Tag Archives: Home Middle

ଆଫ୍ରିକାରେ ଦରଦାମ ବୃଦ୍ଧି ସଙ୍କଟ, ଟଙ୍କା ପାଇଁ ଲୋକେ ଆଙ୍ଗୁଠି କାଟି ବିକୁଥିବା ଗୁଜବ…

ହାରାରେ, ୧୧।୬ : ଭାରତ ସମେତ ସମଗ୍ର ବିଶ୍ୱରେ ମୁଦ୍ରାସ୍ଫୀତି ଯୋଗୁଁ ପରିସ୍ଥିତି ଖରାପ ହେବାରେ ଲାଗିଛି। ଆଫ୍ରିକୀୟ ଦେଶ ଜିମ୍ବାୱେରେ ପରିସ୍ଥିତି ଅଧିକ ସଙ୍କଟ ଜନକ ହେବାରେ ଲାଗିଛି। ଏଠାକାର ଲୋକମାନେ ନିଜ ପରିବାର ପାଇଁ ଖାଦ୍ୟ ଯୋଗାଡ଼...

ପୋକ୍ସୋ ଯୌନ ଶୋଷଣ ମାମଲା ରୁଜୁ କ୍ଷେତ୍ରରେ ଏସିପିଙ୍କ ମଞ୍ଜୁରୀ ଜରୁରୀ …

ମୁମ୍ବାଇ, ୧୧।୬ : ପୋକ୍ସୋ ଅଧିନିୟମ ଅନୁଯାୟୀ ଏକ ମାମଲା ପଞ୍ଜିକରଣ କରିବା ପୂର୍ବରୁ ମୁମ୍ବାଇ ପୋଲିସ ସଂପୃକ୍ତ ଅତିରିକ୍ତ କମିଶନର୍‌ (ଏସିପି)ଙ୍କ ଅନୁମୋଦନ ଜରୁରୀ ବୋଲି ଲୋଡି ଏକ ନିର୍ଦ୍ଦେଶ ଜାରି କରିଛି। ଏହା ଉପରେ ମହାରାଷ୍ଟ୍ର ଭାଜପା...

ଜାତିସଂଘରେ ହିନ୍ଦୀ…

ନେଜେଭା/ନୂଆଦିଲ୍ଲୀ, ୧୧।୬ : ବହୁଭାଷୀତା ଉପରେ ଭାରତର ସଂକଳ୍ପ ମିଳିତ ଜାତିସଂଘର ସାଧାରଣ ସଭା ଦ୍ୱାରା ପାରିତ ହୋଇଛି। ମିଳିତ ଜାତିସଂଘ ଏହାର ଭାଷାରେ ହିନ୍ଦୀକୁ ଅନ୍ତର୍ଭୁକ୍ତ କରିଛି। ମିଳିତ ଜାତିସଂଘର କାର୍ଯ୍ୟରେ ହିନ୍ଦୀ ଏବଂ ଅନ୍ୟାନ୍ୟ ଭାଷାର ପଦୋନ୍ନତି...

ପାଠ ପଢ଼ିଥିବା ମହିଳାଙ୍କୁ ଚାକିରି ପାଇଁ ବାଧ୍ୟ କରାଯାଇ ପାରିବ ନାହିଁ, ହାଇକୋର୍ଟଙ୍କ ରାୟ…

ନୂଆଦିଲ୍ଲୀ, ୧୧।୬ : ଏକ ଛାଡପତ୍ର ମାମଲାରେ ବମ୍ବେ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ହାଇକୋର୍ଟ ସ୍ପଷ୍ଟ ଭାବରେ କହିଛନ୍ତି ଯେ ଯଦି ଜଣେ ମହିଳା ପାଠପଢ଼ି ଶିକ୍ଷିତ ହୁଅନ୍ତି, ତେବେ ତାଙ୍କୁ ଚାକିରତ କରିବାକୁ ବାଧ୍ୟ କରାଯାଇ...

ଆମେରିକାର ସତ କହିଲା, ଜେଲେନସ୍କି କାହା କଥା ଶୁଣୁ ନାହାନ୍ତି …

ଓ୍ବାଶିଂଟନ/କ୍ୱିଭ୍‌, ୧୧।୬ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଥମିବାର ନା ଧରୁନି। ଏପରିସ୍ଥଳେ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଏ ବିଷୟରେ ଏକ ସତ କଥା ସମ୍ପର୍କରେ ଉଲ୍ଲେଖ କରିଛନ୍ତି। ବିନାଶର ଏକ ପରୋକ୍ଷ ସନ୍ଦର୍ଭରେ ସେ...

ଚାଇନାକୁ ରୋକିବାକୁ କେବଳ ଭାରତ ସକ୍ଷମ, କହିଲା ଆମେରିକା…

ଓ୍ବାଶିଂଟନ, ୧୧।୬ : ଚାଇନାର ଆକ୍ରମଣାତ୍ମକ ମନୋଭାବ ଏବଂ ଭାରତ-ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳରେ ବୃଦ୍ଧି ପାଉଥିବା ଶକ୍ତି ପ୍ରଦର୍ଶନ ନେଇ ଅନ୍ତର୍ଜାତୀୟସ୍ତରରେ ଚିନ୍ତା ବଢ଼ିବାରେ ଲାଗିଛି। ପ୍ରତ୍ୟେକ ଦେଶ ଭାରତର ପଦକ୍ଷେପ ନେଇ ଚାହିଁ ରହିଛନ୍ତି। ବହୁ ଦେଶ ବିଶ୍ୱାସ...

୪୧ ହଜାର ମୁହାଁ ସକ୍ରିୟ ମାମଲା…

ନୂଆଦିଲ୍ଲୀ, ୧୧।୬ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ ୨୪...

କ୍ଷେତରେ ଲାଗିଲା ନିଆଁ: ଜଣେ ମୃତ, ୩ ଅଗ୍ନିଶମ କର୍ମଚାରୀ ଆହତ

ଓ୍ବାଶିଂଟନ,୧୧ା୬: ଉତ୍ତର କାରୋଲିନାର ଏକ ଫାର୍ମରେ ଅଗ୍ନିକାଣ୍ଡ ଘଟିବାରୁ ଏଠାରେ ଥିବା ଏକ କଣ୍ଟେନର ବିସ୍ଫୋରଣ ହୋଇଥିଲା। ଫଳରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଥିବା ବେଳେ ୩ ଅଗ୍ନିଶମ କର୍ମଚାରୀ ଆହତ ହୋଇଥିବା ଅଧିକାରୀମାନେ ସୂଚନା ଦେଇଛନ୍ତି। ଲେନୋର କାଉଣ୍ଟି...

ଟ୍ରେନିଂ ସମୟରେ ବିମାନ ଦୁର୍ଘଟଣା, ୨ ପାଇଲଟଙ୍କ ସମେତ ୫ ମୃତ

ଓ୍ବାଶିଂଟନ,୧୧ା୬: ଆମେରିକାର ମେରାଇନ କର୍ପ୍ସ କାଲିଫର୍ନିଆର ମରୁଭୂମିରେ ଟ୍ରେନିଂ ସମୟରେ ଓସପ୍ରେ ଟିଲ୍ଟ୍ରୋଟୋର ବିମାନ ଦୁର୍ଘଟଣାରେ ପ୍ରାଣ ହରାଇଥିବା ୫ ଜଣଙ୍କୁ ଚିହ୍ନଟ କରାଯାଇଛି। ପ୍ରାଣ ହରାଇଥିବା ଦୁଇ ପାଇଲଟ ହେଉଛନ୍ତି ନ୍ୟୁ ହାମ୍ପଶାୟାରର ରକିଙ୍ଗହମର କ୍ୟାପଟେନ ନିକୋଲାସ ପି....

ଖରା ଛୁଟି ପରେ ନୂଆ ଶିକ୍ଷା ନିୟମାବଳୀ, ଜାଣନ୍ତୁ…

ଭୁବନେଶ୍ୱର,୧୧।୬(ବ୍ୟୁରୋ): ରାଜ୍ୟର ସମସ୍ତ ବିଦ୍ୟାଳୟମାନଙ୍କରେ ଏବେ ଖରାଛୁଟି ଚାଲିଛି। ଖରାଛୁଟି ସରିବା ପରେ ନୂଆ ଶିକ୍ଷାବର୍ଷ ଆରମ୍ଭ ହେବ। ନୂଆ ଶିକ୍ଷା ବର୍ଷରେ ଯେପରି ଶତ ପ୍ରତିଶତ ପାଠ୍ୟ ଖସଡ଼ା ଶେଷ ହେବ ଓ ପିଲାଙ୍କୁ ଠିକ ଭାବେ ଶିକ୍ଷାଦାନ...

ବିମାନ ଯାତ୍ରୀଙ୍କ ପାଇଁ କୋଭିଡ ନିୟମରେ ପରିବର୍ତ୍ତନ କଲା ଆମେରିକା, ଆଉ ଦେବାକୁ ପଡିବ ନାହିଁ ଆର୍‌ଟିପିସିଆର ରିପୋର୍ଟ

ୱାଶିଂଟନ,୧୧ ।୬: ସାରା ବିଶ୍ୱରେ ଏବେ କରୋନାର ପ୍ରକୋପ ଧିରେ ଧିରେ କମିବାରେ ଲାଗିଛି । ଏହାକୁ ଦୃଷ୍ଟିରେ ରଖି ଅଧିକାଂଶ ଦେଶରେ କରୋନା ନିୟମରେ ବି କୋହଳ ତଥା ପରିବର୍ତ୍ତନ କରାଗଲାଣି । ବିଭିନ୍ନ ପ୍ରତିବନ୍ଧକକୁ ହଟାଇ ଦିଆଗଲାଣି...

ନିଆଁ ଲଗାଇଲେ ନୂପୁର

ନୂଆଦିଲ୍ଲୀ/ମୁମ୍ବାଇ/ଶ୍ରୀନଗର, ୧୧।୬: ଭାଜପାର ୨ ନିଲମ୍ବିତ ମୁଖପାତ୍ର ନୂପୁର ଶର୍ମା ଓ ନବୀନ କୁମାର ଜିନ୍ଦଲଙ୍କୁ ଗିରଫ କରିବା ପାଇଁ ସାରା ଦେଶର ମୁସଲମାନମାନେ ଦାବି କରିଆସୁଥିବାବେଳେ ଦିଲ୍ଲୀ ପୋଲିସ ସେମାନଙ୍କୁ ଘଣ୍ଟ ଘୋଡ଼ାଇ ନାମକୁ ମାତ୍ର ମାମଲା ରୁଜୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri