Tag Archives: Home Middle

ଅଗ୍ନିବୀରଙ୍କୁ ସିଏପିଏଫ୍‌-ଆସାମ ରାଇଫଲ୍ସ ନିଯୁକ୍ତିରେ ଅଗ୍ରାଧିକାର…

ନୂଆଦିଲ୍ଲୀ, ୧୫।୬ : ଅଗ୍ନିପଥ ଯୋଜନା ଅନ୍ତର୍ଗତ ଚାରି ବର୍ଷ ଚାକିରି ପୂରଣ କରିଥିବା ଅଗ୍ନିଶମ କର୍ମଚାରୀଙ୍କ ପାଇଁ କେନ୍ଦ୍ର ସରକାର ଏକ ଖୁସି ଖବର ଆଣିଛନ୍ତି। ଏହି ଯୋଜନା ଅନ୍ତର୍ଗତ ସିଏପିଏଫ ଏବଂ ଆସାମ ରାଇଫଲ୍ସରେ ନିଯୁକ୍ତିରେ ୪...

ସକ୍ରିୟ ମାମଲା ୬୦ ହଜାର ମୁହାଁ …

ନୂଆଦିଲ୍ଲୀ, ୧୫।୬ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି...

ଗ୍ରାମାଞ୍ଚଳ ବେଆଇନ ନିର୍ମାଣ ଉପରେ ଅଙ୍କୁଶ

ଭୁବନେଶ୍ୱର,୧୫ା୬(ବ୍ୟୁରୋ): ଗ୍ରାମାଞ୍ଚଳରେ ୫୦୦ ବର୍ଗମିଟରରୁ ଅଧିକ ଅଞ୍ଚଳରେ ବାସଗୃହ କିମ୍ବା ବ୍ୟବସାୟ ପ୍ରତିଷ୍ଠାନ ନିର୍ମାଣ କରୁଥିବା ବିଲ୍‌ଡର୍ସ/ଡେଭେଲପର୍ସମାନଙ୍କୁ ଓଡ଼ିଶା ରିୟଲ ଇଷ୍ଟେଟ୍‌ ରେଗୁଲେଟୋରି ଅଥରିଟି (ଓରେରା)ରେ ପଞ୍ଜୀକରଣ କରିବା ବାଧ୍ୟତାମୂଳକ କରାଯାଇଛି। ମନଇଚ୍ଛା ବେଆଇନ ପ୍ରକଳ୍ପ ନିର୍ମାଣ ଉପରେ ଅଙ୍କୁଶ...

୪୮ ରନ୍‌ରେ ଜିତିଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୧୪।୬: ସ୍ଥାନୀୟ ଓ୍ବାଇଏସ୍‌ ରାଜଶେଖର ରେଡ୍ଡୀ ଏସିଏ-ଭିଡିସିଏ କ୍ରିକେଟ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ତୃତୀୟ ଟି-୨୦ ମ୍ୟାଚ୍‌ରେ ଟିମ୍‌ ଇଣ୍ଡିଆ ବିଜୟ ଲାଭ କରିଛି। ଏହି ‘କର ବା ମର’ ମ୍ୟାଚ୍‌ରେ ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିଲା ଭାରତ।...

ସୁବାସିତ ଜଳରେ ସ୍ନାନ କଲେ ଚତୁର୍ଦ୍ଧାମୂର୍ତ୍ତି

ପୁରୀ ଅଫିସ,୧୪ା୬: ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଦୁଇ ବର୍ଷ ପରେ ଭକ୍ତଙ୍କ ମେଳରେ ହେଉଛି ସ୍ନାନଯାତ୍ରା। ଏନେଇ ଶ୍ରୀକ୍ଷେତ୍ରରେ ଶ୍ରଦ୍ଧାଳୁଙ୍କ ଭିଡ। ରତ୍ନ ସିଂହାସନ ଛାଡ଼ି ସ୍ନାନବେଦୀରେ ବିରାଜମାନ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ସେବାୟତଙ୍କ ଦ୍ୱାରା ନୀତିକାନ୍ତି ଶେଷ ପରେ...

ମୋଦି ସରକାରଙ୍କ ବଡ଼ ଘୋଷଣା: ଆସନ୍ତା ଦେଢ ବର୍ଷରେ ମିଳିବ ୧୦ ଲକ୍ଷ ଚାକିରି

ନୂଆଦିଲ୍ଲୀ,୧୪।୬: ମୋଦି ସରକାର ଲୋକଙ୍କୁ ଚାକିରି ଦେବା ଦିଗରେ ଏକ ବଡ ପଦକ୍ଷେପ ନେବାକୁ ଯାଉଛନ୍ତି। ମଙ୍ଗଳବାର ସକାଳେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି ଯେ, ମୋଦି ସରକାର ଆସନ୍ତା ଦେଢ ବର୍ଷରେ ୧୦ ଲକ୍ଷ ଚାକିରି ଦେବେ। ପ୍ରଧାନମନ୍ତ୍ରୀ...

ସ୍ନାନବେଦୀରେ ଶ୍ରୀଜୀଉ

ପୁରୀ ଅଫିସ,୧୪ା୬: ଦୁଇ ବର୍ଷ ପରେ ଭକ୍ତଙ୍କ ମେଳରେ ହେଉଛି ସ୍ନାନଯାତ୍ରା। ଏନେଇ ଚଳଚଞ୍ଚଳ ହୋଇଉଠିଛି ଶ୍ରୀକ୍ଷେତ୍ର। ନୀତିକାନ୍ତି ନିର୍ଘଣ୍ଟ ଅନୁଯାୟୀ, ମଙ୍ଗଳବାର ଭୋର ୩ଟା ୩୦ରେ ମଙ୍ଗଳାର୍ପଣ କରାଯାଇଥିଲା। ପରେ ଶ୍ରୀଜୀଉଙ୍କ ପହଣ୍ଡି ନୀତିି ଆରମ୍ଭ ହୋଇଥିଲା। ପ୍ରଥମେ...

ବଜ୍ରପାତ ନେଲା ୭ ଜୀବନ

ନବରଙ୍ଗପୁର,୧୩।୬(ବି.ପ୍ର.): ନବରଙ୍ଗପୁର ଜିଲା ରାଇଘର ବ୍ଲକ ଅନ୍ତର୍ଗତ ମୁଣ୍ଡିବେଡା ପଞ୍ଚାୟତରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି । ପାତ୍ରୀମାଲ ଠାରେ ବଜ୍ରାଘାତ ଘଟି ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୪ ଗୋରୁଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ମିଳିଥିବା...

ଏଥର ହେବ କଟକ ବାଲିଯାତ୍ରା

କଟକ ଅଫିସ,୧୩।୬: ଚଳିତ ବର୍ଷ ହେବ ପ୍ରସିଦ୍ଧ କଟକ ବାଲିଯାତ୍ରା। ଏ ନେଇ କଟକ ଜିଲାପାଳ ଭବାନୀ ଶଙ୍କର ଚଇନୀ ସୋମବାର ଏହି ଘୋଷଣା କରିଛନ୍ତି। କୋଭିଡ ଯୋଗୁ ଗତ ୨ ବର୍ଷ ହେଲା ବାଲିଯାତ୍ରାର ଆୟୋଜନ ହୋଇ ନଥିଲା।...

ସ୍ବାମୀଙ୍କ ସହମତି ବିନା ବାରମ୍ବାର ବାପ ଘରକୁ ଯାଉଥିବା ସ୍ତ୍ରୀଙ୍କ କାର୍ଯ୍ୟ ଛାଡ଼ପତ୍ର-କ୍ରୁରତା ଶ୍ରେଣୀଭୁକ୍ତ ନୁହେଁ, ହାଇକୋର୍ଟ…

ନୂଆଦିଲ୍ଲୀ, ୧୩।୬ : ଆହ୍ଲାବାଦ ହାଇକୋର୍ଟ କହିଛନ୍ତି ଯେ ସ୍ବାମୀ ଏବଂ ପରିବାରର ଅନ୍ୟ ସଦସ୍ୟଙ୍କ ସହମତି ବିନା ବାରମ୍ବାର ନିଜ ବାପଙ୍କ ଘରକୁ ଯାଉଥିବା ସ୍ତ୍ରୀଙ୍କ କାର୍ଯ୍ୟ ତାଙ୍କୁ ଛାଡ଼ପତ୍ର ଦେବାର ଅପରାଧ ହୋଇପାରିବ ନାହିଁ କିମ୍ବା ଏହାକୁ...

ଇଡି କାର୍ଯ୍ୟାଳୟରେ ପ୍ରିୟଙ୍କାଙ୍କ ସହ ପହଞ୍ଚିଲେ ରାହୁଲ

ନୂଆଦିଲ୍ଲୀ,୧୩।୬: ଶତାଧିକ କଂଗ୍ରେସ କର୍ମୀଙ୍କ ସହ ଏକ ଶୋଭାଯାତ୍ରାରେ ବାହାରି ସୋମବାର କଂଗ୍ରେସ ନେତା ରାହୁଲ ଗାନ୍ଧୀ ‘ନ୍ୟାଶନାଲ ହେରାଲ୍ଡ’ ଖବରକାଗଜ ସଂକ୍ରାନ୍ତ ‘ମନି ଲଣ୍ଡରିଂ’ ମାମଲାରେ ଜେରା ପାଇଁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) କାର୍ଯ୍ୟାଳୟରେ ହାଜର ହୋଇଛନ୍ତି। ରାହୁଲଙ୍କ ସହ...

ବାଚସ୍ପତିଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩ା୬(ବ୍ୟୁରୋ): ଓଡ଼ିଶା ବିଧାନସଭାର ନବ ନିର୍ବାଚିତ ବାଚସ୍ପତି ବିକ୍ରମ କେଶରୀ ଆରୁଖଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି, ବାଚସ୍ପତି ଭାବେ ଦାୟିତ୍ୱ ଗ୍ରହଣ କରିଥିବା ଶ୍ରୀଯୁକ୍ତ ବିକ୍ରମ କେଶରୀ ଆରୁଖଙ୍କୁ ଶୁଭେଚ୍ଛା। ପବିତ୍ର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri