Tag Archives: Home Middle

ଇସ୍ରାଏଲ ଉପରେ ୧୩୫ ଘାତକ ମିସାଇଲ ମାଡ କଲା ହେଜବୁଲ୍ଲା

ନୂଆଦିଲ୍ଲୀ,୭।୧୦: ସୋମବାର ଇସ୍ରାଏଲ ଉପରେ ଘାତକ ଆକ୍ରମଣ କରିଛି ହେଜବୁଲ୍ଲା। ଗତ ଏକ ସପ୍ତାହ ମଧ୍ୟରେ ଇସ୍ରାଏଲ ଉପରେ ଦ୍ୱିତୀୟ ବୃହତ୍ତ ଆକ୍ରମଣ। ଏଥର ଲେବାନାନର ହେଜବୁଲ୍ଲା ଅତି କମରେ ୧୩୫ ‘ଫାଦୀ-୧’ କ୍ଷେପଣାସ୍ତ୍ର ଇସ୍ରାଏଲର ହାଇଫା ଅଞ୍ଚଳରେ ମାଡ଼...

ସ୍ପଷ୍ଟ କଲେ ସରକାର: ଦ୍ଵିତୀୟ ପର୍ଯ୍ୟାୟ ପୂର୍ବରୁ ଏକ ଟଙ୍କା ପଠାଯାଇ ନାହିଁ

ଭୁବନେଶ୍ୱର,୭।୧୦: ଅକ୍ଟୋବର ୯ ତାରିଖରେ ବା ବୁଧବାର ୩୫ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ଦ୍ଵିତୀୟ ପର୍ଯ୍ୟାୟରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ପ୍ରଦାନ ପୂର୍ବରୁ ସୃଷ୍ଟି ହୋଇଥିବା ଦ୍ୱନ୍ଦ୍ୱ ଦୂର କରିଛନ୍ତି ସରକାର। ସୋମବାର ଦିନ ତମାମ ଖବର ଚାଲିଥିଲା...

ସୁଭଦ୍ରା ଟଙ୍କା ପାଇଁ କୋଟିଏ ମହିଳା କଲେଣି ଆବେଦନ

ଭୁବନେଶ୍ୱର,୭।୧୦: ସୋମବାର ସୁଦ୍ଧା ଓଡ଼ିଶାର ୧ କୋଟି ୨୦ ହଜାର ମହିଳା ହିତାଧିକାରୀ ସୁଭଦ୍ରା ଯୋଜନାରେ ପଞ୍ଜୀକରଣ କରିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁଭାରମ୍ଭ କରିଥିବା “ସୁଭଦ୍ରା” ଯୋଜନାରେ ଏକ କୋଟିରୁ ଅଧିକା ହିତାଧିକାରୀଙ୍କୁ ପଞ୍ଜୀକୃତ କରିବା ଏକ...

ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି: ବଦଳିବ ସରକାରୀ କୋଠାର ରଙ୍ଗ

ଭୁବନେଶ୍ୱର,୭।୧୦: ଓଡ଼ିଶାରେ ସରକାର ପରିବର୍ତ୍ତନ ପରେ ନୂତନ ସରକାର ଅନେକ ନୂଆ ପଦକ୍ଷେପ ନେଉଛନ୍ତି। ଏହି କ୍ରମରେ ରାଜ୍ୟରେ ସମସ୍ତ ସରକାରୀ କୋଠାର ରଙ୍ଗ ପରିବର୍ତ୍ତନ କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ସରକାରଙ୍କ ସମସ୍ତ ନିଷ୍ପତ୍ତି ଅନୁଯାୟୀ ସମସ୍ତ ନୂତନ...

ଯୁଦ୍ଧ ପରେ ଚାଇନା ପ୍ରଭାବ: ତଳମୁହାଁ ଭାରତୀୟ ପୁଞ୍ଜି ବଜାର, ଲକ୍ଷାଧିକ କୋଟି ଟଙ୍କା ହରାଇଲେଣି ନିବେଶକ

ମୁମ୍ବାଇ,୭।୧୦: ମଧ୍ୟପ୍ରାଚ୍ୟ ବଡ଼ ଯୁଦ୍ଧାମୁହାଁ ହେଉଥିବା ବେଳେ ଋଷ ଓ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଜାରି ରହିଛି। ପ୍ରଭାବରେ ଆମେରିକା, ୟୁରୋପ ସମେତ ଏସିଆ ପୁଞ୍ଜି ବଜାରରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ସୋମବାର ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ ସୁଚକାଙ୍କ...

ଚିକିତ୍ସାରେ ନୋବେଲ ପୁରସ୍କାର ଘୋଷଣା: ଏହି ୨ ଜଣଙ୍କୁ ମିଳିବ ପୁରସ୍କାର

ଷ୍ଟକଲାଣ୍ଡ,୭।୧୦: ୨୦୨୪ ବର୍ଷ ପାଇଁ ନୋବେଲ ପୁରସ୍କାର ଘୋଷଣା ସୋମବାର ଠାରୁ ଆରମ୍ଭ ହୋଇଛି। ଏହା ଅଧୀନରେ ଆଜି ଫିଜିଓଲୋଜି କିମ୍ବା ମେଡିସିନ କ୍ଷେତ୍ର ପାଇଁ ଏହି ସମ୍ମାନର ବିଜେତାଙ୍କ ନାମ ଘୋଷଣା କରାଯାଇଥିଲା। ଚଳିତ ବର୍ଷ ଆମେରିକାର ଭିକ୍ଟର...

ବର୍ଷକର ଯୁଦ୍ଧ

ଆଜକୁ ବର୍ଷେ ତଳେ ଅକ୍ଟୋବର ୭ରେ ପାଲେଷ୍ଟିନୀୟ ସଙ୍ଗଠନ ହମାସ ଇହୁଦୀ ରାଷ୍ଟ୍ର ଇସ୍ରାଏଲ ଉପରେ ପ୍ରଥମେ ଆକ୍ରମଣ କରି ୧,୨୦୦ ଲୋକଙ୍କ ଜୀବନ ନେଇଥିବା ବେଳେ ୨୫୦ ଜଣଙ୍କୁ ପଣବନ୍ଦୀ କରି ରଖିଥିଲା। ବିରୁଡ଼ି ବସାରେ କାଠି କେଞ୍ଚତ୍ବା...

ଜୟଶଙ୍କରଙ୍କୁ ଭେଟିଲେ ମୁଇଜୁ

ନୂଆଦିଲ୍ଲୀ, ୭।୧୦: ମାଳଦ୍ୱୀପ ରାଷ୍ଟ୍ରପତି ମହମ୍ମଦ ମୁଇଜୁ ରବିବାର ତାଙ୍କ ୪ ଦିନିଆ ଭାରତ ଗସ୍ତ ଆରମ୍ଭ କରିଛନ୍ତି। ସେ ମାଳଦ୍ୱୀପର ପ୍ରଥମ ମହିଳା ସାଜିଦା ମହମ୍ମଦଙ୍କ ସହ ଦିଲ୍ଲୀରେ ଆସି ପହଞ୍ଚିଛନ୍ତି। ଏହାପରେ ସେ ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କରଙ୍କ...

ଇସ୍ରାଏଲ୍‌ରେ ୟୁଏସ୍‌ କେନ୍ଦ୍ରୀୟ କମାଣ୍ଡ ମୁଖ୍ୟ

ଜେରୁଜେଲମ୍‌,୭ା୧୦: ଇରାନର ରକେଟ ଆକ୍ରମଣର ଠିକଣା ଜବାବ ଦେବା ଲାଗି ଇସ୍ରାଏଲୀ ଡିଫେନ୍ସ ଫୋର୍ସ (ଆଇଡିଏଫ୍‌) ଜୋର୍‌ଦାର ପ୍ରସ୍ତୁତି ଚଳାଇଥିବାବେଳେ ଆମେରିକାର କେନ୍ଦ୍ରୀୟ କମାଣ୍ଡ (ସେଣ୍ଟକମ୍‌) ମୁଖ୍ୟ ଜେନେରାଲ ମାଇକେଲ ଇ. କୁରିଲା ଶନିବାର ଇସ୍ରାଏଲ୍‌ରେ ପହଞ୍ଚତ୍ଛନ୍ତି। ତାଙ୍କର ଏହି ଗସ୍ତ...

ବଢୁଛି ‘ଡିଜିଟାଲ ଆରେଷ୍ଟ’ ଅନ୍‌ଲାଇନ ଠକେଇ

ନୂଆଦିଲ୍ଲୀ,୭ା୧୦: ଭାରତରେ ‘ଡିଜିଟାଲ ଆରେଷ୍ଟ’ ନାମରେ ଅନ୍‌ଲାଇନ ଠକେଇ ବଢ଼ିବାରେ ଲାଗିଛି। ଅପରାଧୀମାନେ ଏହି ସାଇବର ଅପରାଧ କୌଶଳକୁ ଡିଜିଟାଲ ଆରେଷ୍ଟ ନାଁ ଦେଇଛନ୍ତି। ତେବେ ସିବିଆଇ, ପୋଲିସ, ସୀମାଶୁଳ୍କ ବିଭାଗ, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) କିମ୍ବା ବିଚାରପତିମାନେ କାହାକୁ ଭିଡିଓ...

ବାୟୁସେନାର ଏୟାର ଶୋ’ ବେଳେ ଅଘଟଣ, ୩ ଦର୍ଶକ ମୃତ

ଚେନ୍ନାଇ, ୬ା୧୦: ଚେନ୍ନାଇର ମାରିନା ବିଚରେ ଏୟାର ସୋ ଦେଖିବା ପାଇଁ ଯାଇଥିବା ତିନି ଜଣଙ୍କର ମୃତ୍ୟୁ ହୋଇଛି। ଡାକ୍ତରମାନେ କହିଛନ୍ତି ଯେ, ହିଟ୍ ଷ୍ଟ୍ରୋକ ଏମାନଙ୍କର ମୃତ୍ୟୁ ହୋଇଛି। ଏପର୍ଯ୍ୟନ୍ତ ପ୍ରାୟ ୨୩୦ ଜଣଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।...

ମୁହାଁମୁହିଁ ଧକ୍କା ପରେ ଜଳିଗଲା ଟ୍ରକ, କଣ୍ଟେନର: ଦୁଇ ଡ୍ରାଇଭର ଜୀବନ୍ତ ଦଗ୍ଧ!

କୁଚିଣ୍ଡା, ୬ା୧୦(ରାଧାମୋହନ ଷଡ଼ଙ୍ଗୀ): ଏକ ଦୁଃଖଦ ଦୁର୍ଘଟଣାରେ ରବିବାର ସନ୍ଧ୍ୟାରେ କୁଚିଣ୍ଡାର ଏଜତୀୟ ରାଜପଥ-୫୩ ରେ ଜମନକିରା ପୋଲିସ ଅନ୍ତର୍ଗତ କାଦଲିପାଲା ଅଞ୍ଚଳ ନିକଟରେ ଏକ ଟ୍ରକ ସହ ମୁହାଁମୁହିଁ ଧକ୍କା ହେବାରୁ ଦୁଇ ଡ୍ରାଇଭର ଜୀବନ୍ତ ଦଗ୍ଧ ହୋଇଯାଇଥିବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri