Tag Archives: Home Middle

ଜୁନ୍‌ରେ ନିଯୁକ୍ତି ପାଇବେ ୭ ହଜାର ଶିକ୍ଷକ

ଭୁବନେଶ୍ୱର,୨୪ା୫(ବ୍ୟୁରୋ)”ଶିକ୍ଷା ବ୍ୟବସ୍ଥାକୁ ଅଧିକ କ୍ରିୟାଶୀଳ କରିବା ପାଇଁ ୭ ହଜାର ଶିକ୍ଷକଙ୍କ ଆବଶ୍ୟକ ଥିଲା। ଆସନ୍ତା ଜୁନ୍‌ରେ ସେମାନଙ୍କୁ ନିଯୁକ୍ତି ଦେବାକୁ ସରକାର ନିଷ୍ପତ୍ତି ନେଇଛନ୍ତି ବୋଲି ବିଧାୟକ ଭୂପିନ୍ଦର ସିଂ କହିଛନ୍ତି। ଭୂପିନ୍ଦରଙ୍କ ଅଧ୍ୟକ୍ଷତାରେ ସୋମବାର ବିଦ୍ୟାଳୟ ଓ...

୩ ଦିନ ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର,୨୩।୫(ବ୍ୟୁରୋ): ରାଜ୍ୟରେ ୩ ଦିନ ଯାଏ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଥିବା ବେଳେ ୧୨ ଜିଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ନିଂ ଜାରି କରିଛି। ୧୨ଟି ଜିଲାରେ ଘଡ଼ଘଡ଼ି ସହିତ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ...

ଦିଲ୍ଲୀକୁ ମିଳିଲା ନୂଆ ଉପରାଜ୍ୟପାଳ

ନୂଆଦିଲ୍ଲୀ,୨୩।୫: ଅନୀଲ ବୈଜଲ ନିଜ ପଦରୁ ଇସ୍ତଫା ଦେବା ପରେ ସୋମବାର ଦିଲ୍ଲୀକୁ ନୂଆ ଉପରାଜ୍ୟପାଳ ମିଳିଛି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ବିନୟ କୁମାର ସାକ୍‌ସେନାଙ୍କୁ ଦିଲ୍ଲୀର ନୂତନ ଉପରାଜ୍ୟପାଳ ଭାବେ ନିଯୁକ୍ତ କରିଛନ୍ତି। ଏନେଇ ସୋମବାର ରାଷ୍ଟ୍ରପତି କାର୍ଯ୍ୟାଳୟରୁ...

ଶରତ ପଟ୍ଟନାୟକ ହେଲେ ପିସିସି ସଭାପତି

ଭୁବନେଶ୍ୱର,୨୩।୫(ବ୍ୟୁରୋ): ବହୁ ଅପେକ୍ଷାର ଅନ୍ତ ଘଟିଛି। କଂଗ୍ରେସ ନେତା ଶରତ ପଟ୍ଟନାୟକଙ୍କୁ ଓଡ଼ିଶା ପିସିସି ସଭାପତି ଭାବେ ସୋମବାର ନିଯୁକ୍ତ କରାଯାଇଛି। ଏ ନେଇ ଏଆଇସିସି ପକ୍ଷରୁ ସୂଚନା ଦିଆଯାଇଛି। ଦ୍ୱିତୀୟ ଥର ପାଇଁ ସେ ପିସିସି ସଭାପତି ହୋଇଛନ୍ତି।...

ଜ୍ଞାନବାପି ମାମଲାର ଶୁଣାଣି ଶେଷ: ମଙ୍ଗଳବାର ଆସିବ ନିଷ୍ପତ୍ତି

ବାରାଣସୀ,୨୩।୫: ଜ୍ଞାନବାପି ମାମଲାର ଶୁଣାଣି ସୋମବାର ବାରାଣସୀ ଜିଲା ଜଜ କୋର୍ଟରେ ଶେଷ ହୋଇଛି। ଆସନ୍ତାକାଲି ଅର୍ଥାତ୍‌ ମଙ୍ଗଳବାର ଏହି ମାମଲାରେ କୋର୍ଟଙ୍କ ନିଷ୍ପତ୍ତି ଆସିପାରେ ବୋଲି ସୂଚନା ମିଳିଛି। ଉଭୟ ପକ୍ଷର ଯୁକ୍ତି ଶୁଣିବା ପରେ କୋର୍ଟ ଆସନ୍ତାକାଲି...

୨୩୯ ଦିନରେ ତାଇଓ୍ବାନରେ ୯୬୧ ଥର ଅନୁପ୍ରବେଶ…

ବେଜିଂ, ୨୩।୫ : ତାଇୱାନରେ ଚାଇନା ସୈନ୍ୟଙ୍କର ଅନୁପ୍ରବେଶ ବୃଦ୍ଧି ପାଇବାରେ ଲାଗିଛି। ଏକ ରିପୋର୍ଟ ଅନୁଯାୟୀ, ମେ ମାସରେ ଚାଇନାର ୬୮ ସାମରିକ ବିମାନ ତାଇୱାନର ଆକାଶ ମାର୍ଗ ସୀମାରେ ଅନୁପ୍ରବେଶ କରିଥିଲା। ସେଥିମଧ୍ୟରେ ୩୦ଟି ଯୁଦ୍ଧ ବିମାନ,...

ଭାରତୀୟ ରେଲୱେ ଟ୍ରାକ ଉପରେ ଆଇଏସ୍‌ଆଇର ନଜର, ଗୋଇନ୍ଦା ରିପୋର୍ଟ ଜାରି…

ନୂଆଦିଲ୍ଲୀ, ୨୩।୫ : ଭାରତରେ ରେଲୱେ ଟ୍ରାକ ଉପରେ ଆକ୍ରମଣ କରିବା ପାଇଁ ପାକିସ୍ତାନର ଗୁପ୍ତଚର ସଂସ୍ଥା ଆଇଏସଆଇ ଷଡ଼ଯନ୍ତ୍ର ରଚିଛି। ଏ ସମ୍ପର୍କରେ ଭାରତୀୟ ଗୋଇନ୍ଦା ସଂସ୍ଥା ପକ୍ଷରୁ ଏକ ସତର୍କ ସୂଚନା ଜାରି କରାଯାଇଛି। ସ୍ଲିପର ସେଲ...

ରାଜଧାନୀରେ ପ୍ରବଳ ବର୍ଷା, ୧୦୦ରୁ ଅଧିକ ବିମାନ ଉଡ଼ାଣ ପ୍ରଭାବିତ…

ନୂଆଦିଲ୍ଲୀ, ୨୩।୫ : ରାଜଧାନୀ ଦିଲ୍ଲୀରେ ପ୍ରବଳ ବର୍ଷା ଯୋଗୁ ସୋମବାର ସକାଳ ପ୍ରାୟ ୬ଟା ୩୦ରୁ ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରରେ ବିମାନ ଚଳାଚଳ ପ୍ରଭାବିତ ହୋଇଛି। ପ୍ରବଳ ପବନ ଏବଂ ବଜ୍ରପାତ ଯୋଗୁ ୧୯ ଟି ବିମାନର...

‘ଚାଇନା ବିପଦ ସହ ଖେଳୁଛି’

ଓ୍ବାଶିଂଟନ,୨୩ା୫: ଜାପାନର ରାଜଧାନୀ ଟୋକିଓରେ କ୍ୱାଡ୍‌ ସମ୍ମିଳନୀ ପୂର୍ବରୁ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଜାପାନ ପ୍ରଧାନମନ୍ତ୍ରୀ ଫୁମିଓ କିଶିଡାଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା କରିଛନ୍ତି। ଏହି ସମୟ ମଧ୍ୟରେ, ତାଇବାନକୁ ଚାଇନାର ଆକ୍ରୋଶରୁ ରକ୍ଷା କରିବାରେ ଆମେରିକା ସାହାଯ୍ୟ...

ବାଇଡେନ୍‌ଙ୍କ ଖୋଲା ଧମକ, ତାଇଓ୍ବାନ ଉପରେ ଆକ୍ରମଣ କଲେ ଆମେରିକା ସୈନ୍ୟ ଚାଇନାକୁ ଦେବେ ଜବାବ…

ଓ୍ବାଶିଂଟନ/ଟୋକିଓ, ୨୩।୫ : କ୍ୱାଡ ସମ୍ମିଳନୀରେ ଯୋଗଦେବା ପାଇଁ ଜାପାନର ଟୋକିଓରେ ପହଞ୍ଚିଥିବା ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ଚାଇନାକୁ ଖୋଲା ଧମକ ଦେଇଛନ୍ତି। ବାଇଡେନ୍‌ କହିଛନ୍ତି ଯେ ତାଇଓ୍ବାନ ଉପରେ ଚାଇନା କୌଣସି ସାମରିକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କଲେ...

କରୋନା ସଙ୍କଟରେ ୩ ସଂକ୍ରମଣର ଦୋହରା ମାଡ଼…

ଜେନେଭା, ୨୩।୫ : କରୋନା ମହାମାରୀ ଯୋଗୁ ପୃଥିବୀରେ ସଙ୍କଟ ଦେଖାଦେଇଛି। କରୋନା ସଙ୍କଟରେ ଯୁଝୁ ଥିବା ପୃଥିବୀ ଉପରେ ୩ ସଂକ୍ରମଣର ଦୋହରା ମାଡ଼ ଆରମ୍ଭ ହୋଇଛି। ଟମାଟୋ ଫ୍ଲୁ , ହେପାଟାଇଟିସ୍‌ ଏବଂ ମଙ୍କିପକ୍ସ୍‌ ସଂକ୍ରମଣ ଯୋଗୁ...

ପୃଥିବୀର ଅର୍ଥ ବ୍ୟବସ୍ଥା ଟଳମଳ…

ଓ୍ବାଶିଂଟନ/ମସ୍କୋ, ୨୩।୫ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧକୁ ୪ ମାସ ବିତିଛି। ଯୁଦ୍ଧ ଯୋଗୁ ପୃଥିବୀର ଅର୍ଥ ବ୍ୟବସ୍ଥା ଟଳମଳ ହେବାରେ ଲାଗିଛି। ଯୁଦ୍ଧରେ ଦୁର୍ବଳ ୟୁକ୍ରେନ ବର୍ତ୍ତମାନ ପର୍ଯ୍ୟନ୍ତ ଶକ୍ତିଶାଳୀ ରୁଷିଆକୁ ଚ୍ୟାଲେଞ୍ଜ ଦେଇ ଚାଲିଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri