Tag Archives: Home Middle

ଥରିଲା ଜାପାନ

ଟୋକିଓ,୧୯ା୬: ଜାପାନର ଇଶିକାଓ୍ବା ପ୍ରାନ୍ତ ନୋଟୋ ଅଞ୍ଚଳରେ ଭୟଙ୍କର ଭୂକମ୍ପ ହୋଇଛି। ରିକ୍ଟର ସ୍କେଲ୍‌ରେ ଏହା ତୀବ୍ରତା ୫.୪ ଥିଲା। ଭୂକମ୍ପ ପ୍ରଭାବରେ ସୁନାମୀ ଆସିବାର ଆଶଙ୍କା ସୃଷ୍ଟି ହୋଇଛି। ଏନେଇ ପ୍ରଶାସନ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।...

ପ୍ରତ୍ୟାହାର ହେବ ନାହିଁ ‘ଅଗ୍ନିପଥ ଯୋଜନା’: ଏଫଆଇଆର୍‌ ଥିବା ଯୁବକଙ୍କୁ ମିଳିବନି ଚାକିରି

ନୂଆଦିଲ୍ଲୀ,୧୯।୫: ଅଗ୍ନିପଥ ଯୋଜନା ବିରୋଧରେ ଚାଲିଥିବା ପ୍ରଦର୍ଶନ ମଧ୍ୟରେ ସେନା ପକ୍ଷରୁ ରବିବାର ମିଳିତ ଖବରଦାତା ସମ୍ମିଳନୀ କରି ଏହି ଯୋଜନା ବିଷୟରେ ବିସ୍ତୃତ ସୂଚନା ଦିଆଯାଇଛି। ସାମରିକ ବ୍ୟାପାର ବିଭାଗର ଅତିରିକ୍ତ ସଚିବ ଲେଫ୍ଟ ଜେନେରାଲ ଅନିଲ ପୁରୀ...

କିଛି ନୂଆ କାମ କରିବାକୁ ହେଲେ ସମସ୍ୟାର ସମ୍ମୁଖୀନ ହେବାକୁ ପଡିଥାଏ: ମୋଦି

ନୂଆଦିଲ୍ଲୀ,୧୯ ।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ପ୍ରଗତି ମଇଦାନରେ ଆଟିପିଓ ଟନେଲର ଉଦଘାଟନ କରିଛନ୍ତି । ଏହା ପୂର୍ବରୁ ସେ ଏହି ଟନେଲର ଯାଞ୍ଚ ମଧ୍ୟ କରିଥିଲେ । ଏହି ଅବସରରେ ପ୍ରଧାନମନ୍ତ୍ରୀ କହିଛନ୍ତି, ଦଶନ୍ଧି ପୂର୍ବରୁ ଭାରତର...

ମୁଁ ଯେବେ ବାପା ହେଲି

ଯାହାଙ୍କ ବିଷୟରେ ବଖାଣିବାକୁ ଶବ୍ଦ ହୁଏ ନିଅଣ୍ଟ। ଯିଏ ପିଲାଙ୍କୁ ଭଲ ମଣିଷ କରିବାକୁ କେବେ ଖୁବ୍‌ ରାଗୀ ତ ପୁଣି କେବେ ସ୍ନେହ, ଶ୍ରଦ୍ଧାର ଅସୀମ ଭଣ୍ଡାର । ଯାହାଙ୍କ ଶ୍ରମ, ନିଷ୍ଠା ଆଉ କର୍ତ୍ତବ୍ୟପରାୟଣତା ସନ୍ତାନକୁ ଚଖାଏ...

ଅଗ୍ନିପଥ ଯୋଜନାକୁ ସ୍ଥଗିତ ରଖିବାକୁ ପ୍ରଧାନମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ

ନୂଆଦିଲ୍ଲୀ,୧୯ ।୬: କେନ୍ଦ୍ର ସରକାରଙ୍କ ‘ଅଗ୍ନିପଥ‘ ଯୋଜନାକୁ ନେଇ ପ୍ରାୟ ୧୫ ରାଜ୍ୟରେ ଜୋରଦାର ବିରୋଧ ପ୍ରଦର୍ଶନ କରାଯାଉଛି । କେରଳରେ ଯୁବକମାନେ ରାଜଭବନ ଘେରାଉ କରିଛନ୍ତି । ରାଜସ୍ଥାନରେ ବି ଏହାକୁ ବିରୋଧ କରାଯାଉଛି । ତାମିଲନାଡୁ, କର୍ନାଟକ,...

କରୋନା ନାଜାଲ ଭ୍ୟାକ୍ସିନର ତୃତୀୟ ପର୍ଯ୍ୟାୟ ପରୀକ୍ଷା ଶେଷ, ଖୁବଶୀଘ୍ର ହେବ ଲଞ୍ଚ

ନୂଆଦିଲ୍ଲୀ,୧୯ ।୬: କରୋନା ମହାମାରୀ ପୁଣିଥରେ ମୁଣ୍ଡ ଟେକିବା ଆରମ୍ଭ କଲାଣି । ହେଲେ ଏହାସହ ଲଢିବାକୁ ସାରା ବିଶ୍ୱରେ ଭ୍ୟାକ୍ସିନ ତିଆରି ହୋଇ ସାରିଥିବା ବେଳେ ଏବେ ଏହି ଭ୍ୟାକ୍ସିନକୁ ନେଇ ଆଉ ଏକ ଭଲ ଖବର ଆସିଛି...

ତିର୍ତ୍ତୋଲ ବିଧାୟକଙ୍କ ନାଁରେ ଏତଲା ଦେଲେ ସୋମାଲିକା

ଜଗତ୍‌ସିଂହପୁର ଅଫିସ,୧୯।୬: ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଦାସ (୩୦) ଓ ତାଙ୍କ ପ୍ରେମିକା ତଥା ସ୍ଥାନୀୟ ଦେଉଳୀ ଗ୍ରାମେଶ୍ୱର ଗ୍ରାମର ସଂଗ୍ରାମ କିଶୋର ଦାଶଙ୍କ ଝିଅ ସୋମାଲିକା ଦାଶ (୨୯)ଙ୍କ ବିବାହ ପ୍ରସଙ୍ଗ ଏବେ ଭିନ୍ନ ମୋଡ଼ ନେଇଛି।...

ଟଙ୍କା ନ ଦେଇ ଗାଇଡ୍‌ଲାଇନ୍‌

ଭୁବନେଶ୍ୱର,୧୯।୬(ବ୍ୟୁରୋ): ବିଭିନ୍ନ ସମୟରେ ଦେଖାଦେଉଥିବା ପ୍ରାକୃତିକ ବିପର୍ଯ୍ୟୟ ଓଡ଼ିଶାର ଆର୍ଥିକ ମେରୁଦଣ୍ଡକୁ ଦୋହଲାଇ ଦେଉଛି। ଗୋଟିଏ ପରେ ଗୋଟିଏ ବାତ୍ୟା ଉପକୂଳ ଅଞ୍ଚଳକୁ ଛାରଖାର କରିଦେଉଛି। ଗତ ଦୁଇ ଦଶନ୍ଧି ମଧ୍ୟରେ ରାଜ୍ୟକୁ ୭ଟି ଭୟଙ୍କର ବାତ୍ୟାର ସମ୍ମୁଖୀନ ହେବାକୁ...

କାବୁଲ ଗୁରୁଦ୍ୱାରରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ନିନ୍ଦା କଲେ ମୋଦି

ନୂଆଦିଲ୍ଲୀ,୧୯ ।୬: ଆଫଗାନିସ୍ତାନର ରାଜଧାନୀ କାବୁଲ ସ୍ଥିତ କାର୍ତେ ପରୱାନ ଗୁରୁଦ୍ୱାରରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଖୁବ୍ ନିନ୍ଦା କରିଛନ୍ତି । ତାଲିବାନ ଶାସିତ ଆଫଗାନିସ୍ତନରେ ସଂଖ୍ୟାଲଘୁଙ୍କ ଧାର୍ମିକ ସ୍ଥଳକୁ ଟାର୍ଗେଟ କରି କରାଯାଉଥିବା ଆକ୍ରମଣର...

ବିରୋଧ ପ୍ରଦର୍ଶନ ଯୋଗୁ ଫସି ରହିଥିବା ରେଳ ଯାତ୍ରୀଙ୍କୁ ମିଳିବ ଖାଦ୍ୟ-ପାନୀୟ: ଅଶ୍ୱିନି ବୈଷ୍ଣବ

ନୂଆଦିଲ୍ଲୀ,୧୯ ।୬: କେନ୍ଦ୍ର ସରକାରଙ୍କ ‘ଅଗ୍ନିପଥ‘ ଯୋଜନାକୁ ବିରୋଧ କରି ସାରା ଦେଶରେ ପ୍ରଦର୍ଶନ ଜାରି ରହିଛି । ଫଳରେ ଏହାର ପ୍ରଭାବ ଟ୍ରେନ ଚଳାଚଳ ଉପରେ ଅଧିକ ପଡିଛି । ଏପଟେ ପ୍ରଦର୍ଶନକାରୀମାନେ ଟ୍ରେନରେ ନିଆଁ ଲଗାଇଦେବା ଫଳରେ...

ବିରୋଧୀ ଦଳ ରାଷ୍ଟ୍ରପତି ପ୍ରାର୍ଥୀ ହେବାକୁ ଫାରୁକ ଅମଙ୍ଗ

ଶ୍ରୀନଗର,୧୮ା୬: ଆଗାମୀ ରାଷ୍ଟ୍ରପତି ନିର୍ବାଚନରେ ବିରୋଧୀ ଦଳଗୁଡ଼ିକ ମିଳିତ ପ୍ରାର୍ଥୀ ଦେବା ଲାଗି ଉଦ୍ୟମ ଚଳାଇଛନ୍ତି। ତେବେ ସମ୍ଭାବ୍ୟ ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ନ୍ୟାଶନାଲ କନ୍‌ଫରେନ୍ସ ନେତା ଫାରୁକ୍‌ ଅବଦ୍ଦୁଲାଙ୍କ ନାଁ ଚର୍ଚ୍ଚା ହେଉଥିଲା।...

୩୬୯ ଟ୍ରେନ୍‌ ବାତିଲ

ନୂଆଦିଲ୍ଲୀ,୧୮ା୬: ଅଗ୍ନିପଥ ପ୍ରତିବାଦ ଯୋଗୁ ରେଳ ବିଭାଗ ପକ୍ଷରୁ ଟ୍ରେନ୍‌ ସେବା ପ୍ରଭାବିତ ହୋଇଛି। କେତେକ ରୁଟ୍‌ରେ ଟ୍ରେନ ସମ୍ପୂର୍ଣ୍ଣ ବାତିଲ କରାଯାଇଥିବାବେଳେ ଆଉ କେତେକ ରୁଟ୍‌ରେ ଆଂଶିକ ବାତିଲ କରାଯାଇଛି।  କେତେକ ଟ୍ରେନ୍‌ର ଗତିପଥ ବଦଳାଇ ଯାତ୍ରା କରିବାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri