Tag Archives: Home Middle

ପରିବେଶ ସଂରକ୍ଷଣ ତାଲିକାରେ ଭାରତ ତଳେ…

ନୂଆଦିଲ୍ଲୀ, ୭।୬ : ପରିବେଶ ସଂରକ୍ଷଣ ନେଇ ସମଗ୍ର ବିଶ୍ୱରେ ଏକ ଅଭିଯାନ ଚାଲିଛି ଏବଂ ଏହାର ସୁରକ୍ଷା ପାଇଁ ସଚେତନତା ସୃଷ୍ଟି କରାଯାଉଛି। ବିଭିନ୍ନ ଦେଶ ପରିବେଶକୁ ବଞ୍ଚାଇବା ପାଇଁ ଏକ ଅଭିଯାନ ଚଳାଉଛନ୍ତି। ଭାରତରେ ମଧ୍ୟ ଏହି...

ପାକିସ୍ତାନୀ ଡ୍ରୋନ୍‌କୁ ଗୁଳି କରି ଖସାଇଲେ ବିଏସ୍‌ଏଫ୍‌ ଯବାନ…

ଶ୍ରୀନଗର, ୭।୬ : ଜମ୍ମୁ-କଶ୍ମୀରର କାନାଚକ ଅଞ୍ଚଳରେ ସୁରକ୍ଷା ବାହିନୀ ପୁଣିଥରେ ପାକିସ୍ତାନୀ ଆତଙ୍କବାଦୀଙ୍କ ଷଡଯନ୍ତ୍ରକୁ ପଣ୍ଡ କରିଛନ୍ତି। ସୀମା ଆରପାରିକୁ ପଠାଯାଇଥିବା ଏକ ଡ୍ରୋନ୍‌କୁ ବିଏସ୍‌ଏଫ୍‌ ପକ୍ଷରୁ ଗୁଳି କରି ଖସାଇ ଦିଆଯାଇଛି। ସୋମବାର-ମଙ୍ଗଳବାର ବିଳମ୍ବିତ ରାତିରେ ଅନ୍ତର୍ଜାତୀୟ...

୩ ମାସରେ ୭୮୮ ମାଫିଆଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ…

ଲକ୍ଷ୍ନୌ, ୭।୬ : ଉତ୍ତରପ୍ରଦେଶରେ ନୂତନ ସରକାର ଗଠନ ହେବା ପରଠାରୁ ଗ୍ୟାଙ୍ଗଷ୍ଟର ଅଧିନିୟମ ଅନୁଯାୟୀ ଗତ ୩ ମାସରେ ମୋଟ ୭୮୮ ମାଫିଆଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଦ୍ୱିତୀୟ ପାଳିରେ ମାଫିଆଙ୍କ ବିରୋଧରେ...

୨୬ ହଜାର ଟପିଲା ସକ୍ରିୟ ମାମଲା…

ନୂଆଦିଲ୍ଲୀ, ୭।୬ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ ୨୪...

ୟୁକ୍ରେନରୁ ଚୋରି କରି ନେଇଥିବା ପାଞ୍ଚ ଲକ୍ଷ ଟନ ଗହମକୁ ଆଫ୍ରିକୀୟ ଦେଶକୁ ବିକ୍ରି କରୁଛି ରୁଷିଆ

କ୍ୱିଭ/ମସ୍କୋ/ ନାଇରୋବି,୭ ।୬: ରୁଷିଆ-ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧ ୨ ମାସରୁ ଅଧିକ ସମୟ ହୋଇ ଗଲାଣି । ହେଲେ ଏବେବି ସେଠାରେ ଉତ୍ତେଜନା ପରିସ୍ଥିତି ଲାଗି ରହିଛି । ଯୁଦ୍ଧ ପରେ ବୋମାମାଡ କରି ଓ ଅନ୍ୟ ଉପାୟରେ...

ଭାରତ ପାଇଁ ଆର୍ଥିକ ଝଟକା

ନୂଆଦିଲ୍ଲୀ,୭ା୬: ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ), ସାଉଦି ଆରବ ଏବଂ ଇରାକ୍‌ ୨୦୨୧-୨୨ରେ ଭାରତର ତୃତୀୟ, ଚତୁର୍ଥ ଓ ପଞ୍ଚମ ବୃହତ୍‌ ବାଣିଜି୍ୟକ ସହଯୋଗୀ ଥିଲେ। ଏହି ୩ ରାଷ୍ଟ୍ରରେ ବହୁସଂଖ୍ୟକ ଭାରତୀୟ ପ୍ରବାସୀ ରହୁଥିବାରୁ ସେମାନେ ଏଠାକୁ ବିପୁଳ...

ମମତାଙ୍କ କ୍ୟାବିନେଟରେ ଲାଗିଲା ମୋହର: ବିଶ୍ୱବିଦ୍ୟାଳୟର କୁଳାଧିପତି ହେବେ ମୁଖ୍ୟମନ୍ତ୍ରୀ

କୋଲକାତା,୬।୬: ପଶ୍ଚିମବଙ୍ଗରେ ସୋମବାର ଏକ ବଡ଼ ପରିବର୍ତ୍ତନ ହୋଇଛି। ଯାହାକୁ ମମତାଙ୍କ କ୍ୟାବିନେଟ ମଧ୍ୟ ମୋହର ଲଗାଇଥିବା ଜଣାପଡ଼ିଛି। ରାଜ୍ୟପାଳ ଜଗଦୀପ ଧନଖରଙ୍କ ବଦଳରେ ଏବେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ହେବେ ବିଶ୍ୱବିଦ୍ୟାଳୟର କୁଳାଧିପତି। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ରାଜ୍ୟର...

ବାରାଣସୀ ବିସ୍ଫୋରଣ ଘଟଣାର ୧୬ବର୍ଷ ପରେ ଆସିଲା ରାୟ: ବଲିଉଲ୍ଲାହଙ୍କୁ ଫାଶୀ

ବାରାଣସୀ,୬।୬: ୨୦୦୬ରେ ଉତ୍ତରପ୍ରଦେଶ ବାରାଣସୀରେ ସିରିଏଲ୍‌ ବ୍ଲାଷ୍ଟ ମାମଲାର ସୋମବାର ରାୟ ପ୍ରକାଶ ପାଇଛି। ଦୀର୍ଘ ୧୬ବର୍ଷ ପରେ ଗାଜିଆବାଦ ଜିଲା ସ୍ବତନ୍ତ୍ର କୋର୍ଟ ଏହି ମାମଲାର ବିଚାର କରି ଦୋଷୀଙ୍କ ବିରୋଧରେ ଫାଶୀ ଦଣ୍ଡାଦେଶ ଶୁଣାଇଛନ୍ତି। ବାରାଣସୀ ବିସ୍ଫୋରଣ...

ଅମରନାଥ ଯାତ୍ରା ପୂର୍ବରୁ ‘ଷ୍ଟିକି ବୋମା’ ନେଇ ସରକାରଙ୍କ ଚିନ୍ତା ବଢ଼ିଲା…

ଶ୍ରୀନଗର, ୬।୬ : ଜମ୍ମୁ-କଶ୍ମୀରର ସୁରକ୍ଷା ବାହିନୀ ଅମରନାଥ ଯାତ୍ରାର ତାରିଖ ପାଖେଇ ଆସୁଥିବାରୁ ’ଷ୍ଟିକି ବୋମା’ ବିଷୟରେ ଚିନ୍ତିତ ଅଛନ୍ତି। ଏହାକୁ ନେଇ ସରକାରଙ୍କ ଚିନ୍ତା ମଧ୍ୟ ବଢ଼ିବାରେ ଲାଗିଛି। କେତେକ ଆତଙ୍କବାଦୀ ଗୋଷ୍ଠୀ ଏଭଳି ବୋମା ବ୍ୟବହାର...

ଦେଶରେ କମୁଛି ମୁସଲମାନଙ୍କ ସଂଖ୍ୟା, ପ୍ରଜନନ ହାର ୨.୩ ପ୍ରତିଶତ…

ନୂଆଦିଲ୍ଲୀ, ୬।୬ : ଦେଶରେ ମୁସଲମାନଙ୍କର ସଂଖ୍ୟା ଗତ ୨୦ ବର୍ଷ ମଧ୍ୟରେ କମିବାରେ ଲାଗିଛି। ସେମାନଙ୍କର ପ୍ରଜନନ ହାରରେ ବନ ଧରଣର ହ୍ରାସ ଦୃଷ୍ଟି ଗୋଚର ହୋଇଛି। ଜାତୀୟ ପରିବାର ସ୍ବାସ୍ଥ୍ୟ ସର୍ବେକ୍ଷଣ(ଏନଏଫଏଚଏସ)ର ସର୍ବଶେଷ ରିପୋର୍ଟରେ ଉଲ୍ଲେଖ କରାଯାଇଛି...

ପଞ୍ଜାବରେ ଗ୍ୟାଙ୍ଗଓ୍ବାର ଆଶଙ୍କା, ଜେଲ ପାଲଟିଛି ସୁରକ୍ଷିତ ସ୍ଥାନ, ଜେଲରେ ରହି ଅପରାଧ ପରିଚାଳନା…

ଚଣ୍ଡିଗଡ଼, ୬।୬ : ପଞ୍ଜାବର ପ୍ରସିଦ୍ଧ ଗାୟକ ସିଦ୍ଧୁ ମୋସେୱାଲାଙ୍କୁ କିଏ ହତ୍ୟା କଲା, ଏହାର ରହସ୍ୟ ଏପର୍ଯ୍ୟନ୍ତ ସମାଧାନ ହୋଇପାରି ନାହିଁ। ଏହି ହତ୍ୟା ପଛରେ ପଞ୍ଜାବରେ କେତେକ ଗ୍ୟାଙ୍ଗ ଉପରେ ସନ୍ଦେହ ପ୍ରକାଶ ପାଇଛି। ଏହି ଗ୍ୟାଙ୍ଗଗୁଡିକର...

ସ୍ବାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ନୂଆ କଏନ୍‌ ଲୋକାର୍ପିତ…

ନୂଆଦିଲ୍ଲୀ, ୬।୬ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ପ୍ରଧାନମନ୍ତ୍ରୀ ସ୍ବତନ୍ତ୍ର ନୂଆ କଏନ୍‌ ସିରିଜ ଲୋକାର୍ପିତ କରିଛନ୍ତି। ଏହି ସ୍ବତନ୍ତ୍ର ସିରିଜରେ ୧ ଟଙ୍କା, ୨ ଟଙ୍କା, ୫ ଟଙ୍କା, ୧୦ ଟଙ୍କା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri