Tag Archives: Home Middle

ଯୁଦ୍ଧର କରୁଣ ଦୃଶ୍ୟ, ମାରିଆପୁଲ ରାସ୍ତାରେ ପଡ଼ି ରହିଛି ମୃତଦେହ…

କ୍ୱିଭ୍‌, ୧୩।୬ : ୟୁକ୍ରେନ୍‌ର ବନ୍ଦର ସହର ମାରିଆପୁଲରେ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ସହରର ରାସ୍ତାଘାଟରେ ମୃତଦେହଗୁଡ଼ିକ ପଡ଼ି ରହିଛି। ଯୁଦ୍ଧର ଏଭଳି କରୁଣ ଦୃଶ୍ୟ ବହୁ ଲୋକଙ୍କୁ ଭାବୁକ କରିଛି। ପଚାସଢ଼ା ମୃତଦେହ ଯୋଗୁ ସହରରେ...

ସମୁଦ୍ର ଆଁକୁ ଯିବ ମୂମ୍ବାଇ !…

ନୂଆଦିଲ୍ଲୀ, ୧୩।୬ : ଦେଶର ଆର୍ଥିକ ରାଜଧାନୀ ମୁମ୍ବାଇ ବୁଡ଼ିଯିବ। ଏହି ବିପଦ ଅନେକ ଅନ୍ତର୍ଜାତୀୟ ଅଧ୍ୟୟନରେ ପ୍ରକାଶ ପାଇଛି। ହିନ୍ଦୁସ୍ତାନ ଟାଇମ୍ସ ଅନୁଯାୟୀ, ବର୍ତ୍ତମାନ ଏକ ଅଧ୍ୟୟନ ଦାବି କରିଛି ଯେ ମୁମ୍ବାଇ ସହର ପ୍ରତିବର୍ଷ ୨ ମିଲିମିଟର...

ଆଇନଗତ ଦ୍ୱନ୍ଦ୍ୱ, ମହିଳା ପୁରୁଷଙ୍କୁ କରିପାରିବେ କି ବଳାତ୍କାର, ହାଇକୋର୍ଟଙ୍କ ମୌଖିକ ଟିପ୍ପଣୀ…

ଥିରୁଭାନନ୍ତପୁରମ୍‌, ୧୩।୬ : ଜଣେ ମହିଳା ପୁରୁଷକୁ ବଳାତ୍କାର କରିପାରିବ କି? ବଳାତ୍କାର ବିରୋଧରେ ଆଇନ ତାଙ୍କୁ ଦଣ୍ଡ ଦେବା ପାଇଁ ଲିଙ୍ଗ ନିରପେକ୍ଷ ହୋଇପାରେ କି? କେରଳ ହାଇକୋର୍ଟ ଏକ ମାମଲାର ଶୁଣାଣି ବେଳେ ଏହା ପାଇଁ ମୌଖିକ...

ରୁଷିଆରେ ଓମିକ୍ରନ୍‌ର ନୂଆ ବିପଜ୍ଜନକ ଭାରିଆଣ୍ଟ ଚିହ୍ନଟ, ୧୬୬ ଆକ୍ରାନ୍ତ ଚିହ୍ନଟ…

ମସ୍କୋ, ୧୩।୬ : ରୁଷିଆରେ ଓମିକ୍ରନର ଏକ ନୂତନ ବିପଜ୍ଜନକ ସବ-ଭାରିଆଣ୍ଟ ଚିହ୍ନଟ ହୋଇଛି। ଏହା ଅନ୍ୟ ପ୍ରକାର ଅପେକ୍ଷା ଶୀଘ୍ର ବିସ୍ତାର ହୋଇଥାଏ ବୋଲି ବିଶେଷଜ୍ଞ ମତପୋଷଣ କରିଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ମିଳିଥିବା ଓମିକ୍ରନର ସବ-ଭାରିଆଣ୍ଟ ଅପେକ୍ଷା ଏହି...

ଆଜି ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ ଅଫିସ, ୧୩ା୬:  ଦେବସ୍ନାନ ପୂର୍ଣ୍ଣିମା। ସ୍ନାନମଣ୍ଡପରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବା ପରେ ମହାପ୍ରଭୁଙ୍କ ଅଣସର ନୀତି ଆରମ୍ଭ ହେବ। ମହାପ୍ରଭୁଙ୍କ ଶ୍ରୀଅଙ୍ଗ ଲାଗି ସେବକ ଦଇତାପତି ସେବକମାନେ ଏହି ଅଣସର ଗୁପ୍ତ ନୀତିକୁ ସମ୍ପାଦନ...

ଆଦାନୀଙ୍କ ପାଓ୍ବାର ପ୍ରୋଜେକ୍ଟ ପ୍ରତିଷ୍ଠା ପାଇଁ ଜୋର ଦେଇଥିଲେ ମୋଦି

କଲମ୍ବୋ, ୧୩ା୬: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶ୍ରୀଲଙ୍କାରେ ୫ଶହ ମେଗାଓ୍ବାଟ୍‌ ବିଶିଷ୍ଟ ପବନଚାଳିତ ଏକ ବିଦ୍ୟୁତ୍‌ ପ୍ରକଳ୍ପ ପ୍ରତିଷ୍ଠା ଦାୟିତ୍ୱ ଆଦାନୀ ଗ୍ରୁପ୍‌କୁ ଦେବା ପାଇଁ ଜୋର ଦେଇଥିବା ନେଇ ସେଠାକାର ରାଷ୍ଟ୍ରପତି ଗୋଟାବାୟା ରାଜପାକ୍‌ସେଙ୍କୁ କହିଥିଲେ। ଶ୍ରୀଲଙ୍କା...

ୟୁକ୍ରେନ୍‌ର ଇୟୁ ସଦସ୍ୟତା: ଆସନ୍ତା ସପ୍ତାହରେ ନିଷ୍ପତ୍ତି

କିଭ୍‌, ୧୩ା୬ ୟୁରୋପୀୟ ୟୁନିୟନ (ଇୟୁ)ର ସଦସ୍ୟ ହେବା ନେଇ ୟୁକ୍ରେନ୍‌ ଆବଶ୍ୟକ ପ୍ରକ୍ରିୟା ଆରମ୍ଭ କରିବ କି ନା ତାହା ଆସନ୍ତା ସପ୍ତାହରେ ଜଣାପଡ଼ିବ। ଇୟୁ ମୁଖ୍ୟ ଉର୍ସୁଲା ଭୋନ୍‌ ଡେର୍‌ ଲେୟେନ୍‌ ଶନିବାର ୟୁକ୍ରେନ୍‌ ଗସ୍ତ କରିବା...

ହିଂସାକାରୀଙ୍କଠାରୁ ଆଦାୟ ହେବ ନଷ୍ଟ ସମ୍ପତ୍ତିର ମୂଲ୍ୟ

ଲକ୍ଷ୍ନୌ୍‌, ୧୩ା୬: ପ୍ରଫେଟ୍‌ ମହମ୍ମଦଙ୍କ ଉପରେ ଭାଜପା ପୂର୍ବତନ ମୁଖପାତ୍ର ନୂପୁର ଶର୍ମା ଓ ନବୀନ ଜିନ୍ଦଲଙ୍କ ବିବାଦୀୟ ମନ୍ତବ୍ୟକୁ କେନ୍ଦ୍ର କରି ହିଂସା ଘଟାଇଥିବା ବ୍ୟକ୍ତିମାନେ ଜନସାଧାରଣଙ୍କ ସମ୍ପତ୍ତି ନଷ୍ଟ ବାବଦ ଦେୟ ଭରିବେ ବୋଲି ଉତ୍ତରପ୍ରଦେଶ ପୋଲିସ...

ବନ୍ଧୁକ ଆମକୁ ମାରିଦେବ ଲଗାମ ଲଗାଅ

ଓ୍ବାଶିଂଟନ୍‌, ୧୩ା୬: ‘ବନ୍ଧୁକ ଆମକୁ ମାରିଦେବ। ତୁରନ୍ତ ଏହା ଉପରେ ଲଗାମ ଲଗାଇ ଆମ ଜୀବନ ବଞ୍ଚାଅ’ ନାରା ଦେଇ ଆମେରିକାବାସୀ ବନ୍ଧୁକ ନିୟନ୍ତ୍ରଣ ଆଇନ ଆଣିବା ଦାବିରେ ବିଶାଳ ଶୋଭାଯାତ୍ରା ଆୟୋଜନ କରିଛନ୍ତି। ନ୍ୟୁୟର୍କ ଓ ଟେକ୍ସାସ ଗୁଳିକାଣ୍ଡ...

ଅସୁରଗଡ଼ରେ ୨ ହଜାର ବର୍ଷ ସଭ୍ୟତାର ସନ୍ଧାନ

ବରଗଡ଼ ଅଫିସ୍‌/ବରପାଲି,୧୩ା୬: ବରଗଡ଼ ଜିଲା ବରପାଲି ବ୍ଲକ ଅସୁରଗଡ଼ ଅଞ୍ଚଳରେ ୨ହଜାର ବର୍ଷ ତଳେ ମାନବ ସଭ୍ୟତା ଗଢ଼ି ଉଠିଥିଲା। ସମ୍ବଲପୁର ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ଇତିହାସ ବିଭାଗ ପକ୍ଷରୁ ସମ୍ପୃକ୍ତ ଅଞ୍ଚଳରେ ମାଟି ଖନନ, ପ୍ରାଚୀନ ସାମଗ୍ରୀର ସନ୍ଧାନ...

ବିପଦରେ ପାକିସ୍ତାନ ଗଣତନ୍ତ୍ର

ଇସ୍‌ଲାମାବାଦ,୧୩ା୬: ପାକିସ୍ତାନର ନୂଆ ପ୍ରଧାନମନ୍ତ୍ରୀ ଶେହବାଜ୍‌ ଶରିଫ କୁଖ୍ୟାତ ଗୋଇନ୍ଦା ସଂସ୍ଥା ଇଣ୍ଟର ସର୍ଭିସେସ୍‌ ଇଣ୍ଟେଲିଜେନ୍ସ (ଆଇଏସ୍‌ଆଇ)କୁ ସିଭିଲ୍‌ ସର୍ଭିସ୍‌ ପାଇଁ ନିଯୁକ୍ତି କ୍ଷମତା ପ୍ରଦାନ କରିଛନ୍ତି। ଦେଶର ସାଧାରଣ ଲୋକଙ୍କ ଜୀବନରେ କ୍ରମବର୍ଦ୍ଧିଷ୍ଣୁ ସାମରିକ ହସ୍ତକ୍ଷେପ ଯୋଗୁ ଗଣତନ୍ତ୍ର...

ଇଡି ସମନ ନେଇ ତେଜିଲା ରାଜନୀତି

ନୂଆଦିଲ୍ଲୀ,୧୩ା୬: ନ୍ୟାଶନାଲ ହେରାଲ୍ଡ ମନିଲଣ୍ଡରିଂ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପକ୍ଷରୁ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ଜୁନ୍‌ ୨୩ ଓ ତାଙ୍କ ପୁଅ ରାହୁଲ ଗାନ୍ଧୀଙ୍କୁ ୧୩ ତାରିଖରେ ହାଜର ହେବା ପାଇଁ ସମନ କରାଯାଇଛି। ସୋନିଆ କୋଭିଡ୍‌...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri