଫଗାନିସ୍ତାନରେ ହୋଇଥିବା ଭୂକମ୍ପରେ ମୃତକଙ୍କ ସଂଖ୍ୟା ବଢୁଛି

କାବୁଲ,୨୨ା୬: ଆଫଗାନିସ୍ତାନରେ ଭୟଙ୍କର ଭୂକମ୍ପ ହୋଇଛି। ଫଳରେ ୧୦୦୦ ଲୋକଙ୍କର ମୃତ୍ୟୁ ଘଟିଥିବା ବେଳେ ୫୦୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୬.୧ ଥିଲା। ଏକ ରିପୋର୍ଟ ଅନୁଯାୟୀ, ଏହି ଭୂକମ୍ପର କେନ୍ଦ୍ରବିନ୍ଦୁ ପୂର୍ବ ଆଫଗାନିସ୍ତାନର...

ଏସବୁ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା: ସତର୍କ ସୂଚନା ଜାରି

ଭୁବନେଶ୍ୱର,୨୨ା୬(ବ୍ୟୁରୋ): ସମୁଦ୍ର ପତ୍ତନଠାରୁ ୧.୫କିମି ଓ ୫.୮ କିମି ମଧ୍ୟରେ ଗୋଟିଏ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ରାଜ୍ୟରେ ୫ ଦିନ ଧରି କେତେକ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି) ସତର୍କ...

ସଙ୍କଟରେ ଭାବପ୍ରବଣ ହେଲେ ମୁଖ୍ୟମନ୍ତ୍ରୀ

ମୁମ୍ବାଇ,୨୨।୬: ମହାରାଷ୍ଟ୍ରରେ ଚାଲିଥିବା ରାଜନୈତିକ ସଙ୍କଟ ମଧ୍ୟରେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ରବିବାର ମହାରାଷ୍ଟ୍ରର ଲୋକଙ୍କୁ ସମ୍ବୋଧିତ କରିଛନ୍ତି। ଶିବସେନାର ବିଦ୍ରୋହୀ ବିଧାୟକ ଏକନାଥ ସିନ୍ଦେଙ୍କୁ ଏକ ସଙ୍କେତ ଦେଇ ସେ କହିଛନ୍ତି ଯେ, ଯଦି କେହି ମୋତେ ମୁଖ୍ୟମନ୍ତ୍ରୀ...

ଦ୍ରୌପଦୀଙ୍କୁ ସମର୍ଥନ ପାଇଁ ନିବେଦନ କଲେ ନବୀନ

ଭୁବନେଶ୍ୱର,୨୨ା୬(ବ୍ୟୁରୋ): ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦଳମତ ନିର୍ବିଶେଷରେ ସମର୍ଥନ କରିବାକୁ  ନିବେଦନ କରିଛନ୍ତି। ଓଡ଼ିଶା ମାଟିର ଝିଅ ଦ୍ରୌପଦୀ ମୁର୍ମୁଙ୍କୁ ଏନ୍‌ଡିଏ ରାଷ୍ଟ୍ରପତି ନିର୍ବାଚନରେ ପ୍ରାର୍ଥୀ ଘୋଷଣା କରିଛି। ପ୍ରଥମଥର ପାଇଁ...

ଜୁନ୍‌ ୨୪ରେ ନାମାଙ୍କନପତ୍ର ଦାଖଲ କରିବେ ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ,୨୨।୬: ଦେଶରେ ରାଷ୍ଟ୍ରପତି ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଜୁଲାଇ ୧୮ରେ ହେବାକୁ ଥିବା ଏହି ନିର୍ବାଚନ ପାଇଁ ଭାଜପା ଓଡ଼ିଶାର ଦ୍ରୌପଦୀ ମୁର୍ମୁ ଏବଂ ବିରୋଧୀ ପକ୍ଷରୁ ୟଶୱନ୍ତ ସିହ୍ନାଙ୍କୁ ପ୍ରାର୍ଥୀ କରାଯାଇଛି। ଆସନ୍ତା ଜୁନ୍‌ ୨୪ରେ...

ମମିତା ମେହେର ହତ୍ୟାକାଣ୍ଡ ମାମଲା: କୋର୍ଟରେ ହାଜର ହେଲେ ଗୋବିନ୍ଦ-ରାଧେ

ବଲାଙ୍ଗୀର ଅଫିସ,୨୨ା୬: ବହୁ ଚର୍ଚ୍ଚିତ ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟାକାଣ୍ଡ ମାମଲାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ଓ ସହଯୋଗୀ ରାଧେ ଶ୍ୟାମ ଚଣ୍ଡୀ ବୁଧବାର ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ଏ.ଡି.ଜେ କୋର୍ଟରେ ହାଜର ହୋଇଛନ୍ତି। ବଲାଙ୍ଗୀର ସ୍ବତନ୍ତ୍ର ପୋଲିସ...

ଅଙ୍ଗଦାନ କରି ୫ ଲୋକଙ୍କ ଜୀବନ ବଞ୍ଚାଇଲେ ୧୮ ବର୍ଷୀୟ ଛାତ୍ର

ଚେନ୍ନାଇ,୨୨ା୬: ଏକ ଦୁର୍ଘଟଣା ପରେ ମସ୍ତିଷ୍କକୁ ମୃତ ଘୋଷଣା କରାଯାଇଥିବା ଜଣେ ୧୮ ବର୍ଷୀୟ ଛାତ୍ରତ ତାଙ୍କ ଅଙ୍ଗ ଦାନ କରି ୫ ଜଣଙ୍କ ଜୀବନ ରକ୍ଷା କରିଛନ୍ତି। ତାମିଲନାଡୁର ଶନିବାର ଏକ ଦୁର୍ଘଟଣାରେ ଥେନି ଜିଲାର ଉଥାମପାଲାୟମର ଛାତ୍ର...

ସିନ୍ଧିଆ-ପାଇଲଟଙ୍କ ପରେ ଏବେ ସିନ୍ଦେ, ଦଳୀୟ ଅସନ୍ତୋଷ ଭାଜପା ପାଇଁ ସୃଷ୍ଟି କରୁଛି ସୁଯୋଗ…

ନୂଆଦିଲ୍ଲୀ, ୨୨।୬ : ଜ୍ୟୋତିରାଦିତ୍ୟ ସିନ୍ଧିଆ, ସଚିନ ପାଇଲଟ ଏବଂ ବର୍ତ୍ତମାନ ଏକନାଥ ସିନ୍ଦେଙ୍କ ପାଇଁ ଭାଜପା ଲାଗି ସୁଯୋଗ ସୃଷ୍ଟି ହୋଇଛି। ଭାଜପାର ୨୪ ଗୁଣନ ୭ ରାଜନୀତିର ଗୋଟିଏ ଦିଗ ହେଉଛି ବିରୋଧୀ ଦଳଗୁଡ଼ିକରେ ଅସନ୍ତୁଷ୍ଟ ନେତାଙ୍କ...

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ମାମଲା ରଦ୍ଦ କଲେ ହାଇକୋର୍ଟ

କଟକ ଅଫିସ,୨୨ା୬: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ଲାଗି ରହିଥିବା ସମସ୍ତ ବିବାଦର ଅନ୍ତ ଘଟିଛି। ପ୍ରକଳ୍ପକୁ ଚ୍ୟାଲେଞ୍ଜ କରି ହାଇକୋର୍ଟରେ ଦାୟର ହୋଇଥିବା ସମସ୍ତ ମାମଲା ଉପରେ ବୁଧବାର ପୂର୍ଣ୍ଣଚ୍ଛେଦ ଟାଣିଛନ୍ତି ହାଇକୋର୍ଟ। ଦାୟର ଜନସ୍ବାର୍ଥ ମାମଲା ସହ...

ଦେଶର ପ୍ରଥମ ମୁଖ୍ୟମନ୍ତ୍ରୀ ଭାବେ ପୋପଙ୍କୁ ଭେଟିଲେ ନବୀନ

ଭୁବନେଶ୍ୱର(ବ୍ୟୁରୋ)/ରୋମ,୨୨।୬: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ବିଶ୍ୱର ସର୍ବପୁରାତନ ସହର ରୋମରେ ପୋପଙ୍କୁ ଭେଟଛନ୍ତି। ରୋମ ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ପୋପ ଫ୍ରାନ୍‌ସିସ୍‌ଙ୍କୁ ଭେଟିଛନ୍ତି। ଦେଶର ପ୍ରଥମ ମୁଖ୍ୟମନ୍ତ୍ରୀ ଭାବେ ପୋପଙ୍କୁ ସାକ୍ଷାତ କରିବାର ସୁଯୋଗ ପାଇଛନ୍ତି ସେ ।...

ଗୋରେଖନାଥଙ୍କ ହୁଣ୍ଡି ଭାଙ୍ଗି ଦୁର୍ବୃତ୍ତ ଲୁଟିନେଲେ ଟଙ୍କା, ସିସିଟିଭିରେ କଏଦ

ଜଗତସିଂହପୁର ଅଫିସ,୨୨ା୬: ଜଗତସିଂହପୁର ଜିଲା ତିର୍ତ୍ତୋଲ ଥାନା ଅନ୍ତର୍ଗତ କେରେକେରାର ଶୈବପୀଠ ଗୋରେଖନାଥଙ୍କ ହୁଣ୍ଡିରୁ ଦୁର୍ବୃତ୍ତମାନେ ଲକ୍ଷାଧିକ ଟଙ୍କା ଚୋରି କରି ନେଇ ଯାଇଥିବା ଅଭିଯୋଗ ହୋଇଛି। ସିସିଟିଭିରେ ଦୁର୍ବୃତ୍ତମାନେ ହୁଣ୍ଡି ଭାଙ୍ଗି ଟଙ୍କା ଲୁଟ୍‌ କରୁଥିବାର ଦୃଶ୍ୟ କଏଦ...

ଆଫଗାନିସ୍ତାନ ଭୂକମ୍ପ, ଶୋଇଥିବା ଅବସ୍ଥାରେ ୯୦୦ରୁ ଅଧିକଙ୍କ ମୃତ୍ୟୁ …

କାବୁଲ, ୨୨।୬ : ଆଫଗାନିସ୍ତାନରେ ଅନୁଭୂତ ହୋଇଥିବା ଭୂକମ୍ପରେ ଶୋଇଥିବା ଅବସ୍ଥାରେ ୯୦୦ରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଥିବା କୁହାଯାଉଛି। ଇତିମଧ୍ୟରେ ୯୨୦ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୬୦୦ରୁ ଅଧିକ ଆହତ ହୋଇଥିବା ପ୍ରଶାସନ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri