Tag Archives: Home Middle

ଦ୍ୱିତୀୟ ରାଉଣ୍ଡରେ ବି ବିଜେଡି ଆଗରେ

ଝାରସୁଗୁଡ଼ା ଅଫିସ/ସରଣ୍ଡା,୩ା୬(ଡି.ଏନ୍‌.ଏ.): ବ୍ରଜରାଜନଗର ଉପନିର୍ବାଚନର ଦ୍ୱିତୀୟ ରାଉଣ୍ଡର ଗଣତି ଶେଷ ହୋଇଛି। ଏହି ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ୧୦,୨୪୮ ଭୋଟ୍‌ ପାଇଥିବା ବେଳେ ଭାଜପା ୨୬୨୩, କଂଗ୍ରେସ ୧୬୯୯ ଏବଂ ସିପିଆଇ ୨୧୨ ଖଣ୍ଡ ଭୋଟ୍‌ ପାଇଛି।

ପ୍ରଥମ ରାଉଣ୍ଡ ଗଣନା ଶେଷ, ବିଜେଡି ଆଗୁଆ

ଝାରସୁଗୁଡ଼ା ଅଫିସ,୩ା୬: ବ୍ରଜରାଜନଗର ଉପନିର୍ବାଚନର ପ୍ରଥମ ରାଉଣ୍ଡର ଗଣତି ଶେଷ ହୋଇଛି। ଏହି ରାଉଣ୍ଡରେ ବିଜେଡି ଆଗୁଆ ଥିବା ଜଣାପଡ଼ିଛି। ପ୍ରଥମ ରାଉଣ୍ଡ ଗଣତି ସୁଦ୍ଧା ବିଜେଡି ୪୭୩୩ ଭୋଟ୍‌ ପାଇଥିବା ବେଳେ ଭାଜପା ୧୧୪୪ ଏବଂ କଂଗ୍ରେସ ୧୦୧୪...

ବ୍ରଜରାଜନଗରରେ ଆରମ୍ଭ ହେଲା ଗଣତି

ଝାରସୁଗୁଡ଼ା ଅଫିସ,୩ା୬: ଝାରସୁଗୁଡ଼ା ବଢ଼େଇମୁଣ୍ଡାସ୍ଥିତ ଇଞ୍ଜିନିୟରିଂ ସ୍କୁଲ ପରିସରରେ ବ୍ରଜରାଜନଗର ବିଧାନସଭା ଉପନିର୍ବାଚନ ନିମନ୍ତେ ଭୋଟ ଗଣନା ଶୁକ୍ରବାର ସକାଳ ୮ଟାରେ ଆରମ୍ଭ ହୋଇଛି। ପ୍ରଥମେ ପୋଷ୍ଟାଲ ବାଲଟ ପେପର ଗଣତି ଆରମ୍ଭ ହୋଇଛି। ପରେ ଇଭିଏମ୍‌ ଗଣତି ଆରମ୍ଭ...

ସୁପ୍ରିମକୋର୍ଟରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ବିବାଦ:ସରିଲା ଶୁଣାଣି, ଆଜି ରାୟ

ନୂଆଦିଲ୍ଲୀ,୩ା୬:ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଅଧୀନରେ ରାଜ୍ୟ ସରକାରଙ୍କ ପକ୍ଷରୁ ମନ୍ଦିର ଚତୁଃପାର୍ଶ୍ୱରେ କରାଯାଉଥିବା ବେଆଇନ ଖନନ ଏବଂ ନିର୍ମାଣକୁ ବିରୋଧ କରି ଆଗତ ଆବେଦନ ଉପରେ ଗୁରୁବାର ସୁପ୍ରିମ୍‌କୋର୍ଟରେ ଶୁଣାଣି ହୋଇଛି। ବିଚାରପତି ବି.ଆର୍‌. ଗଭାଇ ଏବଂ ହିମା କୋହଲିଙ୍କୁ...

ବିଧାୟକଙ୍କ କ୍ବାର୍ଟର୍ସ ନିର୍ମାଣ ପ୍ରସଙ୍ଗ: ସତ୍ୟପାଠରେ ତଥ୍ୟ ରଖିବାକୁ ସରକାରଙ୍କୁ ନିର୍ଦ୍ଦେଶ

କଟକ ଅଫିସ,୩ା୬: ଉଚ୍ଚ ନ୍ୟାୟାଳୟରେ ସାମାଜିକ କର୍ମୀ ଜୟନ୍ତୀ ଦାସଙ୍କ ଦ୍ୱାରା କରାଯାଇଥିବା ଜନସ୍ବାର୍ଥ ମାମଲାର ଶୁଣାଣି ଜଷ୍ଟିସ ସଙ୍ଗମ କୁମାର ରାଉତ ଓ ଜଷ୍ଟିସ ବି.ପି. ଶତପଥିଙ୍କ ଖଣ୍ଡପୀଠରେ ହୋଇଥିଲା। ବିଧାୟକଙ୍କ ଲାଗି ଆପାର୍ଟମେଣ୍ଟ ନିର୍ମାଣ, ଏଥିନିମନ୍ତେ ହେଉଥିବା...

ଆଜି ବ୍ରଜରାଜନଗର ଉପନିର୍ବାଚନ ଫଳାଫଳ

ଭୁବନେଶ୍ୱର,୩।୬(ବ୍ୟୁରୋ): ଝାରସୁଗୁଡ଼ା ବଢ଼େଇମୁଣ୍ଡାସ୍ଥିତ ଇଞ୍ଜିନିୟରିଂ ସ୍କୁଲ ପରିସରରେ ବ୍ରଜରାଜନଗର ବିଧାନସଭା ଉପନିର୍ବାଚନ ନିମନ୍ତେ ଶୁକ୍ରବାର ପୂର୍ବାହ୍ନ ୮ଟାରେ ଭୋଟ ଗଣନା କରାଯିବ। ଗୁରୁବାର ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ଏକ ଖବରଦାତା ସମ୍ମିଳନୀରେ ମୁଖ୍ୟ ନିର୍ବାଚନ ଅଧିତ୍କାରୀ...

ଦିନକରେ ୨ ଆତଙ୍କବାଦୀ ଆକ୍ରମଣ: ପ୍ରବାସୀ ଶ୍ରମିକଙ୍କୁ ଗୁଳି କରି ହତ୍ୟା

ଶ୍ରୀନଗର,୨।୬: ଜମ୍ମୁ-କଶ୍ମୀରରେ ଗତ କିଛି ଦିନରୁ ଲଗାତର ଭାବେ ଟାର୍ଗେଟ କିଲିଂ ଜାରି ରହିଛି। ଆତଙ୍କବାଦୀମାନେ ସାଧାରଣ ନାଗରିକ ଓ କଶ୍ମୀର ପଣ୍ଡିତଙ୍କୁ ଟାର୍ଗେଟ କରିଛନ୍ତି। ଇତିମଧ୍ୟରେ ଗୁରୁବାର କୁଲଗାମରେ ବ୍ୟାଙ୍କ ମ୍ୟାନେଜରଙ୍କ ହତ୍ୟା ଘଟଣାର ୧୨ଘଣ୍ଟା ନ ପୁରୁଣୁ...

ବିହାରରେ ଜାତିଗତ ଜନଗଣନାକୁ କ୍ୟାବିନେଟର ମୋହର

ପାଟନା,୨।୬: ବିହାରରେ ଜାତି ଭିତ୍ତିକ ଜନଗଣନାକୁ ନୀତିଶ କୁମାରଙ୍କ କ୍ୟାବିନେଟ ଅନୁମୋଦନ ପ୍ରଦାନ କରିଛି। ଗୁରୁବାର ମୁଖ୍ୟ ଶାସନ ସଚିବ ଅମୀର ସୁଭାନୀ ଏସମ୍ପର୍କରେ ସୂଚନା ଦେଇଛନ୍ତି। ଜାତିଗତ ଜନଗଣନା ସମୟରେ ଅର୍ଥନୈତିକ ଆଧାରରେ ଏକ ସର୍ଭେ କରିବା ପାଇଁ...

ମା’ଶାରଳା ମନ୍ଦିରର ଉନ୍ନତିକରଣ ପାଇଁ ଖର୍ଚ୍ଚ ହେବ ୪୨କୋଟି

ଭୁବନେଶ୍ୱର,୨।୬(ବ୍ୟୁରୋ): ମା’ଶାରଳା ମନ୍ଦିରର ଉନ୍ନତିକରଣ ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଅନୁମୋଦନ କରିଛନ୍ତି । ପ୍ରଥମ ପର୍ଯ୍ୟାୟରେ ୪୨କୋଟି ଟଙ୍କା ଖର୍ଚ୍ଚ ହେବ ଏବଂ ବର୍ଷକ ମଧ୍ୟରେ କାମ ସାରିବା...

ୟୁକ୍ରେନରେ ରୁଷିଆ ସେନାର ଜୋର୍‌ଦାର ଆକ୍ରମଣ

କିଭ୍‌,୨ା୬: ରୁଷିଆ-ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧ ୩ ମାସ ଅତିକ୍ରମ କରିଥିଲେ ମଧ୍ୟ ଶେଷ ହେବାର ନାଁ ନେଉନି। ଆଗାମୀ ଦିନରେ, ଏହି ଯୁଦ୍ଧର ଫଳାଫଳ କ’ଣ ହେବ ତାହା ମଧ୍ୟ କହି ହେଉନାହିଁ। ରୁଷିଆ ସୈନ୍ୟମାନେ ଦକ୍ଷିଣ ଏବଂ...

ସୁରକ୍ଷାକର୍ମୀଙ୍କ ଗାଡ଼ିରେ ବିସ୍ଫୋରଣ, ୩ ଯବାନ ଆହତ…

ଶ୍ରୀନଗର, ୨।୬ : ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀଙ୍କ ଦ୍ୱାରା ବ୍ୟବହୃତ ହେଉଥିବା ଏକ ଗାଡ଼ିରେ ବିସ୍ଫୋରଣ ଘଟିଛି। ଏଥିରେ ୩ ଜଣ ଯବାନ ଆହତ ହୋଇଥିବା କଶ୍ମୀର ଆଇଜିପି ବିଜୟ କୁମାର ଗୁରୁବାର ସୂଚନା ପ୍ରଦାନ କରିଛନ୍ତି। ଆହତ ଯବାନଙ୍କୁ ଉଦ୍ଧାର...

‘ଗାଁର ସମସ୍ୟାକୁ ନିଜ ସମସ୍ୟା ଭାବି ସମାଧାନ ପାଇଁ ନିଷ୍ଠାପର ଉଦ୍ୟମ କରନ୍ତୁ’

ଭୁବନେଶ୍ୱର,୨ା୬(ବ୍ୟୁରୋ): ନବ ନିର୍ବାଚିତ ପଞ୍ଚାୟତ ପ୍ରତିନିଧିଙ୍କୁ ଗୁରୁବାର ଗୁରୁମନ୍ତ୍ର ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନବନିର୍ବାଚିତ ପଞ୍ଚାୟତ ପ୍ରତିନିଧିମାନଙ୍କୁ ଶୁଭେଚ୍ଛା ଜଣାଇ ମୁଖ୍ୟମନ୍ତ୍ରୀ ପଞ୍ଚାୟତର କାର୍ଯ୍ୟ କରିବାକୁ ପରାମର୍ଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ପଞ୍ଚାୟତ ହେଉଛି ସେବାର କେନ୍ଦ୍ର ।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri