Tag Archives: Home Middle

ଟାର୍ଗେଟ ପୂରୁଛି, ଋଣ ମିଳୁନି

ପୁରୀ ଅଫିସ,୧୭।୬: ପୁରୀ ଜିଲା ଅର୍ଥନୀତି ମୁଖ୍ୟତଃ ପର୍ଯ୍ୟଟନ ଓ କୃଷି ଉପରେ ନିର୍ଭରଶୀଳ। ଉଦ୍ୟୋଗ ଭଳି କ୍ଷେତ୍ରରେ ପୁରୀ ଜିଲା ଅଗ୍ରଣୀ ହୋଇପାରିନାହିଁ। ଉଦ୍ୟୋଗ କ୍ଷେତ୍ରରେ ଜିଲାକୁ ଆଗକୁ ବଢ଼ାଇବା ପାଇଁ ଯେଉଁ ସାମଗ୍ରିକ ପ୍ରଚେଷ୍ଟା ଆବଶ୍ୟକ ତାହା...

ଭାରତୀୟ ରାଜ୍ୟଗୋଷ୍ଠୀ କ୍ରୀଡ଼ା ଦଳରେ ଦୂତୀ, ଶ୍ରାବଣୀ

ନୂଆଦିଲ୍ଲୀ,୧୬।୬: ବର୍ମିଂହାମ ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ଭାରତୀୟ ଆଥ୍‌ଲେଟିକ୍ସ ଫେଡେରେଶନ (ଏଏଫ୍‌ଆଇ) ପକ୍ଷରୁ ଗୁରୁବାର ୩୭ ଜଣିଆ ଭାରତୀୟ ଆଥ୍‌ଲେଟ୍‌ ଦଳ ଘୋଷଣା କରାଯାଇଛି। ଅଲିମ୍ପିକ୍‌ ଚାମ୍ପିୟନ ଜାଭେଲିନ ଥ୍ରୋୟର ନୀରଜ ଚୋପ୍ରା ଏହି ଦଳର ନେତୃତ୍ୱ ନେବେ। ଏହି...

ଆଇଏଏସ୍‌ ସ୍ତରରେ ବଡ ଧରଣର ଅଦଳବଦଳ: ଗଞ୍ଜାମ ଜିଲାପାଳ ହେଲେ ବିଏମ୍‌ସି କମିଶନର

ଭୁବନେଶ୍ବର,୧୬।୬(ବ୍ୟୁରୋ): ରାଜ୍ୟ ସରକାର ଗୁରୁବାର ଆଇଏଏସ୍‌ ସ୍ତରରେ ବଡ ଧରଣର ଅଦଳ ବଦଳ କରିଛନ୍ତି । ସୁଧାଂଶୁ ସାମଲ ହେଲେ ଜଳ ସମ୍ପଦ ଯୁଗ୍ମ ସଚିବ। କନ୍ଧମାଳ ଜିଲାପାଳ ବୃନ୍ଦା ଡି. ହେଲେ ଓଏସ୍‌ଏମ୍‌ସିଏଲ୍‌ ଏମ୍‌ଡି। ପ୍ରେମଚନ୍ଦ୍ର ଚୌଧୁରୀ ହେଲେ...

‘ଆମେରିକା ଧମକକୁ ଡରିବନି ଚାଇନା’

ବେଜିଂ,୧୬ା୬: ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନଙ୍କ ଚେତାବନୀକୁ ଅଣଦେଖା କରି ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ୍‌ ସାର୍ବଭୌମତ୍ୱ ତଥା ସୁରକ୍ଷା ପ୍ରସଙ୍ଗକୁ ଦୃଢ଼ ଭାବେ ସମର୍ଥନ କରିଛନ୍ତି। ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ କଥାବାର୍ତ୍ତା ବେଳେ ଜିନପିଙ୍ଗ କହିଛନ୍ତି,...

ବଢ଼ିବ ବିଜୁଳି ସଙ୍କଟ, ଲାଇଟ୍‌ ବନ୍ଦ କରିବାକୁ ସରକାରଙ୍କ ନିବେଦନ

କାନ୍‌ବେରା,୧୬ା୬:  ଆଗାମୀ ଦିନରେ ଅଷ୍ଟ୍ରେଲିଆରେ ବିଦ୍ୟୁତ୍‌ ସଙ୍କଟ ଆହୁରି ବଢ଼ିପାରେ। ଏହାକୁ ଦୃଷ୍ଟିରେ ରଖି ଶକ୍ତି ମନ୍ତ୍ରୀ କ୍ରିସ୍‌ ବୋଓ୍ବେନ ଗୁରୁବାର ସିଡ୍‌ନୀରେ ଘରୁ ବ୍ଲାକଆଉଟ୍‌ ହେବାର ଚେତାବନୀ ଦେଇଛନ୍ତି। ବ୍ଲାକଆଉଟ ରୋକିବା ପାଇଁ ସେ ସାଧାରଣ ଲୋକଙ୍କୁ ସନ୍ଧ୍ୟାରେ...

ସଶକ୍ତ-ସମୃଦ୍ଧ-ଏକୀକୃତ ଆସିଆନ ଗଠନ ପାଇଁ ଭାରତ ପ୍ରତିଶ୍ରୁତିବଦ୍ଧ…

ନୂଆଦିଲ୍ଲୀ, ୧୬।୬ : ଏକ ଶକ୍ତିଶାଳୀ, ସମୃଦ୍ଧ ଏବଂ ଏକୀକୃତ ଆସିଆନ (ଏଏସଇଏଏନ) ଗଠନ ପାଇଁ ଭାରତ ପ୍ରତିଶ୍ରୁତିବଦ୍ଧ । ଏନେଇ ଭାରତ ଏହାର ପୂର୍ଣ୍ଣ ସମର୍ଥନ ଲାଗି ପ୍ରତିଶ୍ରୁତି ଦେଇଛି । ବହିର୍ବ୍ୟାପାର ମନ୍ତ୍ରୀ ଏସ. ଜୟଶଙ୍କର ଆସିଆନର...

ରାଜ୍ୟରେ ବଢୁଛି କରୋନା ସଂକ୍ରମଣ: ସତର୍କ ରହିବାକୁ ନିର୍ଦ୍ଦେଶ ଦେଲେ ସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର,୧୬।୬(ବ୍ୟୁରୋ): ରାଜ୍ୟର କରୋନା ସଂକ୍ରମଣ ଧୀରେ ଧୀରେ ବଢିବାରେ ଲାଗିଛି। ଗତ କିଛିଦିନ ହେବ ୨୦ ଭିତରେ ସଂକ୍ରମଣ ରହୁଥିବାବେଳେ ଗୁରୁବାର ତାହା ବଢି ୪୧ରେ ପହଞ୍ଚିଛି। କେବଳ ରାଜ୍ୟରେ ନୁହେଁ, ଦେଶରେ ମଧ୍ୟ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ...

ସର୍ଭିକାଲ କ୍ୟାନସର ସ୍ବଦେଶୀ ଟିକାକୁ ଡିସିଜିଆଇ ମଞ୍ଜୁରୀ…

ନୂଆଦିଲ୍ଲୀ, ୧୬।୬ : ସେରମ ଇନଷ୍ଟିଚ୍ୟୁଟର କ୍ୱାଡି ଭେଲଣ୍ଟ ହ୍ୟୁମାନ ପାପିଲୋମାଭାଇରସ ଟିକାକୁ ଡିସିଜିଆଇର ବିଶେଷଜ୍ଞ କମିଟି ଦ୍ୱାରା ଅନୁମୋଦନ କରାଯାଇଛି। ଏହି ସ୍ବଦେଶୀ ଟିକା ୯ ରୁ ୨୬ ବର୍ଷ ବୟସ୍କଙ୍କଠାରେ ଦେଖାଦେଉଥିବା ଗର୍ଭାଶୟ କର୍କଟ (ସର୍ଭିକାଲ କ୍ୟାନସର)...

ଓଡ଼ିଶା ଛୁଇଁଲା ମୌସୁମୀ

ଭୁବନେଶ୍ୱର,୧୬।୬(ବ୍ୟୁରୋ): ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଗୁରୁବାର ଓଡ଼ିଶା ଛୁଇଁଛି। ଏନେଇ ଭୁବନେଶ୍ୱର ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୌସୁମୀ ପ୍ରଭାବରେ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଗଞ୍ଜାମ, ଗଜପତି, ରାୟଗଡ଼ା, ମାଲକାନଗିରି,...

ଅଗ୍ନିପଥ ଯୋଜନାରେ ପ୍ରତିରକ୍ଷାମନ୍ତ୍ରୀ ନିଜର ଆଭିମୁଖ୍ୟ ସ୍ପଷ୍ଟ କରନ୍ତୁ, କହିଲେ ବରୁଣ ଗାନ୍ଧୀ…

ନୂଆଦିଲ୍ଲୀ, ୧୬।୬ : ସ୍ଥଳସେନା, ନୌସେନା ଏବଂ ବାୟୁସେନାରେ ନିଯୁକ୍ତି ପାଇଁ ଆରମ୍ଭ ହୋଇଥିବା ଅଗ୍ନିପଥ ଯୋଜନା ନେଇ ବିଭିନ୍ନ ବର୍ଗରୁ ଭିନ୍ନ ଭିନ୍ନ ପ୍ରତିକ୍ରିୟା ଆସିବାରେ ଲାଗିଛି। ଏହି ପ୍ରସଙ୍ଗରେ ଭାଜପା ଏମ୍‌ପି ବରୁଣ ଗାନ୍ଧୀ ବହୁ ଟୁଇଟ...

୨୦୩୨ ସୁଦ୍ଧା ଭାରତୀୟ ସେନାର ଅଧା ହେବ ଅଗ୍ନିବୀରଙ୍କ ସଂଖ୍ୟା, ପ୍ରତିବର୍ଷ ଦେଢ଼ ଲକ୍ଷ ନିଯୁକ୍ତି …

ନୂଆଦିଲ୍ଲୀ, ୧୬।୬ : ଭାରତୀୟ ସେନାରେ ସମ୍ପ୍ରତି ୧୨ ଲକ୍ଷ ଯବାନ ଅଛନ୍ତି। ଅଗ୍ନିପଥ ଯୋଜନା ଅନୁସାରେ ୨୦୩୨ ସୁଦ୍ଧା ଅଗ୍ନିବୀରଙ୍କ ସଂଖ୍ୟା ଏହାର ଅଧା ସହିତ ସମାନ ହେବ। ଅର୍ଥାତ ଆଗାମୀ ୧୦ ବର୍ଷ ମଧ୍ୟରେ ଅଗ୍ନିପଥ ଯୋଜନା...

ଭାରତ ପାଇଁ ସଙ୍କଟ, ଆମେରିକା ଫେଡେରାଲ ରିଜର୍ଭ ସୁଧହାରରେ ୦.୭୫ ପ୍ରତିଶତ ବୃଦ୍ଧି କଲା…

ଓ୍ବାଶିଂଟନ, ୧୬।୬ : ବୃଦ୍ଧି ହେଉଥିବା ମୁଦ୍ରାସ୍ଫୀତିକୁ ନିୟନ୍ତ୍ରଣ କରିବା ପାଇଁ ଆମେରିକାର ଫେଡେରାଲ ରିଜର୍ଭ ସୁଧ ହାର ବୃଦ୍ଧି କରିଛି। ଆମେରିକାର ଫେଡେରାଲ ରିଜର୍ଭ ସୁଧ ହାରକୁ ୭୫ ଆଧାର ପଏଣ୍ଟ ଅର୍ଥାତ୍‌ ୦.୭୫ ପ୍ରତିଶତ ବୃଦ୍ଧି କରିଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri