Tag Archives: Home Middle

ରାଜ୍ୟ ସଭାର ୧୬ ଆସନ ପାଇଁ ଆଜି ଭୋଟ ଗ୍ରହଣ

ନୂଆଦିଲ୍ଲୀ,୧୦ ।୬: କିଣା ବିକା ବା ଘୋଡା ବେପାର ଭଳି ଅଭିଯୋଗ ମଧ୍ୟରେ ଶୁକ୍ରବାର ୧୬ ରାଜ୍ୟ ସଭା ଆସନ ପାଇଁ ହେବାକୁ ଯାଉଛି ନିର୍ବାଚନ । ଏହାକୁ ଦୃଷ୍ଟିରେ ରଖି କଂଗ୍ରେସ ଓ ଭାରତୀୟ ଜନତା ପାର୍ଟି(ଭାଜପା) ନିଜ...

ମିଲର-ଡୁସେନ ଛଡ଼ାଇ ନେଲେ ମ୍ୟାଚ୍‌

ନୂଆଦିଲ୍ଲୀ,୯।୬: ୨୧୧ ରନ୍‌ର ବିଶାଳ ଟାର୍ଗେଟ ଛିଡ଼ା କରିବା ସତ୍ତ୍ୱେ ଭାରତ ବିଜୟ ସ୍ବାଦ ଚାଖିପାରି ନାହିଁ। ସ୍ଥାନୀୟ ଅରୁଣ ଜେଟଲି ଷ୍ଟାଡିୟମରେ ଗୁରୁବାର ଦକ୍ଷିଣ ଆଫ୍ରିକା ୫ ବଲ ପୂର୍ବରୁ ୭ ଉଇକେଟରେ ମ୍ୟାଚ୍‌କୁ ଜିତି ନେଇଛି। ଦକ୍ଷିଣ...

ଚାଇନାରେ ପ୍ରବଳ ବନ୍ୟା: ୧୦ ମୃତ, ୩ ନିଖୋଜ

ବେଜିଂ,୯ା୬: କେନ୍ଦ୍ରୀୟ ଚାଇନାର ହୁନାନରେ ପ୍ରବଳ ବର୍ଷା ଓ ବନ୍ୟା ଯୋଗୁ ଅତି କମ୍‌ରେ ୧୦ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩ ଜଣ ନିଖୋଜ ଅଛନ୍ତି। ଜୁନ ଆରମ୍ଭରୁ ଏହି ରାଜ୍ୟରେ ବର୍ଷା ହୋଇଛି। ଅନ୍ୟ କେତେକ ରାଜ୍ୟରେ ମଧ୍ୟ...

ଜୁଲାଇ ୧୮ରେ ହେବ ରାଷ୍ଟ୍ରପତି ନିର୍ବାଚନ

ନୂଆଦିଲ୍ଲୀ,୯ ।୬: ରାଷ୍ଟ୍ରପତି ନିର୍ବାଚନ ପାଇଁ ତାରିଖ ଘୋଷଣା ହୋଇଛି । ଆସନ୍ତା ଜୁଲାଇ ୧୮ରେ ରାଷ୍ଟ୍ରପତି ନିର୍ବାଚନ ହେବ । ଏ ନେଇ ଗୁରୁବାର ମୁଖ୍ୟ ନିର୍ବାଚନ କମିଶନ ରାଜୀବ କୁମାର ଏକ ପ୍ରେସମିଟରେ ସୂଚନା ଦେଇଛନ୍ତି ।...

ନନ୍ଦିନୀ ଶତପଥୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୯ା୬(ବ୍ୟୁରୋ): ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ସାରସ୍ବତ ସାଧିକା ନନ୍ଦିନୀ ଶତପଥୀଙ୍କ ୯୧ତମ ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ସାରସ୍ୱତ ସାଧିକା ନନ୍ଦିନୀ ଶତପଥୀଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି। ଓଡ଼ିଆ ସାହିତ୍ୟ...

ଭାରତକୁ ପ୍ରଶଂସା କଲା ଚାଇନା

ବେଜିଂ,୯ା୬: ଆର୍ଥିକ ସଙ୍କଟ ଦେଇ ଗତି କରୁଥିବା ଶ୍ରୀଲଙ୍କାକୁ ସାହାଯ୍ୟ କରିଥିବାରୁ ଚାଇନା ଭାରତକୁ ପ୍ରଶଂସା କରିଛି। ଏକ ଖବରଦାତା ସମ୍ମିଳନୀରେ ଚାଇନାର ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ଝାଓ ଲିଜିଆନ କହିଛନ୍ତି, ଶ୍ରୀଲଙ୍କାକୁ ସାହାଯ୍ୟ କରିଥିବାରୁ ଭାରତକୁ ଅନେକ ଅନେକ...

ଭାରତ ଭିଏତନାମକୁ ଦେଲା ୧୨ ହାଇସ୍ପିଡ୍‌ ଗାର୍ଡ ବୋଟ୍‌…

ହନୋଇ/ନୂଆଦିଲ୍ଲୀ, ୯।୬ : ଭାରତ ଭିଏତନାମକୁ ୧୨ ହାଇସ୍ପିଡ୍‌ ଗାର୍ଡ ବୋଟ ପ୍ରଦାନ କରିଛି। ଭିଏତନାମ ଗସ୍ତରେ ଥିବା ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ଏହାକୁ ଭିଏତନାମ ନୌସେନାକୁ ହସ୍ତାନ୍ତର କରିଛନ୍ତି। ସେଥିମଧ୍ୟରୁ ୫ଟି ବୋଟ୍‌ ଭାରତରେ ନିର୍ମାଣ ହୋଇଥିବାବେଳେ ୭...

ନନ୍ଦିନୀ ଶତପଥୀଙ୍କ ଜୟନ୍ତୀ, ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

ଭୁବନେଶ୍ୱର,୯ା୬(ବ୍ୟୁରୋ): ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ସ୍ବର୍ଗତ ନନ୍ଦିନୀ ଶତପଥୀଙ୍କ  ୯୧ତମ ଜନ୍ମ ଜୟନ୍ତୀ ଗୁରୁବାର ପାଳିତ ହୋଇଯାଇଛି। ଏହି ଅବସରରେ ଭୁବନେଶ୍ୱର ରାଜଭବନ ନିକଟସ୍ଥ ଏଲ୍‌ଆଇସି ଅଫିସ୍‌ ଛକସ୍ଥିତ ପ୍ରତିମୂର୍ତ୍ତରେ ମାଲ୍ୟାର୍ପଣ ପୂର୍ବକ ସ୍ମୃତିଚାରଣ କରାଯାଇଛି। ଏହି କାର୍ଯ୍ୟକ୍ରମରେ...

ଅପରାହ୍ନ ୩ଟାରେ ରାଷ୍ଟ୍ରପତି ନିର୍ବାଚନ ତାରିଖ ଘୋଷଣା…

ନୂଆଦିଲ୍ଲୀ, ୯।୬ : ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ କାର୍ଯ୍ୟକାଳ ଜୁଲାଇ ୨୪ରେ ଶେଷ ହେଉଛି। ଏନେଇ ଗୁରୁବାର ଅପରାହ୍ନ ୩ଟାରେ ନିର୍ବାଚନ କମିଶନ ପକ୍ଷରୁ ରାଷ୍ଟ୍ରପତି ନିର୍ବାଚନ ତାରିଖ ଘୋଷଣା କରାଯିବ। ସମ୍ବିଧାନର ଅନୁଚ୍ଛେଦ ୬୨ ଅନ୍ତର୍ଗତ ଏହି ଘୋଷଣା...

ବାୟୋଟେକ୍‌ କ୍ଷେତ୍ରରେ ଭାରତ ଖୁବ୍‌ ଶୀଘ୍ର ଶୀର୍ଷ ୧୦ ଦେଶ ମଧ୍ୟରେ ସ୍ଥାନୀତ ହେବ, କହିଲେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ, ୯।୬ : ଭାରତ ବାୟୋଟେକ୍‌ କ୍ଷେତ୍ରରେ ଖୁବ୍‌ ଶୀଘ୍ର ପୃଥିବୀର ୧୦ ଶୀର୍ଷ ଦେଶ ମଧ୍ୟରେ ସ୍ଥାନୀତ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଦିଲ୍ଲୀର ପ୍ରଗତି ମଇଦାନରେ ଦେଶର ପ୍ରଥମ ବାୟୋଟେକ ଷ୍ଟାର୍ଟଅପ ଏକ୍ସପୋ-୨୦୨୨ର ଉଦଘାଟନ କର...

ପୁଣି ଭଙ୍ଗାଗଲା ହିନ୍ଦୁ ମନ୍ଦିର

ଇସଲାମାବାଦ,୯ା୬: ପୁଣିଥରେ ପାକିସ୍ତାନରେ ଥିବା ଏକ ହିନ୍ଦୁ ମନ୍ଦିରକୁ ଟାର୍ଗେଟ କରାଯାଇଥିବା ଘଟଣା ସାମ୍ନାକୁ ଆସିଛି। କରାଚିରେ ଥିବା ଏକ ହିନ୍ଦୁ ମନ୍ଦିରରେ ଦେବତାମାନଙ୍କର ମୂର୍ତ୍ତି ଭଙ୍ଗାଯାଇଛି। ବୁଧବାର କରାଚିର କୋରଙ୍ଗି ଅଞ୍ଚଳର ଶ୍ରୀ ମାରି ମାତା ମନ୍ଦିରରେ ଦେବୀଦେବଙ୍କ...

ବାତ୍ୟା ଭଳି ଏବେ ‘ଲୁ’ର ହେବ ନାମକରଣ…

ସେଭିଲ/ନୂଆଦିଲ୍ଲୀ, ୯।୬ : ବାତ୍ୟା ଭଳି ଏବେ ଖୁବ ଶୀଘ୍ର ‘ଲୁ’ର ମଧ୍ୟ ନାମକରଣର କରାଯିବ। ‘ଲୁ’ର ନାମକରଣ କରିବାର କାରଣ ହେଉଛି ଏହାର ଗୁରୁତ୍ୱକୁ ପ୍ରତିପାଦନ କରିବା। ସାଧାରଣ ଲୋକ ଏବଂ ସରକାରୀ କର୍ମଚାରୀଙ୍କୁ ସଚେତନ କରିବା ସହିତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri