Tag Archives: Home Middle

ଅନ୍ତର୍ଜାତୀୟ କ୍ରିକେଟରୁ ସନ୍ୟାସ ଘୋଷଣା କଲେ ମିତାଲି

ନୂଆଦିଲ୍ଲୀ,୮।୬: ଭାରତୀୟ ମହିଳା କ୍ରିକେଟର ଟେଷ୍ଟ ଏବଂ ଦିନିକିଆ ଟିମ୍‌ର ଅଧିନାୟକ ମିତାଲି ରାଜ ଅନ୍ତର୍ଜାତୀୟ କ୍ରିକେଟର ସବୁ ଫର୍ମାଟରୁ ସନ୍ୟାସ ଘୋଷଣା କରିଛନ୍ତି। ୩୯ ବର୍ଷୀୟ ମିତାଲି ଅନ୍ତର୍ଜାତୀୟ କ୍ରିକେଟରେ ପ୍ରତିନିଧିତ୍ୱ କରି ଅନେକ ରେକର୍ଡ ନିଜ ନାମରେ...

ଅନଲାଇନ୍‌ ଗେମ୍‌ ଖେଳୁ ଖେଳୁ ଲିକ୍‌ ହେଲା ଚାଇନାର ଶକ୍ତିଶାଳୀ ଟ୍ୟାଙ୍କର ଗୁପ୍ତ ତଥ୍ୟ…

ବେଜିଂ, ୮।୬ : ଚାଇନାରେ ଅନଲାଇନ ଗେମ୍‌ ଖେଳିବାକୁ ଛୋଟ ପିଲାଙ୍କଠାରୁ ଆରମ୍ଭ କରି ବୟସ୍କଙ୍କ ପର୍ଯ୍ୟନ୍ତ ସଭିଏଁ ପସନ୍ଦ କରିଥାନ୍ତି। ବିଶେଷକରି ସାମରିକ ଯୁଦ୍ଧ ଖେଳ ଯୁବକମାନଙ୍କ ମଧ୍ୟରେ ବହୁତ କ୍ରେଜ ସୃଷ୍ଟି କରିଛି। ଅନଲାଇନ୍‌ ଖେଳ ଖେଳି...

ଯୁଦ୍ଧର ପ୍ରଭାବ, ୩୦ ଲକ୍ଷ ୟୁକ୍ରେନ୍‌ ଶିଶୁଙ୍କ ପାଠପଢ଼ା ବନ୍ଦ…

କ୍ୱିଭ୍‌, ୮।୬ : ୟୁକ୍ରେନ ଏବଂ ରୁଷିଆ ଯୁଦ୍ଧ ଯୋଗୁ ସାଧାରଣ ଲୋକଙ୍କ ଜୀବନ ସଙ୍କଟ ଜନକ ହୋଇ ପଡ଼ିଛି। ଲକ୍ଷ ଲକ୍ଷ ଲୋକ ଶରଣାର୍ଥୀ ସାଜିଛନ୍ତି। ମିଳିତ ଜାତିସଂଘ ଦ୍ୱାରା ପ୍ରକାଶିତ ରିପୋର୍ଟ ଅନୁସାରେ ଯୁଦ୍ଧ ପ୍ରଭାବରେ ୩୦...

ସ୍ବଚ୍ଛ ଇନ୍ଧନ ବ୍ୟବହାର ତାଲିକା, ମହାରାଷ୍ଟ୍ର ପ୍ରଥମ ସ୍ଥାନରେ…

ନୂଆଦିଲ୍ଲୀ, ୮।୬ : ଦେଶରେ ମେ ୨୦୧୬ ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗରିବ ଲୋକଙ୍କ ପାଇଁ ଉଜ୍ୱଳା ଯୋଜନା ଆରମ୍ଭ କରିଥିଲେ। କିନ୍ତୁ ସମୟ ସହିତ, ଏହି ଯୋଜନା ଦ୍ୱାରା ଉପକୃତ ହୋଇଥିବା ହିତାଧିକାରୀମାନେ ସିଲିଣ୍ଡର ଆଉ ଭର୍ତ୍ତି...

ଜୁନ ୧୩ରେ ବାଚସ୍ପତି ନିର୍ବାଚନ

ଭୁବନେଶ୍ୱର,୮।୬(ବ୍ୟୁରୋ): ଆସନ୍ତା ଜୁନ୍‌ ୧୩ରେ ବାଚସ୍ପତି ନିର୍ବାଚନ। ଏଥିଲାଗି ଶୁକ୍ରବାର ପ୍ରାର୍ଥୀପତ୍ର ଦାଖଲ କରାଯିବ। ବରିଷ୍ଠ ବିଧାୟକ ସୂର୍ଯ୍ୟ ନାରାୟଣ ପାତ୍ର ବାଚସ୍ପତି ପଦ ଛାଡ଼ିବା ପରେ ଉକ୍ତ ପଦ ଖାଲି ପଡ଼ିଛି। ତେବେ ଭଞ୍ଜନଗର ବିଧାୟକ ତଥା ପୂର୍ବତନ...

ଗାଈ ହାକୁଟି ଯୋଗୁ ବଢୁଛି ବିଶ୍ୱତାପନ, ମାଲିକ ପୈଠ କରିବେ ହାକୁଟି ଶୁଳ୍କ …

ଓ୍ବିଲିଂଟନ, ୮।୬ : ନ୍ୟୁଜିଲାଣ୍ଡ ସରକାର ବୁଧବାର ଗୃହପାଳିତ ପ୍ରାଣୀ ପାଳନ କରୁଥିବା ମାଲିକମାନଙ୍କଠାରୁ କୃଷି ର୍ନିଗମନ ଉପରେ ଶୁଳ୍କ ଆଦାୟ ପାଇଁ ଏକ ଡ୍ରାଫ୍ଟ ଯୋଜନା ପ୍ରସ୍ତୁତ କରାଯାଇଛି। ଦେଶରେ ଏଭଳି ଚାଷୀଙ୍କ ସଂଖ୍ୟା ଅଧିକ ରହିଛି। ସେମାନେ...

ଆତଙ୍କବାଦୀଙ୍କୁ ସହାୟତା ଯୋଗାଉଛନ୍ତି ଓଭରଗ୍ରାଉଣ୍ଡ ଓ୍ବାର୍କର, ଏପର୍ଯ୍ୟନ୍ତ ୨୫୦ ଗିରଫ …

ଶ୍ରୀନଗର, ୮।୬ : ଗତ କିଛି ମାସ ମଧ୍ୟରେ ଜମ୍ମୁ-କଶ୍ମୀରରେ ସ୍ଥାନୀୟ ହିନ୍ଦୁ ଏବଂ ପ୍ରବାସୀଙ୍କ ଉପରେ ଆତଙ୍କବାଦୀଙ୍କ ଆକ୍ରମଣ ତୀବ୍ର ହୋଇଛି। ଏହି କାରଣରୁ ସୁରକ୍ଷାକର୍ମୀ ସଜାଗ ରହି ଦୃଢ଼ ପଦକ୍ଷେପ ଗ୍ରହଣ କରିବା ଆରମ୍ଭ କରିଛନ୍ତି। ଇତମଧ୍ୟରେ...

ଦେଶର ବଡ଼ ସହରରେ ଆତ୍ମଘାତୀ ବିସ୍ଫୋରଣ ପାଇଁ ଅଲ୍‌ କାଏଦାର ଧମକ…

ନୂଆଦିଲ୍ଲୀ, ୮।୬ : ମହାପୁରୁଷ ମହମ୍ମଦଙ୍କ ବିଷୟରେ ଦିଆଯାଇଥିବା ବିବାଦୀୟ ମନ୍ତବ୍ୟ ପରେ ଆତଙ୍କବାଦୀ ସଂଗଠନ ଅଲ୍‌ କାଏଦା ଭାରତର ବିଭିନ୍ନ ସ୍ଥାନରେ ଆତ୍ମଘାତୀ ବିସ୍ଫୋରଣ କରିବାକୁ ଧମକ ଦେଇଛି। ଜୁନ ୬ରେ ଅଲ୍‌ କାଏଦା ଏକ ଧମକପୂର୍ଣ୍ଣ ଚିଠିରେ...

ପାର୍କିଂ ସ୍ଥଳରେ ଅଗ୍ନିକାଣ୍ଡ ଶତାଧିକ ଗାଡ଼ି ପୋଡ଼ି ପାଉଁଶ…

ନୂଆଦିଲ୍ଲୀ, ୮।୬ : ଦିଲ୍ଲୀର ଜାମିଆ ନଗର ସ୍ଥିତ ପାର୍କିଂ ସ୍ଥଳରେ ଅଗ୍ନିକାଣ୍ଡ ଘଟିଛି। ଫଳରେ ଶତାଧିକ ଗାଡ଼ିରେ ନିଆଁ ଲାଗିଯାଇଛି। ଜଳି ଯାଇଥିବା ଗାଡ଼ିଗୁଡ଼ିକ ମଧ୍ୟରେ ୧୦ କାର୍‌, ୧ ମୋଟର ସାଇକେଲ,୨ ସ୍କୁଟି, ୩୦ ନୂଆ ଇ-ରିକ୍ସା,...

ରେପୋ ରେଟ୍‌ରେ ୦.୫୦ ପ୍ରତିଶତ ବୃଦ୍ଧି…

ନୂଆଦିଲ୍ଲୀ, ୮।୬ : ଏବେ ଏଏମ୍‌ଆଇ ମହଙ୍ଗା ହେବାକୁ ଯାଉଛି । କ୍ରମାଗତ ଦ୍ୱିତୀୟ ମାସ ପାଇଁ ରେପୋ ରେଟ୍‌ ବୃଦ୍ଧି କରିବାକୁ ଆରବିଆଇ ନିଷ୍ପତ୍ତି ନେଇଛି। ରେପୋ ରେଟ୍‌କୁ ୫୦ ଆଧାର ପଏଣ୍ଟ ଅର୍ଥାତ୍‌ ୦.୫୦ ପ୍ରତିଶତ ବୃଦ୍ଧି...

ତିବ୍ବତରେ ତରଳୁଛି ଗ୍ଲାସିୟର, ୧୫୦ କୋଟିରୁ ଅଧିକ ଲୋକେ ପ୍ରଭାବିତ ହେବା ଆଶଙ୍କା…

ଲାସା/ନୂଆଦିଲ୍ଲୀ, ୮।୬ : ପୃଥିବୀର ଛାତ କୁହାଯାଉଥିବା ତିବ୍ବତରେ ଦ୍ରୁତ ଗତିରେ ଗ୍ଲାସିୟର ତରଳିବାରେ ଲାଗିଛି। ଗ୍ଲେସିୟର ଜଳର ମୂଳ ଉତ୍ସ ଭାବରେ ତିବ୍ଦତ ଉପରେ ନିର୍ଭର କରୁଥିବା ଲୋକଙ୍କ ପାଇଁ ଏହା ଚିନ୍ତାର କାରଣ ପାଲଟିଛନ୍ତି । ଏସିଆ...

ଆମେରିକା- ଦକ୍ଷିଣ କୋରିଆ ଉଡ଼ାଇଲେ ୨୦ ଯୁଦ୍ଧ ବିମାନ, କିମ୍‌ଙ୍କ ଚିନ୍ତା ବଢ଼ିଲା …

ଓ୍ବାଶିଂଟନ/ସିଓଲ, ୮।୬ : ଉତ୍ତର କୋରିଆ ସହ ତିକ୍ତତା ମଧ୍ୟରେ ଆମେରିକା ଏବଂ ଦକ୍ଷିଣ କୋରିଆର ୨୦ଟି ଯୁଦ୍ଧ ବିମାନ ମଙ୍ଗଳବାର ଦକ୍ଷିଣ କୋରିଆର ପଶ୍ଚିମ ଉପକୂଳରେ ଉଡ଼ି ବୁଲିଛି। ଏହି ଯୁଦ୍ଧ ବିମାନଗୁଡ଼ିକର ଉଡ଼ାଣ ପଛର ଉଦ୍ଦେଶ୍ୟ ଥିଲା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri